ବାଣିଜ୍ୟ

ଲଗାତାର ତୃତୀୟ ଦିନ ରେକର୍ଡ ବୃଦ୍ଧି ସହିତ ବନ୍ଦ ହେଲା ସେନସେକ୍ସ-ନିଫ୍ଟି, ୨.୪୭ ଲକ୍ଷ କୋଟି ଲାଭ କଲେ ନିବେଶକ

ନୂଆଦିଲ୍ଲୀ, ,୬ା୧୨: ଚଳିତ ସପ୍ତାହରେ ଲଗାତାର ତୃତୀୟ ଦିନ ପାଇଁ ଭାରତୀୟ ସେୟାର ବଜାରରେ ନିବେଶକଙ୍କ ଉତ୍ସାହ ଦେଖିବାକୁ ମିଳିଛି। ବଜାରରେ ସବୁଠାରୁ ବଡ ବୃଦ୍ଧି ଆଇଟି, ଶକ୍ତି ଏବଂ ଏଫଏମସିଜି ଷ୍ଟକରେ ଦେଖିବାକୁ ମିଳିଛି। ଏହି କ୍ଷେତ୍ରଗୁଡିକର ସେୟାର ମୂଲ୍ୟ…

ବିଓଏମ୍‌ର ନୂତନ ଶାଖା ଉଦ୍‌ଘାଟିତ

ଭୁବନେଶ୍ୱର,୬।୧୨:ବ୍ୟାଙ୍କ ଅଫ୍‌ ମହାରାଷ୍ଟ୍ର (ବିଓଏମ୍‌)ର ନୂତନ ଶାଖା (ଭଞ୍ଜନଗର ଶାଖା) ନିକଟରେ ଗଞ୍ଜାମ ଜିଲାର ଭଞ୍ଜନଗର ମେନ୍‌ ରୋଡ୍‌ଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଅନିଲ କୁମାର ସେଠୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉକ୍ତ ଶାଖାର ଉଦ୍‌ଘାଟନ…

ନାଲ୍‌କୋ ଆଲୁମିନା ରିଫାଇନେରିକୁ ବ୍ୟବସାୟ ଉତ୍କର୍ଷ ପୁରସ୍କାର

ଦାମନଯୋଡି,୬ା୧୨(ନରସିଂହ ବ୍ରହ୍ମା):ନବରତ୍ନ ରାଷ୍ଟ୍ରୀୟ ଉଦ୍ୟୋଗ ନାଲ୍‌କୋର ଦାମନଯୋଡିସ୍ଥିତ ଆଲୁମିନା ରିଫାଇନାରି ପ୍ଲାଣ୍ଟ,ବ୍ୟବସାୟ ଉତ୍କର୍ଷ ଅଭ୍ୟାସ ପାଇଁ ସର୍ବୋଚ୍ଚ ସମ୍ମାନ ‘ସିଆଇଆଇ ଏକ୍ସିମ୍‌ ବ୍ୟାଙ୍କ ବିଜ୍‌ନେସ୍‌ ଏକ୍ସିଲେନ୍ସ ପୁରସ୍କାର -୨୦୨୩’ ହାସଲ କରିଛି। ବେଙ୍ଗାଲୁରୁରେ ଆୟୋଜିତ ୩୧ତମ ସିଆଇଆଇ ଏକ୍ସିମ୍‌ ବ୍ୟାଙ୍କ ଗୁଣବତ୍ତା…

ଶେୟାର ବଜାରରେ ଉତ୍ସାହ

ଭୁବନେଶ୍ୱର,୬।୧୨:କ୍ରମାଗତ ୬ଷ୍ଠ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଚଳିତ ସପ୍ତାହର ୨ୟ କାର୍ଯ୍ୟଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବଢ଼ାଇଛନ୍ତି। ବିଶେଷକରି ମଙ୍ଗଳବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ)ର ସେନ୍‌ସେକ୍ସ…

ଭାରତ ମସଲାର ରେକର୍ଡ କାରବାର

କଟକ,୬।୧୨:ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଭାରତ ମସଲା ପକ୍ଷରୁ ଐତିହାସିକ କଟକ ବାଲିଯାତ୍ରା ପରିସରରେ ଆକର୍ଷଣୀୟ ଭାରତ ମଣ୍ଡପ (ଷ୍ଟଲ୍‌) ଖୋଲାଯାଇଥିଲା। ଏପରିକି ବାଲିଯାତ୍ରା ଅବସରରେ ଗ୍ରାହକଙ୍କୁ ଆକୃଷ୍ଟ କରିବା ପାଇଁ ଆକର୍ଷଣୀୟ ରିହାତି ସହ ପ୍ରତିଦିନ ଲକି ଡ୍ର’ର…

ନୀତାଙ୍କୁ ସ୍ପୋଟର୍‌ସ ଲିଡର ଅଫ୍‌ ଦି ଇୟର ଆଓ୍ବାର୍ଡ

ଭୁବନେଶ୍ୱର,୭।୧୨:ରିଲାଏନ୍ସ ଫାଉଣ୍ଡେଶନର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷା ନୀତା ଏମ୍‌. ଅମ୍ବାନୀଙ୍କୁ ନିକଟରେ ସ୍ପୋଟର୍‌ସ ଲିଡର ଅଫ୍‌ ଦି ଇୟର (ମହିଳା) ଆଓ୍ବାର୍ଡ (ପୁରସ୍କାର)ରେ ସମ୍ମାନିତ କରାଯାଇଛି। ବିଶେଷକରି କ୍ରୀଡ଼ା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ନୀତାଙ୍କୁ ଉପରୋକ୍ତ ଆଓ୍ବାର୍ଡ ଦିଆଯାଇଛି। ଉଲ୍ଲେଖଯୋଗ୍ୟ,…

ଟାଟା ମୋଟର୍ସର ଅଲ୍‌ ନ୍ୟୁ ଏସ୍‌ସିଭି ରେଞ୍ଜର ଅନାବରଣ

ଭୁବନେଶ୍ୱର,୬।୧୨(ଅଭୟ ଦାଶ):ଭାରତର ସର୍ବବୃହତ୍‌ ବାଣିଜି୍ୟକ ଯାନ ଉପତ୍ାଦନକାରୀ ‘ଟାଟା ମୋଟର୍ସ’ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଅଲ୍‌ ନ୍ୟୁ ଏସ୍‌ସିଭି (ସ୍ମଲ କମର୍ସିଆଲ ଭେଇକିଲ ବା ଏସ୍‌ସିଭି) ରେଞ୍ଜର ସର୍ବଭାରତୀୟ ଉନ୍ମୋଚନ (ଅନାବରଣ) ମଙ୍ଗଳବାର ଆନୁଷ୍ଠାନିକ ଭାବେ ହୋଇଯାଇଛି।…

ଆଦାନୀ ଗ୍ରୁପ ବିରୋଧରେ ହିଣ୍ଡେନବର୍ଗ ରିପୋର୍ଟକୁ ନେଇ ଆମେରିକା ସରକାରଙ୍କ ବଡ ମନ୍ତବ୍ୟ, ରିପୋର୍ଟର ପ୍ରାସଙ୍ଗିତା ନାହିଁ

ନୂଆଦିଲ୍ଲୀ,୫।୧୨: ଗୌତମ ଆଦାନୀଙ୍କ ବିରୋଧରେ ହିଣ୍ଡେନବର୍ଗ ରିର୍ପୋଟରେ ଲଗାଯାଇଥିବା ଅଭିଯୋଗ ପ୍ରାସଙ୍ଗିକ ନୁହେଁ। ଏଭଳି ମନ୍ତବ୍ୟ ଦେଇଛନ୍ତି ଆମେରିକା ସରକାର। ଏପରି କହିବା ସହ ଆମେରିକା ଆଦାନୀ ଗ୍ରୁପକୁ ଶ୍ରୀଲଙ୍କାରେ କଣ୍ଟେନର ଟର୍ମିନାଲ ପାଇଁ ୫୫.୩କୋଟି ଆମେରିକା ଡଲାର ଋଣ ଦେଇଛି।…

ଇତିହାସ ରଚିଲା ସେୟାର ବଜାରର, ପ୍ରଥମ ଥର ରେକର୍ଡ ଉଚ୍ଚ ସ୍ତରରେ ନିଫ୍ଟି, ସେନସେକ୍ସ

ମୁମ୍ବାଇ,୫।୧୨: ମଙ୍ଗଳବାର କ୍ରମାଗତ ଷଷ୍ଠ ଦିନ ପାଇଁ ଷ୍ଟକ୍ ମାର୍କେଟରେ ବୃଦ୍ଧି ଦେଖିବାକୁ ମିଳିଛି। ଦୁଇ ଭାରତୀୟ ଇଣ୍ଡେକ୍ସ ଏହି ସମୟରେ ନୂଆ ଉଚ୍ଚତା ଛୁଇଁଛନ୍ତି। ବିଏସଇ ସେନସେକ୍ସ ୪୩୧ ପଏଣ୍ଟ ବୃଦ୍ଧି ପାଇଁ ୬୯,୨୯୬ ରେ ବନ୍ଦ ହୋଇଛି, ତେବେ…

ଶରତ ସାହୁଙ୍କୁ ସମ୍ବର୍ଦ୍ଧନା

ଭୁବନେଶ୍ୱର,୫।୧୨: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବିଶ୍ୱପ୍ରସିଦ୍ଧ କଟକ ବାଲିଯାତ୍ରାର ମୁଖ୍ୟ ପ୍ରାୟୋଜକ ‘ରୁଚି ମସଲା’କୁ ବାଲିଯାତ୍ରା ଆୟୋଜନ ସମିତି ତଥା କଟକ ଜିଲା ପ୍ରଶାସନ ପକ୍ଷରୁ ସମ୍ମାନିତ କରାଯାଇଛି। ଉଲ୍ଲେଖଯୋଗ୍ୟ, କଟକ ବାଲିଯାତ୍ରା ପଡିଆର ବୈଷ୍ଣବ ପାଣି…

କ୍ରସ୍‌ ପକ୍ଷରୁ ଡିଆର୍‌ଏଚ୍‌ପି ଦାଖଲ

ଭୁବନେଶ୍ୱର,୫।୧୨: ଭାରତୀୟ ପ୍ରତିଭୂତି ଓ ବିନିମୟ ବୋର୍ଡ (ସେବି) ନିକଟରେ କ୍ରସ୍‌ ଲିମିଟେଡ୍‌ ପକ୍ଷରୁ ଡ୍ରାଫ୍‌ଟ ରେଡ୍‌ ହେରିଂ ପ୍ରସ୍‌ପେକ୍ଟସ୍‌ (ଡିଆର୍‌ଏଚ୍‌ପି) ଦାଖଲ କରାଯାଇଛି। ବିଶେଷକରି ଇନିସିଆଲ ପବ୍ଲିକ୍‌ ଅଫର (ଆଇପିଓ) ଜରିଆରେ କମ୍ପାନୀ ପାଣ୍ଠି ଉଠାଣ ଲାଗି ସେବି ନିକଟରେ…

ରେକର୍ଡ ସ୍ତରରେ ନିଫ୍ଟିର କାରବାର

ଭୁବନେଶ୍ୱର,୫।୧୨: ଗତ କିଛି ସପ୍ତାହ ହେବ ଦଲାଲ ଷ୍ଟ୍ରିଟରେ ଉତ୍ସାହ ରହିଛି। ଫଳରେ ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବଢାଇପାରିଛନ୍ତି। ଏପରିକି ନ୍ୟାଶନାଲ ଷ୍ଟକ ଏକ୍ସଚେଞ୍ଜ (ଏନଏସଇ) ନିଫ୍ଟି-୫୦ରେ ଉଲ୍ଲେଖନୀୟ ଅଭିବୃଦ୍ଧି ଘଟିଛି। ବିଶେଷ କରି ଗତ ୩ ସପ୍ତାହ ହେଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?