ବାଣିଜ୍ୟ

୧୭ରୁ ଷ୍ଟକ୍‌ ଏକ୍ସଚେଞ୍ଜରେ ତାଲିକାଭୁକ୍ତ ହେବ ଏଲ୍‌ଆଇସି

ନୂଆଦିଲ୍ଲୀ,୨୮ା୪: ଭାରତୀୟ ଜୀବନ ବୀମା ନିଗମ (ଏଲ୍‌ଆଇସି)ର ପ୍ରାରମ୍ଭିକ ସର୍ବସାଧାରଣ ଅଫର(ଆଇପିଓ) ଆସନ୍ତା ୪ତାରିଖରୁ ଖୋଲିବ। ଏହା ମେ ୯ ତାରିଖରେ ବନ୍ଦ ହେବ। ଜନସାଧାରଣଙ୍କ ପାଇଁ ପ୍ରାରମ୍ଭିକ ଏହାର ଶେୟାର ମୂଲ୍ୟ ୯୦୨ ରୁ ୯୪୯ ଟଙ୍କା ରଖାଯିବା...

କରୋନା ଯୋଗୁ ବିଦେଶୀ ଯାତ୍ରୀଙ୍କ ସଂଖ୍ୟା କମିଛି, ଆମେରିକାରୁ ଆସିଛନ୍ତି ଅଧିକ…

ନୂଆଦିଲ୍ଲୀ, ୨୭।୪ : କରୋନା ମହାମାରୀ ସଙ୍କଟ ଯୋଗୁ ଭାରତକୁ ଆସୁଥିବା ବିଦେଶୀ ଯାତ୍ରୀଙ୍କ ସଂଖ୍ୟା କମିଛି। ଏନେଇ କେନ୍ଦ୍ରୀୟ ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ବାର୍ଷିକ ରିପୋର୍ଟ ୨୦୨୦-୨୧ରେ ସୂଚନା ପ୍ରଦାନ କରାଯାଇଛି। ରିପୋର୍ଟରେ କୁହାଯାଇଛି ଯେ,୨୦୨୦ରେ ୩୨.୭୯ ଲକ୍ଷରୁ ଅଧିକ...

ସାମଗ୍ରୀର ମୂଲ୍ୟ ବୃଦ୍ଧି ଲାଗି ପ୍ରସ୍ତାବ

ନୂଆଦିଲ୍ଲୀ,୨୫।୪ : ଦେଶର ରାଜସ୍ବ ଆୟ ବୃଦ୍ଧି ଲାଗି ସରକାର ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ପରିଷଦରେ ସାମଗ୍ରୀର ମୂଲ୍ୟ ବୃଦ୍ଧି ଲାଗି ପ୍ରସ୍ତାବ ରଖିଛନ୍ତି। ଏପରିକି ୧୪୩ ଗୋଟି ସାମଗ୍ରୀର ମୂଲ୍ୟ ବୃଦ୍ଧି ପାଇଁ ରାଜ୍ୟ ସରକାରଗୁଡ଼ିକଙ୍କଠାରୁ...

ମହଙ୍ଗା ହେବ ଖାଦ୍ୟ

ନୂଆଦିଲ୍ଲୀ,୨୫ା୪: ଗତ କିଛିମାସ ହେଲା ଭାରତରେ ଖାଦ୍ୟ ସାମଗ୍ରୀଗୁଡ଼ିକର ଦରଦାମ ହୁ ହୁ ହୋଇ ବଢ଼ିବାରେ ଲାଗିଛି। ଜାତୀୟ ପରିସଂଖ୍ୟାନ କାର୍ଯ୍ୟାଳୟ (ଏନ୍‌ଏସ୍‌ଓ) ପକ୍ଷରୁ ଜାରି କରାଯାଇଥିବା ସାରା ଦେଶର କଞ୍ଜୁମର ପ୍ରାଇସ୍‌ ଇଣ୍ଡେକ୍ସ (ସିପିଆଇ) ଅନୁସାରେ ୨୦୨୧ ମାର୍ଚ୍ଚରୁ...

୧୪୩ ସାମଗ୍ରୀର ଦାମ୍‌ ବଢ଼ିବା ଆଶଙ୍କା, ପାମ୍ପଡ଼-ଗୁଡ଼-ଚକୋଲେଟ ହୋଇପାରେ ମହଙ୍ଗା…

ନୂଆଦିଲ୍ଲୀ, ୨୪।୪ : ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଆସନ୍ତା ମାସରେ ହେବାକୁ ଥିବା ଜିଏସଟି ବୈଠକରେ ସରକାର ଜିଏସଟି ଦରରେ ପରିବର୍ତ୍ତନ କରିବାର ଯଥେଷ୍ଟ ସମ୍ଭାବନା। ଇଣ୍ଡିଆନ ଏକ୍ସପ୍ରେସର ଏକ ଖବର ଅନୁଯାୟୀ ସରକାର ପ୍ରାୟ ୧୪୩ଟି ଜିନିଷର ଜିଏସଟି...

ପାମ୍‌ ତେଲ ରପ୍ତାନି ବନ୍ଦ କରିବ ଇଣ୍ଡୋନେସିଆ

ନୂଆଦିଲ୍ଲୀ,୨୪।୪: ବିଶ୍ୱର ସର୍ବବୃହତ୍‌ ପାମ୍‌ ଅଏଲ୍‌ ଉତ୍ପାଦନକାରୀ ଦେଶ ଇଣ୍ଡୋନେସିଆ ଏପ୍ରିଲ ୨୮ରୁ ତୈଳ ରପ୍ତାନି ଉପରେ ରୋକ୍‌ ଲଗାଇବାକୁ ନିଷ୍ପତ୍ତି ନେଇଛି। ରାଷ୍ଟ୍ରପତି ଜୋକୋ ଭିଡୋଡୋ ଏ ସମ୍ପର୍କରେ ଘୋଷଣା କରିଛନ୍ତି। ଏହି ନିଷ୍ପତ୍ତି ଆଗାମୀ ଘୋଷଣା ପର୍ଯ୍ୟନ୍ତ...

ଫ୍ୟୁଚର ଗ୍ରୁପ୍‌ ସହ ଚୁକ୍ତି ବାତିଲ କଲା ଆର୍‌ଆଇଏଲ୍‌

ନୂଆଦିଲ୍ଲୀ,୨୪।୪: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ (ଆର୍‌ଆଇଏଲ୍‌) ପକ୍ଷରୁ ଫ୍ୟୁଚର ଗ୍ରୁପ୍‌ ସହ ନିଜର ୨୪,୭୧୩ କୋଟି ଟଙ୍କାର କାରବାରକୁ ବାତିଲ କରି ଦିଆଯାଇଛି। ଏହି କାରବାରକୁ ଋଣଦାତାଙ୍କ ବୈଠକରେ ମଞ୍ଜୁରୀ ମିଳି ନ ଥିବାରୁ ଏହାକୁ ଆଉ ଆଗକୁ ବଢ଼ାଯିବନାହିଁ ବୋଲି...

ଏଲ୍‌ଆଇସି ଆଇପିଓ ଆକାରରେ ହ୍ରାସ

ନୂଆଦିଲ୍ଲୀ,୨୪।୪: ଭାରତୀୟ ଜୀବନବୀମା ନିଗମ ବୋର୍ଡ ପକ୍ଷରୁ ରାଷ୍ଟ୍ରାୟତ୍ତ ଫାର୍ମର ପ୍ରାରମ୍ଭିକ ସାର୍ବଜନିନ ଅଫରିଂ (ଆଇପିଓ)ର ଆକାର ହ୍ରାସ କରିବାକୁ ଅନୁମୋଦନ କରାଯାଇଛି। ନିୟାମକ ଅନୁମୋଦନ ଅନୁସାରେ ସରକାର ଏଲ୍‌ଆଇସିରେ ନିଜର ୩.୫% ଅଂଶଧନକୁ ୨୧,୦୦୦ କୋଟି ଟଙ୍କାରେ ବିକ୍ରି...

ଟାଟାର ଗାଡ଼ି ଦର ବୃଦ୍ଧି

ନୂଆଦିଲ୍ଲୀ, ୨୪।୪: ଅଗ୍ରଣୀ କାର୍‌ ନିର୍ମାତା କମ୍ପାନୀ ଟାଟା ମୋଟର୍ସ ପକ୍ଷରୁ ତାର ଗାଡ଼ିଗୁଡ଼ିକର ଦାମ୍‌ରେ ହାରାହାରି ୧.୧% ବୃଦ୍ଧି ସମ୍ପର୍କରେ ଘୋଷଣା କରାଯାଇଛି। କମ୍ପାନୀ ପକ୍ଷରୁ ଏନେଇ ଶନିବାର ଜାରି କରାଯାଇଥିବା ଏକ ବୟାନରେ ଗାଡ଼ିଗୁଡ଼ିକର ନିର୍ମାଣ ଖର୍ଚ୍ଚରେ...

ପାମ୍‌ ଅଏଲ୍‌ ରପ୍ତାନୀ ଉପରେ କଟକଣା, ବଢ଼ିଲା ଭାରତର ଚିନ୍ତା…

ଜାକର୍ତ୍ତା/ନୂଆଦିଲ୍ଲୀ, ୨୩।୪ : ପାମ୍‌ ତେଲ ଉତ୍ପାଦନ କ୍ଷେତ୍ରରେ ଇଣ୍ଡୋନେସିଆ ବିଶ୍ୱର ଶୀର୍ଷରେ ରହିଛି। ଏହା ସତ୍ତ୍ୱେ ଦେଶରେ ପାମ୍‌ ତେଲ ସଙ୍କଟ ଦେଇଛି। ଇଣ୍ଡୋନେସିଆରେ ଘରୋଇ ଖାଇବା ତେଲର ମୂଲ୍ୟ ପୂର୍ବରୁ ବୃଦ୍ଧି ପାଇଥିବା ବେଳେ ଏବେ ମଧ୍ୟ...

ତୈଳ ଉତ୍ପାଦନରେ ହ୍ରାସ

ନୂଆଦିଲ୍ଲୀ, ୨୧।୪: ଗତ ଆର୍ଥିକ ବର୍ଷରେ ଅର୍ଥାତ୍‌ ୨୦୨୧-୨୨ରେ ଭାରତର ଅଶୋଧିତ ତୈଳ ଉତ୍ପାଦନ ହ୍ରାସ ପାଇଛି। ରାଷ୍ଟ୍ରାୟତ୍ତ ଅଏଲ୍‌ ଆଣ୍ଡ୍‌ ନାଚୁରାଲ୍‌ ଗ୍ୟାସ୍‌ କର୍ପୋରେଶନ (ଓଏନ୍‌ଜିସି)ଗୁଡ଼ିକ ଲକ୍ଷ୍ୟଠାରୁ କମ୍‌ ତୈଳ ଉତ୍ପାଦନ କରିଥିବା ଏହାର ପ୍ରମୁଖ କାରଣ। ଗତ...

ଚାର୍ଜିଂ ଷ୍ଟେଶନ ପ୍ରତିଷ୍ଠା କରିବ ହିରୋ ଇଲେକ୍‌ଟ୍ରିକ୍‌

ନୂଆଦିଲ୍ଲୀ,୨୧।୪: ଆସନ୍ତା ବର୍ଷ ସୁଦ୍ଧା ୫୦,୦୦୦ ସଂଖ୍ୟକ ଇଲେକ୍‌ଟ୍ରିକ୍‌ ଭେହିକିଲ୍‌ (ଇଭି) ଚାର୍ଜିଂ ଷ୍ଟେଶନ ପ୍ରତିଷ୍ଠା ପାଇଁ ବୋଲ୍ଟ ସହିତ ହାତ ମିଳାଇଛି ହିରୋ ଇଲେକ୍‌ଟ୍ରିକ୍‌। ଅଗ୍ରଣୀ ଇଭି ଚାର୍ଜିଂ ନେଟ୍‌ଓ୍ବାର୍କ ‘ବୋଲ୍ଟ’ ସହିତ ପାର୍ଟନରଶିପ୍‌ ସମ୍ପର୍କରେ ହିରୋ ଇଲେକ୍‌ଟ୍ରିକ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri