ବାଣିଜ୍ୟ

ନଭେମ୍ବର ୧୪ରୁ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା

ଭୁବନେଶ୍ୱର,୧୧ା୧୦(ଅନିଲ ଦାସ): ଚଳିତ ବର୍ଷ ନଭେମ୍ବର ୧୪ରୁ ୨୭ ପର୍ଯ୍ୟନ୍ତ ନୂଆଦିଲ୍ଲୀସ୍ଥିତ ପ୍ରଗତି ମଇଦାନଠାରେ ୪୨ତମ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୩ ଅନୁଷ୍ଠିତ ହେବ। ଏଥରର ବିଷୟବସ୍ତୁ ‘ବସୁଧୈବ କୁଟୁମ୍ବକମ୍‌-ୟୁନାଇଟେଡ୍‌ ବାଇ ଟ୍ରେଡ୍‌’ ଆଧାରରେ ଓଡ଼ିଶା ଏଥିରେ ଅଂଶଗ୍ରହଣ କରିବା ପାଇଁ ରାଜ୍ୟ…

୨୦୨୪ ଆର୍ଥିକ ବର୍ଷ ପାଇଁ ଆଇଏମଏଫ ଭାରତର ଅଭିବୃଦ୍ଧି ଆକଳନକୁ ୬.୧ ପ୍ରତିଶତରୁ ୬.୩ ପ୍ରତିଶତକୁ ବୃଦ୍ଧି…

ନୂଆଦିଲ୍ଲୀ,୧୦।୧୦ : ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (ଆଇଏମଏଫ) ମଙ୍ଗଳବାର ୨୦୨୪ ଆର୍ଥିକ ବର୍ଷ ପାଇଁ ଭାରତର ଅଭିବୃଦ୍ଧି ପୂର୍ବାନୁମାନକୁ ୬.୧ ପ୍ରତିଶତ ରୁ ୬.୩ ପ୍ରତିଶତକୁ ବୃଦ୍ଧି କରିଛି, ଯାହା ଏପ୍ରିଲ-ଜୁନ ତ୍ରୟମାସରେ ଆଶା କରାଯାଉଥିବା ଆକଳନଅଧିକ ବୋଲି ଦର୍ଶାଇଛି। ଆଇଏମଏଫ…

ବିଜିୟୁ ପକ୍ଷରୁ ସାଇବର ସୁରକ୍ଷା ଅଭିଯାନ

ଭୁବନେଶ୍ୱର,୧୦।୧୦: ନ୍ୟାଶନାଲ ସର୍ଭିସ୍‌ ସ୍କିମ୍‌ (ଏନ୍‌ଏସ୍‌ଏସ୍‌), ବିର୍ଲା ଗ୍ଲୋବାଲ ୟୁନିଭର୍ସିଟି ଏବଂ କମିଶନେରେଟ ପୋଲିସର ମିଳିତ ସହଯୋଗରେ ଏକ ସାଇବର ସୁରକ୍ଷା ଅଭିଯାନ ବିଶ୍ୱବିଦ୍ୟାଳୟର ଗୋଠପାଟଣାସ୍ଥିତ କ୍ୟାମ୍ପସ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ସାଇବର ରଥ ଏବଂ ସାଇବର ସାଏରା-ସାଇବର ସୁରକ୍ଷା…

ଆଜିଠୁ ୨ ଦିନିଆ ହାଇଲାଇଫ୍‌ ଏକ୍‌ଜିବିଶନ

ଭୁବନେଶ୍ୱର,୧୦।୧୦: ହାଇଲାଇଫ୍‌ ଏକ୍‌ଜିବିଶନ ପକ୍ଷରୁ ମଙ୍ଗଳବାରଠାରୁ ଭୁବନେଶ୍ୱର ମେ ଫେୟାର କନ୍‌ଭେନଶନ ସେଣ୍ଟରଠାରେ ୨ଦିନିଆ ସ୍ବତନ୍ତ୍ର ପ୍ରଦର୍ଶନୀର ଆୟୋଜନ କରାଯାଉଛି। ଉଲ୍ଲେଖଯୋଗ୍ୟ, ୨୦୨୩ ଅକ୍ଟୋବର ୧୦ ଓ ୧୧ ତାରିଖ ଉକ୍ତ ପ୍ରଦର୍ଶନୀ ଜାରି ରହିବ। ଏପରିକି ୧୦୦ରୁ ଅଧିକ ଟପ୍‌ ଡିଜାଇନର…

ଅଟୋ ରିଟେଲ ସେଲିଂରେ ଉତ୍ସାହ

ନୂଆଦିଲ୍ଲୀ,୧୦।୧୦ (ଅଭୟ ଦାଶ): ଗତ କିଛି ମାସ ହେଲା ଅଟୋ ରିଟେଲ ସେଲିଂରେ କ୍ରମାଗତ ଭାବେ ଅଭିବୃଦ୍ଧି ଘଟୁଛି। ଏପରିକି ପାର୍ବଣ ପୂର୍ବରୁ ଅଟୋ ରିଟେଲ ସେଲିଂରେ ଉତ୍ସାହ ପରିଲକ୍ଷିତ ହୋଇଛି। ବିଶେଷକରି ୨୦୨୩ ସେପ୍ଟେମ୍ବର ମାସର ରିଟେଲ ସେଲିଂ ୨୦% (୨୦.୩୬%)ରୁ…

ୟୁକୋ ବ୍ୟାଙ୍କ ପକ୍ଷରୁ ହିନ୍ଦୀ ପକ୍ଷ

ଭୁବନେଶ୍ୱର,୧୦।୧୦: ୟୁକୋ ବ୍ୟାଙ୍କର ବାଲେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ହିନ୍ଦୀ ପକ୍ଷ-୨୦୨୩ ସମାରୋହ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବାଲେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟର ଆଞ୍ଚଳିକ ମୁଖ୍ୟ ଦେବବ୍ରତ ମହାନ୍ତି ଉକ୍ତ କାର୍ଯ୍ୟକ୍ରମରେ ଯୋଗଦେଇ ପ୍ରତ୍ୟେକ ଭାରତୀୟ ଭାଷାକୁ ସମ୍ମାନ କରିବା ସହ…

ରିଲାଏନ୍ସ ଜୁଏଲ୍‌ସର ନୂତନ କଲେକ୍ସନ

ଭୁବନେଶ୍ୱର,୧୦।୧୦ (ଅଭୟ ଦାଶ): ଦେଶର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ରିଲାଏନ୍ସ ଜୁଏଲ୍‌ସର ନୂତନ କଲେକ୍ସନ ‘ସ୍ବର୍ଣ୍ଣ ବଙ୍ଗ’ ଜୁଏଲେରି ସମ୍ଭାରକୁ ସର୍ବଭାରତୀୟ ସ୍ତରରେ ଉନ୍ମୋଚନ କରାଯାଇଛି। ‘ସ୍ବର୍ଣ୍ଣ ବଙ୍ଗ’ କଲେକ୍ସନ ବଙ୍ଗଳାର କବିତା ସୌନ୍ଦର୍ଯ୍ୟ ଓ କଳାତ୍ମକ ଐତିହ୍ୟ ଦ୍ୱାରା ଅନୁପ୍ରେରିତ ହୋଇଛି।…

କୋଟାକ୍‌ର ‘ଶିଖୋ ପୈସା କି ଭାଷା’

ଭୁବନେଶ୍ୱର,୧୦।୧୦: କୋଟାକ୍‌ ମ୍ୟୁଚୁଆଲ ଫଣ୍ଡର ନିବେଶକ ଶିକ୍ଷା ତଥା ସଚେତନତା ପ୍ରୟାସ ‘ଶିଖୋ ପୈସା କି ଭାଷା’ କାର୍ଯ୍ୟକ୍ରମ ନିକଟରେ ରାଉଲକେଲାସ୍ଥିତ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ)ର ମିଳିତ ସହଭାଗିତାରେ ଅନୁଷ୍ଠିତ ହୋଇଯାଇଛି। ବିଶେଷ କରି ଆର୍ଥିକ ଶିକ୍ଷାର ଅଭିବୃଦ୍ଧି ପାଇଁ…

ଜେସିବି ଇଣ୍ଡିଆ ସହ ମଫିଲ୍‌ର ଚୁକ୍ତି

ଭୁବନେଶ୍ୱର,୧୦।୧୦: ଦେଶର ଅଗ୍ରଣୀ ଘରୋଇ ଆର୍ଥିକ ସଂସ୍ଥା ମଣପୁରମ ଫାଇନାନ୍ସ ଇଣ୍ଡିଆ ଲିମିଟେଡ (ଏମ୍‌ଏଏଫ୍‌ଆଇଏଲ୍‌ ବା ମଫିଲ) ଏବଂ ନିର୍ମାଣ ଉପାଦାନ ନିର୍ମାତା ଜେସିବି ଇଣ୍ଡିଆ ଲିମିଟେଡ ମଧ୍ୟରେ ଏକ ଦ୍ୱିପାକ୍ଷିକ ଚୁକ୍ତି ବା ବୁଝାମଣା ପତ୍ର (ଏମ୍‌ଓୟୁ) ନିକଟରେ ସ୍ବାକ୍ଷରିତ ହୋଇଯାଇଛି।…

ଖସିଲା ଶେୟାର ବଜାର କାରବାର

ଭୁବନେଶ୍ୱର,୧୦।୧୦: ବିଗତ କିଛି ସପ୍ତାହ ହେଲା ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟୁଛି। ଏପରିକି ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି ସୋମବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ)ର…

ଇସ୍ରାଏଲ-ହମାସ ଯୁଦ୍ଧ: କ୍ଷତି ସହିବେ ଭାରତୀୟ ରପ୍ତାନିକାରୀ…

ନୂଆଦିଲ୍ଲୀ,୯।୧୦ : ଭାରତୀୟ ରପ୍ତାନିକାରୀମାନଙ୍କୁ ଇସ୍ରାଏଲ ଏବଂ ହମାସ ଯୁଦ୍ଧରେ କ୍ଷତି ସହିବାକୁ ପଡ଼ିବ। ଭାରତ ଇସ୍ରାଏଲକୁ ବହୁ ପରିମାଣର ସାମଗ୍ରୀ ରପ୍ତାନି କରେ। ବିଶେଷଜ୍ଞମାନେ କହିଛନ୍ତି ଯୁଦ୍ଧ ଯୋଗୁ ରପ୍ତାନିକାରୀମାନଙ୍କୁ ଅଧିକ ବୀମା ପ୍ରିମିୟମ ଏବଂ ପରିବହନ ଖର୍ଚ୍ଚର ସାମ୍ନା…

ଏସ୍‌ବିଆଇର ନୂତନ ଅଭିଯାନ

ଭୁବନେଶ୍ୱର, ୯।୧୦: ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ (ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ବା ଏସ୍‌ବିଆଇ)ର ନୂତନ ଅଭିଯାନ ‘ମୋବାଇଲ ହାଣ୍ଡ୍‌ହେଲ୍‌ଡ ଡିଭାଇସ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ବ୍ୟାଙ୍କର ବ୍ୟାଙ୍କିଙ୍ଗ୍‌ ସେବାକୁ ଲୋକମାନଙ୍କ ପାଖରେ ସୁବିଧାରେ ପହଞ୍ଚାଇବା ଲାଗି ଏଭଳି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri