ବାଣିଜ୍ୟ

ଦିନକରେ ନିବେଶକ ହରାଇଲେ ୮.୫ଲକ୍ଷ କୋଟି

ନୂଆଦିଲ୍ଲୀ,୨୪।୧: ଗତ କିଛି ସପ୍ତାହ ହେବ ଘରୋଇ ପୁଞ୍ଜିବଜାରର କାରବାର ନିବେଶକଙ୍କୁ ନିରାଶ କରୁଛି। ଫଳରେ ନିବେଶକ ଲକ୍ଷାଧିକ ଟଙ୍କାର କ୍ଷତି ସହୁଛନ୍ତି। ଏପରିକି ଚଳିତ ସପ୍ତାହର ପ୍ରଥମ ଦିନର ବଜାର କାରବାରରେ ଏକ ବଡ ଧରଣର ହ୍ରାସ ଘଟିଛି। ଫଳରେ…

Byju Loss: ସବୁଠାରୁ ବଡ କ୍ଷତିରେ ଚାଲିଛି ବାଇଜୁ

ନୂଆଦିଲ୍ଲୀ,୨୪।୧: ଏକଦା ଦେଶର ସବୁଠାରୁ ମୂଲ୍ୟବାନ ଷ୍ଟାର୍ଟଅପ କୁହାଯାଉଥିବା ବାଇଜୁ ବର୍ତ୍ତମାନ ନିଜକୁ ଅସୁବିଧାରେ ଘେରି ରହିଛନ୍ତି। ଏଡେକ କମ୍ପାନୀର କ୍ଷତି ଦ୍ରୁତ ଗତିରେ ବୃଦ୍ଧି ପାଉଛି। ୨୦୨୨ଆର୍ଥିକ ବର୍ଷରେ ବିଜୁ ୮୨୪୫ କୋଟି ଟଙ୍କା କ୍ଷତି ସହିଛି। ବର୍ତ୍ତମାନ ଏହା…

ପ୍ରାଣ ପ୍ରତିଷ୍ଠା ଦିନ ଦେଶରେ ହୋଇଛି ୧.୨୫ଲକ୍ଷ କୋଟିର ବ୍ୟବସାୟ, ବିକ୍ରି ହୋଇଛି ଏହି ସବୁ ସାମଗ୍ରୀ

ନୂଆଦିଲ୍ଲୀ,୨୩।୧: ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ପରେ ଅର୍ଥବ୍ୟବସ୍ଥାରେ ଯୋଡ଼ି ହୋଇଛି ଏକ ନୂଆ ଅଧ୍ୟାୟ । ତେଣୁ ଆଗାମୀ ସମୟରେ ସହ ଜଡ଼ିତ ଅର୍ଥବ୍ୟବସ୍ଥାର ବଡ ବିସ୍ତାର ହେବାର ସମ୍ଭାବନା ରହିଛି। ଦେଶର ବ୍ୟବସାୟୀ ସଙ୍ଘ କନଫେଡେରସନ ଅଫ ଅଲ…

Dearness Allowance: ସରକାର ଦେବେ କରୋନା ସମୟର ବକେୟା ୧୮ ମାସର ମହଙ୍ଗା ଭତ୍ତା: ଆଶା ବାନ୍ଧିଛନ୍ତି କର୍ମଚାରୀ ସଂଗଠନ…

ନୂଆଦିଲ୍ଲୀ,୨୩।୧ : କେନ୍ଦ୍ର ସରକାରଙ୍କ ଏକ କୋଟିରୁ ଅଧିକ କର୍ମଚାରୀ ଏବଂ ପେନସନଭୋଗୀ ଆଶା କରୁଛନ୍ତି କରୋନା ମହାମାରୀ ସମୟରେ ଅଟକାଯାଇଥିବା ମହଙ୍ଗା ଭତ୍ତା (ଡିଏ)ର ୧୮ ମାସର ବକେୟା ସରକାର ରିଲିଜ କରିବ। ତେବେ ଏଭଳି ପ୍ରସ୍ତାବ ଉପରେ ବିଚାର…

ଶ୍ରୀରାମ କଲେ ମାଲାମାଲ: ବଜାରରେ ଧାର୍ମିକ ପତାକା ଆଉଟ ଅଫ ଷ୍ଟକ, ତିନିଗୁଣା ଦାମ୍‌ରେ ବିକ୍ରି ହେଲା ଦୀପ…

ନୂଆଦିଲ୍ଲୀ,୨୩।୧ : ଅଯୋଧ୍ୟାରେ ରାମ ଲାଲାଙ୍କ ପ୍ରାଣ ପ୍ରତିଷ୍ଠା ସମାରୋହ ନେଇ ରାଜଧାନୀ ଦିଲ୍ଲୀ ବଡ଼ ଧରଣର କାରବାର ହୋଇଛି। ରାମନାମୀ ଗେରୁଆ ପତାକା ଆଉଟ ଅଫ ଷ୍ଟକ ହୋଇଯାଇଥିଲା। କେବଳ ଏତିକି ନୁହେଁ, ଦୀପଗୁଡ଼ିକ ତିନି ଗୁଣା ଅଧିକ ଦାମରେ…

Aadhaar Biometric: ଆଧାର ତଥ୍ୟକୁ ସୁରକ୍ଷିତ ରଖିବା ପାଇଁ ବାୟୋମେଟ୍ରିକ ଲକ-ଅନଲକ କରିବାର ସହଜ ଉପାୟ ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୧ : ଆଧାର କାର୍ଡ ପ୍ରତି ଲୋକଙ୍କ ପାଇଁ ଅତ୍ୟନ୍ତ ସ୍ବତନ୍ତ୍ର। ଏଥିରେ ଜଣଙ୍କର ପ୍ରତ୍ୟେକ ତଥ୍ୟ ଅଛି। ଦେଶ ବୈଷୟିକ କ୍ଷେତ୍ରରେ ଯେତେ ବିକାଶ କରୁଛି, ବିପଦ ମଧ୍ୟ ସେତିକି ବଢୁଛି। ହ୍ୟାକରମାନେ ସର୍ବଦା ନୂଆ ଉପାୟରେ ଠକେଇ କରିବାକୁ…

ଶେୟାର ବଜାରରେ ଭୂକମ୍ପ: ନିବେଶକଙ୍କ ୮ ଲକ୍ଷ କୋଟି ବୁଡ଼ିଲା…

ମୁମ୍ବାଇ,୨୩।୧ : ଷ୍ଟକ ମାର୍କେଟରେ ମଙ୍ଗଳବାର ମାସିକ ଅବଧି ଶେଷ ହେବା ପୂର୍ବରୁ ବଜେଟ ଏବଂ ବେଞ୍ଚମାର୍କ ସୂଚକାଙ୍କ ହ୍ରାସ ପାଇଛି। ମଙ୍ଗଳବାର ସକାଳେ ଏକ ଶକ୍ତିଶାଳୀ ଆରମ୍ଭ ସତ୍ତ୍ୱେ ସେନସେକ୍ସ ଏବଂ ନିଫ୍ଟି ରେଡ ହୋଇ ଯାଇଥିଲା। ୧,୦୫୩.୧୦ ପଏଣ୍ଟ…

ତରୁଣ ଖୁଲ୍‌ବେ ଜେଏସ୍‌ଏଲ୍‌ର ନୂଆ ସିଇଓ

ଯାଜପୁର,୨୩।୧ (ହର୍ଷବର୍ଦ୍ଧନ ବେହେରା): ଜିନ୍ଦଲ ଷ୍ଟେନ୍‌ଲେସ ଲିମିଟେଡ (ଜେଏସ୍‌ଏଲ୍‌)ର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଭାବେ କମ୍ପାନୀର ବରିଷ୍ଠ ଅଧିକାରୀ ତରୁଣ ଖୁଲ୍‌ବେଙ୍କୁ ନିଯୁକ୍ତି ଦିଆଯାଇଛି। ବିଶେଷକରି କମ୍ପାନୀର ନିର୍ଦ୍ଦେଶକ ମଣ୍ଡଳୀ ଖୁଲ୍‌ବେଙ୍କର ସିଇଓ ଏବଂ ସମ୍ପୂର୍ଣ୍ଣ ଅବଧି ନିର୍ଦ୍ଦେଶକର ପଦୋନ୍ନତିକୁ…

ଗାଲାକ୍ସି ଏଆଇ ସହ ସାମ୍‌ସଙ୍ଗ୍‌ ଏସ୍‌୨୪ ସିରିଜ ଉନ୍ମୋଚିତ

ଭୁବନେଶ୍ୱର,୨୩।୧: ସ୍ମାର୍ଟଫୋନ୍‌ ବ୍ରାଣ୍ଡ୍‌ ‘ସାମ୍‌ସଙ୍ଗ୍‌’ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଅଲ୍‌-ନ୍ୟୁ ଗାଲାକ୍ସି ଏସ୍‌୨୪ ସିରିଜର ଉନ୍ମୋଚନ ସହ ବଜାର ପ୍ରବେଶ ସୋମବାର ଆନୁଷ୍ଠାନିକ ଭାବେ ହୋଇଯାଇଛି। ଏପରିକି ପ୍ରତି ଥର ଭଳି ଏଥର ମଧ୍ୟ ୩ଟି ସ୍ମାର୍ଟଫୋନ୍‌…

ସି ଜି ମୋଟର୍ସ ସହ ହିରୋ ମୋଟକର୍ପର ସହଭାଗିତା

ନୂଆଦିଲ୍ଲୀ,୨୩।୧ (ଅଭୟ ଦାଶ): ଦେଶର ପ୍ରମୁଖ ୨ଚକିଆ ଯାନ ନିର୍ମାତା (କମ୍ପାନୀ) ତଥା ହିରୋ ମୋଟକର୍ପ (ଇଣ୍ଡିଆ) ପ୍ରାଇଭେଟ ଲିମିଟେଡ ଏବଂ ଦି ଚୌଧୁରୀ ଗ୍ରୁପ (ସିଜି)ର ଅଗ୍ରଣୀ ସଂସ୍ଥା ସି.ଜି. ମୋଟସର୍ର୍ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା ନିକଟରେ ହୋଇଯାଇଛି।…

ମାଲାବାରରେ ଜେମ୍‌ଷ୍ଟୋନ୍‌ ଫେଷ୍ଟିଭାଲ

ଭୁବନେଶ୍ୱର,୨୩।୧(ଅନୁରାଧା ମହାରଣା): ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡ୍‌ସ ପକ୍ଷରୁ ଏକ ସ୍ବତନ୍ତ୍ର ଅଳଙ୍କାର ପ୍ରଦର୍ଶନୀ ‘ଜେମ୍‌ଷ୍ଟୋନ୍‌ ଫେଷ୍ଟିଭାଲ’ର ଶୁଭାରମ୍ଭ କରାଯାଇଛିି। ଏହି ପରିପ୍ରେକ୍ଷୀରେ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡ୍‌ସର ଏକ୍ସକ୍ଲୁସିଭ ଶୋ’ରୁମ୍‌ ଭୁବନେଶ୍ୱରସ୍ଥିତ ଶହୀଦନଗର ଷ୍ଟୋରରରେ ଉକ୍ତ ଫେଷ୍ଟିଭାଲ ସୋମବାର ଠାରୁ…

ସୋନିର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୨୩।୧: ସୋନି ପକ୍ଷରୁ ନୂଆ ଓୟାରଲେସ୍‌ ନଏଜ୍‌ କ୍ୟାନ୍‌ସେଲିଂ ସୁବିଧା ଥିବା ଗେମିଂ ଇୟରବଡ୍‌ ଇନ୍‌ଜୋନ୍‌ ବଡ୍‌ସକୁ ଉନ୍ମୋଚନ କରାଯାଇଛି। ଏଥିରେ ଥିବା ବ୍ୟାଟେରି ୧୨ ଘଣ୍ଟା ପର୍ଯ୍ୟନ୍ତ ନିରବଚ୍ଛିନ୍ନ ଭାବେ କାର୍ଯ୍ୟ କରିବ ଏବଂ ତାହାକୁ ବ୍ୟବହାର କରି ପିସି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?