ବାଣିଜ୍ୟ

ଆଗକୁ ବଢ଼ିବ ଇଲେକ୍ଟ୍ରି କାର୍‌ ଚାହିଦା: ୨୦୨୪ରେ ୩୦ରୁ ୪୦% ବିକ୍ରି ବୃଦ୍ଧି ଆକଳନ

ଭୁବନେଶ୍ୱର,୨୧।୧୨ (ଅଭୟ ଦାଶ): ଗତ କିଛି ବର୍ଷ ହେଲା କ୍ରମାଗତ ଭାବେ ଘରୋଇ ବଜାରରେ ଇଲେକ୍ଟ୍ରି ଭେଇକିଲ (ଇଭି) ଯାନର ଚାହିଦା ବୃଦ୍ଧି ପାଇଛି। ଏପରିକି ଆଗକୁ ଆହୁରି ଇଭି କାର୍‌ ବିକ୍ରି ବଢିବ ବୋଲି ଟାଟା ମୋଟର୍ସର ଏମ୍‌ଡି (ଇଭି…

Sahara Refund: ଏବେ ସାହାରା ରିଫଣ୍ଡ ପୋର୍ଟାଲରେ ୧୯,୯୯୯ ଟଙ୍କା ଯାଏ କରିପାରିବେ କ୍ଲେମ୍‌, ତୁରନ୍ତ ଏଭଳି କରନ୍ତୁ ଆବେଦନ

ନୂଆଦିଲ୍ଲୀ,୨୧।୧୨: ସାହାରା ଇଣ୍ଡିଆରେ ଫସିଥିବା ଟଙ୍କାକୁ ଫେରି ପାଇବାକୁ ଚାହିଁ ରହିଥିବା କୋଟି କୋଟି ଲୋକଙ୍କ ଲାଗି ଖୁସି ଖବର। ଏବେଠାରୁ ନିବେଶକମାନେ ରିଫଣ୍ଡ ପୋର୍ଟାଲରୁ ୧୯,୯୯୯ ଟଙ୍କା ଯାଏ କ୍ଲେମ୍‌ ଫାଇଲ କରିପାରିବେ। ଏଯାବତ ଏହି ରାଶି ୧୦ ହଜାର…

ପୋଷ୍ଟପେଡ ଫୋନ ବିଲ୍‌ ନ ଦେଲେ ହେବ ଜେଲ ଦଣ୍ଡ…

ନୂଆଦିଲ୍ଲୀ,୨୧।୧୨ : ପୋଷ୍ଟପେଡ ଫୋନ ବିଲ ପେମେଣ୍ଟରେ ବିଳମ୍ବ କଲେ ୟୁଜରଙ୍କୁ ଜେଲ ଦଣ୍ଡ ହେବ। ଏହା ଶୁଣି ୟୁଜର ଆଶ୍ଚର୍ଯ୍ୟ ହୋଇପାରନ୍ତି, କିନ୍ତୁ ଏହା ସତ୍ୟ। ଯଦି ଏହା କରାଯାଏ ତେବେ ୟୁଜରଙ୍କୁ କୋର୍ଟକୁ ଯିବାକୁ ପଡିପାରେ। ଏଥିସହ, ଯଦି…

ଇଣ୍ଟରନେଟ କାଟିଲେ ଜରିମାନା ସହ ୩ ବର୍ଷ ଜେଲ ଦଣ୍ଡ, ସରକାରଙ୍କ ନୂଆ ନିୟମ…

ନୂଆଦିଲ୍ଲୀ,୨୧।୧୨ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ପ୍ରତ୍ୟେକ ଉପଭୋକ୍ତାଙ୍କୁ ଇଣ୍ଟରନେଟ ଯୋଗାଇବାକୁ ଚାହୁଁଛନ୍ତି। ଏଥିପାଇଁ ମୋଦି ସରକାର ପ୍ରତ୍ୟେକ ଗାଁକୁ ଇଣ୍ଟରନେଟ ସହିତ ସଂଯୋଗ କରୁଛନ୍ତି। ଏହା ବ୍ୟତୀତ ପ୍ରତ୍ୟେକ ପଞ୍ଚାୟତ ପର୍ଯ୍ୟନ୍ତ ଅପ୍ଟିକାଲ ଫାଇବର କେବୁଲ ବିଛାଯାଉଛି। ଯେଉଁମାନେ…

ଆକ୍ସିସ ବ୍ୟାଙ୍କ ପ୍ରିଭିଲେଜ୍‌ କ୍ରେଡିଟ୍‌ କାର୍ଡର ଶୁଭାରମ୍ଭ

ଭୁବନେଶ୍ୱର,୨୧।୧୨: ଆକ୍ସିସ୍‌ ବ୍ୟାଙ୍କ ଓ ଆମେରିକାନ୍‌ ଏକ୍ସପ୍ରେସ୍‌ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ଓ ସହଭାଗିତା ନିକଟରେ ହୋଇଯାଇଛି। ଏପରିକି ଆମେରିକାନ ଏକ୍ସପ୍ରେସ୍‌ ନେଟ୍‌ୱର୍କରେ ଆକ୍ସିସ୍‌ ବ୍ୟାଙ୍କ ପ୍ରିଭିଲେଜ୍‌ କ୍ରେଡିଟ୍‌ କାର୍ଡର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏହି ସହଭାଗିତା ଯୋଗୁ…

ତନେଇରାର ପ୍ରଥମ ବର୍ଷ ପୂର୍ତ୍ତି ଉତ୍ସବ

ଭୁବନେଶ୍ୱର,୨୧।୧୨: ଟାଟା ଗ୍ରୁପ୍‌ର ସ୍ବତନ୍ତ୍ର ପରିଧାନ ବ୍ରାଣ୍ଡ୍‌ ତନେଇରାର ଭୁବନେଶ୍ୱର ଆଉଟ୍‌ଲେଟ୍‌ ପକ୍ଷରୁ ଶୋ’ରୁମ୍‌ର ପ୍ରଥମ ବର୍ଷର ପୂର୍ତ୍ତି ଉତ୍ସବ ବୁଧବାର ପାଳନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ଆଉଟ୍‌ଲେଟ୍‌ ପକ୍ଷରୁ ଏକ ଖରବଦାତା ସମ୍ମିଳନୀର ଆୟୋଜନ କରାଯାଇଥିଲା। ଉକ୍ତ ସମ୍ମିଳନୀରେ ତନେଇରାର…

ଏଚ୍‌ଡିଏଫ୍‌ସି ଲାଇଫର ନୂତନ ଉତ୍ପାଦ

ଭୁବନେଶ୍ୱର,୨୧।୧୨: ଦେଶର ପ୍ରମୁଖ ଘରୋଇ ବୀମା ପ୍ରଦାନକାରୀ ସଂସ୍ଥା ଏଚ୍‌ଡିଏଫ୍‌ସି ଲାଇଫର ନୂତନ ଉତ୍ପାଦ ‘ଏଚ୍‌ଡିଏଫ୍‌ସି ଲାଇଫ୍‌ କ୍ଲିକ୍‌ ୨ ଆଚିଭ୍‌’ର ସର୍ବଭାରତୀୟ ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଏହା ଏକ ସୁନିଶ୍ଚିତ ଜୀବନ ଜୀବନ ବୀମା ଯୋଜନା ହୋଇଥିବାବେଳେ…

ସେପ୍ଟେମ୍ବରରେ ଜିଓର ସର୍ବାଧିକ ଗ୍ରାହକ ସଂଯୋଗ

ଭୁବନେଶ୍ୱର,୨୧।୧୨: ଭାରତୀୟ ଟେଲିକମ୍‌ ନିୟାମକ କର୍ତ୍ତୃପକ୍ଷ (ଟ୍ରାଇ) ପକ୍ଷରୁ ପ୍ରକାଶିତ ସଦ୍ୟତମ ଟେଲିକମ୍‌ ଉପଭୋକ୍ତା ତଥ୍ୟ ଅନୁଯାୟୀ ରିଲାଏନ୍ସ ଜିଓ ୨୦୨୩ ସେପ୍ଟେମ୍ବରରେ ସର୍ବାଧିକ ସଂଖ୍ୟକ ନୂତନ ମୋବାଇଲ୍‌ ଗ୍ରାହକ ସଂଯୋଗ ପ୍ରଦାନ କରିଛି। ଏପରିକି ୨୦୨୩ ସେପ୍ଟେମ୍ବରରେ ନୂତନ ମୋବାଇଲ…

ଉଦୟ ଅନନ୍ତ ଏମ୍‌ସିଏଲ୍‌ର ନୂଆ ଅଧ୍ୟକ୍ଷ

ସମ୍ବଲପୁର,୨୧ା୧୨(ବି.ଶଙ୍କର): ମହାନଦୀ କୋଲଫିଲ୍ଡ ଲିମିଟେଡ୍‌ (ଏମ୍‌ସିଏଲ୍‌)ର ନୂଆ ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ଭାବେ ଉଦୟ ଅନନ୍ତ କାଓଲେ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସମ୍ବଲପୁର ବୁର୍ଲା (ଜାଗୃତି ବିହାର) ସ୍ଥିତ ଏମ୍‌ସିଏଲ୍‌ ମୁଖ୍ୟାଳୟରେ କାଓଲେ ପହଞ୍ଚତ୍ବା ପରେ କମ୍ପାନୀର ବରିଷ୍ଠ…

ଓଡ଼ିଶା ବଜାରରେ ପ୍ରକୃତିରସ ମସଲା

ଭୁବନେଶ୍ୱର,୨୧।୧୨ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଫୁଡ୍‌ ଷ୍ଟାର୍ଟଅପ୍‌ କମ୍ପାନୀ ତଥା ପ୍ରକୃତିରସ ମସଲାର ଆନୁଷ୍ଠାନିକ ଶୁଭାରମ୍ଭ ସହ ଓଡ଼ିଶା ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି। ଜଣାଶୁଣା ସେଫ୍‌ ବିଶ୍ୱଜିତ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ବଜାର ଉନ୍ମୋଚନ…

ଲୋକଙ୍କୁ ଟଙ୍କା ଫେରାଇବା ପାଇଁ ସାହାରା ବିରୁଦ୍ଧରେ ପୁଣି ସୁପ୍ରିମକୋର୍ଟ ଯିବେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୦ା୧୨: ସାହାରା ଗ୍ରୁପରୁ ଅଧିକ ଟଙ୍କା ପାଇବାକୁ ଏବଂ ଏହାକୁ ନିବେଶକଙ୍କ ନିକଟକୁ ଫେରାଇବାକୁ ସରକାର ପୁଣି ଥରେ ସୁପ୍ରିମକୋର୍ଟଙ୍କ ନିକଟକୁ ଯିବେ। ତିନି କୋଟି ନିବେଶକ କମ୍ପାନୀର ସମବାୟ ସମିତିରେ ଅଟକି ରହିଥିବା ୮୦,୦୦୦ କୋଟି ଟଙ୍କା ଫେରସ୍ତ କରିବାକୁ…

ଟାଟା ମୋଟର୍ସର ଏହି ଦୁଇ କାରକୁ ସୁରକ୍ଷା ବର୍ଗରେ ମିଳିଲା ପ୍ରଥମ ବିଏନସିଏପି ଫାଇଭ ଷ୍ଟାର ମାର୍କ

ନୂଆଦିଲ୍ଲୀ,୧୯।୧୨: କେନ୍ଦ୍ର ସରକାରଙ୍କ ଭାରତ ନିଉ କାର୍ ଆସେସମେଣ୍ଟ ପ୍ରୋଗ୍ରାମ୍(ଭାରତ ଏନସିଏପି)ର ପ୍ରଥମ ପର୍ଯ୍ୟାୟ ସୁରକ୍ଷା ମାନଦଣ୍ଡ ପରୀକ୍ଷାରେ ଟାଟା ମୋଟର୍ସର ସଫାରୀ ଏବଂ ଟାଟା ହାରିଅରକୁ ମିଳିଛି ଫାଇଭ ଷ୍ଟାର ମାର୍କ। ଭାରତରେ କାର୍ ଗୁଡିକର ସୁରକ୍ଷା ମାଣଦଣ୍ଡକୁ ମାପିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri