ବାଣିଜ୍ୟ

Ram Mandir: ଅଯୋଧ୍ୟାରେ ପହଞ୍ଚିବା ଲାଗି ଶ୍ରଦ୍ଧାଳୁଙ୍କ ପାଇଁ ୪୩୦ ସହରରୁ ଚାଲିବ ୭୨ ଟ୍ରେନ…

ନୂଆଦିଲ୍ଲୀ,୬।୧ : ରାମ ମନ୍ଦିରରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ପରେ ଅଯୋଧ୍ୟାରେ ପହଞ୍ଚିବା ଲାଗି ଶ୍ରଦ୍ଧାଳୁମାନଙ୍କ ସୁବିଧା ପାଇଁ ଭାରତୀୟ ରେଳବାଇ ସ୍ବତନ୍ତ୍ର ପ୍ରସ୍ତୁତି କରିଛି। ଅଯୋଧ୍ୟା ପାଇଁ ରେଳବାଇ ଅନେକ ନୂତନ ଟ୍ରେନ ଆରମ୍ଭ କରିବାକୁ ଯାଉଛି। ଏଥିରେ ଏସି…

ଏବେ ପୋଷ୍ଟ ଅଫିସ ଜରିଆରେ ବି ବଦଳାଇପାରିବେ ୨୦୦୦ ଟଙ୍କିଆ ନୋଟ୍‌, ଆର୍‌ବିଆଇ କଲା ଘୋଷଣା…

ନୂଆଦିଲ୍ଲୀ,୬।୧: ୨୦୦୦ ଟଙ୍କିଆ ନୋଟ୍‌ ବଦଳାଇବା ନେଇ ନୂଆ ଘୋଷଣା କରିଛି ଆର୍‌ବିଆଇ। ଏବେ ବ୍ୟାଙ୍କ ବ୍ୟତିତ ଗ୍ରାହକମାନେ ପୋଷ୍ଟଅଫିସ ଜରିଆରେ ଏହି ନୋଟ ବଦଳାଇପାରିବେ। ଏହାକୁ ନେଇ କିଛି ନିର୍ଦ୍ଦେଶନାମା ମାନିବାକୁ ପଡ଼ିବ। ପ୍ରଥମେ ଅନଲାଇନ୍‌ରେ ଉପଲବ୍ଧ ହେଉଥିବା ଏକ…

ଏହି ଦିନ ଚାଷୀଙ୍କ ଖାତାକୁ ଯିବ ୧୬ ତମ କିସ୍ତି, ଜାଣନ୍ତୁ କେଉଁମାନେ ପାଇପାରିବେନି ଲାଭ

ନୂଆଦିଲ୍ଲୀ,୬।୧: ଦେଶର କୋଟି କୋଟି କୃଷକ ଭାରତ ସରକାରଙ୍କ ଉଚ୍ଚାଭିଳାଷୀ ସ୍କିମ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ଲାଭ ନେଉଛନ୍ତି।ଏହି ଯୋଜନା ଅଧୀନରେ ଭାରତ ସରକାର ଦେଶର ଆର୍ଥିକ ଦୁର୍ବଳ କୃଷକମାନଙ୍କୁ ପ୍ରତିବର୍ଷ ୬,୦୦୦ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରୁଛନ୍ତି।…

ସ୍କୋଡା ଅଟୋ ଇଣ୍ଡିଆର ନୂଆ ମାଇଲଖୁଣ୍ଟ

ନୂଆଦିଲ୍ଲୀ,୬।୧: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ସ୍କୋଡା ଅଟୋ ଇଣ୍ଡିଆ ଚଳିତ ବର୍ଷ (୨୦୨୩-ବର୍ଷ)ରେ ଉଲ୍ଲେଖନୀୟ ସଫଳତା ହାସଲ ସହ ଏକ ନୂଆ ମାଇଲଖୁଣ୍ଟ ହାସଲ କରିଛି। ଏପରିକି ଗତ ୨ ବର୍ଷ ମଧ୍ୟରେ ବ୍ରାଣ୍ଡ୍‌ ୧ଲକ୍ଷରୁ ଅଧିକ କାର୍‌ ବିକ୍ରି…

ବେସିକ୍‌ କଷ୍ଟମ୍‌ ଡ୍ୟୁଟିର ଦୀର୍ଘକାଳୀନ ଛାଡ଼ ପ୍ରସ୍ତାବ

ନୂଆଦିଲ୍ଲୀ,୬।୧: ଭାରତର ସର୍ବବୃହତ୍‌ ଷ୍ଟେନ୍‌ଲେସ୍‌ ଷ୍ଟିଲ୍‌ ଉତ୍ପାଦନକାରୀ କମ୍ପାନୀ ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ (ଜେଏସ୍‌ଏଲ୍‌) ୨୦୨୪-୨୫ ବଜେଟ ପୂର୍ବରୁ କଞ୍ଚାମାଲର ପ୍ରବେଶ ସୁନିଶ୍ଚିତ କରିବା ପାଇଁ ଶୁଦ୍ଧ ନିକେଲ ବ୍ୟତୀତ ଷ୍ଟେନ୍‌ଲେସ ଷ୍ଟିଲ୍‌ ସ୍କ୍ରାପ୍‌ ଏବଂ ଷ୍ଟିଲ୍‌ ସ୍କ୍ରାପ୍‌ ଉପରେ ଜିରୋ…

ୟୁପିଆଇ ଦେୟ ଉପରେ ଲାଗୁହେବ ଅତିରିକ୍ତ ଶୁକ୍ଳ

ଭୁବନେଶ୍ୱର,୬।୧,(ଅନୁରାଧା ମହାରଣା): ଖୁବ୍‌ ଶୀଘ୍ର ଦେଶରେ ୟୁନିଫାଏଡ୍‌ ପେମେଣ୍ଟ ଇଣ୍ଟରଫେସ୍‌ (ୟୁପିଆଇ) ଦେୟ ଉପରେ ଅତିରିକ୍ତ ଶୁଳ୍କ ଲାଗୁ କରାଯାଇପାରେ। ଯଦିଓ ସମସ୍ତଙ୍କୁ ଏହି ଫି ଦେବାକୁ ପଡିବ ନାହିଁ ମାତ୍ର ନିର୍ଦ୍ଦିଷ୍ଟ କିଛି କ୍ଷେତ୍ରରେ ଉକ୍ତ ଫି ଲାଗୁ କରିବାକୁ…

ଶେୟାର ବଜାରରେ ଉତ୍ସାହ

ନୂଆଦିଲ୍ଲୀ,୬।୧: କ୍ରମାଗତ ୨ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବଢ଼ାଇପାରିଛନ୍ତି। ବିଶେଷକରି ଶୁକ୍ରବାର ବମ୍ବେ ଷ୍ଟକ୍‌…

ଏମ୍‌ସିଏଲ୍‌ର ବାର୍ଷିକ ଖଣି ସୁରକ୍ଷା ପକ୍ଷ

ତାଳଚେର,୬ା୧ (ମନୋଜ ନନ୍ଦ): ମହାନଦୀ କୋଲଫିଲ୍ଡସ ଲିମିଟେଡ (ଏମସିଏଲ)ରେ ବାର୍ଷିକ ଖଣି ସୁରକ୍ଷା ପକ୍ଷ-୨୦୨୪ ଶୁକ୍ରବାର ଠାରୁ ଆରମ୍ଭ ହୋଇଛି। ଏହି ଅବସରରେ କର୍ମଚାରୀ ଏବଂ ସେମାନଙ୍କ ପରିବାର ସଦସ୍ୟମାନଙ୍କ ଦ୍ୱାରା ‘ସୁରକ୍ଷା ପଦଯାତ୍ରା’ ମାଧ୍ୟମରେ ସଚେତନ କରାଯାଇଥିଲା। ୨୦୨୪ ଜାନୁୟାରୀ…

ବୈଦେଶିକ ମୁଦ୍ରାଭଣ୍ଡାରରେ ବୃଦ୍ଧି

ନୂଆଦିଲ୍ଲୀ,୬।୧ (ଅଭୟ ଦାଶ): କ୍ରମାଗତ ଭାବେ ଭାରତର ଫରେକ୍ସ ରିଜର୍ଭ (ବୈଦେଶିକ ମୁଦ୍ରା ଭଣ୍ଡାର) ରେ ବୃଦ୍ଧି ଘଟି ଚାଲିଛି। ଏପରିକି ୨୦୨୩ ଡିସେମ୍ବର ୨୯ରେ ଶେଷ ହୋଇଥିବା ସପ୍ତାହରେ ଭାରତର ଫରେକ୍ସ ରିଜର୍ଭ ୨.୭୫୯ ବିଲିୟନ ଡଲାରକୁ ବୃଦ୍ଧି ପାଇ…

ମୁକେଶ ଅମ୍ବାନୀଙ୍କୁ ପଛରେ ପକାଇ ଭାରତର ସବୁଠାରୁ ଧନୀ ବ୍ୟକ୍ତି ହେଲେ ଗୌତମ ଆଦାନୀ

ଭୁବନେଶ୍ୱର,୫।୧: ପୁଣି ଭାରତର ଏକ ନମ୍ବର ଧନୀ ତାଲିକାକୁ ଫେରିଛନ୍ତି ଗୌତମ ଆଦାନି। ହିଣ୍ଡେନବର୍ଗ ରିପୋର୍ଟ ପରେ ଦୋହଲି ଯାଇଥିବା ଆଦାନି ସାମ୍ରାଜ୍ୟ ପୁଣିଥରେ ଶକ୍ତି ଯୋଗାଡ଼ କରି ଆଗକୁ ବଢିଛି। ଏହା ସହିତ ଗୌତମ ଆଦାନି ରିଲାଏନ୍ସ ଇଣ୍ଡଷ୍ଟ୍ରିର ମାଲିକ…

୨ଦିନିଆ ଭୁବନେଶ୍ୱର ଗସ୍ତରେ ପିଏନ୍‌ବିର ପରିଚାଳନା ନିର୍ଦ୍ଦେଶକ ଅତୁଲ

ଭୁବନେଶ୍ୱର,୪।୧: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନ୍‌ବି)ର ପରିଚାଳନା ନିର୍ଦ୍ଦେଶକ ତଥା ମୁଖ୍ୟ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଅତୁଲ କୁମାର ଗୋଏଲ ୨ଦିନିଆ ଭୁବନେଶ୍ୱର ଗସ୍ତରେ ଆସିଛନ୍ତି। ଏହି ପରିପ୍ରେକ୍ଷୀରେ ସର୍ବଭାରତୀୟ ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ଅଧିକାରୀ ସଂଘର ସହାୟକ ସାଧାରଣ ସମ୍ପାଦକ ବୈଲୋଚନ…

ଶ୍ରୀଦୁର୍ଗାର ଲକି ଡ୍ର: ମିଭାନ ଜିତିଲେ ‘ହାର୍ଲେ ଡେଭିଡ୍‌ସନ’

ଭୁବନେଶ୍ୱର,୪।୧ (ଅଭୟ ଦାଶ): ଶ୍ରୀଦୁର୍ଗା ରିଟେଲ ପ୍ରାଇଭେଟ୍‌ ଲିମିଟେଡ୍‌ (ଏସ୍‌ଆରପିଏଲ୍‌) ର ବହୁ ପ୍ରତୀକ୍ଷିତ ତଥା ପାର୍ବଣ ‘ଲକି ଡ୍ର’ ମହୋତ୍ସବ ଗୁରୁବାର ଭୁବନେଶ୍ୱରର ଅଶୋକନଗରସ୍ଥିତ ଜନପଥ ଷ୍ଟୋରରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ‘ଶ୍ରୀଦୁର୍ଗା’ ଫ୍ୟାମିଲି ଷ୍ଟୋର ପକ୍ଷରୁ ଗତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri