ବାଣିଜ୍ୟ

ଲେଭିସ୍‌ର ନୂତନ କଲେକ୍ସନର ଶୁଭାରମ୍ଭ

ନୂଆଦିଲ୍ଲୀ,୧୭।୯: ଦେଶର ପ୍ରମୁଖ ପ୍ରିମିୟମ ପୋଷାକ ପ୍ରଦର୍ଶନକାରୀ ଲେଭିସ୍‌ ପକ୍ଷରୁ ପାର୍ବଣଋତୁ ଉପଲକ୍ଷେ ନୂତନ କଲେକ୍ସନ ସହ ସିଜନ-୩ର ମଧ୍ୟ ଶୁଭାରମ୍ଭ କରାଯାଇଛି। ବିଶେଷକରି ଉକ୍ତ ସିଜନରେ ଦୀପିକା ପାଦୁକୋନ୍‌ ଏକ ଷ୍ଟ୍ରିଟ୍‌ୱେର ଅନୁପ୍ରାଣିତ କଲେକ୍ସନ ରିଲାକ୍ସଡ୍‌, କମ୍ଫର୍ଟେବୁଲ ପରିଧାନର...

ବିଓଆଇ ପକ୍ଷରୁ ହିନ୍ଦୀ ଦିବସ ପାଳିତ

ଭୁବନେଶ୍ୱର,୧୭।୯: ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ବିଓଆଇ)ର ଭୁବନେଶ୍ୱର ଅଞ୍ଚଳର ପୁରୀ ଶାଖାଠାରେ ହିନ୍ଦୀ ଦିବସ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଏକ ସମାଚାର ପଠନ ପ୍ରତିଯୋଗିତାର ଆୟୋଜନ ମଧ୍ୟ କରାଯାଇଥିଲା। ବିଶେଷକରି ପୁରୀସ୍ଥିତ ନୂଆସନ୍ଥ, ପିପିଲି, ଚନ୍ଦନପୁର, ନବକଳେବର ରୋଡ୍‌,...

୨ ସିମେଣ୍ଟ କମ୍ପାନୀ କିଣିଲେ ଆଦାନୀ

ମୁମ୍ବାଇ,୧୭।୯: ଦେଶର ପ୍ରମୁଖ ବାଣିଜି୍ୟକ ସଂସ୍ଥା ଆଦାନୀ ଗ୍ରୁପ୍‌ର ଅଧ୍ୟକ୍ଷ ଗୌତମ ଆଦାନୀ ନିକଟରେ ୨ଟି ସିମେଣ୍ଟ କମ୍ପାନୀ ଆଦାନୀ ଅମ୍ବୁଜା ସହ ଏସିସି ସିମେଣ୍ଟକୁ ମଧ୍ୟ କିଣିଥିଲେ। ହେଲେ କିଛି ସରକାରୀ ନିୟମାବଳୀ ଓ କାଗଜପତ୍ର କାମ ପାଇଁ...

ଆଗାମୀ ୪୦ ବର୍ଷ ଲାଗି ଯୋଜନା କରିଛନ୍ତି ରାମଦେବ

ମୁମ୍ବାଇ,୧୭।୯: ଦେଶର ପ୍ରମୁଖ ଅନୁଷ୍ଠାନ ପତଞ୍ଜଳି ଆଗାମୀ ୪୦ ବର୍ଷ ଲାଗି ଯୋଜାନା ପ୍ରସ୍ତୁତ କରିଛନ୍ତି। ସେହିପରି ଯୋଗଗୁରୁ ରାମଦେବ ପତଞ୍ଜଳି ଗ୍ରୁପ୍‌ର ୪କମ୍ପାନୀଙ୍କ ଆଇପିଓ ଆଣିବେ ବୋଲି ଶୁକ୍ରବାର ଘୋଷଣା କରିଛନ୍ତି। ଏହାଛଡା ୨୦୨୭ ପାଇଁ ପତଞ୍ଜଳି ବ୍ୟାପକ...

ବ୍ୟବସାୟ ସମ୍ପ୍ରସାରଣ କରିବ ବେଦାନ୍ତ

ଭୁବନେଶ୍ୱର,୧୬।୯:ଦେଶର ପ୍ରମୁଖ ଘରୋଇ କମ୍ପାନୀ ବେଦାନ୍ତ ଆଲୁମିନିୟମ ଓଡ଼ିଶାରେ ଜାରି ରଖିଥିବା ବ୍ୟବସାୟିକ କାର୍ଯ୍ୟକଳାପଗୁଡ଼ିକର ସମ୍ପ୍ରସାରଣ କରିବ ବୋଲି ଜଣାପଡ଼ିଛି। ଏପରିକି ନିକଟରେ ଓଡ଼ିଶା ସରକାରଙ୍କ ଦ୍ୱାରା ମୁମ୍ବାଇଠାରେ ଆୟୋଜିତ ମେକ୍‌ ଇନ୍‌ ଓଡ଼ିଶା-୨୦୨୨ ରୋଡ୍‌ଶୋରେ ବେଦାନ୍ତ ରିସୋର୍ସେସ୍‌ର ଚେୟାରମ୍ୟାନ...

ଆପୋଲୋରେ ବିରଳ ସଫଳତା

ଭୁବନେଶ୍ୱର,୧୬।୯:ରାଜ୍ୟର ପ୍ରମୁଖ ଘରୋଇ ମେଡିକାଲ ଭୁବନେଶ୍ୱର ଆପୋଲୋ ହସ୍ପିଟାଲରେ ନିକଟରେ ଏକ ବିରଳ ଅସ୍ତ୍ରୋପ୍ରଚାର ସଫଳତାର ସହ ଶେଷ କରାଯାଇଛି। ବିଶେଷକରି ଅଙ୍ଗ ପ୍ରତିରୋପଣ କ୍ଷେତ୍ରରେ ଆପୋଲୋ ଆଉ ଏକ ନୂଆ ଅଧ୍ୟାୟ ସୃଷ୍ଟି କରିଛି। ଏପରିକି ରାଜ୍ୟରେ ପ୍ରଥମଥର...

ବିଶ୍ୱର ଦ୍ୱିତୀୟ ଧନୀ ବ୍ୟକ୍ତି ହେଲେ ଗୌତମ ଆଦାନୀ

ନୂଆଦିଲ୍ଲୀ,୧୬।୯: ଭାରତୀୟ ବ୍ୟବସାୟୀ ଗୌତମ ଆଦାନୀ ଦୁନିଆର ଦ୍ୱିତୀୟ ଧନୀ ବ୍ୟକ୍ତି ହୋଇଛନ୍ତି। ଫୋର୍ବସ ରିଅଲ ଟାଇମ ବିଲିୟନେୟାର ଇଣ୍ଡେକ୍ସରେ ଆଦାନୀ ବର୍ନାର୍ଡ ଆର୍ନାଲ୍ଟଙ୍କୁ ଅତିକ୍ରମ କରି ଏହି ପଦବୀ ହାସଲ କରିଛନ୍ତି। ତେବେ ସେ ବ୍ଲୁମବର୍ଗ ବିଲିୟନେୟାର ଇଣ୍ଡେକ୍ସରେ...

ମୁମ୍ବାଇ ଷ୍ଟକ୍‌ ଏକ୍ସଚେଞ୍ଜ କାର୍ଯ୍ୟାଳୟର ବେଲ୍‌ ବଜାଇଲେ ମୁଖ୍ୟମନ୍ତ୍ରୀ

ମୁମ୍ବାଇ,୧୫ା୯: ମୁମ୍ବାଇସ୍ଥିତ ଷ୍ଟକ୍‌ ଏକ୍ସଚେଞ୍ଜ କାର୍ଯ୍ୟାଳୟ ପରିଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବିଏସ୍‌ଇ ଅଧ୍ୟକ୍ଷ ଏସ.ଏସ ମୁନ୍ଦ୍ରାଙ୍କୁ ଗୁରୁବାର ସାକ୍ଷାତ କରିବା ସହ ଷ୍ଟକ୍‌ ଏକ୍ସଚେଞ୍ଜରେ ବେଲ୍‌ ବଜାଇଛନ୍ତି ନବୀନ। ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ...

ନେକ୍ସସ୍‌ ଏସ୍‌ପ୍ଲାନେଡ୍‌ ମଲ୍‌ରେ ମ୍ୟାରିନ ମ୍ୟାଜିକ ଶୋ

ଭୁବନେଶ୍ୱର,୧୫।୯: ସ୍ମାର୍ଟ ସିଟି ଭୁବନେଶ୍ୱରର ପ୍ରମୁଖ ବାଣିଜି୍ୟକସ୍ଥଳ ନେକ୍ସସ୍‌ ଏସ୍‌ପ୍ଲାନେଡ୍‌ ମଲ୍‌ରେ ଏକ ଅଭିନବ ପ୍ରୟାସ ‘ମ୍ୟାରିନ ମ୍ୟାଜିକ ଶୋ’ ର ଶୁଭାରମ୍ଭ କରାଯାଇଛି। ବିଶେଷକରି ମଲ୍‌ ପରିସରକୁ ଆସୁଥିବା ଗ୍ରାହକଙ୍କ ପିଲାମାନଙ୍କ ପାଇଁ ଏହି ଶୋ’ର ବ୍ୟବସ୍ଥା କରାଯାଇଛି।...

ପରିବହନର ପ୍ରମୁଖ ପଥ ପାଲଟିଛି କେଡିଏସ୍‌

ଭୁବନେଶ୍ୱର,୧୫।୯: ଦେଶର ସର୍ବପୁରାତନ ତଥା ପ୍ରମୁଖ ବନ୍ଦର ଶ୍ୟାମାପ୍ରସାଦ ମୁଖାର୍ଜୀ ବନ୍ଦର କୋଲକାତା (ଏସ୍‌ଏମ୍‌ପିକେ) ପକ୍ଷରୁ ବ୍ୟବସାୟିକ ବୃଦ୍ଧି ଓ ମିଳିତ କାରବାର ଉଦ୍ଦେଶ୍ୟରେ ବୁଧବାର ସ୍ଥାନୀୟ ଏକ ହୋଟେଲରେ ‘ମିଟ୍‌ ଓଡ଼ିଶା’ ନାମରେ ଏକ ବ୍ୟବସାୟିକ କାର୍ଯ୍ୟକ୍ରମର ଆୟୋଜନ...

ଖସିଲା ପାଇକାରୀ ମୁଦ୍ରାସ୍ଫୀତି

ନୂଆଦିଲ୍ଲୀ,୧୫।୯: ଅନ୍ତଃରାଷ୍ଟ୍ରୀୟ ସ୍ତରରେ ଅସ୍ଥିରତା ସାଙ୍ଗକୁ ଭାରତରେ ଅତ୍ୟାବଶ୍ୟକ ସାମଗ୍ରୀର ଦର ବୃଦ୍ଧି ଜାରି ରହିଛି। ଏପରି କି ୨୦୨୨ ଅଗଷ୍ଟରେ ପାଇକାରୀ ମୁଦ୍ରାସ୍ଫୀତି ବା ହୋଲ୍‌ସେଲ୍‌ ମୂଲ୍ୟ ସୂଚକାଙ୍କ (ଡବ୍ଲ୍ୟୁପିଆଇ) ଆଧାରିତ ମୁଦ୍ରାସ୍ଫୀତି କ୍ରମାଗତ ୩ୟ ମାସ ପାଇଁ...

ପୂର୍ବତଟ ରେଳପଥ ପକ୍ଷରୁ ରାଜଭାଷା ପକ୍ଷ ଉଦ୍‌ଘାଟିତ

ଭୁବନେଶ୍ୱର,୧୫।୯: ପୂର୍ବତଟ ରେଳପଥର ମୁଖ୍ୟାଳୟ ସ୍ଥାନୀୟ ଚନ୍ଦ୍ରଶେଖରପୁରସ୍ଥିତ ରେଳସଦନଠାରେ ବୁଧବାର ହିନ୍ଦୀ ଦିବସ ସହ ରାଜଭାଷା ପକ୍ଷ ମଧ୍ୟ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ପୂର୍ବତଟ ରେଳପଥର କାର୍ଯ୍ୟକାରୀ ମହାପ୍ରବନ୍ଧକ ଶରଦ କୁମାର ଶ୍ରୀବାସ୍ତବ ମୁଖ୍ୟ ଅତିଥି ଭାବେ ଯୋଗଦେଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri