ଟିଏମ୍ ଫୋରମର ପ୍ରଥମ ଇନୋଭେଶନ ହବ୍
ଭୁବନେଶ୍ୱର,୩।୧୨: ରିଲାଏନ୍ସ ଜିଓ ଓ ଟିଏମ୍ ଫୋରମର ମିଳିତ ସହଯୋଗରେ ନଭି ମୁମ୍ବାଇସ୍ଥିତ ରିଲାଏନ୍ସ କର୍ପୋରେଟ୍ ଆଇଟି ପାର୍କଠାରେ ଟିଏମ୍ ଫୋରମ୍ର ପ୍ରଥମ ଇନୋଭେଶନ ହବ୍ ନିକଟରେ ଉଦ୍ଘାଟିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ଆସେଞ୍ଚର, ଡ୍ୟୁସ୍ ଟେଲିକମ୍, ଗୁଗଲ କ୍ଲାଉଡ୍, ଅରେଞ୍ଚ,…
ବ୍ଲିଙ୍କିଟ୍ ସହ ଏନ୍ଏସ୍ଡିସିର ବୁଝାମଣା
ଭୁବନେଶ୍ୱର,୩।୧୨: ଦେଶର ପ୍ରମୁଖ ଘରୋଇ ସଂସ୍ଥା ବ୍ଲିଙ୍କିଟ୍ ଏବଂ ଜାତୀୟ ଦକ୍ଷତା ବିକାଶ ନିଗମ (ଏନ୍ଏସ୍ଡିସି) ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ହୋଇଯାଇଛି। ବିଶେଷକରି ରୋଜଗାର ସୃଷ୍ଟି ଏବଂ ଦକ୍ଷତା ବିକାଶକୁ ପ୍ରୋତ୍ସାହିତ କରିବା ପାଇଁ ଉକ୍ତ ବୁଝାମଣା ହୋଇଛି। ସେହିଭଳି…
ବେଦାନ୍ତ ଆଲୁମିନିୟମର ୩ୟ ବୈଷୟିକ ମାଷ୍ଟର କ୍ଲାସ୍
ଭୁବନେଶ୍ୱର,୩।୧୨ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ କମ୍ପାନୀ ତଥା ବେଦାନ୍ତ ଆଲୁମିନିୟମ ପକ୍ଷରୁ ଆୟୋଜିତ ୩ୟ ବୈଷୟିକ ମାଷ୍ଟର କ୍ଲାସ୍ ନିକଟରେ ଅନୁଷ୍ଠିତ ହୋଇଯାଇଛି। ବିଶେଷକରି ଉକ୍ତ କ୍ଲାସ୍ (କର୍ମଶାଳା) ଏକ୍ସଟ୍ରୁଜନ ଇଣ୍ଡଷ୍ଟ୍ରିରେ ଅଭିନବତା ଓ ଦକ୍ଷତା ବୃଦ୍ଧି ଉପରେ…
Dark Patterns Ban: ଅନଲାଇନରେ ଗ୍ରାହକଙ୍କୁ କରାଯାଉଛି ବିଭ୍ରାନ୍ତ, ସରକାର ଜାରି କଲେ ନିର୍ଦ୍ଦେଶାବଳୀ…
ନୂଆଦିଲ୍ଲୀ,୨।୧୨ : ଗ୍ରାହକଙ୍କ ସୁରକ୍ଷା ପାଇଁ ଇ-କମର୍ସ ପ୍ଲାଟଫର୍ମରେ ସରକାର ‘ଡାର୍କ ପାଟର୍ନସ’ ବ୍ୟବହାର ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। କମ୍ପାନୀ କିମ୍ବା ବ୍ୟବସାୟୀମାନେ ଗ୍ରାହକଙ୍କୁ ପ୍ରତାରଣା କରିବାକୁ ଚେଷ୍ଟା କରନ୍ତି କିମ୍ବା ‘ଡାର୍କ ପାଟର୍ନସ’ ମାଧ୍ୟମରେ ସେମାନଙ୍କର ଆଚରଣ କିମ୍ବା ପସନ୍ଦକୁ…
ଭାରତ ପାଇଁ ଖୁସି ଖବର: ବଢ଼ିଲା ବିକାଶ ହାର, ବ୍ରୋକେଜ କମ୍ପାନୀ ନୋମୁରା ରିପୋର୍ଟ ଜାରି…
ନୂଆଦିଲ୍ଲୀ,୨।୧୨ : ଭାରତୀୟ ଅର୍ଥନୀତି ପାଇଁ ଏକ ଖୁସି ଖବର ଆସିଛି। ବାସ୍ତବରେ, ଜାପାନର ବ୍ରୋକେଜ କମ୍ପାନୀ ନୋମୁରା ଚଳିତ ଆର୍ଥିକ ବର୍ଷ ୨୦୨୩-୨୪ ପାଇଁ ଭାରତର ଅଭିବୃଦ୍ଧି ହାରକୁ ୫.୯ ପ୍ରତିଶତରୁ ୬.୭ ପ୍ରତିଶତକୁ ବୃଦ୍ଧି କରିଛି। ଦ୍ୱିତୀୟ ତ୍ରୟମାସିକ…
ପାର୍ବଣ ଋତୁ ପରେ ମାନ୍ଦା ପଡିଲା ମଲ୍-ବଜାର: ପାଣିରେ ପଡିଲା ବ୍ୟବସାୟୀଙ୍କ କୋଟି କୋଟି ଟଙ୍କାର ଜିନିଷ
ନୂଆଦିଲ୍ଲୀ,୨।୧୨: ଦେଶରେ ସରିଛି ପାର୍ବଣ ଋତୁ। ଋତୁ ସହ କ୍ରେଜ ଓ ଚାହିଦା ମଧ୍ୟ କମିଛି। ଏହାର ସିଧାସଳଖ ପ୍ରଭାବ ଦେଖାଦେଇଛି ବଡ ବଡ ଦୋକାନ ବଜାରରେ। ପାର୍ବଣ ଋତୁର ଆରମ୍ଭ ଗଣେଶ ପୂଜାରୁ ବଜାରରେ ଆଶିଂକ ଚମକ ଆଣିଦେଇଥିବାବେଳେ ନବରାତ୍ରୀ…
ସୋସିଆଲ ମିଡିଆ ବ୍ୟବହାର କଲେ ଏବେ ପିଲାଙ୍କୁ ବି ଦେବାକୁ ପଡିବ ଟ୍ୟାକ୍ସ, ରହିଛି ଏହି ନିୟମ
ନୂଆଦିଲ୍ଲୀ,୨।୧୨: ବର୍ତ୍ତମାନ ଏପରି ଏକ ସମୟ ଆସିଛି ଯେଉଁଥିରେ ଟଙ୍କା ରୋଜଗାର କରିବା ଚାକିରି ଆବଶ୍ୟକ ହେଉନାହିଁ। ଅନେକ ଗୁଡିଏ ଉତ୍ସ ରହିଛି। କେବଳ ଯୁବପିଢି ନୁହନ୍ତି ପିଲା ଠାରୁ ବୁଢା ପର୍ଯ୍ୟନ୍ତ ସମସ୍ତେ ଘରେ ବସି ଲକ୍ଷ ଲକ୍ଷ ଟଙ୍କା…
ନଭେମ୍ବରରେ ୧.୬୮ଲକ୍ଷ କୋଟିର ଜିଏସ୍ଟି ସଂଗ୍ରହ
ନୂଆଦିଲ୍ଲୀ,୨।୧୨, (ଅଭୟ ଦାଶ): ଚଳିତ ଆର୍ଥିକ ବର୍ଷର ୮ମ ମାସରେ ରେକର୍ଡ ପରିମାଣର ସାମଗ୍ରୀ ଏବଂ ସେବା ଟିକସ (ଗୁଡ୍ସ ଆଣ୍ଡ ସର୍ଭିସ୍ ଟ୍ୟାକ୍ସ ବା ଜିଏସ୍ଟି) ସଂଗ୍ରହ କରାଯାଇଛି ବୋଲି ଶୁକ୍ରବାର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଉଲ୍ଲେଖଯୋଗ୍ୟ, ୨୦୨୩-୨୪…
ଆଇ ଡେଷ୍ଟିନିର ଏକ୍ସକ୍ଲୁସିଭ ଆଉଟ୍ଲେଟ୍
ଭୁବନେଶ୍ୱର,୨।୧୨: ଆପଲ୍ର ଅଧିକୃତ ରିସେଲର ଆଇ ଡେଷ୍ଟିନିର ଏକ୍ସକ୍ଲୁସିଭ ଆଉଟ୍ଲେଟ୍ ଭୁବନେଶ୍ୱରର ପଟିଆସ୍ଥିତ ୟୁଡି ସିଟି ମଲ୍ ପରିସରରେ ଉଦ୍ଘାଟିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଓଡ଼ିଆ ଅଭିନେତ୍ରୀ ଏଲିନା ସାମନ୍ତରାୟ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ…
ଏସିସିରେ ‘ସାଇବର ନାଇଫ୍’ଟେକ୍ନୋଲୋଜି
ଭୁବନେଶ୍ୱର,୨।୧୨: ଦେଶର ପ୍ରମୁଖ ଘରୋଇ ଚିକିତ୍ସାଳୟ ଆପୋଲୋ ହସ୍ପିଟାଲ ଗ୍ରୁପ୍ ପକ୍ଷରୁ ଏକ ଅତ୍ୟାଧୁନିକ ଚିକିତ୍ସା ସୁବିଧା ‘ସାଇବର ନାଇଫ୍’ ଟେକ୍ନୋଲୋଜିର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଦକ୍ଷିଣ ଏସିଆର ପ୍ରଥମ ସାଇବର ନାଇଫ୍ ‘ସାଇବର ନାଇଫ୍ ଏସ୍ ୭ଟିଏମ୍ (7…
ଏଲ୍ଆଇସିର ନୂତନ ଉତ୍ପାଦ ‘ଜୀବନ ଉତ୍ସବ’: ଆଜୀବନ ଗ୍ୟାରେଣ୍ଟିଯୁକ୍ତ ଆୟ ସହ ମିଳିବ…
ନୂଆଦିଲ୍ଲୀ,୧।୧୨: ଭାରତୀୟ ଜୀବନ ବୀମା ନିଗମ(ଏଲ୍ଆଇସି)ର ନୂତନ ଉତ୍ପାଦ ‘ଜୀବନ ଉତ୍ସବ’ ନିକଟରେ ସର୍ବଭାରତୀୟ ଉନ୍ମୋଚନ ସହ ବଜାର ପ୍ରବେଶ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ନିଗମର ପାଟନା ଡିଭିଜନ ପକ୍ଷରୁ ଏକ ସ୍ବତନ୍ତ୍ର ଲୋର୍କାପଣ ଉତ୍ସବ ସହ ଏକ ଖବରଦାତା ସମ୍ମିଳନୀର…
୨ୟ ତ୍ରୈମାସକରେ ଜିଡିପି ଅଭିବୃଦ୍ଧି ୭.୬%
ନୂଆଦିଲ୍ଲୀ,୧।୧୨ (ଅଭୟ ଦାଶ): ଚଳିତ ଆର୍ଥିକ ବର୍ଷର ୨ୟ ତ୍ରୈମାସକ (ଜୁଲାଇରୁ ସେପ୍ଟେମ୍ବର ତ୍ରୈମାସିକ)ରେ ଦେଶର ଆର୍ଥିକ ଅଭିବୃଦ୍ଧି (ଜିଡିପି) ୭.୬% ରହିଛି। ଏପରିକି ଗତ ଆର୍ଥିକ ବର୍ଷର ସମାନ ତ୍ରୈମାସିକରେ ଜିଡିପି ହାର ୬.୨% ରହିଥିଲା। ଏ ନେଇ ଗୁରୁବାର…
Archives


