ବାଣିଜ୍ୟ

ରେକର୍ଡ ସ୍ତରରେ ନିଫ୍ଟିର କାରବାର

ଭୁବନେଶ୍ୱର,୫।୧୨: ଗତ କିଛି ସପ୍ତାହ ହେବ ଦଲାଲ ଷ୍ଟ୍ରିଟରେ ଉତ୍ସାହ ରହିଛି। ଫଳରେ ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବଢାଇପାରିଛନ୍ତି। ଏପରିକି ନ୍ୟାଶନାଲ ଷ୍ଟକ ଏକ୍ସଚେଞ୍ଜ (ଏନଏସଇ) ନିଫ୍ଟି-୫୦ରେ ଉଲ୍ଲେଖନୀୟ ଅଭିବୃଦ୍ଧି ଘଟିଛି। ବିଶେଷ କରି ଗତ ୩ ସପ୍ତାହ ହେଲା ନିଫ୍ଟିର…

ବିଓବିର ନୂତନ ଉତ୍ପାଦ

ଭୁବନେଶ୍ୱର,୫।୧୨: ବ୍ୟାଙ୍କ ଅଫ୍‌ ବରୋଦା (ବିଓବି) ର ନୂତନ ଉତ୍ପାଦ ‘ବିଓବି ପରିବାର ଆକାଉଣ୍ଟ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ବିଓବିର ସେଭିଙ୍ଗ୍‌ସ ଓ କରେଣ୍ଟ ଆକାଉଣ୍ଟ ପାଇଁ ଉକ୍ତ ଆକାଉଣ୍ଟ ଆରମ୍ଭ ହୋଇଛି। ଏପରିକି ବ୍ୟାଙ୍କର ‘ମାଇଁ ଫ୍ୟାମିଲି,…

କର୍ମକ୍ଷେତ୍ର ଗଠନକୁ ବେଦାନ୍ତର ଗୁରୁତ୍ୱ

ଭୁବନେଶ୍ୱର,୫।୧୨ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ବେଦାନ୍ତ ଗ୍ରୁପର ଅଗ୍ରଣୀ କମ୍ପାନୀ ବେଦାନ୍ତ ଆଲୁମିନିୟମ ପକ୍ଷରୁ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ନିକଟରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ବେଦାନ୍ତ ଆଲୁମିନିୟମର ଉଭୟ ଓଡ଼ିଶା ଓ ଛତିଶଗଡ଼ ୟୁନିଟ ପକ୍ଷରୁ…

ଏଆଇଇଟିର ଦିନିକିଆ କର୍ମଶାଳା

ଭୁବନେଶ୍ୱର,୫।୧୨: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ଆରିଆନ୍‌ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି (ଏଆଇଇଟି) ଭୁବନେଶ୍ୱର ପକ୍ଷରୁ ଜାତୀୟ ପ୍ରଦୂଷଣ ନିୟନ୍ତ୍ରଣ ଦିବସ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଏକ ସଚେତନତା କାର୍ଯ୍ୟକ୍ରମ ସହ ଦିନିକିଆ କର୍ମଶାଳା (ଆଲୋଚନା ଚକ୍ର)ର ଆୟୋଜନ…

ପହିଲାରୁ ବଢ଼ିବ ୪ ଚକିଆ ଯାନ ଦର

ଭୁବନେଶ୍ୱର,୫।୧୨: ଦେଶର ପ୍ରମୁଖ ୪ଚକିଆ ଯାନ ନିର୍ମାତା ଓ ଅଟୋମୋବାଇଲ୍ସ କମ୍ପାନୀଗୁଡିକ ୨୦୨୪ ଜାନୁୟାରୀରୁ ନୂଆ ଦର ଲାଗୁ କରିବେ ବୋଲି ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି। ବିଶେଷ କରି ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଓ ଘରୋଇ ବଜାରରେ କଞ୍ଚାମାଲର ଅଭାବ କାରଣରୁ…

କର୍ମଚାରୀଙ୍କ ଦରମା ଦେବା ପାଇଁ ଘର ବନ୍ଧା ପକାଇଲେ ବାଇଜୁ ରାଭେନ୍ଦ୍ରନ୍

ମୁମ୍ବାଇ,୪ା୧୨: ଆର୍ଥିକ ସଙ୍କଟ ମଧ୍ୟରେ ଥିବା ଭାରତୀୟ ଏଡୁଟେକ୍ ବାଇଜୁ ପ୍ରତିଷ୍ଠାତା ବାଇଜୁ ରାଭେନ୍ଦ୍ରନ୍ ବଡ଼ ନିଷ୍ପତ୍ତି ନେଇଛନ୍ତି। କର୍ମଚାରୀଙ୍କ ଦରମା ଦେବା ପାଇଁ ବାଇଜୁ ନିଜର ଘର ତଥା ପରିବାର ସଦସ୍ୟଙ୍କ ମାଲିକାନାରେ ଥିବା ଘରକୁ ବନ୍ଧା ଦେଇ ଟଙ୍କା…

ତିନି ରାଜ୍ୟରେ ଜିତିଲା ଭାଜପା, ଗୋଟିଏ ଦିନରେ ଗୌତମ ଅଦାନୀଙ୍କର ବଢିଗଲା ୫.୬ ବିଲିୟନ ଡଲାର ସମ୍ପତ୍ତି

ମୁମ୍ବାଇ, ୪ା୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଭାଜପା ତିନି ଗୁରୁତ୍ୱପୂର୍ଣ୍ଣ ରାଜ୍ୟରେ ବିଧାନସଭା ନିର୍ବାଚନରେ ବାଜିମାତ କରିଛି। ଭାଜପାର ଏହି ବିଜୟ ପରେ ସୋମବାର ଭାରତୀୟ ସେୟାର ବଜାରରେ ଉତ୍ସାହ ଦେଖବାକୁ ମିଳିଛି। ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ (ବିଏସ୍ଇ) ସେନସେକ୍ସ…

ବିଧାନସଭା ନିର୍ବାଚନରେ ଭାଜପାର ବିଜୟ ପରେ ସେୟାର ବଜାରରେ ଉତ୍ସାହ, 6 ଲକ୍ଷ କୋଟି ଲାଭ କଲେ ନିବେଶକ

ନୂଆଦିଲ୍ଲୀ, ୪।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଭାଜପା ତିନି ରାଜ୍ୟର ବିଧାନସଭା ନିର୍ବାଚନ ଜିତିବା ପରେ ସେୟାର ବଜାରରେ ଉତ୍ସାହ ଦେଖିବାକୁ ମିଳିଛି। ସୋମବାର ସେନସେକ୍ସ ୧୪୦୦ ପଏଣ୍ଟ ଏବଂ ନିଫ୍ଟି ୪୩୦ ପଏଣ୍ଟ ବୃଦ୍ଧି ସହିତ ବଜାର ବନ୍ଦ…

ଫୋନ ଚୋରି ହୋଇଗଲେ କେମିତି ବନ୍ଦ କରିବେ ଗୁଗଲ ପେ, ଫୋନ ପେ…ଜାଣନ୍ତୁ

ଆଜିକାଲି ଭାରତରେ ଅନଲାଇନ ପେମେଣ୍ଟ ସାଧାରଣ ହୋଇଗଲାଣି। ଲୋକମାନେ ନିଜ ପାଖରେ ନଗଦ ଟଙ୍କା ରଖିବା ଅପେକ୍ଷା, ୟୁପିଆଇ ମାଧ୍ୟମରେ ଦେୟ ଦେବାକୁ ପସନ୍ଦ କରୁଛନ୍ତି। ଅନଲାଇନ ପେମେଣ୍ଟ ପାଇଁ ପାଖରେ କେବଳ ମୋବାଇଲ ଫୋନ ରହିବା ଆବଶ୍ୟକ ଏବଂ ଏହା…

ଜେଏସ୍‌ଡବ୍ଲ୍ୟୁ ଫାଉଣ୍ଡେଶନ ପକ୍ଷରୁ ଫ୍ରି ହେଲ୍‌ଥ କ୍ୟାମ୍ପ

ଭୁବନେଶ୍ୱର,୪।୧୨: ଜେଏସ୍‌ଡବ୍ଲ୍ୟୁ ଫାଉଣ୍ଡେଶନ ଓ ଜୟନ୍ନାଥ କ୍ୟାନସର ଏଡ ଫାଉଣ୍ଡେଶନ (ଜେସିଏଫ)ର ମିଳିତ ସହଯୋଗରେ ଏକ ଦୁଇଦିନିଆ ମାଗଣା ସ୍ବାସ୍ଥ୍ୟ ଶିବିର ନିକଟରେ ଆୟୋଜିତ ହୋଇଯାଇଛି। ବିଶେଷ କରି କେନ୍ଦୁଝର ଜିଲାର କୋଇରା ଏବଂ ଜଜାଙ୍ଗ ଭଳି ଅନେକ ଗ୍ରାମର ୪୦୦ରୁ…

ଓଟିସ୍‌ ଇଣ୍ଡିଆର ସ୍ବତନ୍ତ୍ର ଅଭିଯାନ

ଭୁବନେଶ୍ୱର,୪।୧୨: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଓଟିସ୍‌ ଇଣ୍ଡିଆର ସ୍ବତନ୍ତ୍ର ଅଭିଯାନ ‘ଜେନ୍‌ ୩ଟିମ୍‌ ନୋଭା ରେଞ୍ଜର ଅନଲାଇନ ଅର୍ଡର ବୁକିଂ’ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ଘରୋଇ ବଜାରର କୋଠାବାଡି ମାଲିକ ଓ ଫାସିଲିଟି ମ୍ୟାନେଜରମାନେ ଓଟିସ୍‌ ଇଣ୍ଡିଆର…

ଏଏମ୍‌ଏନ୍‌ଏସ୍‌କୁ ଏଚ୍‌ଏସ୍‌ଇ ଇନୋଭେଶନ୍‌ ଆଓ୍ବାର୍ଡ

ଭୁବନେଶ୍ୱର, ୪।୧୨ (ଅଭୟ ଦାଶ): ଆର୍ସେଲର ମିତ୍ତଲ ନିପନ୍‌ ଷ୍ଟିଲ (ଏଏମ୍‌ଏନ୍‌ଏସ୍‌) ଇଣ୍ଡିଆ ଲିମିଟେଡକୁ ନିକଟରେ ଆଉ ଏକ ସମ୍ମାନଜନକ ପୁରସ୍କାର ପ୍ରଦାନ କରାଯାଇଛି। ଉଲ୍ଲେଖଯୋଗ୍ୟ, ପୁଣେର ପ୍ରୋ-ଏମ୍‌ଏଫ୍‌ଜି ମିଡ଼ିଆ ଦ୍ୱାରା ଆୟୋଜିତ କ୍ୟୁୟୁପିଆଇଡି କନ୍‌ଫରେନ୍ସ ଆଣ୍ଡ ଆୱାର୍ଡ-୨୦୨୩ ସମାରୋହରେ ଏଏମ୍‌ଏନଏସ୍‌କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri