ବିର୍ସା ମୁଣ୍ଡାଙ୍କ ପ୍ରତିମୂର୍ତ୍ତି ଲୋକାର୍ପିତ
ଯୋଡ଼ା,୧୬ା୧୧(ମାନସ ମହାନ୍ତି): ଆଦିବାସୀଙ୍କ ଜୀବନ, ସଂସ୍କୃତି ଏବଂ ସଫଳତାର ଗୌରବମୟ ଇତିହାସକୁ ସାଧାରଣ ଲୋକଙ୍କ ନିକଟରେ ପହଞ୍ଚାଇବା ଉଦ୍ଦେଶ୍ୟରେ ନଭେମ୍ବର ୧୫କୁ ବିର୍ସା ମୁଣ୍ଡାଙ୍କ ଜନ୍ମଜୟନ୍ତୀ ଭାବେ ପାଳିତ ହୋଇଆସୁଛି। ଏହି ପରିପ୍ରେକ୍ଷୀରେ କେନ୍ଦୁଝର ଜିଲା ଯୋଡ଼ା ଠାରେ ଜନଜାତିର ଗୌରବ…
ଡ୍ରିମ୍ସକୁ ବିଶ୍ୱବିଦ୍ୟାଳୟର ମାନ୍ୟତା
ଭୁବନେଶ୍ୱର,୧୬।୧୧: ଧନେଶ୍ୱର ରଥ ଇନ୍ଷ୍ଟିଚ୍ୟୁଟ ଅଫ୍ ଇଞ୍ଜିନିୟରିଂ ଆଣ୍ଡ ମେଡିକାଲ ସାଇନସେସ୍ (ଡ୍ରିମ୍ସ) କଟକକୁ ନିକଟରେ ଓଡ଼ିଶା ସରକାର ବିଶ୍ୱବିଦ୍ୟାଳୟର ମାନ୍ୟତା ପ୍ରଦାନ କରିଛନ୍ତି। ବିଶେଷ କରି ଇଞ୍ଜିନିୟରିଂ, ମ୍ୟାନେଜମେଣ୍ଟ, ଡାକ୍ତରୀ, ନର୍ସିଂ ଏବଂ ଅନ୍ୟ ସହାୟକ ପାଠ୍ୟକ୍ରମ ଆଦିରେ ଉଚ୍ଚତର…
ବେଦାନ୍ତ ଆଲୁମିନିୟମର ନୂତନ ମାଇଲଖୁଣ୍ଟ
ଭୁବନେଶ୍ୱର,୧୬।୧୧ (ଅଭୟ ଦାଶ): ଭାରତର ବୃହତ୍ ଆଲୁମିନିୟମ ଉପତ୍ାଦକ ବେଦାନ୍ତ ଆଲୁମିନିୟମ ଲିମିଟେଡ ନିକଟରେ ଆଉ ଏକ ସଫଳତା ହାସଲ କରିଛି। ଏପରିକି କମ୍ପାନୀ ଦେଶର ପ୍ରଥମ ନିମ୍ନ କାର୍ବନଯୁକ୍ତ ସବୁଜ ଆଲୁମିନିୟମ ରେଷ୍ଟୋରାକୁ ତେଲଙ୍ଗାନାଠାରେ ଅବସ୍ଥିତ ଏକ ଅଗ୍ରଣୀ ଆଲୁମିନିୟମ…
ମହାଦେବ ବେଟିଂ ଆପ ବିବାଦରେ ଫସିଲା ଡାବର ଗ୍ରୁପ
ନୂଆଦିଲ୍ଲୀ,୧୫।୧୧: ବିବାଦୀୟ ମହାଦେବ ବେଟିଂ ଆପ ମାମଲାରେ ପ୍ରଥମେ ସେଲିବ୍ରେଟି ଓ ରାଜନେତାଙ୍କ ନାଁ ସାମ୍ନାକୁ ଆସିଥିଲା। କିନ୍ତୁ ଦିନକୁ ଦିନ ଏଥିରେ ଅନେକ ବଡ ବଡ କମ୍ପାନୀ ଫସିଥିବା ତଦନ୍ତରୁ ଜଣାପଡିଛି। ଆୟୁର୍ବେଦ ଔଷଧ ପ୍ରସ୍ତୁତ କରୁଥିବା ଏଫଏମସିଜି ସେକ୍ଟରର…
୨ଦିନରେ ଦେଶ ହରାଇଲା ୩କୋଟିପତି ବ୍ୟବସାୟୀ, ଜାଣନ୍ତୁ ସେମାନଙ୍କ ପ୍ରେରଣାଦାୟକ ଯାତ୍ରା
ନୂଆଦିଲ୍ଲୀ,୧୫।୧୧: ନିକଟରେ ୨ଦିନ ମଧ୍ୟରେ ଦେଶର ୩କୋଟିପତି ବ୍ୟବସାୟୀଙ୍କ ପରଲୋକ ହୋଇଛି। ସେମାନେ ହେଲେ କେଦାରନାଥ ଅଗ୍ରଓ୍ବାଲ, ଓବରଏ ଓ ସୁବ୍ରତ ରୟ। ଦେଶରେ କେଦାରନାଥ ଅଗ୍ରଓ୍ବାଲଙ୍କୁ ଅବା କିଏ ନଜାଣେ। ଯେଉଁ କମ୍ପାନୀର ମିଠା କେବଳ ଦେଶରେ ନୁହେଁ ଅନ୍ତର୍ଜାତୀୟ…
ଓ-ହବ୍ ପରିଦର୍ଶନରେ ଡ. ଆଣ୍ଡ୍ରି୍ୟୁ ଫ୍ଲେମିଂ
ଭୁବନେଶ୍ୱର, ୧୪।୧୧(ଅଭୟ ଦାଶ): ଷ୍ଟାର୍ଟଅପ୍ ଓଡ଼ିଶାର ଆଇକନିକ ପ୍ଲାଟ୍ଫର୍ମ (ବିଲ୍ଡି) ଓ-ହବ୍ ଅଭିନବତାର ଏକ ଜୀବନ୍ତ ଓ ଔଦ୍ୟୋଗିକୀ ହବ୍ ହୋଇପାରିଛି। ଏପରିକି ମଙ୍ଗଳବାର କୋଲକାତାର ବ୍ରିଟିଶ ଡେପୁଟି ହାଇକମିଶନର ଡ. ଆଣ୍ଡ୍ରି୍ୟୁ ଫ୍ଲେମିଂ ପରିଦର୍ଶନରେ ଆସିଥିବାବେଳେ ତାଙ୍କୁ ଓ- ହବ୍…
ଜେଡ୍ ବ୍ଲାକ୍ ଅଗରବତୀ ଓ ଏମ୍ଏସ୍ ଧୋନିଙ୍କ ମଧ୍ୟରେ ସହଭାଗିତା
ଭୁବନେଶ୍ୱର,୧୫।୧୧: ଭାରତର ଅଗ୍ରଣୀ ପ୍ରିମିୟମ ଧୂପକାଠି ନିର୍ମାତା ଜେଡ୍ ବ୍ଲାକ୍ ଅଗରବତୀ ଓ କ୍ରିକେଟ କିମ୍ବନ୍ଦନ୍ତୀ ଏମ୍ଏସ୍ ଧୋନି ଆଇସିସି କ୍ରିକେଟ୍ ୱାର୍ଲ୍ଡକପ୍ ୨୦୨୩ ସମୟରେ ସାମୂହିକ ପ୍ରାର୍ଥନାର ଉତ୍ସାହ ଓ ପ୍ରାର୍ଥନାର ଶକ୍ତିକୁ ପାଳନ କରିବା ପାଇଁ ଏକାଠି ହୋଇଛନ୍ତି…
ଖସୁଛି ପାଇକାରୀ ମୁଦ୍ରାସ୍ଫୀତି ହାର
ଭୁବନେଶ୍ୱର, ୧୫।୧୧: ଗତ କିଛି ମାସ ହେଲା ପାଇକାରୀ ମୁଦ୍ରାସ୍ଫୀତି ହାର କ୍ରମାଗତ ଭାବେ ହ୍ରାସ ପାଇଚାଲିଛି। ଏପରିକି ଚଳିତ ବର୍ଷ ଅକ୍ଟୋବରରେ ପାଇକାରୀ ମୁଦ୍ରାସ୍ଫୀତି ହାର-୦.୫୨% ରହିଛି। ପୂର୍ବ ମାସ (ସେପ୍ଟେମ୍ବର)ରେ ପାଇକାରୀ ମୁଦ୍ରାସ୍ଫୀତି -୦.୨୬% ରହିଥିଲା। ସୂଚନାଯୋଗ୍ୟ, ଚଳିତ…
ଅନୁକୂଳ ପରିବେଶ ସୃଷ୍ଟି କରିବାକୁ ପ୍ରୟାସ
ଭୁବନେଶ୍ୱର, ୧୫।୧୧: ଜିନ୍ଦଲ ଷ୍ଟେନ୍ଲେସ୍ ଲିମିଟେଡ୍ (ଜେଏସ୍ଏଲ୍)କୁ ନିକଟରେ ଆଉ ଏକ ସଫଳତା ମିଳିଥିବାବେଳେ କ୍ରିସିଲ ରେଟିଂଠାରୁ ଏକ ରେଟିଂ ଅପ୍ଗ୍ରେଡ୍ ମିଳିଛି। ଏପରିକି ଜେଏସ୍ଏଲ୍ର ଦୀର୍ଘକାଳୀନ ବ୍ୟାଙ୍କ ସୁବିଧା ଏବଂ ଋଣ ପ୍ରୋଗ୍ରାମକୁ କ୍ରିସିଲ ଏଏ-ପଜିଟିଭ୍ରୁ କ୍ରିସିଲ ଏଏ-ଷ୍ଟେବଲକୁ ସଂଶୋଧନ…
ଆନ୍ତର୍ଜାତିକ ବାଣିଜ୍ୟ ମେଳାରେ ଓଡ଼ିଶା ପାଭିଲିୟନ୍ ଉଦ୍ଘାଟିତ
ଭୁବନେଶ୍ୱର, ୧୪।୧୧ (ଅସମାପିକା ସାହୁ): ନୂଆଦିଲ୍ଲୀସ୍ଥିତ ପ୍ରଗତି ମଇଦାନରେ ମଙ୍ଗଳବାର ୪୨ତମ ଭାରତ ଆନ୍ତର୍ଜାତିକ ବାଣିଜ୍ୟ ମେଳା ଆରମ୍ଭ ହୋଇଛି। ମେଳା ପରିସରରେ ଓଡ଼ିଶା ପାଭିଲିୟନକୁ ଓଡ଼ିଶା ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଉଦ୍ଘାଟନ କରିଛନ୍ତି। ବାଣିଜ୍ୟ ମନ୍ତ୍ରାଳୟ…
ଆଜି ଖାତାକୁ ଆସିବ ପ୍ରଧାନମନ୍ତ୍ରୀ କିସାନ ସମ୍ମାନ ନିଧି ଟଙ୍କା, ଏହି ଉପାୟରେ ନିଜର ଖାତା ଚେକ୍ କରନ୍ତୁ
ନୂଆଦିଲ୍ଲୀ, ୧୫।୧୧: ପ୍ରଧାନମନ୍ତ୍ରୀ କିସାନ ସମ୍ମାନ ନିଧି ଯୋଜନାର ୧୫ ତମ କିସ୍ତି ପାଇଁ ଅପେକ୍ଷା କରିଥିବା କୃଷକ ଭାଇମାନଙ୍କ ପାଇଁ ଏକ ବଡ଼ ଖବର। ଏହି ଯୋଜନା ଅନ୍ତର୍ଗତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୁଧବାର କୃଷକଙ୍କ ଆକାଉଣ୍ଟକୁ ଟ୍ରାନ୍ସଫର କରିବେ।…
ଭାରତୀୟ ମନ୍ତ୍ରୀଙ୍କୁ କ୍ଷମା ମାଗିଲେ ଏଲନ ମସ୍କ, ଜାଣନ୍ତୁ କାହିଁକି
ନୂଆଦିଲ୍ଲୀ, ୧୪।୧୧: ବାଣିଜ୍ୟ ଏବଂ ଉଦ୍ୟୋଗ ମନ୍ତ୍ରୀ ପିୟୁଷ ଗୋୟେଲ ଆମେରିକାର କାଲିଫର୍ଣ୍ଣିଆରେ ଥିବା ଇଲେକ୍ଟ୍ରି କାର ନିର୍ମାତା ଟେସଲା କାରଖାନାକୁ ଗସ୍ତ କରିଥିଲେ। ଏଠାରେ ବିଭିନ୍ନ ବିଭାଗର ପ୍ରମୁଖ ଦାୟିତ୍ୱରେ ଥିବା ଭାରତୀୟ ମାନଙ୍କ ସହିତ ସେ ସାକ୍ଷାତ କରିଥିଲେ।…
Archives


