ବାଣିଜ୍ୟ

ଟିପିସିଓଡିଏଲ୍‌ର ଅଭିନବ ପଦକ୍ଷେପ

ଭୁବନେଶ୍ୱର,୧୫।୧: ଟିପି ସେଣ୍ଟ୍ରାଲ୍‌ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌) ପକ୍ଷରୁ ଏକ ଅଭିନବ ପଦକ୍ଷେପ ଆରମ୍ଭ ହୋଇଛି। ଏପରିକି ସ୍ଥାନୀୟ ଉପତ୍ାଦନକାରୀଙ୍କୁ ସଶକ୍ତ କରିବା ଦିଗରେ ଆବଶ୍ୟକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ମଧ୍ୟ ଗ୍ରହଣ କରାଯାଉଥିବାବେଳେ ସ୍ଥାନୀୟ ନିର୍ମାତାମାନଙ୍କ ସହ ଯୋଡ଼ିହେବା ଲାଗି…

ୟୁବେର ଇଙ୍କ୍‌ ସହ କିଆର ବୁଝାମଣା

ନୂଆଦିଲ୍ଲୀ,୧୫।୧: ଅନ୍ତଃରାଷ୍ଟ୍ରୀୟ ଅଟୋମୋବାଇଲ କମ୍ପାନୀ କିଆ ମୋଟର୍ସ ଏବଂ ୟୁବେର ଟେକ୍ନୋଲୋଜି ଇଙ୍କ୍‌ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ବିଶେଷକରି କିଆ ମୋଟର୍ସର ବୈଦ୍ୟୁତିକ ଯାନ (ଇଲେକ୍ଟ୍ରି ଭେଇକିଲ/ ଇଭି) ପାଇଁ ଆବଶ୍ୟକ ପିବିଭିଏସ୍‌ ସାମଗ୍ରୀଗୁଡ଼ିକୁ ଯୋଗାଇବା ସହିତ…

୨୦୨୩ରେ ଗାଡ଼ି ରପ୍ତାନି ୨୧% ହ୍ରାସ

ନୂଆଦିଲ୍ଲୀ,୧୫।୧ (ଅଭୟ ଦାଶ): ଜାତୀୟ ଓ ଅନ୍ତର୍ଜାତୀୟ ସମସ୍ୟା ସହିତ ଭୂରାଜନୈତିକ ଘଟଣାବଳୀ ପାଇଁ ଘରୋଇ ବଜାରରୁ ଯାନ ରପ୍ତାନି ୨୦୨୩ରେ ହ୍ରାସ ପାଇଛି ବୋଲି ସୋସାଇଟି ଅଫ୍‌ ଇଣ୍ଡିଆନ୍‌ ଅଟୋମୋବାଇଲ୍‌ ଉତ୍ପାଦକ (ଏସ୍‌ଆଇଏଏମ୍‌) ପକ୍ଷରୁ ଏକ ବିସ୍ତୃତ ଭାବେ ଉଲ୍ଲେଖ…

ଆଜି ଖୋଲିବ ମେଡି ଆସିଷ୍ଟର ଆଇପିଓ

ନୂଆଦିଲ୍ଲୀ,୧୫।୧: ମେଡି ଆସିଷ୍ଟ୍‌ ହେଲ୍‌ଥକେୟାର ସର୍ଭିସେସ୍‌ ଲିମିଟେଡ୍‌ର ଇନିସିଆଲ ପବ୍ଲିକ୍‌ ଅଫର (ଆଇପିଓ) ୨୦୨୪ ଜାନୁଆରୀ ୧୫ରେ ଖୋଲିବ। ଏପରିକି ଉକ୍ତ ଆଇପିଓର ଅଫର ୨୦୨୪ ଜାନୁଆରୀ ୧୭ରେ ବନ୍ଦ ହେବ। ବିଶେଷକରି ଏହାର ଆଙ୍କର ନିବେଶକମାନେ ୨୦୨୪ ଜାନୁଆରୀ ୧୨ରେ…

ଭାରତ ପାଇଁ ଟେସଲାର ୩୦ ବିଲିୟନ ଡଲାର ଯୋଜନା ପ୍ରସ୍ତୁତ, ନିର୍ମାଣ କରିବ ପ୍ଲାଣ୍ଟ-ଚାର୍ଜିଂ ପଏଣ୍ଟ

ନୂଆଦିଲ୍ଲୀ ,୧୪।୧: ବୈଦ୍ୟୁତିକ ଯାନ ନିର୍ମାଣକରି କମ୍ପାନୀ ଟେସଲା ଭାରତରେ ପୁଞ୍ଜି ବିନିଯୋଗ ପାଇଁ ପ୍ରାୟ ୩୦ ବିଲିୟନ ଡଲାରର ଯୋଜନା ପ୍ରସ୍ତୁତ କରିଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ଆଲୋଚନା ଏକ ସକରାତ୍ମକ ଦିଗରେ ଅଗ୍ରଗତି କରୁଛି। ଟେସଲା ଭାରତ ପାଇଁ…

ଆପଲ ସିଇଓ ଟିମ କୁକଙ୍କୁ କେତେ ମିଳେ ଦରମା ?

ଓ୍ବାଶିଂଟନ୍‌,୧୪।୧: ଦୁନିଆର ସବୁଠାରୁ ବଡ କମ୍ପାନୀ ଆପଲର ସିଇଓ ଟିମ କୁକୁ ସବୁବେଳେ ଚର୍ଚ୍ଚାରେ ରୁହନ୍ତି। ଷ୍ଟିଭ ଜବ୍ସଙ୍କର ମୃତ୍ୟୁ ପରେ ଆପଲକୁ ସବୁ ଟେକ୍‌ କମ୍ପାନୀ ଠାରୁ ଶିଖରକୁ ନେବାକୁ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛିି । ନିକଟରେ ଏକ…

ମମତାପଲରେ ୪ଜି ଟାଓ୍ବାର ଭିତ୍ତିପ୍ରସ୍ତର

ଭୁବନେଶ୍ୱର,୧୪।୧: ଭାରତ ସଞ୍ଚାର ନିଗମ ଲିମିଟେଡ୍‌ (ବିଏସ୍‌ଏନ୍‌ଏଲ୍‌)ର ଓଡ଼ିଶା ୟୁନିଟ୍‌ ପକ୍ଷରୁ ଶନିବାର ମୟୂରଭଞ୍ଜ ଜିଲା ଅନ୍ତର୍ଗତ ବେତନଟୀ ବ୍ଲକର ମମତାପଲ ଗ୍ରାମରେ ୪ଜି ଟାଓ୍ବାରର ଭିତ୍ତିପ୍ରସ୍ତର ହୋଇଯାଇଛି। ଏପରିକି ଓଡ଼ିଶାରେ ସ୍କିପର ଲିମିଟେଡ୍‌ ଜରିଆରେ ୪ଜି ଟାଓ୍ବାର ସାଚୁରେଶନ ପ୍ରୋଜେକ୍ଟ…

୪ ରାଜ୍ୟ ଆୟକର ବିଭାଗ ଦାୟିତ୍ୱରେ ମନୋରଞ୍ଜନ

ଭୁବନେଶ୍ୱର,୧୪।୧: ଭାରତ ସରକାରଙ୍କର ଅର୍ଥ ମନ୍ତ୍ରଣାଳୟ ଅଧୀନରେ ଥିବା କେନ୍ଦ୍ର ପ୍ରତ୍ୟକ୍ଷ କର ବୋର୍ଡର ବିଜ୍ଞପ୍ତି ନଂ.୧୪ ଅନୁଯାୟୀ ମନୋରଞ୍ଜନ ପାଣିଗ୍ରାହୀଙ୍କୁ ଝାଡ଼ଖଣ୍ଡ ଓ ବିହାର ରାଜ୍ୟର ନୂତନ ପ୍ରଧାନ ମୁଖ୍ୟ ଆୟକର କମିଶନର ଭାବେ ନିଯୁକ୍ତି ଦିଆଯାଇଥିବାବେଳେ ପଶ୍ଚିମବଙ୍ଗ ଏବଂ…

ରାଉରକେଲାରେ ଭୋଲ୍‌ଟାସର ପ୍ରଥମ ବ୍ରାଣ୍ଡ୍‌ ଶପ୍‌

ଭୁବନେଶ୍ୱର,୧୩।୧(ଅନୁରାଧା ମହାରଣା): ଦେଶର ଅଗ୍ରଣୀ ଘରୋଇ ସଂସ୍ଥା ତଥା ଟାଟା ଗ୍ରୁପ୍‌ର ପ୍ରମୁଖ କମ୍ପାନୀ ଭୋଲ୍‌ଟାସ ଲିମିଟେଡ୍‌ର ନ୍ୟୁ ବ୍ରାଣ୍ଡ୍‌ ଶପ୍‌ ରାଉରକେଲାଠରେ ଉଦ୍‌ଘାଟିତ ହୋଇଯାଇଛି। କମ୍ପାନୀର ସ୍ବୀକୃତିପ୍ରାପ୍ତ ବି.କେ. ରିଟେଲ୍ସ ଆନୁକୂଲ୍ୟରେ ବୁଧବାର ରାଉରକେଲାର ଫର୍ଟିଲାଇଜର ଟାଉନଶିପ ଇ ବ୍ଲକ୍‌…

ଯୁବଗୋଷ୍ଠୀଙ୍କୁ ସଶକ୍ତ କରାଉଛି ବେଦାନ୍ତ

ଭୁବନେଶ୍ୱର,୧୩।୧ (ଅଭୟ ଦାଶ): ବେଦାନ୍ତ ଆଲୁମିନିୟମ ପକ୍ଷରୁ ଶୁକ୍ରବାର ଜାତୀୟ ଯୁବ ଦିବସ ପାଳିତ ହୋଇଯାଇଛି। ଏପରିକି କମ୍ପାନୀର ସମସ୍ତ ୟୁନିଟ୍‌ରେ ମଧ୍ୟ ଉକ୍ତ କାର୍ଯ୍ୟକ୍ରମ ପାଳନ ସହ ଯୁବକମାନଙ୍କ ଉନ୍ନତି ଲାଗି ବିଭିନ୍ନ ଉପାୟରେ ସେମାନଙ୍କୁ ସକ୍ଷମ କରିବାକୁ ବେଦାନ୍ତ…

ବିଓବିର ‘ବରୋଦା କିଷାନ୍‌ ପଖୱାଡ଼ା’ ଉଦ୍‌ଯାପିତ

ଭୁବନେଶ୍ୱର,୧୩।୧: ବ୍ୟାଙ୍କ ଅଫ୍‌ ବରୋଦା (ବିଓବି)ର ବହୁ ପ୍ରତୀକ୍ଷିତ ତଥା କୃଷକଙ୍କ ସହିତ ବ୍ୟାଙ୍କର ବାର୍ଷିକ ଯୋଗାଯୋଗ କାର୍ଯ୍ୟକ୍ରମ ‘ବରୋଦା କିସାନ୍‌ ପଖୱାଡ଼ା’ର ୬ଷ୍ଠ ସଂସ୍କରଣ ନିକଟରେ ସଫଳତାର ସହ ଶେଷ ହୋଇଛି। ବିଶେଷ କରି ଉକ୍ତ କାର୍ଯ୍ୟକ୍ରମ (କୃଷି ମହୋତ୍ସବ)…

ଆଡାସ୍‌ ଫିଚର ସହ କିଆର ଅତ୍ୟାଧୁନିକ କମ୍ପାକ୍ଟ ଏସ୍‌ୟୁଭ

ଭୁବନେଶ୍ୱର,୧୩।୧: କିଆ ଇଣ୍ଡିଆର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ନ୍ୟୁ ସୋନେଟ୍‌ର ବିକ୍ରୟ ଶୁଭାରମ୍ଭ ସହ ମୂଲ୍ୟ ଘୋଷଣା କରାଯାଇଛି। ଏପରିକି ସାରା ଦେଶରେ ନ୍ୟୁ ସୋନେଟ୍‌ର ମୂଲ୍ୟ (ଏକ୍ସ ଶୋ’ରୁମ୍‌) ୭.୯୯ ଲକ୍ଷ ଟଙ୍କାରୁ ଆରମ୍ଭ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?