ବାଣିଜ୍ୟ

ୟୁବିଆଇ ପକ୍ଷରୁ ୱାକାଥନ୍‌

ଭୁବନେଶ୍ୱର,୫।୧୧: ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ୟୁବିଆଇ)ର ବ୍ରହ୍ମପୁର କ୍ଷେତ୍ରୀୟ କାର୍ଯ୍ୟାଳୟ ପକ୍ଷରୁ ଶନିବାର ଏକ ମେଗା ୱାକାଥନ୍‌ର ଆୟୋଜନ କରାଯାଇଥିଲା। ଏଥିରେ ୟୁବିଆଇ କ୍ଷେତ୍ରୀୟ କାର୍ଯ୍ୟାଳୟର ସମସ୍ତ କର୍ମଚାରୀଙ୍କ ସମେତ ବ୍ରହ୍ମପୁର ସହର ଓ ଉପକଣ୍ଠରେ ଥିବା ଶାଖା ଏବଂ…

୮୦ କୋଟି ଲୋକଙ୍କୁ ଦୀପାବଳି ଉପହାର ଦେଲେ ପ୍ରଧାନମନ୍ତ୍ରୀ, ୫ ବର୍ଷ ଯାଏ ମିଳିବ ମାଗଣା ରାଶନ

ନୂଆଦିଲ୍ଲୀ,୪/୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦିନ ଦେଶର କୋଟି କୋଟି ଗରିବ ଲୋକଙ୍କୁ ଦୀପାବଳି ଉପହାର ଦେଇଛନ୍ତି। କେନ୍ଦ୍ର ସରକାରଙ୍କ ମାଗଣା ରାଶନ ଯୋଜନା ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାକୁ ୫ ବର୍ଷ ବୃଦ୍ଧି କରିବାକୁ ଘୋଷଣା କରିଛନ୍ତି।…

ଲାଲ୍‌ଚାନ୍ଦରେ ବିଶ୍ୱର ସର୍ବବୃହତ୍‌ ଅଳଙ୍କାର ମହୋତ୍ସବ

ଭୁବନେଶ୍ୱର,୪।୧୧: ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଲାଲ୍‌ଚାନ୍ଦ ଜୁଏଲର୍ସ ପକ୍ଷରୁ ଆଲୋକର ପର୍ବ ଦୀପାବଳି ଏବଂ ଧନ୍‌ତେରସ୍‌ ଉପଲକ୍ଷେ ଆକର୍ଷଣୀୟ ଅଫର ଦିଆଯାଉଛି। ଏପରିକି ଏଠାରେ ସମସ୍ତ ଏଚ୍‌ୟୁଆଇଡି ହଲ୍‌ମାର୍କଯୁକ୍ତ ସୁନାଗହଣାର ଗଢ଼ା ମୂଲ୍ୟ ପ୍ରତି ଗ୍ରାମ୍‌ ପିଛା ଫ୍ଲାଟ୍‌ ୬୨୫ ଟଙ୍କା…

ୱାଲର୍‌ଡ ଫୁଡ୍‌ ଇଣ୍ଡିଆକୁ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର,୪ା୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନୂଆଦିଲ୍ଲୀର ପ୍ରଗତି ମଇଦାନସ୍ଥିତ ଭାରତମଣ୍ଡପମ୍‌ଠାରେ ଆୟୋଜିତ ଓ୍ବାର୍ଲଡ ଫୁଡ୍‌ ଇଣ୍ଡିଆ-୨୦୨୩ ର ୨ୟ ସଂସ୍କରଣକୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଛନ୍ତି। ସ୍ବୟଂ ସହାୟକ ଗୋଷ୍ଠୀଗୁଡ଼ିକୁ ସୁଦୃଢ଼ କରିବା ପାଇଁ ସେ ୧ ଲକ୍ଷରୁ ଅଧିକ…

କୃଷିଭିତ୍ତିକ ଷ୍ଟାର୍ଟଅପ୍‌ ବୃଦ୍ଧିକୁ ଗୁରୁତ୍ୱ

ଭୁବନେଶ୍ୱର,୪।୧୧: ଜମ୍ମୁ-କଶ୍ମୀରର ଲ୍ୟୁଟ୍‌ନାଣ୍ଟ ଗଭର୍ନର ମନୋଜ ସିହ୍ନା ଶୁକ୍ରବାର ଉଭୟ ଓଡ଼ିଶା ଓ ଜମ୍ମୁ କଶ୍ମୀରର ବରିଷ୍ଠ ଅଧିକାରୀଙ୍କ ସହ ଓ-ହବ୍‌ଠାରେ ଷ୍ଟାର୍ଟଅପ୍‌ ଓଡ଼ିଶା ପରିଦର୍ଶନ କରିଛନ୍ତି। ଏପରିକି ଷ୍ଟାର୍ଟଅପ୍‌ ଓଡ଼ିଶାର ନିମନ୍ତ୍ରଣ କ୍ରମେ ଅହମ୍ମଦାବାଦ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ପଙ୍କଜ…

କାର୍ଯ୍ୟକ୍ଷମ ଦକ୍ଷତା କ୍ଷେତ୍ରରେ ଉତ୍କର୍ଷ ହାସଲ

ଭୁବନେଶ୍ୱର,୪।୧୧, (ଅଭୟ ଦାଶ): ଭାରତର ସର୍ବବୃହତ୍‌ ଷ୍ଟେନ୍‌ଲେସ୍‌ ଷ୍ଟିଲ୍‌ ନିର୍ମାତା ‘ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌’ (ଜେଏସ୍‌ଏଲ୍‌) ନିକଟରେ ଆଉ ଏକ ସମ୍ମାନଜନକ ମାନ୍ୟତା ହାସଲ କରିଛି। ବିଶେଷକରି ଗୁଣାତ୍ମକ ପରିଚାଳନାରେ ଉକତ୍ର୍ଷ ପାଇଁ ଅନ୍ତର୍ଜାତୀୟ କନ୍‌ଭେନଶନ ଅଫ୍‌ କ୍ୱାଲିଟି କନ୍‌ସେପ୍ଟସ୍‌ (ଆଇସିକ୍ୟୁସି)-୨୦୨୩ରେ…

ଭିସାଜ୍‌ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୪।୧୧: ରାଜ୍ୟର ପ୍ରମୁଖ ଘରୋଇ ଷ୍ଟାର୍ଟଅପ୍‌ ୟୁନିଟ୍‌ ତଥା ଭିସାଜ୍‌ ବିଉଟି ସାଲୁନ୍‌ ଆଣ୍ଡ ଏକାଡେମୀର ଏକ୍ସକ୍ଲୁସିଭ ଆଉଟଲେଟ (ନୂତନ ଶାଖା) ‘ଭିସାଜ୍‌ ବେଷ୍ଟ ଇନ୍‌ ବିଉଟି ୟୁନିସେକ୍ସ ସେଲୁନ୍‌’ ଶୁକ୍ରବାର ଜୟଦେବ ବିହାରସ୍ଥିତ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ଶାଖା…

ନିର୍ବାଚନ ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ‘ପେନସନ ଭେଟି’ ଦେଇପାରନ୍ତି ମୋଦି ସରକାର, ଯୋଜନାରେ ବଡ଼ ପରିବର୍ତ୍ତନ ନେଇ…

ନୂଆଦିଲ୍ଲୀ,୩।୧୧: ମୋଦି ସରକାର ଚଳିତ ବର୍ଷ ଶେଷ ଆଡକୁ ସରକାରୀ କର୍ମଚାରୀଙ୍କୁ ବଡ଼ ଉପହାର ଦେଇପାରନ୍ତି । ତଦନୁଯାୟୀ ସରକାର ନ୍ୟାଶନାଲ ପେମେଣ୍ଟ ସିଷ୍ଟମ(ଏନ୍‌ପିଏସ୍‌) ନିୟମରେ ବଡ଼ ପରିବର୍ତ୍ତନ କରିପାରନ୍ତି, ଯାହାଦ୍ୱାରା କର୍ମଚାରୀଙ୍କୁ ଏକ ନିର୍ଦ୍ଧାରିତ ପେନସନ୍‌ ରାଶିର ଗ୍ୟାରେଣ୍ଟି ମିଳିଯିବ।…

ଟାଟା ଷ୍ଟିଲ୍‌ର ୨ୟ ତ୍ରୈମାସିକ ଫଳାଫଳ

ଭୁବନେଶ୍ୱର,୨।୧୧: ଦେଶର ପ୍ରମୁଖ ଘରୋଇ ସଂସ୍ଥା ‘ଟାଟା ଷ୍ଟିଲ୍‌’ ପକ୍ଷରୁ ଚଳିତ ଆର୍ଥିକ ବର୍ଷର ୨ୟ ତ୍ରୈମାସିକ ଫଳାଫଳ ଘୋଷଣା କରାଯାଇଛି। ବିଶେଷକରି ୨୦୨୩ ସେପ୍ଟେମ୍ବର ୩୦ ସୁଦ୍ଧା ଶେଷ ହୋଇଥିବା କମ୍ପାନୀ କାରବାର ସମ୍ପର୍କରେ ବିସ୍ତୃତ ସୂଚନା ଦିଆଯାଇଛି। ଏପରିକି…

ପ୍ଲାଟିନମ୍‌ ଇଭାରାର ନ୍ୟୁ କଲେକ୍ସନ

ଭୁବନେଶ୍ୱର,୨।୧୧: ପ୍ଲାଟିନମ୍‌ ଗୁଲିଡି ଇଣ୍ଟରନ୍ୟାଶନାଲ (ପିଜିଆଇ) ଇଣ୍ଡିଆର ଅଗ୍ରଣୀ ବ୍ରାଣ୍ଡ୍‌ ‘ପ୍ଲାଟିନମ୍‌ ଇଭାରା’ର ନ୍ୟୁ କଲେକ୍ସନ (ନୂତନ ସଂଗ୍ରହ)ଗୁଡିକୁ ନିକଟରେ ସର୍ବଭାରତୀୟ ଉନ୍ମୋଚନ କରାଯାଇଛି। ବିଶେଷକରି ଉତ୍ସବ ଉପଯୋଗୀ ଓ ଆଜିର ମହିଳାମାନଙ୍କ ମନପସନ୍ଦର ଉପତ୍ାଦ ବୋଲି ବ୍ରାଣ୍ଡ୍‌ ପକ୍ଷରୁ କୁହାଯାଇଛି।…

ଶେୟାର ବଜାର କାରବାରରେ ଉତ୍ସାହ

ଭୁବନେଶ୍ୱର,୨।୧୧: କ୍ରମାଗତ ୨ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ୪ର୍ଥ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବଢ଼ାଇଛନ୍ତି। ବିଶେଷ କରି ଗୁରୁବାର ବମ୍ବେ…

୧.୪ ଲକ୍ଷ ଲୋକଙ୍କୁ ଅନ୍ନ ସେବା: ୩୦୦୦ ବଞ୍ଚିତ ବର୍ଗର ପିଲାଙ୍କ ସହ ଜନ୍ମଦିନ ପାଳନ କଲେ ନୀତା ଅମ୍ବାନୀ

ଭୁବନେଶ୍ୱର,୨।୧୧ (ଅଭୟ ଦାଶ) ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ରିଲାଏନ୍ସ ଫାଉଣ୍ଡେଶନର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷା ନୀତା ଅମ୍ବାନୀ ୩୦୦୦ ବଞ୍ଚିତ ବର୍ଗର ପିଲାଙ୍କ ସହ ନିଜ ଜନ୍ମଦିନ ପାଳନ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଫାଉଣ୍ଡେଶନ ପକ୍ଷରୁ ସାରା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri