ବାଣିଜ୍ୟ

ପଶ୍ଚିମବଙ୍ଗରେ ୨୦,୦୦୦ କୋଟି ନିବେଶ କରିବ ଆର୍‌ଆଇଏଲ୍‌

ଭୁବନେଶ୍ୱର,୨୨।୧୧: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ (ଆର୍‌ଆଇଏଲ୍‌)ର ଅଧ୍ୟକ୍ଷ ମୁକେଶ ଅମ୍ବାନୀ ପଶ୍ଚିମବଙ୍ଗ ରାଜଧାନୀ କୋଲକାତାଠାରେ ଆୟୋଜିତ ୭ମ ବେଙ୍ଗଲ ଗ୍ଲୋବାଲ ସମ୍ମିଟ୍‌ରେ ସମ୍ମାନିତ ଅତିଥି ଭାବେ ଯୋଗଦେଇ ପଶ୍ଚିମବଙ୍ଗରେ ୨୦,୦୦୦କୋଟି ଟଙ୍କା ବିନିଯୋଗ କରିବା ନେଇ ଘୋଷଣା କରିଛନ୍ତି। ଉକ୍ତ ବିନିଯୋଗ…

ଭାରତରେ ୨ ବିଲିୟନ ଡଲାର ନିବେଶ କରିବେ ଏଲନ ମସ୍କ

ନୂଆଦିଲ୍ଲୀ,୨୧।୧୧: ବିଶ୍ୱର ଏକ ନମ୍ବର ଧନୀ ଏଲନ ମସ୍କଙ୍କ ଇଲେକ୍ଟ୍ରିକ୍ କାର୍ ନିର୍ମାଣ କରୁଥିବା କମ୍ପାନୀ ଟେସଲା ସହିତ ବଡ଼ ଚୁକ୍ତି କରିବାର ନିକଟତର ହୋଇଛନ୍ତି। ଏହି ଚୁକ୍ତି ଅନୁଯାୟୀ ଟେସଲା ଭାରତକୁ ଏହାର କାର୍ ଆମଦାନୀ କରିବାକୁ ଅନୁମତି ପାଇବ…

୨୨ରେ ଖୋଲିବ ଟିଟିଏଲ୍‌ର ଆଇପିଓ

ଭୁବନେଶ୍ୱର,୨୧ା୧୧: ଦେଶର ପ୍ରମୁଖ ଘରୋଇ କମ୍ପାନୀ ତଥା ଟାଟା ଗ୍ରୁପର ସହଯୋଗୀ ସଂସ୍ଥା ଟାଟା ଟେକ୍ନୋଲୋଜି ଲିମିଟେଡ୍‌ (ଟିଟିଏଲ୍‌)ର ଇନିସିଆଲ ପବ୍ଲିକ୍‌ ଅଫର (ଆଇପିଓ) ଚଳିତ ବର୍ଷ ନଭେମ୍ବର ୨୨ରେ ଖୋଲିବ ବୋଲି କମ୍ପାନୀ ପକ୍ଷରୁ ବିସ୍ତୃତ ସୂଚନା ପ୍ରଦାନ କରାଯାଇଛି।…

କାନାରା ବ୍ୟାଙ୍କର ପ୍ରତିଷ୍ଠାତାଙ୍କ ଦିବସ

ଭୁବନେଶ୍ୱର,୨୧ା୧୧ (ଅଭୟ ଦାଶ): କାନାରା ବ୍ୟାଙ୍କର ଭୁବନେଶ୍ୱର ଅଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ବ୍ୟାଙ୍କର ପ୍ରତିଷ୍ଠାତାଙ୍କ ୧୧୮ତମ ଦିବସ ନିକଟରେ ପାଳିତ ହୋଇଯାଇଛି। ଏପରିକି ବ୍ୟାଙ୍କର ଅଞ୍ଚଳ ମୁଖ୍ୟ ଜଗଦୀଶ ଚନ୍ଦରଙ୍କ ନେତୃତ୍ୱରେ ଏକ ସ୍ବତନ୍ତ୍ର ଶ୍ରଦ୍ଧାଞ୍ଜଳି ସଭା (କାର୍ଯ୍ୟକ୍ରମ)ର ଆୟୋଜନ କରାଯାଇଥିଲା।…

ମୀନକେତନଙ୍କୁ ଲାଇଫ୍‌ଟାଇମ୍‌ ଆଚିଭମେଣ୍ଟ ଆଓ୍ବାର୍ଡ

ଭୁବନେଶ୍ୱର,୨୧ା୧୧(ଅନୁରାଧା ମହାରଣା): ସମଗ୍ର ଓଡ଼ିଶା ଏବଂ ଭାରତରେ ନେଚେରୋପାଥି ଚିକିସତ୍ା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଅନ୍ତର୍ଜାତୀୟ ନେଚେରୋପାଥି ସଙ୍ଗଠନ ତଥା ୱାଲଡେନ ଉଡ୍‌ସ ଫାଉଣ୍ଡେଶନ ପକ୍ଷରୁ ହେଲ୍‌ଥଭିଲେର ଚେୟାରମ୍ୟାନ ଡ. ସତ୍ୟବ୍ରତ ମୀନକେତନଙ୍କୁ ଲାଇଫ୍‌ଟାଇମ୍‌ ଆଚିଭମେଣ୍ଟ ଆଓ୍ବାର୍ଡ (ଜୀବନବ୍ୟାପୀ କୃତିିତ୍ୱ…

ସେପ୍ଟେମ୍ବରରେ ୧୭.୨୧ ଲକ୍ଷ ନୂତନ ସଦସ୍ୟ

ଭୁବନେଶ୍ୱର,୨୧ା୧୧ :ଦେଶର ଜଣାଶୁଣା ତଥା ଲୋକପ୍ରିୟ ଅନୁଷ୍ଠାନ କର୍ମଚାରୀ ଭବିଷ୍ୟନିଧି ସଙ୍ଗଠନ (ଇପିଏଫଓ) ରେ ଚଳିତ ବର୍ଷ ସେପ୍ଟେମ୍ବରରେ ମୋଟ ୧୭.୨୧ ଲକ୍ଷ ନୂତନ ସଦସ୍ୟ ସାମିଲ ହୋଇଛନ୍ତି। ଏପରିକି ସୋମବାର ପ୍ରକାଶିତ ବେତନ ତଥ୍ୟ ଅନୁଯାୟୀ ଇପିଏଫଓ ୨୦୨୩ ସେପ୍ଟେମ୍ବରରେ…

ଖସିଲା ଶେୟାର ବଜାର କାରବାର

ଭୁବନେଶ୍ୱର,୨୧ା୧୧: କ୍ରମାଗତ ୨ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ହ୍ରାସ ଘଟିଛି। ଏପରିକି ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି ସୋମବାର ବମ୍ବେ ଷ୍ଟକ୍‌…

ସୋନିର ନୂତନ ଉତ୍ପାଦ ଉନ୍ମୋଚିତ

ଭୁବନେଶ୍ୱର,୨୦।୧୧: ସୋନି ଇଣ୍ଡିଆର ନୂତନ ଉତ୍ପାଦ ତଥା ଆଲ୍‌ଫା ୭ ସିରିଜର ଦୁଇଟି ନୂଆ କ୍ୟାମେରାକୁ ନିକଟରେ ଉନ୍ମୋଚନ କରାଯାଇଛି। ବିଶେଷକରି ଆଲ୍‌ଫା ୭ ସିରିଜର ‘ଆଲ୍‌ଫା ୭ସି୨ ଓ ଆଲ୍‌ଫା ୭ସିଆର୍‌’ମଡେଲ ସାମିଲ ରହିଛି। ଯେଉଁଥିରେ କମ୍ପାକ୍ଟ ଫୁଲ୍‌ ଫ୍ରେମ୍‌…

ବଜାରରେ ହୋଣ୍ଡା ମୋଟରସାଇକେଲର ନୂଆ ସିବି ୩୫୦

ଭୁବନେଶ୍ୱର,୨୦।୧୧: ହୋଣ୍ଡା ମୋଟରସାଇକେଲ୍‌ ଆଣ୍ଡ୍‌ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)ଲିମିଟେଡର ବହୁ ପ୍ରତୀକ୍ଷିତ ତଥା ନୂତନ ମଡେଲ ଅଲ୍‌ ନ୍ୟୁ ରେଟ୍ରୋ କ୍ଲାସିକ ସିବି୩୫୦କୁ ନିକଟରେ ଉନ୍ମୋଚନ କରାଯାଇଛି। ଏ ସମ୍ପର୍କରେ ଏଚ୍‌ଏମ୍‌ଏସ୍‌ଆଇର ପରିଚାଳନା ନିର୍ଦ୍ଦେଶକ, ସଭାପତି ଓ ସିଇଓ ସୁସ୍ତୁମୁ ଓଟାନି…

୨୨ରେ ଖୋଲିବ ଫେଡବ୍ୟାଙ୍କର ଆଇପିଓ

ଭୁବନେଶ୍ୱର,୨୦।୧୧: ଫେଡ୍‌ ବ୍ୟାଙ୍କ ଫାଇନାନ୍ସିଆଲ ସର୍ଭିସେସ୍‌ ଲିମିଟେଡ୍‌ର ଇନିସିଆଲ ପବ୍ଲିକ୍‌ ଅଫର (ଆଇପିଓ) ଚଳିତ ବର୍ଷ ନଭେମ୍ବର ୨୨ରେ ଖୋଲିବ ବୋଲି କମ୍ପାନୀ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି। ଏପରିକି ଉକ୍ତ ଅଫର ଜରିଆରେ ୬୦୦ କୋଟି ଟଙ୍କାର ନୂଆ…

ସୋନାଲିକାର ଉଲ୍ଲେଖନୀୟ ଅଭିବୃଦ୍ଧି

ଭୁବନେଶ୍ୱର,୨୦।୧୧: ଭାରତର ଏକ ନମ୍ବର ଟ୍ରାକ୍ଟର ରପ୍ତାନିକାରୀ ବ୍ରାଣ୍ଡ୍‌ ସୋନାଲିକା ଟ୍ରାକ୍ଟର୍ସ ପ୍ରତ୍ୟେକ ଋତୁରେ ନିଜର ହେଭି-ଡ୍ୟୁଟି ଟ୍ରାକ୍ଟରଗୁଡିକ ସହିତ ଚାଷୀମାନଙ୍କ ସହ ପ୍ରଗତିଶୀଳ ଭାବେ ଆଗକୁ ବଢୁଛି। ଏପରିକି କମ୍ପାନୀ ଚଳିତ ଆର୍ଥିକ ବର୍ଷର ଅକ୍ଟୋବର ଶେଷ ସୁଦ୍ଧା (ଏପ୍ରିଲରୁ…

ଆଇପିଓ ଆଣିବ ଗାନ୍ଧାର ଅଏଲ୍‌ ରିଫାଇନେରି

ଭୁବନେଶ୍ୱର,୨୦।୧୧: ଗାନ୍ଧାର ଅଏଲ୍‌ ରିଫାଇନେରି (ଇଣ୍ଡିଆ) ଲିମିଟେଡ୍‌ର ଇନିସିଆଲ ପବ୍ଲିକ୍‌ ଅଫର (ଆଇପିଓ)ଚଳିତ ବର୍ଷ ନଭେମ୍ବର ୨୨ରେ ଖୋଲିବାକୁ ଥିବାବେଳେ ଉକ୍ତ ଅଫର ୨୦୨୩ ନଭେମ୍ବର ୨୪ରେ ବନ୍ଦ ହେବ। ବିଶେଷ କରି ଏହାର ଆଙ୍କର ନିବେଶକମାନେ ଅଫର ଖୋଲିବାର ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?