ବାଣିଜ୍ୟ

ବ୍ୟାଙ୍କ୍‌ରୁ ଟଙ୍କା ଟ୍ରାନ୍ସଫର ପାଇଁ ଆସିବ ଦୁଇଟା OTP, ଜାଣନ୍ତୁ କ’ଣ କରିବେ…

ନୂଆଦିଲ୍‌ଲୀ,୨୦।୫: ଏବେ, ବ୍ୟାଙ୍କିଙ୍ଗ କାରବାର ସମୟରେ, ଏକ ପ୍ରମାଣୀକରଣ OTP କେବଳ ଆକାଉଣ୍ଟଧାରୀଙ୍କୁ ନୁହେଁ ବରଂ ସେମାନଙ୍କ ବିଶ୍ୱସ୍ତ ସମ୍ପର୍କ ଏବଂ ପରିବାର ସଦସ୍ୟଙ୍କ ମୋବାଇଲ ଫୋନକୁ ପଠାଯିବ। ଉଭୟ OTP ଯାଞ୍ଚ ହେବା ପରେ ହିଁ ଟଙ୍କା ସ୍ଥାନାନ୍ତରିତ ହେବ।…

ମୋଦି ସରକାରଙ୍କ ବଡ଼ ପ୍ଲାନ, ପେଟ୍ରୋଲରେ ଏବେ ମିଶିବ ୩୦% ଇଥାନଲ!

ନୂଆଦିଲ୍‌ଲୀ,୧୯।୫: ଭାରତ ଏବେ ପେଟ୍ରୋଲରେ ଇଥାନଲର ମିଶ୍ରଣ ବୃଦ୍ଧି କରିବା ଦିଗରେ ଦ୍ରୁତ ଗତିରେ ଅଗ୍ରସର ହେଉଛି। ବିଦ୍ୟମାନ E20 ଯୋଜନାରୁ ଆଗକୁ ବଢ଼ି, ସରକାର E22, E25, E27, ଏବଂ E30 ଇନ୍ଧନ ମିଶ୍ରଣ ପାଇଁ ବୈଷୟିକ ପ୍ରସ୍ତୁତି ଆରମ୍ଭ…

ରୁଷରୁ ତେଲ କିଣିବା ପାଇଁ ପୁଣି ଥରେ ସମୟସୀମା ବଢାଇଲା ଆମେରିକା, ଭାରତ ପାଇଁ କେତେ ଲାଭ?

ନୂଆଦିଲ୍ଲୀ,୧୯।୫: ଆମେରିକା ସମୁଦ୍ର ପଥରେ ପରିବହନ ହେଉଥିବା ରୁଷୀୟ ତୈଳ ଉପରେ କଟକଣାରୁ ମୁକ୍ତିକୁ ଗୋଟିଏ ମାସ ପାଇଁ ବୃଦ୍ଧି କରିଛି। ସୋମବାର ରାତିରେ ଆମେରିକାର ଟ୍ରେଜେରୀ ବିଭାଗର ବୈଦେଶିକ ସମ୍ପତ୍ତି ନିୟନ୍ତ୍ରଣ କାର୍ଯ୍ୟାଳୟ ଦ୍ୱାରା ଏହି ନିର୍ଦ୍ଦେଶ ଜାରି କରାଯାଇଛି।…

କମିବ କି ପେଟ୍ରୋଲ ରେଟ୍‌? ଅଶୋଧିତ ତୈଳ ଦରରେ ବଡ଼ ହ୍ରାସ!

ନୂଆଦିଲ୍ଲୀ,୧୯।୫: ବିଶ୍ୱ ବଜାର ଏବଂ ଘରୋଇ ଗ୍ରାହକ ଉଭୟଙ୍କ ପାଇଁ ଅନ୍ତର୍ଜାତୀୟ ବଜାରରୁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ପଶ୍ଚିମ ଏସିଆ (ମଧ୍ୟପ୍ରାଚ୍ୟ)ରେ ଦୀର୍ଘ ସମୟ ଧରି ଚାଲିଥିବା ଉତ୍ତେଜନା ମଧ୍ୟରେ, ଅଶୋଧିତ ତୈଳର ଆକାଶଛୁଆଁ ମୂଲ୍ୟ ହଠାତ ବ୍ରେକ…

SBI ୟୁଜର୍ସ ଆଲର୍ଟ: ୬ଦିନ ଠପ୍‌ ପଡିବ ବ୍ୟାଙ୍କ୍‌ କାମ! ଏଇ ସପ୍ତାହରୁ ସାରନ୍ତୁ କାମ…

ନୂଆଦିଲ୍ଲୀ,୧୯।୫: ଦେଶର ସର୍ୱବୃହତ ସରକାରୀ ବ୍ୟାଙ୍କ, ଭାରତୀୟ ଷ୍ଟେଟ ବ୍ୟାଙ୍କ (SBI)ର ଲକ୍ଷ ଲକ୍ଷ ଗ୍ରାହକଙ୍କ ପାଇଁ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଖବର ଅଛି। ଯଦି ଆପଣଙ୍କୁ ଆର୍ଥିକ କାରବାର କରିବା କିମ୍ୱା ଅନ୍ୟ କୌଣସି ଜରୁରୀ ବ୍ୟବସାୟରେ ଯୋଗଦେବା ପାଇଁ…

ଆଉ କେତେ ବଢିବ ପେଟ୍ରୋଲ-ଡିଜେଲ ରେଟ୍‌? ରିପୋର୍ଟରେ ଆଶ୍ଚର୍ଯ୍ୟ କରିଦେବା ଭଳି ଖୁଲାସା!

ନୂଆଦିଲ୍ଲୀ,୧୯।୫: ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ପ୍ରାୟ ୪ଟଙ୍କା ପ୍ରତି ଲିଟର ବୃଦ୍ଧି ଘଟିଛି। ଯଦିଓ ଏହି ବୃଦ୍ଧି ସାଧାରଣ ଲୋକଙ୍କ ବଜେଟ ଉପରେ ପ୍ରଭାବ ପକାଇବ, କିନ୍ତୁ ଦେଶର ଅର୍ଥନୀତି ଉପରେ ଏହାର ପ୍ରଭାବ କ’ଣ ପଡ଼ିବ? ଭାରତୀୟ ଷ୍ଟେଟ…

ଟଙ୍କାର ଅବମୂଲ୍ୟାୟନକୁ ନେଇ ଷ୍ଟକ୍‌ ବଜାର ଅସ୍ଥିର

ମୁମ୍ବାଇ,୧୯।୫: ପଶ୍ଚିମ ଏସିଆ ସ୍ଥିତିକୁ ନେଇ ଏବେ ଭୂ-ରାଜନୈତିକ ସ୍ତରରେ ବିବାଦ ଲାଗି ରହିଥିଲାବେଳେ ଅନ୍ତର୍ଜାତୀୟ ବଜାରରେ ତୈଳଦର ମଧ୍ୟ ବୃଦ୍ଧି ପାଇ ଚାଲିଛି। ଏହାକୁ ନେଇ ବୈଶ୍ୱିକ ଅର୍ଥନୀତି ଏବଂ ଅଭିବୃଦ୍ଧି ଧାରା ମଧ୍ୟ ବ୍ୟାହତ ହେବାରେ ଲାଗିଛି। ଏହିକ୍ରମରେ…

ପେଟ୍ରୋଲ-ଡିଜେଲ ଦର ପୁଣି ବୃଦ୍ଧି, ପାଞ୍ଚ ଦିନରେ ଦ୍ବିତୀୟ ଥର ପାଇଁ ବଢ଼ିଲା

ନୂଆଦିଲ୍ଲୀ,୧୯।୫: ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ପୁଣି ଥରେ ବୃଦ୍ଧି ଘଟିଛି । ଏହା ଗତ ପାଞ୍ଚ ଦିନ ମଧ୍ୟରେ ଦ୍ୱିତୀୟ ଥର ପାଇଁ ମୂଲ୍ୟ ବୃଦ୍ଧି ପାଇଛି । ପେଟ୍ରୋଲର ମୂଲ୍ୟ ଲିଟର ପିଛା ୮୬ ପଇସା ବୃଦ୍ଧି ପାଇଛି,…

ଇଲେକ୍ଟ୍ରି ବିଲ୍‌ ନ ଦେଲେ ଜବତ ହେବ ଘରବାଡି ସମ୍ପତ୍ତି! କଠୋର ହେଲା ନିୟମ

ନୂଆଦିଲ୍ଲୀ,୧୭।୫: ରାଜ୍ୟବାସୀଙ୍କ ପାଇଁ ବଡ଼ ଖବର। ରାଜ୍ୟର ବିଜୁଳି ବିଭାଗ ଏବେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପ୍ରସ୍ତୁତ ହେଉଛି। ବିଦ୍ୟୁତ ନିଗମ ଦୀର୍ଘ ସମୟ ଧରି ଇଲେକ୍ଟ୍ରି ବିଲ ପୈଠ କରିବାରେ ବିଫଳ ହୋଇଥିବା ବ୍ୟକ୍ତିବିଶେଷଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଆରମ୍ଭ…

ସୁନା ପରେ ଏବେ ରୁପା! ସରକାର ଲଗାଇଲେ ବଡ଼ କଟକଣା, ଏଣିକି ଆଉ…

ନୂଆଦିଲ୍ଲୀ,୧୬।୫: ରୁପା ଆମଦାନୀକୁ ନେଇ କେନ୍ଦ୍ର ସରକାର ଲଗାଇଛନ୍ତି କଟକଣା। ସରକାର ଏହାର ଅନେକ ଶ୍ରେଣୀ କୁ ମୁକ୍ତ ତାଲିକା (Free List)ରୁ ହଟାଇ ପ୍ରତିବନ୍ଧିତ ତାଲିକା (Restricted Category)ରେ ସାମିଲ କରିଛନ୍ତି। ଏହାର ଅର୍ଥ ହେଉଛି, ଏଣିକି ଏହି ସବୁ…

SBI କର୍ମଚାରୀଙ୍କ ବଡ଼ ଷ୍ଟ୍ରାଇକ୍‌! ଦେଶବ୍ୟାପୀ ଦୁଇଦିନ ପାଇଁ ଠପ୍‌ ପଡିଯିବ ବ୍ୟାଙ୍କ ସେବା, ଜାଣନ୍ତୁ କେବେ?

ନୂଆଦିଲ୍ଲୀ,୧୫।୫: ଦେଶର ସର୍ୱବୃହତ ସରକାରୀ ବ୍ୟାଙ୍କ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ (SBI)ରେ କାର୍ଯ୍ୟରତ କର୍ମଚାରୀମାନେ ସେମାନଙ୍କର ଦାବି ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ଅଲ ଇଣ୍ଡିଆ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ଷ୍ଟାଫ ଫେଡେରେସନ (AISBISF) ମେ ମାସ…

ପେଟ୍ରୋଲ ପରେ ବଢିଯିବ କି ଗ୍ୟାସ ସିଲିଣ୍ଡରର ଦାମ୍‌? ଏବେ ସିଲିଣ୍ଡର ବୁକ କରିବାକୁ କେତେ ଖର୍ଚ୍ଚ ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୫: ୧ ମଇ, ୨୦୨୬ ଠାରୁ ୧୯ କିଲୋଗ୍ରାମର ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ୯୯୩ ବୃଦ୍ଧି କରାଯାଇଛି। ବାଣିଜ୍ୟିକ ଗ୍ୟାସ ସିଲିଣ୍ଡରର ମୂଲ୍ୟ ବୃଦ୍ଧି ପରେ, ଦିଲ୍ଲୀରେ ୧୯ କିଲୋଗ୍ରାମର ଏଲପିଜି ସିଲିଣ୍ଡରର ମୂଲ୍ୟ ଏବେ ୩,୦୭୧.୫୦ ହୋଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?