ବାଣିଜ୍ୟ

ଫ୍ଲିପକାର୍ଟ ସେଲ ସମୟରେ ମହିଳାଙ୍କୁ ଦେଇଥିଲା ୯୬ ଟଙ୍କାର ମହଙ୍ଗା ସାମ୍ପୁ, କଞ୍ଜୁମର କୋର୍ଟ ଲଗାଇଲା ୨୦ ହଜାର ଟଙ୍କାର ଜରିମାନା

ନୂଆଦିଲ୍ଲୀ,୮।୧୨: ଇ-କମର୍ସ କମ୍ପାନୀ ଫ୍ଲିପକାର୍ଟ ବିକ୍ରୟ ସମୟରେ ଜଣେ ମହିଳା ଗ୍ରାହକଙ୍କ ପାଇଁ ନିର୍ଦ୍ଦିଷ୍ଟ ମୂଲ୍ୟଠାରୁ ୯୬ଟଙ୍କା ଅଧିକ ମୂଲ୍ୟରେ ସାମ୍ପୁ ବିକ୍ରି କରିବା ଅତ୍ୟନ୍ତ ମହଙ୍ଗା ପଡିଥିଲା। ବେଙ୍ଗାଲୁରୁ ସ୍ଥିତ ଗ୍ରାହକ ଫୋରମ ମହିଳାଙ୍କ ଅଭିଯୋଗ ଉପରେ କମ୍ପାନୀ ଉପରେ୨୦ହଜାର…

ମହଙ୍ଗା ହେବ ନାହିଁ କାର-ଗୃହ ଋଣ: ଆର୍‌ବିଆଇ

ନୂଆଦିଲ୍ଲୀ,୮ା୧୨: ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଆର୍‌ବିଆଇ) ରେପୋ ହାରରେ କୌଣସି ପରିବର୍ତ୍ତନ କରିନାହିଁ। ନୀତି ହାର ୬.୫ ପ୍ରତିଶତରେ ରହିବ। ମୁଦ୍ରାନୀତି କମିଟି (ଏମ୍‌ପିସି) ବୈଠକରେ ୫-୧ ଭୋଟ୍‌ରେ ଏହି ନିଷ୍ପତ୍ତି ନିଆଯାଇଛି। ଆର୍‌ବିଆଇ ଗଭର୍ନର ଶକ୍ତିକାନ୍ତ ଦାସ କହିଛନ୍ତି…

ନିଜ ପତ୍ନୀଙ୍କ ଠାରୁ ଗରିବ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ଥ ରେଡ୍ଡୀ

ହାଇଦ୍ରାବାଦ,୭।୧୨: ରେଭନ୍ଥ ରେଡ୍ଡୀ ତେଲଙ୍ଗାନାର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ହାଇଦ୍ରାବାଦର ଏଲବି ଷ୍ଟାଡିୟମରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ରାଜ୍ୟପାଳ ତାମିଲାଇସାଇ ସୁନ୍ଦରରାଜ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ଗ୍ରହଣ କରାଇଛନ୍ତି। ବିଧାନସଭା ନିର୍ବାଚନରେ ୧୧୯ଟି ଆସନରୁ ୬୪ଟି…

ସାହାରା ରିଫଣ୍ଡ ଲାଗି ଆସିଛି କି ଏଭଳି ମେସେଜ? ନୂଆ ପୋର୍ଟାଲରେ ଏଭଳି କରନ୍ତୁ ପୁନଃ ଆବେଦନ…

ନୂଆଦିଲ୍ଲୀ,୭।୧୨:ସାହାରା ଇଣ୍ଡିଆରେ ରଖିଥିବା ଟଙ୍କା ଫେରିପାଇବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଅଗଷ୍ଟ ୪ରେ ‘ସାହାରା ଇଣ୍ଡିଆ ରିଫଣ୍ଡ ପୋର୍ଟାଲ’ ଲଞ୍ଚ କରାଯାଇଥିଲା। ଯଦି କାହା ଟଙ୍କା ଫସି ରହିଛି ସେ ଏହି ପୋର୍ଟାଲ ଜରିଆରେ ଆବେଦନ କରିପାରିବେ। ହେଲେ ନିକଟରେ କିଛି…

କଣ୍ଟେଣ୍ଟ କ୍ରିଏଟରଙ୍କ ଉପରେ ରାଗିଲେ ରତନ ଟାଟା, ପୋଷ୍ଟ କରି କହିଲେ ଏମିତି

ନୂଆଦିଲ୍ଲୀ,୭।୧୨: ଏଆଇର ବ୍ୟବହାର ଦିନକୁ ଦିନ ମଣିଷର ସହଚର୍ଯ୍ୟ ବଦଳରେ ଚିନ୍ତାର କାରଣ ପାଲଟିଛି। ସଦ୍ୟ ଉଦାହରଣ ହେଉଛି ନିକଟରେ ହୋଇଥିବା ଡିପଫେକ ମାମଲା। ଯେଉଁଥିରେ ବଡ ବଡ ବ୍ୟକ୍ତିତ୍ୱଙ୍କ ଠାରୁ ଆରମ୍ଭ କରି ସେଲିବ୍ରେଟିମାନେ ଏହାର ଶିକାର ହୋଇଛନ୍ତି। ସେହିପରି…

ଆଜିଠୁ ଆଜିଓର ବିଗ୍‌ ବୋଲ୍ଡ ସେଲ୍‌

ଭୁବନେଶ୍ୱର, ୭।୧୨ଦେଶର ପ୍ରମୁଖ ଫ୍ୟାଶନ ଇ-ଟେଲର ଆଜିଓ ପକ୍ଷରୁ ‘ବିଗ୍‌ ବୋଲ୍ଡ ସେଲ୍‌’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଚଳିତ ବର୍ଷ ଡିସେମ୍ବର ୭ (ଆଜିଠାରୁ) ରୁ ଉକ୍ତ ସେଲ୍‌ ଆନୁଷ୍ଠାନିକ ଭାବେ ଆରମ୍ଭ ହେଉଥିବାବେଳେ ଆଡିଡାସ୍‌ ଏବଂ ସୁପରଡ୍ରାଏ…

ଅଟୋ ରିଟେଲ ସେଲ୍‌ରେ ରେକର୍ଡ

ଭୁବନେଶ୍ୱର, ୭।୧୨(ଅଭୟ ଦାଶ)ଚଳିତ ବର୍ଷ ନଭେମ୍ବରରେ ରେକର୍ଡ ପରିମାଣରେ ଅଟୋ ରିଟେଲ ସେଲ୍‌ ହୋଇଛି। ଏପରିକି ୨୦୨୩ ନଭେମ୍ବରରେ ଦେଶର ମୋଟ ୨୮, ୫୪, ୨୪୨ ୟୁନିଟ୍‌ ଗାଡ଼ି ବିକ୍ରି ହୋଇଥିବା ଫେଡେରେଶନ ଅଫ୍‌ ଅଟୋମୋବାଇଲ ଡିଲର୍ସ ଆସୋସିଏଶନ (ଫାଡା) ପକ୍ଷରୁ…

ଜେଏସ୍‌ଡବ୍ଲ୍ୟୁ ପକ୍ଷରୁ ଏମ୍‌ଇଏମ୍‌ସି ଉଇକ୍‌

ଭୁବନେଶ୍ୱର,୭।୧୨ଦେଶର ପ୍ରମୁଖ ଘରୋଇ କମ୍ପାନୀ ତଥା ଜେଏସ୍‌ଡବ୍ଲ୍ୟୁ ଷ୍ଟିଲ୍‌ ଲିମିଟେଡ୍‌ର ମାଇନିଂ ୟୁନିଟ୍‌ ପକ୍ଷରୁ ୨୫ତମ ମାଇନ୍ସ ଏନ୍‌ଭରାମେଣ୍ଟ ଆଣ୍ଡ ମିନେରାଲ କଞ୍ଜରଭେଶନ (ଏମ୍‌ଇଏମ୍‌ସି) ସପ୍ତାହ ପାଳିତ ହୋଇଯାଇଛି। ଏପରିକି ଆଇବିଏମ୍‌ ଭୁବନେଶ୍ୱର ଅଧୀନ ଜେଏସ୍‌ଡବ୍ଲ୍ୟୁର ୪ଟି ଖଣି ପରିସରରେ ୨୫…

ଟାଟା ମୋଟର୍ସର ଅଲ୍‌ ନ୍ୟୁ ଏସ୍‌ସିଭି ରେଞ୍ଜର ଅନାବରଣ

ଭୁବନେଶ୍ୱର,୭।୧୨(ଅଭୟ ଦାଶ)ଭାରତର ସର୍ବବୃହତ୍‌ ବାଣିଜି୍ୟକ ଯାନ ଉପତ୍ାଦନକାରୀ ‘ଟାଟା ମୋଟର୍ସ’ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଅଲ୍‌ ନ୍ୟୁ ଏସ୍‌ସିଭି (ସ୍ମଲ କମର୍ସିଆଲ ଭେଇକିଲ ବା ଏସ୍‌ସିଭି) ରେଞ୍ଜର ସର୍ବଭାରତୀୟ ଉନ୍ମୋଚନ (ଅନାବରଣ) ମଙ୍ଗଳବାର ଆନୁଷ୍ଠାନିକ ଭାବେ ହୋଇଯାଇଛି।…

ନୀତାଙ୍କୁ ସ୍ପୋଟର୍‌ସ ଲିଡର ଅଫ୍‌ ଦି ଇୟର ଆଓ୍ବାର୍ଡ

ଭୁବନେଶ୍ୱର,୭।୧୨ରିଲାଏନ୍ସ ଫାଉଣ୍ଡେଶନର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷା ନୀତା ଏମ୍‌. ଅମ୍ବାନୀଙ୍କୁ ନିକଟରେ ସ୍ପୋଟର୍‌ସ ଲିଡର ଅଫ୍‌ ଦି ଇୟର (ମହିଳା) ଆଓ୍ବାର୍ଡ (ପୁରସ୍କାର)ରେ ସମ୍ମାନିତ କରାଯାଇଛି। ବିଶେଷକରି କ୍ରୀଡ଼ା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ନୀତାଙ୍କୁ ଉପରୋକ୍ତ ଆଓ୍ବାର୍ଡ ଦିଆଯାଇଛି। ଉଲ୍ଲେଖଯୋଗ୍ୟ,…

ପ୍ରତି ମିନିଟରେ ୮.୪୯ କୋଟି ରୋଜଗାର କଲେ ଗୌତମ ଆଦାନୀ

ମୁମ୍ବାଇ,୬ା୧୨: ଗତ ଦୁଇ ଦିନ (ସୋମବାର ଏବଂ ମଙ୍ଗଳବାର) ରେ ଆଦାନୀ ଗ୍ରୁପ୍ ଚେୟାରମ୍ୟାନ୍ ଗୌତମ ଆଦାନୀଙ୍କ ସମ୍ପତ୍ତି ୧୬.୭୧ ବିଲିୟନ ଡ଼ଲାରରେ ବୃଦ୍ଧି ପାଇଛି। ଏହା ପଛର କାରଣ ହେଉଛି ଆଦାନୀ ଗ୍ରୁପ୍ ର ସେୟାରରେ ବୃଦ୍ଧି। ଯଦି ଆମେ…

ରେଲୱେ ଏହି କମ୍ପାନୀର ବଡ଼ ଅଂଶଧନ ବିକ୍ରି କରିବେ ସରକାର, ରିହାତିରେ ମିଳିବ ସେୟାର

ନୂଆଦିଲ୍ଲୀ, ୬ା୧୨: ପବ୍ଲିକ ସେକ୍ଟର କମ୍ପାନୀ ଇରକନ ଇଣ୍ଟରନ୍ୟାସନାଲ ଲିମିଟେଡର ୮ ପ୍ରତିଶତ ଅଂଶଧନ ବିକ୍ରୟ ପାଇଁ କେନ୍ଦ୍ର ସରକାର ଏକ ଅଫର ଆଣିଛନ୍ତି। ବିକ୍ରୟ ପାଇଁ ଏହି ଅଫର ଗୁରୁବାର, ଡିସେମ୍ବର ୭, ୨୦୨୩ ରେ ଖୋଲିବ, ଯେଉଁଥିରେ ଅଣ-ଖୁଚୁରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?