ବାଣିଜ୍ୟ

ସେପ୍ଟେମ୍ବରରେ ଜିଓର ସର୍ବାଧିକ ଗ୍ରାହକ ସଂଯୋଗ

ଭୁବନେଶ୍ୱର,୨୧।୧୨: ଭାରତୀୟ ଟେଲିକମ୍‌ ନିୟାମକ କର୍ତ୍ତୃପକ୍ଷ (ଟ୍ରାଇ) ପକ୍ଷରୁ ପ୍ରକାଶିତ ସଦ୍ୟତମ ଟେଲିକମ୍‌ ଉପଭୋକ୍ତା ତଥ୍ୟ ଅନୁଯାୟୀ ରିଲାଏନ୍ସ ଜିଓ ୨୦୨୩ ସେପ୍ଟେମ୍ବରରେ ସର୍ବାଧିକ ସଂଖ୍ୟକ ନୂତନ ମୋବାଇଲ୍‌ ଗ୍ରାହକ ସଂଯୋଗ ପ୍ରଦାନ କରିଛି। ଏପରିକି ୨୦୨୩ ସେପ୍ଟେମ୍ବରରେ ନୂତନ ମୋବାଇଲ…

ଉଦୟ ଅନନ୍ତ ଏମ୍‌ସିଏଲ୍‌ର ନୂଆ ଅଧ୍ୟକ୍ଷ

ସମ୍ବଲପୁର,୨୧ା୧୨(ବି.ଶଙ୍କର): ମହାନଦୀ କୋଲଫିଲ୍ଡ ଲିମିଟେଡ୍‌ (ଏମ୍‌ସିଏଲ୍‌)ର ନୂଆ ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ଭାବେ ଉଦୟ ଅନନ୍ତ କାଓଲେ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସମ୍ବଲପୁର ବୁର୍ଲା (ଜାଗୃତି ବିହାର) ସ୍ଥିତ ଏମ୍‌ସିଏଲ୍‌ ମୁଖ୍ୟାଳୟରେ କାଓଲେ ପହଞ୍ଚତ୍ବା ପରେ କମ୍ପାନୀର ବରିଷ୍ଠ…

ଓଡ଼ିଶା ବଜାରରେ ପ୍ରକୃତିରସ ମସଲା

ଭୁବନେଶ୍ୱର,୨୧।୧୨ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଫୁଡ୍‌ ଷ୍ଟାର୍ଟଅପ୍‌ କମ୍ପାନୀ ତଥା ପ୍ରକୃତିରସ ମସଲାର ଆନୁଷ୍ଠାନିକ ଶୁଭାରମ୍ଭ ସହ ଓଡ଼ିଶା ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି। ଜଣାଶୁଣା ସେଫ୍‌ ବିଶ୍ୱଜିତ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ବଜାର ଉନ୍ମୋଚନ…

ଲୋକଙ୍କୁ ଟଙ୍କା ଫେରାଇବା ପାଇଁ ସାହାରା ବିରୁଦ୍ଧରେ ପୁଣି ସୁପ୍ରିମକୋର୍ଟ ଯିବେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୦ା୧୨: ସାହାରା ଗ୍ରୁପରୁ ଅଧିକ ଟଙ୍କା ପାଇବାକୁ ଏବଂ ଏହାକୁ ନିବେଶକଙ୍କ ନିକଟକୁ ଫେରାଇବାକୁ ସରକାର ପୁଣି ଥରେ ସୁପ୍ରିମକୋର୍ଟଙ୍କ ନିକଟକୁ ଯିବେ। ତିନି କୋଟି ନିବେଶକ କମ୍ପାନୀର ସମବାୟ ସମିତିରେ ଅଟକି ରହିଥିବା ୮୦,୦୦୦ କୋଟି ଟଙ୍କା ଫେରସ୍ତ କରିବାକୁ…

ଟାଟା ମୋଟର୍ସର ଏହି ଦୁଇ କାରକୁ ସୁରକ୍ଷା ବର୍ଗରେ ମିଳିଲା ପ୍ରଥମ ବିଏନସିଏପି ଫାଇଭ ଷ୍ଟାର ମାର୍କ

ନୂଆଦିଲ୍ଲୀ,୧୯।୧୨: କେନ୍ଦ୍ର ସରକାରଙ୍କ ଭାରତ ନିଉ କାର୍ ଆସେସମେଣ୍ଟ ପ୍ରୋଗ୍ରାମ୍(ଭାରତ ଏନସିଏପି)ର ପ୍ରଥମ ପର୍ଯ୍ୟାୟ ସୁରକ୍ଷା ମାନଦଣ୍ଡ ପରୀକ୍ଷାରେ ଟାଟା ମୋଟର୍ସର ସଫାରୀ ଏବଂ ଟାଟା ହାରିଅରକୁ ମିଳିଛି ଫାଇଭ ଷ୍ଟାର ମାର୍କ। ଭାରତରେ କାର୍ ଗୁଡିକର ସୁରକ୍ଷା ମାଣଦଣ୍ଡକୁ ମାପିବା…

ଭୁଲ ତଥ୍ୟ ଦେବାରୁ ଗୁଗୁଲ୍ ଉପରେ ୫୦ମିଲିୟନ୍ ଡଲାର ଜରିମାନା ଲଗାଇଲେ କୋର୍ଟ

ନୂଆଦିଲ୍ଲୀ, ୨୦ା୧୨: ଋଷ-ୟୁକ୍ରେନ ଯୁଦ୍ଧ ସମ୍ପର୍କରେ ଭୁଲ ପ୍ରସାର କରିବା ତଥ୍ୟ କିମ୍ବା ଅନ୍ୟାନ୍ୟ ପ୍ରସଙ୍ଗରେ ତଥାକଥିତ “ନକଲି” ତଥ୍ୟ ଡିଲିଟ କରିବାରେ ବିଫଳ ହେବାରୁ ଋଷର ଏକ କୋର୍ଟ ବୁଧବାର ଗୁଗୁଲ ଉପରେ ୪.୬ ବିଲିୟନ ରୁବେଲ (୫୦.୮୪ ନିୟୁତ…

UPI ID: ନୂଆ ବର୍ଷରେ ବନ୍ଦ ହୋଇଯାଇପାରେ ଆପଣଙ୍କ ୟୁପିଆଇ ଆଇଡି, ଡିସେମ୍ବର ୩୧ ସୁଦ୍ଧା କରିନିଅନ୍ତୁ ଏହି କାମ

ନୂଆଦିଲ୍ଲୀ,୨୦।୧୨: ନୂଆବର୍ଷ ଅର୍ଥାତ ୧ ଜାନୁୟାରୀ ୨୦୨୪ରୁ ବ୍ୟବହାର ହୋଇ ନ ଥିବା ୟୁପିଆଇ ଆଇଡି ବନ୍ଦ ହୋଇଯିବ। ଯଦି ଗୁଗୁଲ ପେ’, ପେ’ଟିଏମ୍‌ ଏବଂ ଫୋନ୍‌ ପେ’ ଭଳି ପେମେଣ୍ଟ ଆପ୍‌ରେ ୟୁପିଆଇ ଆଇଡି ବ୍ୟବହାର କରୁଛନ୍ତି, ହେଲେ ତାକୁ…

ଭାରତୀୟ ଅର୍ଥନୀତିର ଅଭିବୃଦ୍ଧି ଦୃଢ଼ତାକୁ ଅନ୍ତର୍ଜାତୀୟ ମୁଦ୍ରାପାଣ୍ଠିର ପ୍ରଶଂସା

ନୂଆଦିଲ୍ଲୀ,୧୯।୧୨: ବୈଶ୍ୱିକ ପ୍ରତିକୂଳ ପରିସ୍ଥିତି ସତ୍ତେ୍ୱ ଭାରତୀୟ ଅର୍ଥନୀତିର ଅଭିବୃଦ୍ଧି ଓ ଦୃଢ଼ତାକୁ ଅନ୍ତର୍ଜାତୀୟ ମୁଦ୍ରାପାଣ୍ଠି – ଆଇ.ଏମ୍‌‌.ଏଫ୍‌‌. ପ୍ରଶଂସା କରିଛି। ଏହା ପକ୍ଷରୁ ପ୍ରକାଶିତ ବାର୍ଷିକ ପରାମର୍ଶ ରିପୋର୍ଟରେ କୁହାଯାଇଛି, ଭାରତ ଆର୍ଥିକ ଅଭିବୃଦ୍ଧି କ୍ଷେତ୍ରରେ ବିଶ୍ୱ ସ୍ତରରେ ଏକ…

ଶେୟାର ବଜାରରେ ଭୂକମ୍ପ, ତଳମୁହାଁ ହେଲା ସେନସେକ୍ସ-ନିଫ୍ଟି , ୧୦୦୦ ଅଙ୍କ ଖସିଲା…

ମୁମ୍ବାଇ,୨୦।୧୨ : ବୁଧବାର, ବାଣିଜ୍ୟ ସପ୍ତାହର ତୃତୀୟ ଦିନରେ ଷ୍ଟକ ମାର୍କେଟରେ ଭୂକମ୍ପ ହୋଇଛି। ବଜାର ଖୋଲିବା ମାତ୍ରେ ବଡ଼ ଧରଣର ହ୍ରାସ ପରିଲକ୍ଷିତ ହୋଇଥିଲା। କାରବାରର ଶେଷ ଘଣ୍ଟାରେ ହଠାତ ଶେୟାର ବଜାର ଭୁଶୁଡି ପଡିଥିଲା । ସେନସେକ୍ସ ପ୍ରାୟ…

ଘରେ କେତେ ଟଙ୍କା ନଗଦ ରଖିପାରିବେ? ଜାଣନ୍ତୁ କ’ଣ କୁହେ ଆୟକର ବିଭାଗର ନିୟମ

ନୂଆଦିଲ୍ଲୀ,୨୦।୧୨: ଆୟକର ଚଢ଼ାଉରେ ଅନେକ ପ୍ରତିଷ୍ଠିତ ବ୍ୟକ୍ତି ଘରେ କୋଟି କୋଟି ଟଙ୍କାର ନଗଦ ରାଶି ରଖିଥିବା ଜଣାପଡ଼ୁଛି। ନିକଟରେ କଂଗ୍ରେସ ଏମ୍‌ପି ଧୀରଜ ପ୍ରସାଦ ସାହୁଙ୍କ କଥାକୁ ଉଦାହରଣସ୍ବରୂପ ନିଆଯାଇପାରେ। ତାଙ୍କ ନିକଟରୁ ବିଭାଗ ୩୫୧ କୋଟି ଜବତ କରିଥିଲା।…

ବିବାହିତା ମହିଳା ପାଖରେ ରଖି ପାରିବେ କେତେ ସୂନା ? ସରକାରୀ ନିୟମ ଉଲ୍ଲଂଘନ କଲେ ଲାଗୁ ହେବ ଜରିମାନା…

ନୂଆଦିଲ୍ଲୀ,୨୦।୧୨ : ଭାରତୀୟମାନଙ୍କ ପାଇଁ ସୁନା ସବୁଠାରୁ ପ୍ରିୟ ଧାତୁ। ବିବାହ, ଅଳଙ୍କାରଠାରୁ ଆରମ୍ଭ କରି ପୂଜା ପର୍ଯ୍ୟନ୍ତ ସବୁ ସ୍ଥାନରେ ଏହାକୁ ପ୍ରାଧାନ୍ୟ ଦିଆଯାଇଥାଏ । ଏହା ମଧ୍ୟ ଭାରତୀୟମାନଙ୍କ ପାଇଁ ସବୁଠାରୁ ପବିତ୍ର ଧାତୁ। ଏହା ଦୁନିଆର ସବୁଠାରୁ…

ସିମ କାର୍ଡ ଆଉ ସହଜରେ ହେବ ନାହିଁ କିଣି, ପୁରୁଣା ନିୟମ ବଦଳାଇଲେ ସରକାର…

ନୂଆଦିଲ୍ଲୀ,୨୦।୧୨ : ମୋବାଇଲ ଏବଂ ସିମ କାର୍ଡ ସହ ଜଡିତ ନିୟମକୁ ସରକାର ପରିବର୍ତ୍ତନ କରିଛନ୍ତି। ପୁରୁଣା ନିୟମରେ ସହଜ ଥିଲା, ଯାହା ଦ୍ୱାରା ବେଆଇନ ସିମ କାର୍ଡ କିଣି ବିଭିନ୍ନ ଅପରାଧ କରାଯାଇ ପାରୁଥିଲା। ତେବେ ବର୍ତ୍ତମାନ ଏକ ସିମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?