ବାଣିଜ୍ୟ

ନିୟନ୍ତ୍ରଣରେ ରହିବ ତୈଳ ଦର

ନୂଆଦିଲ୍ଲୀ,୧୬ା୩: ସାଧାରଣ ଲୋକଙ୍କ ହିତକୁ ନଜରରେ ରଖି ଇନ୍ଧନ ଦର ନିୟନ୍ତ୍ରଣ ରଖିବା ଉଦ୍ଦେଶ୍ୟରେ ସୁଚିନ୍ତିତ ପଦକ୍ଷେପ ଗ୍ରହଣ କରାଯିବ ବୋଲି ମଙ୍ଗଳବାର ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏ ସମ୍ପର୍କରେ ରାଷ୍ଟ୍ର ଅର୍ଥ ମନ୍ତ୍ରୀ ପଙ୍କଜ ଚୌଧୁରୀ କହିଛନ୍ତି...

ଏନ୍‌.ଚନ୍ଦ୍ରଶେଖରନ ଏୟାର ଇଣ୍ଡିଆ ଚେୟାରମ୍ୟାନ

ନୂଆଦିଲ୍ଲୀ, ୧୫।୩ ଟାଟା ସନ୍ସର ମୁଖ୍ୟ ନଟରାଜ ଚନ୍ଦ୍ରଶେଖରନ ଏୟାର ଇଣ୍ଡିଆର ଅଧ୍ୟକ୍ଷ ଭାବେ ନିଯୁକ୍ତ ହୋଇଛନ୍ତି। ଟାଟା ଗ୍ରୁପ୍‌ ପକ୍ଷରୁ ସୋମବାର ଏନେଇ ଘୋଷଣା କରାଯାଇଛି। କିଛିଦିନ ତଳେ ତୁର୍କୀ ଏୟାରଲାଇନ୍ସର ପୂର୍ବତନ ଚେୟାରମ୍ୟାନ ଇଲ୍‌କର ଅୟସିଙ୍କୁ ଏୟାର...

‘ସଚ୍ଚି ସହେଲୀ’ର ମେରା ଗିଫ୍ଟ ଅଭିଯାନ

ନୂଆଦିଲ୍ଲୀ,,୧୫।୩: ଦେଶର ପ୍ରମୁଖ ଆର୍ୟୁବେଦିକ୍‌ କମ୍ପାନୀ ଦିବିସା ହର୍ବାଲ୍ସ ପ୍ରାଇଭେଟ୍‌ ଲିମିଟେଡ୍‌ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସାରା ଦେଶର ମହିଳାଙ୍କ ପାଇଁ ‘ମେରା ଗିଫ୍ଟ’ ଅଭିଯାନ୍‌ ନାମରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରିଥିଲା। ଏହିପରି ପରିପ୍ରେକ୍ଷୀରେ...

ଫେବୃୟାରୀରେ ଖୁଚୁରା ମୁଦ୍ରାସ୍ଫୀତି ହାର ୬.୦୭%

ନୂଆଦିଲ୍ଲୀ,,୧୫।୩ : ଗତ କିଛିଦିନ ହେବ ଅନେକ ସମସ୍ୟା ଯୋଗୁ ଭାରତରେ ସବୁ ସାମଗ୍ରୀର ଦର ବୃଦ୍ଧି ହୋଇଛି। ବିଶେଷକରି ଅତ୍ୟାବଶ୍ୟକ ଓ ଖାଦ୍ୟପଦାର୍ଥ ସାମଗ୍ରୀ ମହଙ୍ଗା ହେବାରୁ ଚଳିତ ବର୍ଷ ଫେବୃୟାରୀର ଖୁଚୁରା ମୁଦ୍ରାସ୍ଫୀତି ହାର ପୁଣିଥରେ ବୃଦ୍ଧି...

ବୈଷୟିକ ଶିକ୍ଷାରେ ପରିବର୍ତ୍ତନ ଲକ୍ଷ୍ୟ

ବୈଷୟିକ ଶିକ୍ଷା ରାଷ୍ଟ୍ର ଗଠନରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ରାଜ୍ୟର ବିକାଶ ଓ ଆର୍ଥିକ ଅଭିବୃଦ୍ଧି ପାଇଁ ବୈଷୟିକ ଜ୍ଞାନ ନିତାନ୍ତ ଆବଶ୍ୟକ। ଓଡ଼ିଶାରେ ୨ ଦଶନ୍ଧିରୁ ଊର୍ଦ୍ଧ୍ୱ ସମୟ ଧରି ବୈଷୟିକ ଶିକ୍ଷା କ୍ଷେତ୍ରରେ ମାଇଲଖୁଣ୍ଟ ସାଜିଥିବା...

ଏୟାର ଇଣ୍ଡିଆର ଦାୟିତ୍ୱ ସମ୍ଭାଳିବେ ଏନ୍‌ ଚନ୍ଦ୍ରଶେଖରନ୍‌

ନୂଆଦିଲ୍ଲୀ,୧୪।୩: ଟାଟା ସନ୍ସର ଅଧ୍ୟକ୍ଷ ଏନ୍‌ ଚନ୍ଦ୍ରଶେଖରନ୍‌ଙ୍କୁ ଏୟାର ଇଣ୍ଡିଆର ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ସୋମବାର ବେସାମରିକ ବିମାନ ଚଳାଚଳର ନିର୍ଦ୍ଦେଶକ ଏହି ସୂଚନା ଦେଇଛନ୍ତି। ଚନ୍ଦ୍ରଶେଖରନ୍‌ ଅକ୍ଟୋବର ୨୦୧୬ରେ ଟାଟା ସନ୍ସ ବୋର୍ଡରେ ସାମିଲ ହୋଇଥିଲେ ଏବଂ...

ମେ’ରେ ଏଲ୍‌ଆଇସି ଆଇପିଓ

ନୂଆଦିଲ୍ଲୀ,୧୪ା୩: ଭାରତୀୟ ଜୀବନ ବୀମା ନିଗମ (ଏଲ୍‌ଆଇସି)ର ଆଇପିଓ ଲଞ୍ଚ୍‌କୁ ନେଇ ନିବେଶକମାନେ ଆଗ୍ରହର ସହିତ ଅପେକ୍ଷା କରିଛନ୍ତି। ତେବେ ସିକ୍ୟୁରିଟି ଆଣ୍ଡ୍‌ ଏକ୍ସଚେଞ୍ଜ୍‌ ବୋର୍ଡ ଅଫ୍‌ ଇଣ୍ଡିଆ(ସେବି)ନିକଟରେ ନୂଆ ଦସ୍ତାବିଜ ଦାଖଲ ନ କରି ଏଲ୍‌ଆଇସି ଆଇପିଓ ଆଣିବା ପାଇଁ...

ଆବ୍ରାହମ୍‌ ଆଣ୍ଡ ଠାକୋରରେ ରିଲାଏନ୍ସ ରିଟେଲ ଭେଞ୍ଚର୍ସର ନିବେଶ

ମୁମ୍ବାଇ,୧୪।୩: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର ରିଟେଲ ସଂସ୍ଥା ରିଲାଏନ୍ସ ରିଟେଲ ଭେଞ୍ଚର୍ସ ଲିମିଟେଡ୍‌ (ଆର୍‌ଆର୍‌ଭିଏଲ୍‌) ପକ୍ଷରୁ ଆବ୍ରାହମ୍‌ ଆଣ୍ଡ ଠାକୋର ଏକ୍ସପୋର୍ଟସ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ର ଅଂଶଧନ ପାଇଁ ନିବେଶ କରାଯାଇଛି। ଆର୍‌ଆର୍‌ଭିଏଲ୍‌ର ସହଯୋଗୀ ସଂସ୍ଥା ରିଲାଏନ୍ସ ବ୍ରାଣ୍ଡ୍‌ସ୍‌ ଲିମିଟେଡ୍‌ (ଆର୍‌ବିଏଲ୍‌) ପ୍ରିମିୟମ ବର୍ଗର...

୨୦୨୨-୨୩ରେ ୭.୯% ଜିଡିପି ବୃଦ୍ଧି ସମ୍ଭାବନା

ନୂଆଦିଲ୍ଲୀ,୧୪ା୩: ଆମେରିକୀୟ ବ୍ରୋକ୍‌ରେଜ କମ୍ପାନୀ ମୋର୍ଗାନ୍‌ ଷ୍ଟେନ୍‌ଲି ପକ୍ଷରୁ ଆର୍ଥିକ ବର୍ଷ ୨୦୨୨-୨୩ ପାଇଁ ଭାରତର ମୋଟ୍‌ ଘରୋଇ ଉତ୍ପାଦ(ଜିଡିପି) ଆନୁମାନିକ ବୃଦ୍ଧି ଦର ହ୍ରାସ କରି ୭.୯% କରିଛି। ମୋର୍ଗାନ୍‌ ଷ୍ଟେନ୍‌ଲି ପକ୍ଷରୁ ପୂର୍ବରୁ ଜିଡିପିରୁ ନେଇ ପ୍ରକାଶିତ ରିପୋର୍ଟର...

ଭାରତୀୟ ବଜାରରେ ଏଫ୍‌ପିଆଇର କାରବାର ଜାରି

ନୂଆଦିଲ୍ଲୀ,୧୪।୩: କ୍ରମାଗତ ୬ଷ୍ଠ ମାସ ପାଇଁ ବିଦେଶୀ ପୋର୍ଟଫୋଲିଓ ନିବେଶକ(ଏଫ୍‌ପିଆଇ)ର ଭାରତୀୟ ବଜାରରେ କାରବାର ଜାରି ରହିଛି। ମାର୍ଚ୍ଚ ମାସରେ ବର୍ତ୍ତମାନ ସୁଦ୍ଧା ଏଫ୍‌ପିଆଇ ଭାରତୀୟ ବଜାରରୁ ମୋଟ୍‌ ୪୫,୬୦୮ କୋଟି ଟଙ୍କା ବାହାର କରିପାରିଛି। ଡିପୋଜିଟରଙ୍କ ସଂଖ୍ୟା ଅନୁସାରେ...

ଏମ୍‌ସିଏଲ୍‌ ସର୍ବବୃହତ୍‌ କୋଇଲା ଉତ୍ପାଦନକାରୀ କମ୍ପାନୀ

ତାଳଚେର,୧୪ା୩(ଡି.ଏନ.ଏ.): ମହାନଦୀ କୋଲ୍‌ ଫିଲ୍ଡସ୍‌ ଲିମିଟେଡ୍‌ (ଏମ୍‌ସିଏଲ୍‌) ଚଳିତ ଆର୍ଥିକ ବର୍ଷରେ କୋଇଲା ଉତ୍ପାଦନରେ ୧୫୭ ମିଲିୟନ୍‌ ଟନ୍‌ ଅତିକ୍ରମ କରି ଦେଶର ଅଗ୍ରଣୀ କୋଇଲା ଉତ୍ପାଦନକାରୀ କମ୍ପାନୀ ହୋଇପାରିଛି। ଗତ ୧୨ ତାରିଖ ସୁଦ୍ଧା କମ୍ପାନୀ ଶୁଖିଲା ଇନ୍ଧନର...

ଏଚ୍‌ଡିଏଫ୍‌ସି ଉପରୁ ହଟିଲା କଟକଣା ଏଚ୍‌ଡିଏଫ୍‌ସି ଉପରୁ ହଟିଲା କଟକଣା

ନୂଆଦିଲ୍ଲୀ,୧୩।୩: ଦେଶର ସର୍ବବୃହତ୍‌ ପ୍ରାଇଭେଟ୍‌ ବ୍ୟାଙ୍କ୍‌ ଏଚ୍‌ଡିଏଫ୍‌ସିକୁ ରିଜର୍ଭ ବ୍ୟାଙ୍କ୍‌ ଅଫ୍‌ ଇଣ୍ଡିଆ(ଆର୍‌ବିଆଇ) ପକ୍ଷରୁ ଆଶ୍ୱାସନା ମିଳିଛି। ଶନିବାର ଆର୍‌ବିଆଇ ପକ୍ଷରୁ ଏଚ୍‌ଡିଏଫ୍‌ସି ବ୍ୟାଙ୍କ ଉପରେ ଲାଗିଥିବା ବିଭିନ୍ନ କଟକଣାକୁ ହଟାଇଦେବାକୁ ନିଷ୍ପତ୍ତି ନେଇଛି। ଶୁକ୍ରବାର ଆର୍‌ବିଆଇ ପକ୍ଷରୁ ଏଚ୍‌ଡିଏଫ୍‌ସିର ଡିଜିଟାଲ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri