ବାଣିଜ୍ୟ

୨୬/୧୧ ମୁମ୍ବାଇ ଆକ୍ରମଣ: ଆଜିବି ଲିଭିନି କ୍ଷତିର ଦାଗ, ଭୁଶୁଡି ପଡିଥିଲା ମୁମ୍ବାଇର ଅର୍ଥନୀତି

ନୂଆଦିଲ୍ଲୀ,୨୬।୧୧: ୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣ ଘଟଣା ଭାରତର ସୁରକ୍ଷା ଚିନ୍ତା ବଢ଼ାଇଥିଲା। ପାକିସ୍ତାନରୁ ସମୁଦ୍ର ପଥରେ ଆସିଥିବା ଆତଙ୍କବାଦୀ ଏକସଙ୍ଗେ ମୁମ୍ବାଇ ମହାନଗରୀରର ବିଭିନ୍ନ ସ୍ଥାନରେ ଆକ୍ରମଣ କରି ୧୬୬ ଜଣଙ୍କୁ ହତ୍ୟା କରିବା ସହ ଅନେକେ ଆହତ ହୋଇଥିଲେ।…

ବିଜିୟୁର ୬ଷ୍ଠ ସମାବର୍ତ୍ତନ ଉସତ୍ବ

ଭୁବନେଶ୍ୱର,୨୬।୧୧: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ବିର୍ଲା ଗ୍ଲୋବାଲ ୟୁନିଭର୍ସିଟି (ବିଜିୟୁ) ର ୬ଷ୍ଠ ସମାବର୍ତ୍ତନ ଉତ୍ସବ ଶନିବାର ବିଶ୍ୱବିଦ୍ୟାଳୟର ଭୁବନେଶ୍ୱର କ୍ୟାମ୍ପସରେ ଅନୁଷ୍ଠିତ ହୋଇଯାଇଛି। ବିଶେଷକରି ବିଜିୟୁର ୨୦୨୧-୨୩ ବ୍ୟାଚ୍‌ର ସ୍ନାତକୋତ୍ତର ଏବଂ ୨୦୨୦-୨୩ ବ୍ୟାଚ୍‌ର ସ୍ନାତକ ଛାତ୍ରୀଛାତ୍ରମାନଙ୍କ ପାଇଁ…

ରୁଚି ଫ୍ରୋଜିଟ୍‌ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୨୬।୧୧: ରୁଚି ଫ୍ରୋଜିଟ୍‌ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ ଶନିବାର କଟକସ୍ଥିତ ମଧୁପାଟଣା ଶିଳ୍ପାଞ୍ଚଳ (ରୁଚି କମ୍ପାନୀ ପାଖ)ଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ରୁଚି ଫୁଡ୍‌ଲାଇନ୍‌ର ନିର୍ଦ୍ଦେଶିକା ସଙ୍ଗୀତା ସାହୁ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ…

‘୩୩,୦୦୦ କୋଟିରେ ପହଞ୍ଚତ୍ଛି ଗ୍ରାମୀଣ ବ୍ୟବସାୟ’

ଭୁବନେଶ୍ୱର,୨୬।୧୧ (ଅଭୟ ଦାଶ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୃଷକ ଉତ୍ପାଦ ସଙ୍ଗଠନ (ଏଫ୍‌ପିଓ) ଏବଂ ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି)ଙ୍କ ମାଧ୍ୟମରେ ଦେଶର କୃଷକ, ଗ୍ରାମୀଣ ମହିଳାମାନଙ୍କୁ ସଶକ୍ତ କରିବାର ଦାୟିତ୍ୱ ନେଇଛନ୍ତି ବୋଲି ଶନିବାର ନାବାର୍ଡ ପକ୍ଷରୁ ଆୟୋଜିତ ‘ଷ୍ଟେଟ୍‌…

ସଫଳ ହେଲାନି ପ୍ରେମ, ଏହି ବଡ଼ କମ୍ପାନିର ମାଲିକଙ୍କ ହୋଇଗଲା ବ୍ରେକପ୍

ନୂଆଦିଲ୍ଲୀ,୨୫।୧୧: ପାରିବାରିକ ସମ୍ପର୍କରେ ମତଭେଦ ବର୍ତ୍ତମାନ କମ୍ପାନୀର ବୋର୍ଡ ରୁମରେ ପହଞ୍ଚିବା ଆରମ୍ଭ କରିଛି । ସଦ୍ୟତମ ମାମଲାରେ ରେମଣ୍ଡ ଗ୍ରୁପ କମ୍ପାନୀର ଚେୟାରମ୍ୟାନ ତଥା ଏମଡି ଗୌତମ ସିଘାଂନିଆ ଏବଂ ତାଙ୍କ ସ୍ତ୍ରୀ ନୱାଜ ମୋଦି ସିଘାଂନିଆ ଛାଡପତ୍ର ଘୋଷଣା…

ଦେଶର ୩ବଡ ବ୍ୟାଙ୍କ ଉପରେ ୧୦କୋଟି ଟଙ୍କାର ଜରିମାନା ଲଗାଇଲା ଆରବିଆଇ

ନୂଆଦିଲ୍ଲୀ,୨୫।୧୧: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆରବିଆଇ) ଦେଶର ୩ବଡ ବ୍ୟାଙ୍କ ଉପରେ ନେଇଛି ବଡ କାର୍ଯ୍ୟାନୁଷ୍ଠାନ। ରେଗୁଲେଟୋରୀ ନିୟମର ଉଲ୍ଲଘଂନ ନେଇ ବ୍ୟାଙ୍କଗୁଡିକ ଉପରେ ଜରିମାନା ଲଗାଇଛି ଆରବିଆଇ। ସୂଚନାଯୋଗ୍ୟ, ସିଟି ବ୍ୟାଙ୍କ, ବ୍ୟାଙ୍କ ଅଫ ବରୋଦା ଏବଂ ଇଣ୍ଡିଆନ ଓଭରସିଜ ବ୍ୟାଙ୍କ…

ଦ୍ରୁତ ଅର୍ଥନୈତିକ ଅଭିବୃଦ୍ଧିରେ ଆର୍‌ବିଆଇ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୨୫।୧୧: ଦେଶର ପ୍ରମୁଖ ଘରୋଇ ଶିଳ୍ପ ସଙ୍ଗଠନ ଫେଡେରେଶନ ଅଫ୍‌ ଇଣ୍ଡିଆନ୍‌ ଚାମ୍ବର ଅଫ୍‌ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି (ଫିକି) ଏବଂ ଇଣ୍ଡିଆନ୍‌ ବ୍ୟାଙ୍କସ୍‌ ଆସୋସିଏଶନ ପକ୍ଷରୁ ମିଳିତ ଭାବେ ମୁମ୍ବାଇଠାରେ ଆୟୋଜିତ ଏହାର ପ୍ରମୁଖ ବ୍ୟାଙ୍କିଙ୍ଗ୍‌ ସମ୍ପର୍କିତ ବାର୍ଷିକ କାର୍ଯ୍ୟକ୍ରମ…

ରାଷ୍ଟ୍ରୀୟ ବାଲ୍‌ ବୈଜ୍ଞାନିକ ପ୍ରଦର୍ଶନୀକୁ ବେଦାନ୍ତର ସମର୍ଥନ

ଭୁବନେଶ୍ୱର,୨୫।୧୧: ପ୍ରତି ବର୍ଷ ଭଳି ଚଳିତବର୍ଷ ମଧ୍ୟ ଜାତୀୟ ଯୁବ ବୈଜ୍ଞାନିକ ପ୍ରଦର୍ଶନୀକୁ ବେଦାନ୍ତ ଆଲୁମିନିୟମ ସମର୍ଥନ ଜଣାଇଛି। ବିଶେଷକରି ସୁନ୍ଦରଗଡ଼ ଜିଲାର ହେମଗିର ବ୍ଲକରେ ନ୍ୟାଶନାଲ କାଉନସିଲ ଅଫ୍‌ ଏଜୁକେଶନାଲ ରିସର୍ଚ୍ଚ ଆଣ୍ଡ ଟ୍ରେନିଂ (ଏନ୍‌ସିଇଆର୍‌ଟି) ଦ୍ୱାରା ଆୟୋଜିତ ରାଷ୍ଟ୍ରୀୟ…

ନରେନ୍ଦ୍ରନ୍‌ଙ୍କୁ ଆଇଆଇଏମ୍‌-ଜେଆର୍‌ଡି ଟାଟା ପୁରସ୍କାର

ଭୁବନେଶ୍ୱର,୨୫।୧୧(ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ କମ୍ପାନୀ ଟାଟା ଷ୍ଟିଲ୍‌ର ଏମ୍‌ଡି ତଥା ସିଇଓ ଟି.ଭି. ନରେନ୍ଦ୍ରନଙ୍କୁ ନିକଟରେ ଆଉ ଏକ ସମ୍ମାନଜନକ ପୁରସ୍କାର ପ୍ରଦାନ କରାଯାଇଛି। ଉଲ୍ଲେଖଯୋଗ୍ୟ, ଇଣ୍ଡିଆନ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଟାଲ୍ସ (ଆଇଆଇଏମ୍‌)ର ୭୭ତମ ବାର୍ଷିକ ବୈଷୟିକ ବୈଠକରେ…

ଗୁଗଲ ପେ’, ପେଟିଏମରେ ଆଉ ମାଗଣାରେ କରି ହେବନାହିଁ ମୋବାଇଲ ରିଚାର୍ଜ

ନୂଆଦିଲ୍ଲୀ,୨୩।୧୧: ପେଟିଏମ, ଗୁଗୁଲ ପେ, ଫୋନ ପେ ଆପ ଦେଶରେ ବହୁଳ ଭାବରେ ବ୍ୟବହୃତ ହେଉଛି। ଏଗୁଡ଼ିକ ହେଉଛି ଦେଶର ପ୍ରମୁଖ ୟୁପିଆଇ ଆପ । ଏହି ଆପ୍ସ ମାଧ୍ୟମରେ ଲୋକମାନେ ଭଡା, ବିଲ ପେମେଣ୍ଟ, ଗ୍ୟାସ, ଫ୍ଲାଇଟ, ବୀମା, ମୋବାଇଲ…

ଆସିବାକୁ ଯାଉଛି ଇ-ସିମ ଯୁଗ, ଏହି ବଡ କମ୍ପାନୀର ସିଇଓ ଦେଲେ ସଙ୍କେତ

ନୂଆଦିଲ୍ଲୀ,୨୩।୧୧: ସ୍ମାର୍ଟଫୋନରେ ଡାଟା କନେକ୍ଟିଭିଟି ପାଇଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ବିଷୟ ହେଉଛି ସିମ କାର୍ଡ। ସିମ କାର୍ଡ ଉପଭୋକ୍ତାମାନଙ୍କ ପରିଚୟ ଦେଇଥାଏ। ତେବେ ଟେକ୍ନୋଲୋଜିର ଅଗ୍ରଗତି ଯୋଗୁ ଅନେକ ପରିବର୍ତ୍ତନ ଘଟୁଛ। ବର୍ତ୍ତମାନ ଇ-ସିମର ଟ୍ରେଣ୍ଡ ଦେଖିବାକୁ ମିଳୁଛି। ଯାହା ବର୍ତ୍ତମାନ…

ସାହାରାଶ୍ରୀଙ୍କ ଅସ୍ଥି ଗଙ୍ଗାରେ ବିସର୍ଜିତ

ଭୁବନେଶ୍ୱର,୨୩ା୧୧(ଅନୁରାଧା ମହାରଣା): ସାହାରାଶ୍ରୀ ଭାବେ ପରିଚିତ ସାହାରା ଇଣ୍ଡିଆର ଚେୟାରମ୍ୟାନ ସ୍ବର୍ଗତ ସୁବ୍ରତ ରାୟ ସାହାରାଙ୍କ ଅସ୍ଥି ବିସର୍ଜନ ନିକଟରେ ଶେଷ ହୋଇଯାଇଛି। ବୁଧବାର ହରିଦ୍ୱାର ଓ ବାରାଣସୀର ପବିତ୍ର ଗଙ୍ଗାରେ ଅସ୍ଥି ବିସର୍ଜନ ହୋଇଥିବା ବେଳେ ମଙ୍ଗଳବାର ପ୍ରୟାଗରାଜର ସଙ୍ଗମସ୍ଥଳରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri