ବାଣିଜ୍ୟ

ପେଟ୍ରୋଲ ରେଟ୍‌ ବଢିବା ପରେ କେଉଁଠି ଶସ୍ତାରେ ମିଳୁଛି ପେଟ୍ରୋଲ, ଜାଣନ୍ତୁ…

ନୂଆଦିଲ୍ଲୀ,୧୫।୫: ଆଜି, ୧୫ ମଇ ଠାରୁ, ସାରା ଦେଶରେ ପେଟ୍ରୋଲ, ଡିଜେଲ ଏବଂ ସିଏନଜିର ମୂଲ୍ୟ ବୃଦ୍ଧି ପାଇଛି। ପେଟ୍ରୋଲର ମୂଲ୍ୟ ଲିଟର ପିଛା ୩.୧୪ ବୃଦ୍ଧି ପାଇ ୯୭.୭୭ ଟଙ୍କାରେ ପହଞ୍ଚିଛି, କିନ୍ତୁ ଡିଜେଲର ମୂଲ୍ୟ ୩.୧୧ ଟଙ୍କା ବୃଦ୍ଧି…

ବଢିଲା ପେଟ୍ରୋଲ ରେଟ୍‌: ମାର୍କେଟକୁ ଆସିଲା ୪ଟି ସବୁଠୁ ଶସ୍ତା ଇଲେକ୍ଟ୍ରି କାର୍‌, ରେଟ୍‌ ଜାଣିଲେ…

ନୂଆଦିଲ୍ଲୀ,୧୫।୫: ପେଟ୍ରୋଲ ଏବଂ ଡିଜେଲର ବୃଦ୍ଧି ଏବେ ଲୋକଙ୍କ ବଜେଟକୁ ବ୍ୟାହତ କରିବା ଆରମ୍ଭ କରିଛି। ଦୈନନ୍ଦିନ ଯାତ୍ରୀମାନଙ୍କ ପାଇଁ, ମାସିକ ଇନ୍ଧନ ଖର୍ଚ୍ଚ ଏକ ବଡ଼ ମୁଣ୍ଡବିନ୍ଧାର କାରଣ ପାଲଟିଛି। ଏହି କାରଣରୁ ଏବେ ବହୁ ସଂଖ୍ୟକ ଲୋକ ଇଲେକ୍ଟ୍ରିକ…

ଗ୍ରାହକଙ୍କୁ ବଡ଼ ଝଟକା; ବଢ଼ିଲା ପେଟ୍ରୋଲ-ଡିଜେଲ ରେଟ୍, ଭୁବନେଶ୍ବରରେ….

ନୂଆଦିଲ୍ଲୀ,୧୫।୫: ଯାହା ଭୟ ଥିଲା ସେୟା ହିଁ ଘଟିଲା। ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ ବଡ଼ ବୃଦ୍ଧି ଘଟିଛି । ପେଟ୍ରୋଲ ୩ଟଙ୍କା ୧୪ ଏବଂ ଡିଜେଲ ୩ଟଙ୍କା ୧୧ପଇସା ମହଙ୍ଗା ହୋଇଛି। ଫଳସ୍ୱରୂପ, ରାଜଧାନୀ ଦିଲ୍ଲୀରେ ପେଟ୍ରୋଲର…

LPG-କ୍ଷୀର ପରେ ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା, ଏହି ଜିନିଷର ବଢିଗଲା ଦାମ୍‌…

ନୂଆଦିଲ୍ଲୀ,୧୪।୫: ଏଲପିଜି ଗ୍ୟାସ ସିଲିଣ୍ଡର, ଅମୂଲ ଏବଂ ମଦର ଡେରୀ କ୍ଷୀରର ମୂଲ୍ୟ ବୃଦ୍ଧି ପରେ, ସାଧାରଣ ଲୋକଙ୍କୁ ଆଉ ଏକ ବଡ଼ ଝଟ୍‌କା ଲାଗିଛି। ପ୍ରକୃତରେ, ମୁମ୍ୱାଇରେ ସିଏନଜି ଏବେ ମହଙ୍ଗା ହୋଇଛି। ମୁମ୍ୱାଇରେ ସିଏନଜିର ମୂଲ୍ୟ କିଲୋଗ୍ରାମ ପିଛା…

ପେଟ୍ରୋଲ ଅଭାବ ଭିତରେ ଭୁବନେଶ୍ୱରରେ ବଦଳିଲା ତେଲଦର! ଜାଣନ୍ତୁ କ’ଣ ହୋଇଛି ପରିବର୍ତ୍ତନ

ନୂଆଦିଲ୍ଲୀ,୧୪।୫: ଦେଶରେ ପେଟ୍ରୋଲ ଓ ଡିଜେଲର ନୂଆ ମୂଲ୍ୟ ଜାରି କରାଯାଇଛି । ପ୍ରମୁଖ ସହର ଗୁଡିକରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ପରିବର୍ତ୍ତନ ହୋଇଛି । କିଛି ସହରରେ ଦାମ ଅପରିବର୍ତ୍ତିତ ରହିଛି । ପ୍ରତିଦିନ ତେଲର ନୂଆ ଦର…

ମହଙ୍ଗା ମାଡ଼! ବଢ଼ିଲା ଅମୂଲ କ୍ଷୀର ଦାମ୍, ଲିଟର ପିଛା….

ନୂଆଦିଲ୍ଲୀ,୧୩ା୫: ସାଧାରଣ ଜନତାଙ୍କୁ ଆଉ ଏକ ବଡ଼ ଝଟକା ଲାଗିଛି । ଦେଶର ପ୍ରମୁଖ ଦୁଗ୍ଧ କମ୍ପାନୀ ଅମୂଲ ସାରା ଦେଶରେ କ୍ଷୀରର ମୂଲ୍ୟ ପ୍ରତି ଲିଟର ୨ ବୃଦ୍ଧି ହୋଇଛି । କମ୍ପାନୀ ଘୋଷଣା କରିଛି ଯେ ନୂତନ ଦର…

ବଢିବ ପେଟ୍ରୋଲ ଦାମ୍‌! RBI ଗଭର୍ନର ଦେଲେ ବଡ଼ ସଙ୍କେତ

ନୂଆଦିଲ୍ଲୀ,୧୩।୫: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷର ପ୍ରଭାବ ଏବେ ଭାରତର ଅର୍ଥନୀତି ଉପରେ ମଧ୍ୟ ଦେଖାଯାଉଛି। ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଗଭର୍ନର ସଞ୍ଜୟ ମାଲହୋତ୍ରା କହିଛନ୍ତି ଯେ ଯଦି ଏହି ଉତ୍ତେଜନା ଦୀର୍ଘ ସମୟ ପାଇଁ ଜାରି ରହେ, ତେବେ…

ସୁନା ଉପରେ ଆମଦାନୀ ଶୁଳ୍କ ବଢାଇଲେ ସରକାର, ଏବେ କ’ଣ ପେଟ୍ରୋଲ-ଡିଜେଲର ବି ବଢିବ ଦାମ୍‌? ଜାଣନ୍ତୁ ତାଜା ଅପଡେଟ

ନୂଆଦିଲ୍ଲୀ,୧୩।୫: ପଶ୍ଚିମ ଏସିଆରେ ଚାଲିଥିବା ସଙ୍କଟ ମଧ୍ୟରେ ଏବଂ ବ୍ୟାପକ କଟକଣା ଅଭିଯାନର ଅଂଶ ସୱରୂପ ଆଗାମୀ ବର୍ଷ ପାଇଁ ଅଣ-ଅତ୍ୟାବଶ୍ୟକୀୟ ସୁନା କ୍ରୟ କରିବାରୁ ନିବୃତ୍ତ ରହିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାଗରିକମାନଙ୍କୁ ଆହ୍ୱାନ କରିବାର ମାତ୍ର ଗୋଟିଏ…

ସୁନା କିଣିବାକୁ ମନାକଲେ ମୋଦି, କିଣିଲେ ମିଳିବ ଦଣ୍ଡ! ଜାଣନ୍ତୁ ନୂଆ ନିୟମ…

ନୂଆଦିଲ୍‌ଲୀ,୧୨।୫: ବଢ଼ୁଥିବା ବିଶ୍ୱ ଉତ୍ତେଜନା ଏବଂ ଭାରତର ବୈଦେଶିକ ମୁଦ୍ରା ଭଣ୍ଡାର ଉପରେ ବଢ଼ୁଥିବା ଚାପ ମଧ୍ୟରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ପ୍ରତି ନାଗରିକମାନଙ୍କୁ ଗୋଟିଏ ବର୍ଷ ପାଇଁ ସୁନା କ୍ରୟ କରିବାରୁ ନିବୃତ୍ତ ରହିବାକୁ ନିବେଦନ କରିଛନ୍ତି। ଏହି ବିବୃତ୍ତି…

୧ କୋଟି ଟଙ୍କିଆ ବାଇକ୍‌ ଭାରତରେ ଲଞ୍ଚ୍‌: ସାଙ୍ଗେ ସାଙ୍ଗେ Sold Out

ନୂଆଦିଲ୍ଲୀ,୧୧।୫: ଇଟାଲୀର ପ୍ରସିଦ୍ଧ ମୋଟରସାଇକେଲ ନିର୍ମାତା Ducati ଭାରତରେ ଏହାର ଅତ୍ୟନ୍ତ ସ୍ବତନ୍ତ୍ର ଏବଂ ସୀମିତ ସଂସ୍କରଣ ସୁପରବାଇକ – Ducati Panigale V4 Lamborghini – ଆନୁଷ୍ଠାନିକ ଭାବରେ ଲଞ୍ଚ କରିଛି। ଏହି ସୁପରବାଇକର ପ୍ରଥମ ଡେଲିଭରି ମୁମ୍ବାଇର ଜଣେ…

ସୁନା ନ କିଣିବା ପାଇଁ କାହିିଁକି ଅପିଲ କଲେ ପ୍ରଧାନମନ୍ତ୍ରୀ, ୧୯୮୦ରେ ଘଟିଥିଲା କ’ଣ? ଜାଣିଲେ ଆପଣ ବି…

ନୂଆଦିଲ୍ଲୀ,୧୧।୫: ଗତ ଦେଢ଼ ବର୍ଷ ମଧ୍ୟରେ ସୁନାର ବୃଦ୍ଧି ପାଉଥିବା ମୂଲ୍ୟ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ବର୍ତ୍ତମାନ ଭାରତରେ ପ୍ରତି ୧୦ ଗ୍ରାମ ପିଛା ୨୪ କ୍ୟାରେଟ ସୁନାର ମୂଲ୍ୟ ପ୍ରାୟ ୧୫୩,୦୦୦ରେ ପହଞ୍ଚିଛି। ବଜାରରେ ଏହି ବୃଦ୍ଧି ନିବେଶକଙ୍କୁ ଖୁସି…

ଘୋର ଆର୍ଥିକ ସଙ୍କଟରେ ତୈଳ କମ୍ପାନୀ, ଦୈନିକ ୧୭୦୦ କୋଟିର କ୍ଷତି; ଶୀଘ୍ର ବଢ଼ିବ ପେଟ୍ରୋଲ-ଡିଜେଲ ଦାମ୍‌

ନୂଆଦିଲ୍ଲୀ,୧୦।୫: ଇରାନ ଯୁଦ୍ଧ ଏବଂ ହର୍ମୁଜ ପ୍ରଣାଳୀ (Strait of Hormuz) ଅବରୋଧ ଯୋଗୁ ବିଶ୍ୱ ବଜାରରେ ଅଶୋଧିତ ତୈଳ ଦର ବ୍ୟାରେଲ ପିଛା ୧୦୦ ଡଲାର ଅତିକ୍ରମ କରିଛି। ଏହାର ସିଧାସଳଖ ପ୍ରଭାବ ଭାରତର ସରକାରୀ ତୈଳ କମ୍ପାନୀଗୁଡ଼ିକ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?