ବାଣିଜ୍ୟ

ନୂଆ ବର୍ଷ ଆରମ୍ଭରୁ ବଦଳିଯିବ ଏସବୁ ନିୟମ: ସାଧାରଣ ଲୋକଙ୍କ ପକେଟ୍‌ ଉପରେ ପଡିବ ବଡ଼ ପ୍ରଭାବ

ନୂଆଦିଲ୍ଲୀ,୨୨।୧୨: ଡିସେମ୍ବର ମାସ ଆଉ କିଛି ଦିନ ପରେ ଚାଲିଯିବ, ଏବଂ ନୂତନ ବର୍ଷ ଆସିବ। ଏହା ସହିତ, ନିୟମାବଳୀରେ ଅନେକ ପରିବର୍ତ୍ତନ ଦେଖାଯିବ ଯାହା ସିଧାସଳଖ ସାଧାରଣ ଲୋକଙ୍କ ପକେଟ୍‌କୁ ପ୍ରଭାବିତ କରିବ। ବ୍ୟାଙ୍କିଂ ନିୟମ ଠାରୁ ଆରମ୍ଭ କରି…

ମାତ୍ର ୬୧ ଟଙ୍କାରେ ଇନ୍‌ସୁରାନ୍ସ, ଫୋନ ଚୋରି ହୋଇଗଲେ ମିଳିବ ୨୫,୦୦୦ ଟଙ୍କା…

ଯଦି ଆପଣଙ୍କ ସ୍ମାର୍ଟଫୋନ ଚୋରି ହୋଇଯାଏ ନଚେତ କେଉଁଠି ହଜି ଯାଏ, ତେବେ କ୍ଷତି ସହିବାକୁ ଏବେ ପଡ଼ିବ ନାହିଁ। VI ଭାରତରେ ପ୍ରଥମ ଥର ହ୍ୟାଣ୍ଡସେଟ୍‌ ଥେଟ୍‌ ଆଣ୍ଡ ଲସ୍‌ ଇନ୍ସୁରାନ୍ସ ସ୍କିମ୍‌ ଲଞ୍ଚ କରିଛି।ଏହି ସ୍କିମ୍‌ ମୋବାଇଲ ରିଚାର୍ଜ…

ବଡ଼ ଖବର: ୨୬ ଡିସେମ୍ୱରରୁ ମହଙ୍ଗା ହେବ ଟ୍ରେନଯାତ୍ରା, ଜେନରାଲ ସିଟ୍‌ ପାଇଁ ଦେବାକୁ ପଡିବ ଏତେ ଟଙ୍କା

ନୂଆଦିଲ୍ଲୀ,୨୧।୧୨: ଯାତ୍ରୀଗଣ ଦୟାକରି ଧ୍ୟାନ ଦିଅନ୍ତୁ। ଟ୍ରେନରେ ଯାତ୍ରା କରୁଥିଲେ ଆପଣଙ୍କ ପାଇଁ ଜରୁରୀ ଖବର। ଟ୍ରେନରେ ଯାତ୍ରା କରିବା ଏବେ ପଡିପାରେ ମହଙ୍ଗା। ଡିସେମ୍ୱର 26 ତାରିଖରୁ ଭଡ଼ା ବୃଦ୍ଧି ହେବାକୁ ଯାଉଛି। ଏହି ବୃଦ୍ଧି ମୁଖ୍ୟତଃ ଦୂରଗାମୀ ଯାତ୍ରାକୁ…

ଏଥର ଫେବୃଆରୀ ୧ରେ ଆସିବନି ବଜେଟ୍‌! ଭାରତ ସଂସଦୀୟ ଇତିହାସରେ ପ୍ରଥମ?

ନୂଆଦିଲ୍ଲୀ,୨୧।୧୨: ଆସନ୍ତା ବର୍ଷ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ କେଉଁ ତାରିଖରେ ବଜେଟ ଉପସ୍ଥାପନ କରିବେ ତାକୁ ନେଇ ସସପେନ୍ସ ଜାରି ରହିଛି। ୨୦୧୭ରୁ ପ୍ରତିବର୍ଷ ଫେବୃଆରୀ ୧ ତାରିଖ ସକାଳ ୧୧ଟାରେ ବଜେଟ ଉପସ୍ଥାପନ ହୋଇଆସୁଛି। କିନ୍ତୁ, ଏହି…

ଗ୍ରାହକଙ୍କୁ ଆଶ୍ୱସ୍ତି: ୧୨ ହଜାର କମିଲା ସୁନା ଦର

ନୂଆଦିଲ୍ଲୀ,୨୦।୧୨: ରେକର୍ଡ ବୃଦ୍ଧି ପରେ, ଭାରତରେ ୨୪-କ୍ୟାରେଟ, ୨୨-କ୍ୟାରେଟ ଏବଂ ୧୮-କ୍ୟାରେଟ ସୁନାର ମୂଲ୍ୟ ହ୍ରାସ ପାଇବାରେ ଲାଗିଛି। ଗୋଟିଏ ସପ୍ତାହରେ ୧୦ ଗ୍ରାମ ୨୪-କ୍ୟାରେଟ ସୁନାର ମୂଲ୍ୟ ୧୨୦୦ଟଙ୍କା ଏବଂ ୧୦୦ ଗ୍ରାମ ସୁନାର ମୂଲ୍ୟ ୧୨,୦୦୦ ଟଙ୍କା ହ୍ରାସ…

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା ରୁପେ ନେଟୱର୍କ ଉପରେ ଆଧାରିତ ଏବଂ ସମ୍ପୂର୍ଣ୍ଣ ରୂପେ ଗୁଗଲ ପେ’ ଆପ ଭିତରେ…

ଡିସେମ୍ୱର ୩୧ ସୁଦ୍ଧା ସାରି ନିଅନ୍ତୁ ଏସବୁ କାମ, ନ ହେଲେ ସହିବେ ବଡ଼ କ୍ଷତି!

ନୂଆଦିଲ୍ଲୀ,୧୯।୧୨: ୨୦୨୫ ମସିହାର ଶେଷ ମାସ ଡିସେମ୍ୱର ମାସ ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଆଜି ଡିସେମ୍ୱର ୧୯ ତାରିଖ, ଅର୍ଥାତ ବର୍ଷ ଶେଷ ହେବାକୁ ଆଉ ମାତ୍ର ୧୨ ଦିନ ବାକି ଅଛି। କିଛି ଗୁରୁତ୍ୱପୂର୍ଣ୍ଣ ଆର୍ଥିକ କାର୍ଯ୍ୟ ଅଛି…

କେବେ ବୃଦ୍ଧି ହେବ ଦରମା ଆଉ କେତେ ବୃଦ୍ଧି ହେବ? ଅଷ୍ଟମ ବେତନ କମିଶନରକୁ ନେଇ ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୯।୧୨: ସପ୍ତମ ବେତନ କମିଶନର କାର୍ଯ୍ୟକାଳ ଡିସେମ୍ବର ୩୧, ୨୦୨୫ରେ ଶେଷ ହେବାକୁ ଯାଉଛି, ଏବଂ ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀ ଅଷ୍ଟମ ବେତନ କମିଶନ ବିଷୟରେ ଜିଜ୍ଞାସୁ ଏବଂ ଦ୍ୱନ୍ଦ୍ୱରେ ଅଛନ୍ତି। ସାଧାରଣ ବିଶ୍ୱାସ ଯେ…

ରେଳଯାତ୍ରୀଙ୍କ ପାଇଁ ଖୁସି ଖବର, ଏଣିକି େଓ଼୍ବଟିଂ ଟିକେଟ୍‌ ବିନା କରିପାରିବେ ଯାତ୍ରା!

ନୂଆଦିଲ୍‌ଲୀ,୧୯।୧୨: ଯଦି ଆପଣ ପ୍ରାୟତଃ ଟ୍ରେନରେ ଯାତ୍ରା କରୁଛନ୍ତି ଏବଂ ଶେଷ ମୁହୂର୍ତ୍ତ ପର୍ଯ୍ୟନ୍ତ େଓ଼୍ବଟିଂ ତାଲିକା କିମ୍ୱା RAC ଟିକେଟ ବିଷୟରେ ଚିନ୍ତିତ ଅଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଖୁସି ଖବର ଅଛି। ଭାରତୀୟ ରେଳବାଇ ରିଜର୍ଭେସନ ଚାର୍ଟ…

ପ୍ରାଇଭେଟ୍‌ ଚାକିରି କରୁଥିବା ଲୋକଙ୍କ ପାଇଁ ବଡ଼ଖବର: EPFO ନେଲା ବଡ଼ ପଦକ୍ଷେପ, ଏବେ ହେବ ବଡ଼ ଫାଇଦା

ନୂଆଦିଲ୍ଲୀ,୧୯।୧୨: ଘରୋଇ କ୍ଷେତ୍ରର କର୍ମଚାରୀଙ୍କ ପାଇଁ ବଡ଼ ଖବର ଆସିଛି। କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ EDLI ଯୋଜନା ସମ୍ପର୍କରେ ଏକ ବଡ଼ ଘୋଷଣା କରିଛି। ଆସନ୍ତୁ ଜାଣିବା EPFO କ’ଣ ସ୍ପଷ୍ଟୀକରଣ ଜାରି କରିଛି। କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ…

ମହଙ୍ଗା ହେବ ମୋବାଇଲ୍ ରିଚାର୍ଜ, ୨୦% ପର୍ଯ୍ୟନ୍ତ ବଢ଼ିପାରେ ଦାମ୍

ନୂଆଦିଲ୍ଲୀ,୧୯ା୧୨:   ଭାରତର ପ୍ରମୁଖ ଟେଲିକମ୍ କମ୍ପାନୀଗୁଡ଼ିକ ରିଲାଏନ୍ସ ଜିଓ, ​​ଭାରତୀ ଏୟାରଟେଲ୍ ଏବଂ ଭୋଡାଫୋନ୍ ଆଇଡିଆ, ଆସନ୍ତା ବର୍ଷ ପ୍ରିପେଡ୍ ଏବଂ ପୋଷ୍ଟପେଡ୍ ଉଭୟ ପ୍ଲାନର ମୂଲ୍ୟ ୨୦% ପର୍ଯ୍ୟନ୍ତ ବୃଦ୍ଧି କରିବେ ବୋଲି ଚର୍ଚ୍ଚା ହେଉଛି। ଏହା ନିୟମିତ ଟାରିଫ୍…

ଆଉ ହାତ ମାରିହେବନି, ପୁଣି ଏତେ ବଢିଗଲା ସୁନା ଦର

ନୂଆଦିଲ୍ଲୀ,୧୮।୧୨: ଗୁରୁବାର, ଡିସେମ୍ବର ୧୮ ତାରିଖ, ଭାରତରେ ସୁନା ମୂଲ୍ୟ ପୁଣି ଥରେ ବୃଦ୍ଧି ପାଇଛି। ଗୁରୁବାର ରୂପା ମୂଲ୍ୟ ମଧ୍ୟ ପ୍ରତି କିଲୋଗ୍ରାମ ୨.୧୧ ଲକ୍ଷରେ ପହଞ୍ଚିଛି। ଏବେ ଆମେରିକାର ମୁଦ୍ରାସ୍ଫୀତି ତଥ୍ୟ ଏବଂ ଭେନେଜୁଏଲାରେ ଭୂରାଜନୈତିକ ଉତ୍ତେଜନା ଉପରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri