ବାଣିଜ୍ୟ

୨ୟ ତ୍ରୈମାସକରେ ଜିଡିପି ଅଭିବୃଦ୍ଧି ୭.୬%

ନୂଆଦିଲ୍ଲୀ,୧।୧୨ (ଅଭୟ ଦାଶ): ଚଳିତ ଆର୍ଥିକ ବର୍ଷର ୨ୟ ତ୍ରୈମାସକ (ଜୁଲାଇରୁ ସେପ୍ଟେମ୍ବର ତ୍ରୈମାସିକ)ରେ ଦେଶର ଆର୍ଥିକ ଅଭିବୃଦ୍ଧି (ଜିଡିପି) ୭.୬% ରହିଛି। ଏପରିକି ଗତ ଆର୍ଥିକ ବର୍ଷର ସମାନ ତ୍ରୈମାସିକରେ ଜିଡିପି ହାର ୬.୨% ରହିଥିଲା। ଏ ନେଇ ଗୁରୁବାର…

ରୟାଲ ଏନ୍‌ଫିଲ୍ଡର ଅଲ୍‌ ନ୍ୟୁ ହିମାଳୟାନ ଉନ୍ମୋଚିତ: ଆକର୍ଷଣୀୟ ଡିଜାଇନିଂ ସହ ରହିଛି…

ନୂଆଦିଲ୍ଲୀ,୧।୧୨: ରୟାଲ ଏନ୍‌ଫିଲ୍ଡର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଅଲ୍‌ ନ୍ୟୁ ହିମାଳୟାନ’କୁ ନିକଟରେ ସର୍ବଭାରତୀୟ ଉନ୍ମୋଚନ କରାଯାଇଛି। ଏପରିକି ଅଧିକ ପାୱାର ଓ ଟର୍କ ସହିତ ଉକ୍ତ ମଡେଲ ରୟାଲ ଏନ୍‌ଫିଲ୍ଡର ପ୍ରଥମ ଲିକ୍ୱିଡ-କୁଲ୍‌ଡ ଇଞ୍ଜିନ୍‌ ନୂଆ…

ପୁଣି ବଢିଲା ଗ୍ୟାସ୍‌ ଦର

ନୂଆଦିଲ୍ଲୀ,୧।୧୨: ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନ ଶେଷ ହୋଇଥିଲା ଏବଂ ଆଜିଠାରୁ ଏଲପିଜି ସିଲିଣ୍ଡରର ମୂଲ୍ୟ ବୃଦ୍ଧି ପାଇଛି। ୧୯ କିଲୋଗ୍ରାମ ବାଣିଜି୍ୟକ ଗ୍ୟାସ ସିଲିଣ୍ଡରରେ ୨୧ ଟଙ୍କା ବୃଦ୍ଧି ଘଟିଛି। ଆଜିଠାରୁ ଏହି ଦର ଲାଗୁ ହେବ। ଫଳରେ ରାଜଧାନୀ…

Tata Tech IPO Listing: ନିବେଶକ ହେଲେ ମାଲାମାଲ, ୧୪୦% ପ୍ରିମିୟମ ସହ ଲିଷ୍ଟିଂ ଟାଟା ଟେକ୍ନୋଲୋଜି

ମୁମ୍ବାଇ,୩୦ା୧୧: ଦେଶର ଅନ୍ୟତମ ସମ୍ମାନଜନକ ବ୍ୟବସାୟ ଗୋଷ୍ଠୀ ଟାଟା ଗ୍ରୁପର ଆଇପିଓ ଗୁରୁବାର ସେୟାର ମାର୍କେଟରେ ତାଲିକାଭୁକ୍ତ ହୋଇଛି। ପ୍ରାୟ ଦୁଇ ଦଶନ୍ଧି ଅର୍ଥାତ୍ ୨୦ ବର୍ଷ ପରେ, ଟାଟା ଗ୍ରୁପ୍ ଏହାର କମ୍ପାନୀ ଟାଟା ଟେକ୍ନୋଲୋଜିର ଆଇପିଓ ଆଣିଛି। ସେୟାର…

ଗୋଲ୍ଡ ଇଜ୍‌ ଓଲ୍ଡ! ବିବାହ ଋତୁରେ ଚାଲିଛି ପ୍ଲାଟିନମର କ୍ରେଜ୍‌

ନୂଆଦିଲ୍ଲୀ,୩୦।୧୧: ଦେଶରେ ଆରମ୍ଭ ହୋଇଛି ବିବାହ ଋତୁ। ବିବାହ ସିଜନକୁ ଦେଖି ସୁନା-ରୁପା ଅଳଙ୍କାରରେ ରେକର୍ଡସ୍ତରୀୟ ବ୍ୟବସାୟ ଦେଖିବାକୁ ମିଳୁଛି। ମାର୍କେଟରେ ସୁନା ଦର ୪୨ହଜାର ପାର୍‌ କରିଛି। ସୁନା ଦର ଆକାଶଛୁଆଁ ହେବାରୁ ସୁନା କିଣିବା କଷ୍ଟକର ହୋଇପଡିଛି। ଏଭଳି…

ଏଆଇବିଇଏର ତ୍ରୈବାର୍ଷିକ ସମ୍ମିଳନୀ

ଭୁବନେଶ୍ୱର,୩୦ା୧୧(ଅନୁରାଧା ମହାରଣା): ବ୍ୟାଙ୍କ ଶିଳ୍ପରେ ୩ ଲକ୍ଷରୁ ଊର୍ଦ୍ଧ୍ୱ ପଦବୀ ପୂରଣ ପାଇଁ ଦାବି କରାଯିବା ସହ ଠିକା ବା ଆଉଟସୋର୍ସିଂରେ ନିଯୁକ୍ତି ପ୍ରଦାନକୁ ନିଖିଳ ଓଡ଼ିଶା ବ୍ୟାଙ୍କ ଅଫ୍‌ ବରୋଦା ସଂଘ ପକ୍ଷରୁ ବିରୋଧ କରାଯାଇଛି। ସଂଘ ପକ୍ଷରୁ ସ୍ଥାନୀୟ…

ନିରବଚ୍ଛିନ୍ନ ବିଜୁଳି ଯୋଗାଣକୁ ଗୁରୁତ୍ୱ

ଭୁବନେଶ୍ୱର, ୩୦।୧୧: ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଏକ ଯୌଥ ଉଦ୍ୟୋଗ ଟିପି ସେଣ୍ଟ୍ରାଲ୍‌ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ୍‌ ଲିମିଟେଡ୍‌ (ଟିପିସିଓଡିଏଲ୍‌)ପକ୍ଷରୁ କଟକର ବହୁ ପ୍ରତୀକ୍ଷିତ ବାଲିଯାତ୍ରା-୨୦୨୩କୁ ନିରବଚ୍ଛିନ୍ନ ଓ ନିରାପଦ ବିଜୁଳି ଯୋଗାଣକୁ ଗୁରୁୁତ୍ୱ ପ୍ରଦାନ କରିଛି। ଏପରିକି ନିରାପତ୍ତା…

ବିଏଏଫ୍‌ର ଶୁଭାରମ୍ଭ

ଭୁବନେଶ୍ୱର, ୩୦।୧୧: ବଜାଜ୍‌ ଫିନ୍‌ସର୍ଭ ଆସେଟ ମ୍ୟାନେଜମେଣ୍ଟର ନୂତନ ଉତ୍ପାଦ ‘ବାଲାନ୍ସଡ ଆଡଭାଣ୍ଟେଜ ଫଣ୍ଡ ବା ବିଏଏଫ୍‌’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଡେରିଭେଟିଭ ଏବଂ ଫିକ୍ସଡ୍‌ ଇନ୍‌କମ୍‌ ଇନ୍‌ଷ୍ଟ୍ରୁମେଣ୍ଟ ସମେତ ଇକ୍ୱିଟି ଓ ଇକ୍ୱିଟି ସମ୍ପର୍କିତ ନିବେଶ କରିବାକୁ…

ସୋନି ଇଣ୍ଡିଆର ନୂତନ ଉତ୍ପାଦ ଉନ୍ମୋଚିତ

ଭୁବନେଶ୍ୱର,୩୦।୧୧: ସୋନି ଇଣ୍ଡିଆର ନୂତନ ଉତ୍ପାଦ ‘ଇନ୍‌ଜୋନ୍‌ ଏଚ୍‌୫ ଓୟାରଲେସ୍‌ ହେଡ୍‌ସେଟ୍‌’କୁ ନିକଟରେ ସର୍ବଭାରତୀୟସ୍ତରରେ ଉନ୍ମୋଚନ କରାଯାଇଛି। ବିଶେଷ କରି ଉକ୍ତ ହେଡ୍‌ସେଟ୍‌ ନିରବଚ୍ଛିନ୍ନ ଭାବେ ୨୮ ଘଣ୍ଟା ଗେମ୍‌ ଖେଳିବାର ସୁବିଧା ପ୍ରଦାନ କରିବା ସହ ପିସିରେ ମଧ୍ୟ ବହୁ…

ବଜାରରେ ସ୍କୋଡା କୁଶାକର ଏଲିଗାନ୍ସ ଏଡିଶନ

ଭୁବନେଶ୍ୱର,୩୦।୧୧ (ଅଭୟ ଦାଶ): ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ସ୍କୋଡା ଅଟୋ ଇଣ୍ଡିଆର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ସ୍କୋଡା କୁଶାକର ଏଲିଗାନ୍ସ ଏଡିଶନ’କୁ ନିକଟରେ ସର୍ବଭାରତୀୟସ୍ତରରେ ଉନ୍ମୋଚନ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି…

ଏୟାର ଇଣ୍ଡିଆ ସହ ଆକ୍ସିସ୍‌ ବ୍ୟାଙ୍କର ସହଭାଗିତା

ଭୁବନେଶ୍ୱର, ୩୦।୧୧: ଆକ୍ସିସ୍‌ ବ୍ୟାଙ୍କ ଓ ଏୟାର ଇଣ୍ଡିଆ ମଧ୍ୟରେ ଏକ ସହଭାଗିତା ସ୍ଥାପନ କରାଯାଇଛି। ବିଶେଷକରି ଆକ୍ସିସ୍‌ ବ୍ୟାଙ୍କ କ୍ରେଡିଟ୍‌କାର୍ଡ ଗ୍ରାହକମାନଙ୍କୁ ସେମାନଙ୍କର ଆକ୍ସିସ୍‌ ଏଜ୍‌ ରିୱାର୍ଡ ପଏଣ୍ଟ ବା ଏଜ୍‌ ମାଇଲ ଏୟାର ଇଣ୍ଡିଆ ଫ୍ଲାଇଂ ରିଟର୍ନ ପଏଣ୍ଟକୁ…

ଭାରତମୁହାଁ ଓ୍ବାଲ୍‌ମାର୍ଟ

ଲଣ୍ଡନ୍‌/ନ୍ୟୁୟର୍କ,୩୦ା୧୧: ବିଶ୍ୱର ସର୍ବବୃହତ୍‌ ରିଟେଲର ଓ୍ବାଲ୍‌ମାର୍ଟ ଚାଇନା ଉପରେ ନିଜ ନିର୍ଭରଶୀଳତା ହ୍ରାସ କରି ଆମେରିକାକୁ ଭାରତରୁ ଅଧିକ ସାମଗ୍ରୀ ଆମଦାନୀ କରୁଛି। ଖର୍ଚ୍ଚକାଟ ସହ ନିଜ ଯୋଗାଣ ଶୃଙ୍ଖଳରେ ବିବିଧତା ଆଣିବା ପାଇଁ କମ୍ପାନୀ ଏପରି ପଦକ୍ଷେପ ନେଇଥିବା କେତେକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri