ବାଣିଜ୍ୟ

ଇପିଏଫଓକୁ ଫେରିଲେ ୧୦ ଲକ୍ଷ ଲୋକେ, ସାମିଲ ହେଲେ ୭ ଲକ୍ଷ ନୂତନ କର୍ମଜୀବୀ

ନୂଆଦିଲ୍ଲୀ,୨୦।୧: କର୍ମଚାରୀ ଭବିଷ୍ୟ ନିଧି ପାଣ୍ଠି(ଇପିଏଫଓ)ରେ ନଭେମ୍ବର ୨୦୨୩ରେ ପ୍ରାୟ ୧୩ ଲକ୍ଷ ଲୋକେ ଯୋଡି ହୋଇଛନ୍ତି। ଏଥିରେ ୭.୩୬ ଲକ୍ଷ ଯୁବକ ରହିଛନ୍ତି। ଶନିବାର ଦିନ ଇପିଏଫଓ ​​ଦ୍ୱାରା ପ୍ରକାଶିତ ତଥ୍ୟ ଦର୍ଶାଇଛି ଯେ ଚଳିତ ଆର୍ଥିକ ବର୍ଷରେ ଇପିଏଫଓ…

Ram Mandir Fake QR Codes Scam: ରାମ ମନ୍ଦିର ନାମରେ ହେଉଛି ଠକେଇ, ସରକାର ଜାରି କଲେ ସତର୍କ ସୂଚନା…

ନୂଆଦିଲ୍ଲୀ,୨୦।୧ : ରାମ ମନ୍ଦିର ଉଦଘାଟନ ଜାନୁଆରୀ ୨୨ରେ ହେବାକୁ ଯାଉଛି। ଏହା ସହିତ ବିଭିନ୍ନ ସାଇବର ଠକେଇ ଏହି ଧାର୍ମିକ ଉତ୍ସବ ସହିତ ଆରମ୍ଭ ହୋଇଛି। ଲୋକଙ୍କ ବିଶ୍ୱାସ ସହିତ ସାଇବର ଠକମାନେ ଖେଳିବା ଆରମ୍ଭ କରିଛନ୍ତି। ସାଇବର ଠକମାନେ…

ରାମ ମନ୍ଦିରକୁ ଦାନ କଲେ ଟ୍ୟାକ୍ସ ହେଉଛି ଫ୍ରି!

ନୂଆଦିଲ୍ଲୀ,୨୦।୧: ଭାରତ ସରକାରଙ୍କ ଦ୍ୱାରା ଗଠିତ ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟ, ରାମ ମନ୍ଦିର ନିର୍ମାଣ କାର୍ଯ୍ୟର ତଦାରଖ କରୁଥିବା ଏକ ଅଥୋରାଇଜଡ ସଂସ୍ଥା ଅଟେ। ରାମ ମନ୍ଦିର ପାଇଁ ଟଙ୍କା ଦାନ କରିବାକୁ ଚାହୁଁଥିଲେ ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟର…

ଅନଲାଇନରେ ରାମ ମନ୍ଦିର ପ୍ରସାଦ ନେଇ ଅଡୁଆରେ ଆମାଜନ: ନୋଟିସ ଜାରି କରି ୭ ଦିନରେ ଜବାବ ତଲବ କଲେ ସରକାର…

ନୂଆଦିଲ୍ଲୀ,୨୦।୧ : ଅନଲାଇନରେ ଅଯୋଧ୍ୟାର ରାମ ମନ୍ଦିର ପ୍ରସାଦ ନାମରେ ମିଠା ବିକ୍ରି ସମ୍ପର୍କରେ ଅଗ୍ରଣୀ ଇ-କମର୍ସ ପ୍ଲାଟଫର୍ମ ଆମାଜନକୁ ଏକ ନୋଟିସ ଜାରି କରାଯାଇଛି। କେନ୍ଦ୍ରୀୟ ଗ୍ରାହକ ସୁରକ୍ଷା ପ୍ରାଧିକରଣ (ସିସିପିଏ) ଦ୍ୱାରା ଏହି ନୋଟିସ ଜାରି କରାଯାଇଛି। କନଫେଡେରେଶନ…

ଜାନୁଆରୀ ୨୨ରେ ବନ୍ଦ ରହିବ କି ବ୍ୟାଙ୍କ? ଆରବିଆଇ କଲା ବଡ ଘୋଷଣା

ନୂଆଦିଲ୍ଲୀ,୨୦।୧: ଆଉ କେଇଟା ଦିନ ପରେ ଅଯୋଧ୍ୟାରେ ବିଜେ କରିବେ ଶ୍ରୀରାମ। ଏଥିପାଇଁ ସାରା ଅଯୋଧ୍ୟାରେ ଖୁସିର ମାହୋଲ ଜାରି ରହିଛି। ଏହି ଦିନକୁ ଅନେକ ରାଜ୍ୟ ଛୁଟି ଘୋଷଣା କରିଥିାବେଳେ କେନ୍ଦ୍ର ସରକାର ଓ ଓଡିଶା ସରକାର ଏହିଦିନକୁ ହାଫ୍‌…

୫୦୦ଟଙ୍କିଆ ନୋଟ୍‌ରେ ରହିବ ଶ୍ରୀରାମଙ୍କ ଫଟୋ! ୨୨ରେ ଜାରି କରିବ ଆରବିଆଇ

ନୂଆଦିଲ୍ଲୀ,୨୦।୧: ସବୁ ଅଶା ଆକାଂକ୍ଷାର ଅବସାନ ଘଟାଇ ପ୍ରତିଷ୍ଠା ହେବାକୁ ଯାଉଛି ରାମ ମନ୍ଦିର। ଏହାରି ଭିତରେ ଶ୍ରୀରାମଙ୍କ କମନୀୟ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ତେବେ ଆରବିଆଇ ପକ୍ଷରୁ ରାମଙ୍କ ପ୍ରତିମୂର୍ତ୍ତି ଥିବା ୫୦୦ଟଙ୍କିଆ ନୋଟ୍‌ ବଜାରକୁ…

ଆରବିଆଇର ଘୋଷଣା: ଏହି ଦିନ ବଦଳାଇ ପାରିବେନି ୨୦୦୦ ଟଙ୍କିଆ ନୋଟ

ମୁମ୍ବାଇ,୨୦।୧: ୨୨ ଜାନୁଆରୀ ସୋମବାର ଅଯୋଧ୍ୟାରେ ରାମ ମନ୍ଦିରର ଉଦ୍ଘାଟନ କାର୍ଯ୍ୟକ୍ରମକୁ ଦୃଷ୍ଟିରେ ରଖି ଭାରତୀୟ ରିଜର୍ଭ ବ୍ୟାଙ୍କ ସୂଚନା ଦେଇଛି ଯେ ସରକାରୀ କାର୍ଯ୍ୟାଳୟ ଅଧା ଦିନ ବନ୍ଦ ଥିବାରୁ ୨୦୦୦ ଟଙ୍କା ନୋଟ ବଦଳାଇବା ସୁବିଧା ଉପଲବ୍ଧ ହେବ…

ବ୍ୟବସାୟ ସମ୍ପ୍ରସାରଣ କରିବ ଅଶୋକ ଲେଲାଣ୍ଡ

ଭୁବନେଶ୍ୱର,୨୦।୧: ହିନ୍ଦୁଜା ଗ୍ରୁପ୍‌ର ଅଂଶ ତଥା ଦେଶର ଅଗ୍ରଣୀ ବାଣିଜି୍ୟକ ଯାନ ନିର୍ମାତା ଅଶୋକ ଲେଲାଣ୍ଡ ପୂର୍ବ ଭାରତରେ ଅର୍ଥନୈତିକ ଅଭିବୃଦ୍ଧି ତଥା ଭିତ୍ତିଭୂମି ସମ୍ପ୍ରସାରଣ କରିବାକୁ ଲକ୍ଷ୍ୟ ରଖିଛି। ବଜାର ସ୍ଥିତିକୁ ସୁଦୃଢ଼ କରିବା ଏବଂ ଗ୍ରାହକମାନଙ୍କ ନିର୍ଦ୍ଦିଷ୍ଟ ଆବଶ୍ୟକତା…

‘ବ୍ୟାଙ୍କମାନେ ରେରା ନିୟମ ଅନୁପାଳନ କରିବା ଉଚିତ୍‌’

ଭୁବନେଶ୍ୱର,୨୦।୧(ଅନୁରାଧା ମହାରଣା): ବ୍ୟାଙ୍କମାନେ ଗୃହ ର୍ନିମାଣ ପ୍ରକଳ୍ପ ଗୁଡିକର ହିସାବ ରଖିବା ବେଳେ ରେରା ନିୟମ ଅନୁପାଳନ କରିବାକୁ ପରାମର୍ଶ ଦିଆଯାଇଛି। ରିଅଲ୍‌ ଇଷ୍ଟେଟ୍‌ ରେଗୁଲାର ଅଥରିଟି (ରେରା) ପକ୍ଷରୁ ବିଭିନ୍ନ ସରକାରୀ ଓ ବେସରକାରୀ ବ୍ୟାଙ୍କମାନଙ୍କ ସହ ଏକ ବୈଠକ…

ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ନେଟ ଲାଭରେ ୧୦.୯% ବୃଦ୍ଧି

ଭୁବନେଶ୍ୱର,୨୦।୧: ଭାରତର ସର୍ବବୃହତ ଘରୋଇ କମ୍ପାନୀ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ଼ ପକ୍ଷରୁ ଚଳିତ ଆର୍ଥତ୍କ ବର୍ଷର ତୃତୀୟ ତ୍ରୈମାସିକ ଆର୍ଥତ୍କ ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ୨୨୩ ଅକ୍ଟୋବରରୁ ଡିସେମ୍ବର ତ୍ରୈ ମାସରେ କମ୍ପାନୀର ନେଟ ଲାଭ ପୂର୍ବ ବର୍ଷ ସମାନ ଅବଧି…

ଜେଏସ୍‌ପି ଫାଉଣ୍ଡେଶନ ପକ୍ଷରୁ ଯଶସ୍ବୀ ବୃତ୍ତି ପ୍ରଦାନ

ଭୁବନେଶ୍ୱର,୨୦।୧: ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର (ଜେଏସପି)ର ସାମାଜିକ ଶାଖା ଜେଏସପି ଫାଉଣ୍ଡେସନ ପକ୍ଷରୁ ଂଶସ୍ବୀ ବଉତ୍ତି ପ୍ରଦାନ କରାଯାଇଛି। ଏପଣିକି ଫାଉଣ୍ଡେଶନର ଫ୍ଲାଗସିପ୍‌ କାର୍ଯ୍ୟକ୍ରମ ଯଶସ୍ବୀର ୩ୟ ସଂସ୍କରଣକୁ ଶୁଭାରମ୍ଭ କରି ଓଡ଼ିଶା, ଝାଡ଼ଖଣ୍ଡ ଏବଂ ଛତିଶଗଡ଼ର ସାମାଜିକ-ଅର୍ଥନୈତିକ ଦୁର୍ବଳ…

ସିପେଟ-ଏଲ୍‌ଏଆର୍‌ପିଏମ୍‌ ପକ୍ଷରୁ ‘ଇନୋଇନସାଇଟ୍‌-୨୦୨୪’

ଭୁବନେଶ୍ୱର,୨୦।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୬ ଜାନୁଆରୀକୁ ଜାତୀୟ ଷ୍ଟାର୍ଟଅପ୍‌ ଦିବସ ଭାବେ ଘୋଷଣା କରିଛନ୍ତି। ଏହି କ୍ରମରେ ପଟିଆସ୍ଥିତ ସିପେଟ-ଏଲ୍‌ଏଆର୍‌ପିଏମ୍‌ ପକ୍ଷରୁ କର୍ମଶାଳା ଇନୋଇନସାଇଟ୍‌-୨୦୨୪ ଅନୁଷ୍ଠିତ ହୋଇଯାଇଛି। ଏହି କର୍ମଶାଳା ଯୁବକଯୁବତୀମାନଙ୍କୁ ଦୃଷ୍ଟିରେ ରଖି ନୂତନ ଉଦ୍ୟମର ସୃଷ୍ଟି, ଜ୍ଞାନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?