ଇଣ୍ଡିଆନ ଆର୍ମି ସହ ପତଞ୍ଜଳି ଯୋଗପୀଠର ବୁଝାମଣା
ଭୁବନେଶ୍ୱର,୨୯।୧୧(ଅଭୟ ଦାଶ): ପତଞ୍ଜଳି ଯୋଗପୀଠ(ଟ୍ରଷ୍ଟ) ଏବଂ ଇଣ୍ଡିଆନ ଆର୍ମି ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଏକ ବୁଝାମଣାପତ୍ର(ଏମ୍ଓୟୁ) ଭାରତୀୟ ସେନା ଏବଂ ପତଞ୍ଜଳି ଯୋଗପୀଠଙ୍କ ମଧ୍ୟରେ ସେନା ମୁଖ୍ୟାଳୟ ଉତ୍ତର ଭାରତ ବରେଲିଠାରେ ସ୍ବାକ୍ଷରିତ ହୋଇଥିଲା।…
ଅଶ୍ନିର୍ ଗ୍ରୋଭରଙ୍କ ବଢ଼ିଲା ସମସ୍ୟା, ‘ଭାରତ ପେ’ ବିରୋଧରେ ପୋଷ୍ଟ ପାଇଁ ୨ ଲକ୍ଷ ଟଙ୍କା ଜରିମାନା କଲେ ଦିଲ୍ଲୀ ହାଇକୋର୍ଟ
ନୂଆଦିଲ୍ଲୀ,୨୮।୧୧: ଦିଲ୍ଲୀ ହାଇକୋର୍ଟ ‘ଭାରତ ପେ’ର ସହ ପ୍ରତିଷ୍ଠାତା ଏବଂ ପରିଚାଳନା ନିର୍ଦେଶକ ଥିବା ଅଶ୍ନିର୍ ଗ୍ରୋଭରଙ୍କ ଉପରେ ୨ ଲକ୍ଷ ଟଙ୍କା ଜୋରିମାନା ଲଗାଇଛନ୍ତି। ସୋସିଆଲ ମିଡିଆରେ ଭାରତ ପେ ବିରୋଧରେ ଆପତ୍ତିଜନକ ପୋଷ୍ଟ ସେୟାର କରିଥିବାରୁ ଅଶ୍ନିର୍ ଗ୍ରୋଭରଙ୍କ…
ପ୍ରଥମ UPI ଟ୍ରାନ୍ସଫର ୨,୦୦୦ ରୁ ଅଧିକ ହେଲେ ୪ ଘଣ୍ଟା ବିଳମ୍ବ ସମ୍ଭାବନା, ଠକେଇକୁ ରୋକିବା ପାଇଁ ପଦକ୍ଷେପ
ନୂଆଦିଲ୍ଲୀ,୨୭ା୧୧: ଭାରତରେ ଏବେ ଅନଲାଇନ କାରବାର ବଢିଚାଲିଥିବା ବେଳେ ଠକାମୀ ମଧ୍ୟ ବୃଦ୍ଧି ପାଇଛି। ଅନଲାଇନ୍ ପେମେଣ୍ଟ ଠକେଇ ରୋକିବା ପାଇଁ ସରକାର ଦୁଇ ଜଣଙ୍କ ମଧ୍ୟରେ ପ୍ରଥମ ଥର ପାଇଁ ଏକ ନିର୍ଦ୍ଦିଷ୍ଟ ପରିମାଣଠାରୁ ଅଧିକ କାରବାର ପାଇଁ ସର୍ବନିମ୍ନ…
ଆଜିଠାରୁ ଉତ୍କଳ ଫାବ୍ ଫେଷ୍ଟିଭାଲ
ଭୁବନେଶ୍ୱର,୨୮।୧୧: ଷ୍ଟାର୍ଟଅପ୍ ଓଡ଼ିଶା ପକ୍ଷରୁ ଏକ ୨ ଦିନିଆ ସ୍ବତନ୍ତ୍ର ପ୍ରଦର୍ଶନୀ ‘ଉତ୍କଳ ଫାବ୍ ଫେଷ୍ଟିଭାଲ-୨୦୨୩’ ଭୁବନେଶ୍ୱରର ଚନ୍ଦକା ଶିଳ୍ପାଞ୍ଚଳସ୍ଥିତ ଓ-ହବ୍ଠାରେ ମଙ୍ଗଳବାରଠାରୁ ଆୟୋଜିତ ହେବ। ବିଶେଷକରି ଉକ୍ତ ଫେଷ୍ଟିଭାଲ ଜରିଆରେ ଓଡ଼ିଶାକୁ ଏକ ଲୋଭନୀୟ ଅନ୍ତର୍ଜାତୀୟ ଫାବ୍ ଲାବ୍ ନେଟୱର୍କରେ…
ଓଡ଼ିଶା ବଜାରରେ ଜେନିଭିସ ରିମେଡିସ
ଭୁବନେଶ୍ୱର,୨୮।୧୧ (ଅଭୟ ଦାଶ): ଦେଶର ଅଗ୍ରଣୀ ଜେନେରିକ ଔଷଧ ଉତ୍ପାଦନକାରୀ କମ୍ପାନୀ ଜେନିଭିସ ରିମେଡିସ (ଆଇ) ପ୍ରାଇଭେଟ ଲିମିଟେଡ ତା’ର ଉତ୍ପାଦ (ଔଷଧ)ଗୁଡିକୁ ସୋମବାର ଆନୁଷ୍ଠାନିକ ଭାବେ ଓଡ଼ିଶା ବଜାରରେ ପ୍ରବେଶ କରାଇବା ସହିତ କମ୍ପାନୀର ରାଜ୍ୟ କାର୍ଯ୍ୟାଳୟ ଓ ଏକ୍ସକ୍ଲୁସିଭ ଆଉଟଲେଟ…
କ୍ରମ୍ପଟନ୍ର ନୂତନ ଉତ୍ପାଦ
ଭୁବନେଶ୍ୱର,୨୮।୧୧: କ୍ରମ୍ପଟନ୍ ଗ୍ରୀଭ୍ସ କଞ୍ଜ୍ୟୁମର ଇଲେକ୍ଟ୍ରିକାଲ୍ସ ଲିମିଟେଡର ନୂତନ ଉତ୍ପାଦ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଲାଇଟ ‘ଡେକୋ ବାଟନ’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ବିଶେଷକରି ଉତ୍ପାଦର ଗୁଣାତ୍ମକତା ଓ ବିଶ୍ୱାସରେ ବ୍ରାଣ୍ଡ୍ର ପ୍ରତିବଦ୍ଧତା ରହିଛି। ଏପରିକି ନୂତନ କ୍ରମ୍ପଟନ୍ ଡେକୋ…
ଯୁବପିଢ଼ି ଚାକିରି କରନ୍ତୁ, ମନା ନାହିଁ କିନ୍ତୁ ବାଣିଜ୍ୟ ବ୍ୟବସାୟ କରିବା ପାଇଁ ମଧ୍ୟ ଆଗଭର ହୁଅନ୍ତୁ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ପାରାଦ୍ୱୀପ,୨୭।୧୧: ସୋମବାର ପାରାଦ୍ୱୀପ ପୋର୍ଟ ଟ୍ରଷ୍ଟ ପକ୍ଷରୁ ଆୟୋଜିତ ବୋଇତ ବନ୍ଦାଣ ଉତ୍ସବରେ ଯୋଗ ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଆଜିର ଯୁବପିଢ଼ି ମାନଙ୍କୁ କିଛି ବାର୍ତ୍ତା ଦେଇଛନ୍ତି। ସେ କହିଛନ୍ତି ଯେ, ଯୁବପିଢ଼ି ସେମାନଙ୍କର ଯୋଗ୍ୟତା…
ହ୍ରାସ ପାଉଛି କର ସଂଗ୍ରହ, ସିଗାରେଟ ଉପରୁ ବ୍ୟାନ୍ ହଟାଇବେ ନ୍ୟୁଜିଲାଣ୍ଡ ସରକାର
ନୂଆଦିଲ୍ଲୀ,୨୭।୧୧: ବିଶ୍ୱର ପ୍ରଥମ ଦେଶ ଭାବେ ସିଗାରେଟ ବ୍ୟାନ୍ କରିଥିବା ନ୍ୟୁଜିଲାଣ୍ଡ ସରକାର ଏହି ପ୍ରତିବନ୍ଧକକୁ ହଟାଇବାକୁ ଯାଉଛନ୍ତି। ଦେଶରେ କର ସଂଗ୍ରହ ହ୍ରାସ ପାଉଥିବା ଚିନ୍ତା ଦର୍ଶାଇ ନୂତନ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ଦେଶରେ ଥିବା ଜସିଣ୍ଡା ଜାକିଣ୍ଡା…
ସିଗାରେଟ ଦାମ ବଢ଼ାଇ ଦିଅ, ବଜେଟ ପୂର୍ବରୁ ଡାକ୍ତର-ଅର୍ଥନୀତିଜ୍ଞ କେନ୍ଦ୍ର ସରକାରଙ୍କୁ କଲେ ନିବେଦନ…
ନୂଆଦିଲ୍ଲୀ,୨୭।୧୧ : ଗତ ୧୫ ବର୍ଷ ଧରି ଭାରତରେ ସିଗାରେଟ ଟାଣୁଥିବା ଲୋକଙ୍କ ପାଇଁ ସିଗାରେଟ ମୂଲ୍ୟ ପ୍ରାୟ ୨୫୦ ପ୍ରତିଶତ ବୃଦ୍ଧି ପାଇଛି। କିନ୍ତୁ ଡାକ୍ତର ଏବଂ ଅର୍ଥନୀତିଜ୍ଞ କହିଛନ୍ତି ସିଗାରେଟର ମୂଲ୍ୟ ଆହୁରି ବୃଦ୍ଧି ହେବା ଉଚିତ। ୟୁନିଅନ…
ନିର୍ବାଚନ ଯୋଗୁ ରାଜ୍ୟ ହରାଇପାରନ୍ତି ପୁଞ୍ଜିଗତ ଖର୍ଚ୍ଚ , ୩୫ ପ୍ରତିଶତ ବୃଦ୍ଧି…
ନୂଆଦିଲ୍ଲୀ,୨୭।୧୧ : ଆସନ୍ତା ବର୍ଷ ରାଜ୍ୟ ନିର୍ବାଚନ ଏବଂ ସାଧାରଣ ନିର୍ବାଚନରେ ରାଜସ୍ବ ହ୍ରାସ ପାଇ ଅନେକ ରାଜ୍ୟ ଚଳିତ ଆର୍ଥିକ ବର୍ଷରେ ପୁଞ୍ଜି ଖର୍ଚ୍ଚ ଲକ୍ଷ୍ୟକୁ ହରାଇ ପାରନ୍ତି। ଆଇସିଆରଏ ରିପୋର୍ଟ ଅନୁଯାୟୀ, ବର୍ଷର ପ୍ରଥମାର୍ଦ୍ଧରେ ରାଜ୍ୟଗୁଡିକର ପୁଞ୍ଜି ବ୍ୟୟ…
ଏନ୍ଟୋଡ୍ର ସ୍ବତନ୍ତ୍ର ଅଭିଯାନ
ଭୁବନେଶ୍ୱର,୨୭।୧୧: ଦେଶର ପ୍ରମୁଖ ଘରୋଇ ସ୍ବାସ୍ଥ୍ୟଭିତ୍ତିକ କମ୍ପାନୀ ଏନ୍ଟୋଡ୍ ଫାର୍ମାସ୍ୟୁଟିକାଲ୍ସର ନୂତନ ଅଭିଯାନ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଚଳିତ ବର୍ଷର ଜାତୀୟ ମାୟୋପିଆ ସପ୍ତାହ ପାଇଁ କମ୍ପାନୀ ମାତାନନ୍ଦ ଫାଉଣ୍ଡେଶନ ସହିତ ମିଳିତ ଭାବେ କାର୍ଯ୍ୟ କରୁଛି। ଏପରିକି ଷ୍ଟ୍ରାବିସମ୍ସ…
ରେଟର୍ନ କାର୍ଯ୍ୟାଳୟ ଉଦ୍ଘାଟିତ
ଭୁବନେଶ୍ୱର,୨୭।୧୧ (ଅଭୟ ଦାଶ): ଓଡ଼ିଶା ବୁଣାକାରମାନଙ୍କର ସର୍ବବିଧ ଉନ୍ନତି ତଥା ରାଜ୍ୟ ସରକାରଙ୍କ ବୟନ, ହସ୍ତତନ୍ତ ଓ ହସ୍ତଶିଳ୍ପର ପ୍ରଚାର ଓ ପ୍ରସାର ପାଇଁ ରିଟାୟର୍ଡ ଟେକ୍ସଟାଇଲ ଅଫିସର୍ସ ରି-ନାଟିଭ(ରେଟର୍ନ)ର ରାଜ୍ୟ କାର୍ଯ୍ୟାଳୟ ଶନିବାର ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି। ଏହି…
Archives


