ବାଣିଜ୍ୟ

ପାକିସ୍ତାନର ୪୦ ପ୍ରତିଶତ ଜନସଂଖ୍ୟା ଦାରିଦ୍ର ସୀମାରେଖା ତଳେ, ଉନ୍ନତି ପାଇଁ ନୀତି ପରିବର୍ତ୍ତନ ପାଇଁ ପରାମର୍ଶ…

ଇସଲାମାଦାବ,୨୫।୯ : ପାକିସ୍ତାନରେ ମୁଦ୍ରାସ୍ଫୀତି ସର୍ବୋଚ୍ଚ ସ୍ତରରେ ରହିଛି। ପାକିସ୍ତାନର ଅର୍ଥନୈତିକ ବ୍ୟବସ୍ଥା ଉପରେ ବିଶ୍ୱ ବ୍ୟାଙ୍କ ମନ୍ତବ୍ୟ ଦେଇଛି। ବିଶ୍ୱ ବ୍ୟାଙ୍କ ରିପୋର୍ଟ କରିଛି ପାକିସ୍ତାନର ୪୦ ପ୍ରତିଶତ ଜନସଂଖ୍ୟା ଦାରିଦ୍ର ସୀମାରେଖା ତଳେ ବାସ କରନ୍ତି। ପାକିସ୍ତାନୀ ଗଣମାଧ୍ୟମ…

ଏବିଡି-ପୂଜା ସୁପର ଓ୍ବିନର ନୂଆ ଚେହେରା

ଭୁବନେଶ୍ୱର,୨୫।୯: ଦେଶର ପ୍ରମୁଖ ତଥା ଅନ୍‌ଲାଇନ ଗେମିଂ ପ୍ଲାଟଫର୍ମ ସୁପର ଓ୍ବିନର ନୂଆ ଚେହେରା ଭାବେ ବଲିଉଡ ଅଭିନେତ୍ରୀ ପୂଜା ହେଗ୍‌ଡେ ଏବଂ ଜଣାଶୁଣା କ୍ରିକେଟିୟର ଏବି ଡି ଭିଲିୟର୍ସ ଯୋଡ଼ି ହୋଇଛନ୍ତି। ବିଶେଷକରି ଉଭୟ ପୂଜା ଏବଂ ଏବିଡିଙ୍କ ସହଭାଗିତା…

ଜନପଥରେ ଦି ଏଥନିକ୍‌ ରୟାଲ

ଭୁବନେଶ୍ୱର,୨୫।୯: ରାଜ୍ୟର ପ୍ରମୁଖ ମହିଳା ଗାର୍ମେଣ୍ଟ୍‌ସ ବ୍ରାଣ୍ଡ୍‌ ‘ଦି ଏଥନିକ୍‌ ରୟାଲ’ର ନୂତନ ଏକ୍ସକ୍ଲୁସିଭ ଆଉଟଲେଟ ରବିବାର ଭୁବନେଶ୍ୱରର ଜନପଥ(ଗିରିଦୁର୍ଗା ମନ୍ଦିର ସମ୍ମୁଖ)ଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଭୁବନେଶ୍ୱର ମେୟର ସୁଲୋଚନା ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ…

ମାଷ୍ଟର କ୍ୟାଣ୍ଟିନ୍‌ରେ କଲ୍ୟାଣ ଜୁଏଲର୍ସର ନୂତନ ଶୋ’ ରୁମ୍‌

ଭୁବନେଶ୍ୱର,୨୫।୯: (ଅଭୟ ଦାଶ): କଲ୍ୟାଣ ଜୁଏଲର୍ସର ନୂତନ ଶୋ’ ରୁମ୍‌ ଭୁବନେଶ୍ୱରର ମାଷ୍ଟର କ୍ୟାଣ୍ଟିନ୍‌ଠାରେ ରବିବାର ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ବଲିଉଡ୍‌ ଅଭିନେତ୍ରୀ ଜାହ୍ମବୀ କପୁର ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଏହାର ଉଦ୍‌ଘାଟନ କରିଥିଲେ।…

ପିଏନ୍‌ବି ଅବସରପ୍ରାପ୍ତ କର୍ମଚାରୀ ସଂଘର ବାର୍ଷିକ ଉତ୍ସବ

ଭୁବନେଶ୍ୱର,୨୫।୯: ସର୍ବଭାରତୀୟ ପିଏନ୍‌ବି (ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ) ଅବସରପ୍ରାପ୍ତ କର୍ମଚାରୀ ସଂଘ ଭୁବନେଶ୍ୱର ମଣ୍ଡଳର ପ୍ରଥମ ବାର୍ଷିକ ଉତ୍ସବ (ସମ୍ମିଳନୀ) ରବିବାର ଭୁବନେଶ୍ୱରର ଶିରିପୁରସ୍ଥିତ ଇମେଜ ସଭାକକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପିଏନ୍‌ବିର ଆଞ୍ଚଳିକ ମୁଖ୍ୟ ଏ. ଉଦୟ ଭାସ୍କର…

ଗୁଣାତ୍ମକ ରୋଗୀ ସେବାକୁ ଗୁରୁତ୍ୱ

ଭୁବନେଶ୍ୱର,୨୫।୯ (ଅଭୟ ଦାଶ): ବାଲ୍‌କୋ ମେଡିକାଲ ସେଣ୍ଟର (ବିଏମ୍‌ସି) ରାୟପୁର ଛତିଶଗଡ ପକ୍ଷରୁ ବିଶ୍ୱ ଗୋଲାପ ଦିବସ (ଓ୍ବାର୍ଲଡ ରୋଜ୍‌ ଡେ) ପାଳିତ ହୋଇଯାଇଛି। ବିଶେଷ କରି କ୍ୟାନସର ରୋଗୀଙ୍କ ମନରେ ଉତ୍ସାହ ଭରିଦେବା ଲାଗି ଏହି ଦିବସ ପାଳନ କରାଯାଇଥାଏ।…

ବିଓବିର ପାର୍ବଣ ସ୍ବତନ୍ତ୍ର ଅଭିଯାନ

ଭୁବନେଶ୍ୱର,୨୫।୯: ବ୍ୟାଙ୍କ ଅଫ୍‌ ବରୋଦା (ବିଓବି)ର ବହୁ ପ୍ରତୀକ୍ଷିତ ପାର୍ବଣ ସ୍ବତନ୍ତ୍ର ଅଭିଯାନ ‘ବବ୍‌ କେ ସଙ୍ଗ ତ୍ୟୋହାର କା ଉମଙ୍ଗ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏହି ଅଭିଯାନ ୨୦୨୩ ଡିସେମ୍ବର ୩୧ ପର୍ଯ୍ୟନ୍ତ ଜାରି ରହିବ। ବିଶେଷ କରି…

ମେଗା ଏସ୍‌ଏଚ୍‌ଜି ଇଣ୍ଟେନସିଭ କ୍ୟାମ୍ପେନିଙ୍ଗ

ଭୁବନେଶ୍ୱର,୨୫।୯ : ଇଣ୍ଡିଆନ ବ୍ୟାଙ୍କ ପକ୍ଷରୁ ରବିବାର ଏକ ‘ମେଗା ଏସ୍‌ଏଚ୍‌ଜି ଇଣ୍ଟେନସିଭ କ୍ୟାମ୍ପେନିଙ୍ଗ’ ଭୁବନେଶ୍ୱରର କିଟ୍‌ ଅଡିଟୋରିୟମଠାରେ ଅନୁଷ୍ଠିତ ହେଇଯାଇଛି। ରାଜ୍ୟର ୧୬୧୬ ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି)କୁ ଇଣ୍ଡିଆନ ବ୍ୟାଙ୍କ ପକ୍ଷରୁ ପ୍ରାୟ ୧୦୦.୮୫ କୋଟି ଟଙ୍କାର ଋଣ…

ଜିଓର ସ୍ବତନ୍ତ୍ର ଅଫର

ଭୁବନେଶ୍ୱର,୨୫।୯: ରିଲାଏନ୍ସ ଜିଓ ପକ୍ଷରୁ ଏକ ସ୍ବତନ୍ତ୍ର ଅଫରର ଶୁଭାରମ୍ଭ କରାଯାଇଛି। ବିଶେଷକରି ଭାରତରେ ନିର୍ମିତ ଆଇଫୋନ୧୫କୁ ରିଲାଏନ୍ସ ଡିଜିଟାଲ, ଜିଓ ମାର୍ଟ କିମ୍ବା ରିଲାଏନ୍ସ ରିଟେଲ ଷ୍ଟୋରରୁ କିଣୁଥିବା ଗ୍ରାହକମାନେ ଏହି ଆକର୍ଷଣୀୟ ଅଫରର ଲାଭ ନେଇପାରିବେ। ଏପରିକି ରିଲାଏନ୍ସ…

କାନାଡାରୁ ମସୁର ଡାଲି ଆମଦାନୀ ଜାରି ରଖିବ ଭାରତ

ନୂଆଦିଲ୍ଲୀ,୨୪।୯: ଭାରତ ଓ କାନାଡା ମଧ୍ୟରେ ଚାଲିଥିବା କୂଟନୈତିକ ତିକ୍ତତା ଚରମରେ ପହଞ୍ଚିଛି। ଏହି ବିବାଦରେ ବିଶେଷ ପ୍ରଭାବ ପଡିଛି ଦୁଇ ଦେଶ ମଧ୍ୟରେ ଚାଲିଥିବା ବ୍ୟବସାୟ ମଧ୍ୟରେ। ଭାରତ କାନାଡା ଠାରୁ ସବୁଠାରୁ ଅଧିକ ମସୁର ଡାଲି ଆମଦାନୀ କରିଥାଏ।…

ଭାରତରେ ଉତ୍ପାଦନ ବଢେଇବ ଆପଲ

ନୂଆଦିଲ୍ଲୀ,୨୪।୯: ଆଇଫୋନ ନିର୍ମାତା ଆପଲ କମ୍ପାନୀ ଆସନ୍ତା ଚାରିରୁ ପାଞ୍ଚ ବର୍ଷ ମଧ୍ୟରେ ଭାରତରେ ଆପଲ ଫୋନ ଉତ୍ପାଦନକୁ ପାଞ୍ଚ ଗୁଣରୁ ୪୦ ବିଲିୟନ ଡ଼ଲାର୍‌ (ପ୍ରାୟ ୩.୩୨ ଲକ୍ଷ କୋଟି)କୁ ବୃଦ୍ଧି କରିବାକୁ ଯୋଜନା କରୁଛି। ଜାତୀୟ ଗଣମାଧ୍ୟମର ସୂଚନା…

ପଟିଆରେ ସକ୍ସେସ୍‌ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୨୪।୯: ଦେଶର ପ୍ରମୁଖ ମେନ୍ସୱେର ବ୍ରାଣ୍ଡ୍‌ ‘ସକ୍ସେସ୍‌’ର ନୂତନ ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ ଶନିବାର ଭୁବନେଶ୍ୱରର ପଟିଆଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଭୁବନେଶ୍ୱର ମେୟର ସୁଲୋଚନା ଦାସ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri