ବାଣିଜ୍ୟ

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୨୦।୧୨: ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ୨ୟ କାର୍ଯ୍ୟଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବୃଦ୍ଧି କରିଛନ୍ତି। ବିଶେଷକରି ମଙ୍ଗବାର ବମ୍ବେ ଷ୍ଟକ୍‌…

ପଲ୍‌ସରମାନିଆର ମାଷ୍ଟର୍ସ ଏଡିଶନ ଉଦ୍‌ଯାପିତ

ଭୁବନେଶ୍ୱର,୨୦।୧୨: ବଜାଜ ଅଟୋର ଅଗ୍ରଣୀ ମଡେଲ ପଲ୍‌ସରମାନିଆର ମାଷ୍ଟର୍ସ ଏଡିଶନ (ନ୍ୟାଶନାଲ ଫିନାଲେ) ନିକଟରେ ଉଦ୍‌ଯାପିତ ହୋଇଯାଇଛି। ଏପରିକି ମୁମ୍ବାଇଠାରେ ଶେଷ ହୋଇଥିବା ‘ପଲ୍‌ସରମାନିଆର ମାଷ୍ଟର୍ସ ଏଡିଶନରେ ଉପସ୍ଥିତ ଲୋକଙ୍କ ପାଇଁ ଏହା ଏକ ଆଡ୍ରେନାଲିନ୍‌-ଫୁଏଲଡ ଏକ୍ସପିରିଏନ୍ସ ପ୍ରଦାନ କରିଥିଲା। ବିଶେଷକରି…

ଜୟଆଲୁକ୍କାସ୍‌ର ନୂତନ ଅଭିଯାନ

ଭୁବନେଶ୍ୱର,୨୦।୧୨: ଜୟଆଲୁକ୍କାସର ନୂତନ ଅଭିଯାନ ‘ସିଜନ୍‌ ଅଫ୍‌ ଗିଭିଙ୍ଗ୍‌’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଚଳିତ ବର୍ଷ ଛୁଟିଦିନଗୁଡ଼ିକରେ ଉକ୍ତ ଅଭିଯାନ ପୃଷ୍ଠପୋଷକମାନଙ୍କ ପାଇଁ ଅତିରିକ୍ତ ଉତ୍ସବମୟ ଉଲ୍ଲାସ ପ୍ରଦାନ କରିବ। ଏପରିକି ଜୟଆଲୁକ୍କାସ୍‌ର ଏହି ବିଶେଷ ସଂସ୍କରଣରେ ଉଭୟ…

ବ୍ୟାଙ୍କରେ ବଢୁଛି ଦାବିବିହୀନ ଜମାରାଶି

ଭୁବନେଶ୍ୱର,୨୦।୧୨(ଅଭୟ ଦାଶ): ଗତ କିଛି ବର୍ଷ ହେଲା କ୍ରମାଗତ ଭାବେ ଦେଶର ଉଭୟ ଘରୋଇ ଓ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକରେ ଦାବିବିହୀନ ଜମାରାଶିର ପରିମାଣ ବୃଦ୍ଧି ପାଉଛି। ଏପରିକି ଚଳିତ ବର୍ଷ ମାର୍ଚ୍ଚ ଶେଷ ସୁଦ୍ଧା ଉଭୟ ଘରୋଇ ଓ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକରେ…

ଫୋନ କଲ କରି ହଇରାଣ କଲେ ଦେବାକୁ ପଡିବ ୫୦ ହଜାରରୁ ୨ ଲକ୍ଷ ପର୍ଯ୍ୟନ୍ତ ଜରିମାନା…

ନୂଆଦିଲ୍ଲୀ,୧୯।୧୨ : ଯଦି କେହି ବିନା କାରଣରେ କଲ କରି ହଇରାଣ କରୁଛନ୍ତି, ତା’ହେଲେ ତାଙ୍କ ଉପରେ ୫୦ ହଜାରରୁ ୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଜରିମାନା ଲଗାଯାଇପାରିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଏକ ନୂତନ ଟେଲିକମ ବିଲ ଆଗତ…

ପେଟ୍ରୋଲ ଦର ପୁଣି ହେବ ମହଙ୍ଗା,ଲୋହିତ ସାଗର ଦେଇ ପରିବହନ ସାମଗ୍ରୀର ବୀମା ମୂଲ୍ୟ ବୃଦ୍ଧି…

ନୂଆଦିଲ୍ଲୀ,୧୯।୧୨: ହୁତି ବିଦ୍ରୋହୀମାନେ ଲୋହିତ ସାଗରରେ ମାଲବାହୀ ଜାହାଜ ଡ୍ରୋନ ଆକ୍ରମଣ ଜାରି ରଖିଛନ୍ତି। ଫଳରେ ଅନ୍ତର୍ଜାତୀୟ ସାମୁଦ୍ରିକ ବାଣିଜ୍ୟରେ ବାଧା ସୃଷ୍ଟି ହୋଇଛି। କାର୍ଗୋ କମ୍ପାନୀଗୁଡିକ ଏହି ଅଞ୍ଚଳ ଦେଇ କାରବାର କରିବାକୁ ପଛ ଘୁଞ୍ଚା ଦେବାରେ ଲାଗିଛନ୍ତି। ବର୍ତ୍ତମାନ…

ଚାଉଳ ମୂଲ୍ୟ ବୃଦ୍ଧି ଉପରେ କେନ୍ଦ୍ର ସରକାରଙ୍କ କଡା କାର୍ଯ୍ୟାନୁଷ୍ଠାନ, ଲାଭକାରୀଙ୍କୁ ଦେଲେ ଚେତାବନୀ, ହ୍ରାସ ପାଇବ ଦାମ୍‌

ନୂଆଦିଲ୍ଲୀ,୧୯।୧୨: ଦେଶରେ ଚାଉଳ ମୂଲ୍ୟ ବୃଦ୍ଧି ଉପରେ କେନ୍ଦ୍ର ସରକାର କଡା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଚାଉଳ ଶିଳ୍ପକୁ ମୂଲ୍ୟ ନିୟନ୍ତ୍ରଣ କରିବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଚେତାବନୀ ଦିଆଯାଇଛି କି ଯଦି ଏଥିରେ ଲାଭ କରାଯାଏ ତେବେ ସରକାରଙ୍କ…

ନେକ୍ସଟ-ଜେନ୍‌ ଟେକ୍‌ ବ୍ୟବସାୟ ଉପରେ ଭିଆଇଏଲ୍‌ର ଦୃଷ୍ଟିନିବଦ୍ଧ

ଭୁବନେଶ୍ୱର,୧୯।୧୨ (ଅଭୟ ଦାଶ): ପରିକଳ୍ପନାଠାରୁ ନେଇ କାର୍ଯ୍ୟାନ୍ବୟନ ପର୍ଯ୍ୟନ୍ତ ଟର୍ନକି ସମାଧାନ ଏବଂ ପ୍ରକଳ୍ପଗୁଡ଼ିକ ସକାଶେ ପରାମର୍ଶଭିତ୍ତିକ ସେବା ଯୋଗାଇ ଦେଉଥିବା ଅହମଦାବାଦଭିତ୍ତିକ ଭିଭାଣ୍ଟା ଇଣ୍ଡଷ୍ଟ୍ରିଜ ଲିମିଟେଡ (ଭିଆଇଏଲ) ବିଏସଇ-୫୪୧୭୩୫-ନେକ୍ସଟ-ଜେନ ଟେକ୍‌ ବ୍ୟବସାୟ ଉପରେ ଦୃଷ୍ଟିନିବଦ୍ଧ ସହିତ ତାହାର କାର୍ଯ୍ୟକାରିତାରେ ରୂପାନ୍ତରଣ…

୩ଡି କଂକ୍ରିଟ ପ୍ରିଣ୍ଟିଂ ମେଶିନର ଶୁଭାରମ୍ଭ

ଭୁବନେଶ୍ୱର, ୧୯।୧୨: ଭାରତର ପ୍ରମୁଖ କଂକ୍ରିଟ ଉପାଦାନ (ଇକ୍ୟୁପ୍‌ମେଣ୍ଟସ) ନିର୍ମାଣକାରୀ ଆଜାକ ଇଞ୍ଜିନିୟରିଂର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘୩ଡି କଂକ୍ରିଟ ପ୍ରିଣ୍ଟିଂ ମେଶିନ’ର ସର୍ବଭାରତୀୟ ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ସେହିଭଳି ସଂସ୍ଥାର ନୂତନ ଉତ୍ପାଦ ‘୩ଡି…

୨୬ ଆଙ୍କର ନିବେଶକଙ୍କଠାରୁ ପ୍ରାୟ ୨୮୫ କୋଟି ସଂଗ୍ରହ

ଭୁବନେଶ୍ୱର, ୧୯।୧୨: ମୁଥୁଟ୍‌ ମାଇକ୍ରୋଫିନ୍‌ ଲିମିଟେଡ୍‌ (ଏମ୍‌ଏମ୍‌ଏଲ୍‌)ର ଇନିସିଆଲ ପବ୍ଲିକ୍‌ ଅଫର (ଆଇପିଓ) ପୂର୍ବରୁ କମ୍ପାନୀ ମୋଟ ୨୬ ଆଙ୍କର ନିବେଶକଙ୍କଠାରୁ ପ୍ରାୟ ୨୮୫ କୋଟି ଟଙ୍କା ସଂଗ୍ରହ କରିଛି। ଏପରି କି କମ୍ପାନୀ ମୋଟ ୯୭,୯୩,୮୧୨ ଇକ୍ୱିଟି ଶେୟାର ଜାରି…

ମିଳିମିଶି କାମ କରିବାକୁ ପରାମର୍ଶ

ଭୁବନେଶ୍ୱର,୧୯।୧୨: ଅଲ୍‌ ଇଣ୍ଡିଆ ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ଅଫିସର୍ସ ଆସୋସିଏଶନ୍‌ (ଏଆଇପିଏନ୍‌ବିଓଏ)ର ଭୁବନେଶ୍ୱର ସର୍କଲ ପକ୍ଷରୁ ଆୟୋଜିତ ସଂଘର ବାର୍ଷିକ ସାଧାରଣ ସଭା ବୈଠକ ଭୁବନେଶ୍ୱରଠାରେ ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱର ସର୍କଲ ଅନ୍ତର୍ଗତ ବିଭିନ୍ନ ଶାଖାରୁ ୫ଶହରୁ ଅଧିକ ଅଧିକାରୀଙ୍କ ସମେତ…

ସିଜିୟୁରେ ଏସ୍‌ଆଇଏଚ୍‌ର ଗ୍ରାଣ୍ଡ ଫାଇନାଲ

ଭୁବନେଶ୍ୱର,୧୯।୧୨: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ସି.ଭି.ରମଣ ଗ୍ଲୋବାଲ ୟୁନିଭର୍ସିଟି (ସିଜିୟୁ) ପରିସରରେ ସ୍ମାର୍ଟ ଇଣ୍ଡିଆ ହାକାଥନ (ଏସଆଇଏଚ)ର ଗ୍ରାଣ୍ଡ ଫାଇନାଲ ରାଉଣ୍ଡ ୨୦୨୩ ଡିସେମ୍ବର ୧୯ରୁ ଅନୁଷ୍ଠିତ ହେବାକୁ ଯାଉଛି। ବିଶେଷ କରି ଶିକ୍ଷା ମନ୍ତ୍ରଣାଳୟର ଇନୋଭେଶନ୍‌ ସେଲ୍‌,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?