ବାଣିଜ୍ୟ

ବ୍ୟାଙ୍କମିତ୍ର ତାଲିମ ଶିବିର

ଭୁବନେଶ୍ୱର,୨୮।୯: ଓଡ଼ିଶା ଜୀବିକା ମିଶନ ଓ ରୁଡ୍‌ସେଟର ମିଳିତ ସହଭାଗିତାରେ ଏକ ୬ ଦିନିଆ ବ୍ୟାଙ୍କ ମିତ୍ର ତାଲିମ ଶିବିର ନିକଟରେ ଅନୁଷ୍ଠିତ ହୋଇଯାଇଛି। ବିଶେଷକରି ମହିଳା ସଶକ୍ତୀକରଣ ଓ ଆର୍ଥିକ ସାକ୍ଷରତାକୁ ସୁଦୃଢ କରିବା ଲକ୍ଷ୍ୟ ନେଇ ଭୁବନେଶ୍ୱରଠାରେ ଏଭଳି…

ନୀତାଙ୍କୁ ସିଟିଜେନ୍‌ ଅଫ୍‌ ମୁମ୍ବାଇ ଆୱାର୍ଡ

ଭୁବନେଶ୍ୱର,୨୮।୯(ଅଭୟ ଦାଶ): ରିଲାଏନ୍ସ ଫାଉଣ୍ଡେଶନର ଅଧ୍ୟକ୍ଷା ନୀତା ଏମ୍‌ ଅମ୍ବାନୀଙ୍କୁ ନିକଟରେ ଆଉ ଏକ ସମ୍ମାନଜନକ ପୁରସ୍କାରରେ ପୁରସ୍କୃତ କରାଯାଇଛି। ଉଲ୍ଲେଖଯୋଗ୍ୟ, ରୋଟାରି କ୍ଲବ ଅଫ୍‌ ବମ୍ବେ ପକ୍ଷରୁ ଆୟୋଜିତ ଏକ ସ୍ବତନ୍ତ୍ର ସମ୍ମାନ ସମାରୋହରେ ନୀତାଙ୍କୁ ୨୦୨୩-୨୪ ବର୍ଷ ପାଇଁ…

ଜୋନାଲ ମାଇନ୍ସ ରେସ୍‌କ୍ୟୁ ପ୍ରତିଯୋଗିତା ଉଦ୍‌ଯାପିତ

ତାଳଚେର,୨୮ା୯(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେରସ୍ଥିତ ଏମ୍‌ସିଏଲ୍‌ ଜଗନ୍ନାଥ କ୍ଷେତ୍ରରେ ୨୭ତମ କ୍ଷେତ୍ରୀୟ ଖଣି ଉଦ୍ଧାର ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି। ଦକ୍ଷିଣ ପୂର୍ବାଞ୍ଚଳ ଜୋନ ରାଞ୍ଚି ମହାନିର୍ଦ୍ଦେଶାଳୟ (ଡିଜିଏମ୍‌ଏସ୍‌)ଙ୍କ ତତ୍ତ୍ୱାବଧାନରେ ଏହା ଅନୁଷ୍ଠିତ ହୋଇଥିଲା। ଏମ୍‌ସିଏଲ୍‌ ସିଏମ୍‌ଡି ଓମ୍‌ ପ୍ରକାଶ ସିଂହ…

ଏଲପିଜି ସବସିଡି-ମାଗଣା ରାଶନ ଯୋଜନାର ହେବ ସମୀକ୍ଷା, ଉପଯୁକ୍ତ ହିତାଧିକାରୀଙ୍କ ପାଖରେ ପହଞ୍ଚାଇବା ଲାଗି ନୂଆ ରଣନୀତି …

ନୂଆଦିଲ୍ଲୀ,୨୭।୯ : ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଏବଂ ଏଲପିଜିର ସମୀକ୍ଷା କରିବାକୁ କେନ୍ଦ୍ର ସରକାର ବର୍ତ୍ତମାନ ପର୍ଯ୍ୟନ୍ତ ୪ ଲକ୍ଷ କୋଟି ଟଙ୍କା ମୂଲ୍ୟର ସର୍ବବୃହତ ସବସିଡି ଯୋଜନା ପ୍ରସ୍ତୁତ କରୁଛନ୍ତି। ଏହି ଦାୟିତ୍ୱ ନୀତି ଆୟୋଗକୁ ଦିଆଯାଇଛି। ୪…

୩ମାସରେ ୮୩୦୦କୋଟି ଟଙ୍କା ଋଣ ପରିଶୋଧ କରିବ ବେଦାନ୍ତ, କମ୍ପାନୀର ରେଟିଂ ହ୍ରାସ କଲା ମୁଡିଜ

ନୂଆଦିଲ୍ଲୀ,୨୭।୯: ଉଦ୍ୟୋଗପତି ଅନିଲ ଅଗ୍ରୱାଲଙ୍କ କମ୍ପାନୀ ବେଦାନ୍ତର ସମସ୍ୟା ବଢିବାରେ ଲାଗିଛି। କମ୍ପାନୀ କରଜରେ ବୁଡି ରହିଛି। ବର୍ତ୍ତମାନ ମୁଡି ଇନଭେଷ୍ଟର୍ସ ସର୍ଭିସେସ କମ୍ପାନୀର କ୍ରେଡିଟ ରେଟିଂ ହ୍ରାସ କରିଛି। କମ୍ପାନୀ ଦିନକୁ ଦିନ ଋଣ ଚାପରେ ଫସୁଥିବା ଦେଖି ବେଦାନ୍ତ…

ଦିନେ କି ଦୁଇଦିନ ନୁହେଁ ଅକ୍ଟୋବରରେ ୧୮ଦିନ ବନ୍ଦ ରହିବ ବ୍ୟାଙ୍କ

ଦିନେ କି ଦୁଇଦିନ ନୁହେଁ ଅକ୍ଟୋବରରେ ୧୮ଦିନ ବନ୍ଦ ରହିବ ବ୍ୟାଙ୍କ ନୂଆଦିଲ୍ଲୀ,୨୭।୯: ପାର୍ବଣ ଆସିଛି। ଅକ୍ଟୋବର ପହିଲାରୁ ଆରମ୍ଭ କରି ମାସ ଶେଷ ଯାଏଁ ପର୍ବପର୍ବାଣୀ ପାଳନ କରିବେ ଭାରତବାସୀ। ତେବେ ପର୍ବପର୍ବାଣୀ ଯୋଗୁ ସ୍କୁଲ କଲେଜ ଏବଂ ବିଭିନ୍ନ…

ପୁଣି ଛଟେଇ କରିବ ବାଇଜୁ

ନୂଆଦିଲ୍ଲୀ,୨୭।୯: ପୁଣି ଥରେ ଛଟେଇ କରିବ ବାଇଜୁ। ଏଥର କମ୍ପାନୀ ୪୦୦୦-୪୫୦୦ କର୍ମଚାରୀ ଛଟେଇ କରିବାକୁ ଯାଉଛି। ନୂଆ ସିଇଓ ଭାବେ ଅର୍ଜୁନ ମୋହନ ଦାୟିତ୍ୱ ଗ୍ରହଣ କରିବା ପରେ ନୂଆ ରଣନୀତି ଭାବେ କମ୍ପାନୀ ଏବେ ଆଗକୁ ବଢ଼ିବାକୁ ଚେଷ୍ଟା…

ଏହି ବ୍ୟକ୍ତି ନ ଥିଲେ ବିଶ୍ୱକୁ ମିଳି ନ ଥାନ୍ତା ‘ଗୁଗୁଲ୍‌’…

ନୂଆଦିଲ୍ଲୀ,୨୭।୯: ଗୁଗୁଲ ଏକ ସର୍ଚ୍ଚ ଇଞ୍ଜିନ। ଏଥିଯୋଗୁ ସାଧାରଣ ଲୋକଙ୍କ ଜୀବନରେ ବିରାଟ ପରିବର୍ତ୍ତନ ଘଟିଛି। କୌଣସି ବିଷୟରେ ଜାଣିବା ଲାଗି ହେଉ ଅଥବା କିଛି କିଣିବା, ପଢ଼ିବା ଲାଗି ତୁରନ୍ତ ଗୁଗୁଲ୍‌ କରିବାକୁ ପସନ୍ଦ କରୁଛନ୍ତି ଲୋକେ। ୧୯୯୮ରେ ଆରମ୍ଭ…

ଟେକ୍‌ ସିଇଓ ପାଭା ଲାପେରେଙ୍କୁ ହତ୍ୟା

ନ୍ୟୁୟର୍କ,୨୭।୯: ଆମେରିକାର ଟେକ ସିଇଓ ପାଭା ଲାପେରେଙ୍କୁ ହତ୍ୟା କରାଯାଇଛି। ଏକ ଆପାର୍ଟମେଣ୍ଟରୁ ତାଙ୍କ ମୃତଦେହ ମିଳିଛି। ତାଙ୍କ ମୁଣ୍ଡରେ ଆଘାତ ଚିହ୍ନ ଦେଖିବାକୁ ମିଳିଛି। ଇକୋମ୍ୟାପ ଟେକ୍ନୋଲୋଜିର ସହ-ପ୍ରତିଷ୍ଠାତା ପାଭା ଲାପେରେ ବାଲଟିମୋର ସହରର ଏକ ଆପାର୍ଟମେଣ୍ଟରେ ତାଙ୍କ ମୃତଦେହ…

ଗୁଗୁଲର ୨୫ତମ ଜନ୍ମଦିନରେ ଗୁଗୁଲ ମାଲିକଙ୍କୁ ବଡ ଝଟକା, ୩୩ହଜାର କୋଟି ହ୍ରାସ ପାଇଲା ସମ୍ପତ୍ତି

ଓ୍ବାଶିଂଟନ୍‌,୨୭।୯: ଗୁଗୁଲ ସେପ୍ଟେମ୍ବର ୨୭ରେ ନିଜ ସିଲଭର ଜୁବଲି ଅର୍ଥାତ୍‌ ୨୫ତମ ଜନ୍ମଦିନ ପାଳନ କରୁଛି। ଅନ୍ୟପକ୍ଷରେ ଜନ୍ମଦିନରେ ଗୁଗୁଲ ଫାଉଣ୍ଡରଙ୍କର ମୋଟ ସମ୍ପତ୍ତିର ୩୩ ହଜାର କୋଟି ଟଙ୍କା ହ୍ରାସ ପାଇଛି। ଆମେରିକାରେ ସଟଡାଉନ ହେବାକୁ ନେଇ ଏପରି ସମସ୍ୟା…

ଖସିଲା ଶେୟାର ବଜାର କାରବାର

ନୂଆଦିଲ୍ଲୀ,୨୭।୯: ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଚଳିତ ସପ୍ତାହର ୨ୟ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଳକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ଏପରିକି ମଙ୍ଗଳବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ…

ନ୍ୟୁ ପଲ୍‌ସର ଏନ୍‌୧୫୦ର ଅନାବରଣ

ଭୁବନେଶ୍ୱର,୨୭।୯(ଅଭୟ ଦାଶ): ଦେଶର ପ୍ରମୁଖ ଦୁଇ ଓ ତିନିଚକିଆ ଯାନ ନିର୍ମିତା ବଜାଜ ଅଟୋ ଲିମିଟେଡ୍‌ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ନ୍ୟୁ ପଲ୍‌ସର ଏନ୍‌୧୫୦କୁ ନିକଟରେ ସର୍ବଭାରତୀୟ ଉନ୍ମୋଚନ ସହିତ ବଜାର ପ୍ରବେଶ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri