ବାଣିଜ୍ୟ

ନଓ୍ବାଜ ମୋଦି କିଏ? ଯାହାଙ୍କଠାରୁ ୩୨ ବର୍ଷ ପରେ ଅଲଗା ହେଲେ ରେମଣ୍ଡ ଗ୍ରୁପ୍‌ ଚେୟାରମ୍ୟାନ୍‌

ନୂଆଦିଲ୍ଲୀ,୧୪।୧୧: ବ୍ୟବସାୟଜଗତରେ ରେମଣ୍ଡ ଗ୍ରୁପ୍‌ର ଚେୟାରମ୍ୟାନ୍‌ ଗୌତମ ସିଙ୍ଘାନିଆ ଜଣେ ପରିଚିତ ନାମ। ୧୧,୦୦୦ କୋଟି ଟଙ୍କା ସମ୍ପତ୍ତିର ମାଲିକ ସେ। ଗୌତମ ସ୍ତ୍ରୀ ନଓ୍ବାଜ ମୋଦି ସିଙ୍ଘାନିଆଙ୍କଠାରୁ ଅଲଗା ହେବାନେଇ ଘୋଷଣା କରିବା ପରଠାରୁ ଚର୍ଚ୍ଚାରେ ଅଛନ୍ତି। ତେବେ ଆସନ୍ତୁ…

ଦୀର୍ଘ ୩୨ ବର୍ଷର ବୈବାହିକ ଜୀବନ ପରେ ସ୍ତ୍ରୀଙ୍କଠାରୁ ଅଲଗା ହେଲେ ରେମଣ୍ଡ ଗ୍ରୁପ୍‌ ଚେୟାରମ୍ୟାନ୍‌; ଚମକାଇଲା ନିଷ୍ପତ୍ତି

ନୂଆଦିଲ୍ଲୀ,୧୪।୧୧: ଦୀର୍ଘ ୩୨ ବର୍ଷର ବୈବାହିକ ଜୀବନ ପରେ ପ୍ରତିଷ୍ଠିତ ରେମଣ୍ଡ ଗ୍ରୁପ୍‌ର ଚେୟାରମ୍ୟାନ୍‌ ଗୌତମ ସିଙ୍ଘାନିଆ ପତ୍ନୀ ନଓ୍ବାଜ ମୋଦି ସିଙ୍ଘାନିଆଙ୍କ ଠାରୁ ଅଲଗା ହୋଇଛନ୍ତି। ଏନେଇ ସେ ଘୋଷଣା କରିବା ପରେ ଦୁହେଁ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ଉଭୟଙ୍କ…

ଜୟ ଆଲୁକ୍କାସ୍‌ଙ୍କ ଆତ୍ମଜୀବନୀ ‘ବ୍ୟାପ୍ତ ଆନନ୍ଦ’ ଉନ୍ମୋଚିତ

ଭୁବନେଶ୍ୱର,୧୪।୧୧: ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ଜୟ ଆଲୁକ୍କାସ୍‌ର ଅଧ୍ୟକ୍ଷ ତଥା ଏମ୍‌ଡି ଜୟ ଆଲକ୍କାସଙ୍କର ଆତ୍ମଜୀବନୀ ‘ବ୍ୟାପ୍ତ ଆନନ୍ଦ’ (ସ୍ପ୍ରେଡିଂ ଜୟ) ନିକଟରେ ଉନ୍ମୋଚିତ ହୋଇଯାଇଛି। ବିଶେଷକରି ଜୟ ଆଲୁକ୍କାସ୍‌ କିପରି ବିଶ୍ୱର ଜଣେ ଜଣାଶୁଣା ଗହଣା ବ୍ୟବସାୟୀ ହୋଇଗଲେ…

ଏଲ୍‌ଆଇସିର ଦ୍ୱିତୀୟ ତ୍ରୈମାସିକ ଫଳାଫଳ

ଭୁବନେଶ୍ୱର,୧୪।୧୧: ଭାରତୀୟ ଜୀବନ ବୀମା ନିଗମ (ଏଲ୍‌ଆଇସି)ର ନିର୍ଦ୍ଦେଶକ ମଣ୍ଡଳୀ (ବୋର୍ଡ ଅଫ୍‌ ଡାଇରେକ୍ଟର୍ସ) ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ନିଗମର କାରବାର ଓ ଆଗାମୀ କାର୍ଯ୍ୟକଳାପ ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଥିଲା ବେଳେ ୨୦୨୩-୨୪ ଆର୍ଥିକ ବର୍ଷର…

ଭି-ମାର୍ଟର ସ୍ବତନ୍ତ୍ର ଦୀପାବଳି କଲେକ୍ସନ

ଭୁବନେଶ୍ୱର,୧୪।୧୧: ଭି-ମାର୍ଟ ରିଟେଲ ଲିମିଟେଡ୍‌ (ଭି-ମାର୍ଟ)ର ବହୁ ପ୍ରତୀକ୍ଷିତ ଅଭିଯାନ (କ୍ୟାମ୍ପେନିଂ) ‘ଫ୍ୟାଶନ କା ପ୍ୟାର୍‌ ହର୍‌ ତ୍ୟୋହାର’ ସହ ସ୍ବତନ୍ତ୍ର ଦୀପାବଳି କଲେକ୍ସନର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଦିିଓ୍ବାଲି ସେଲିବ୍ରେଶନକୁ ଦ୍ୱିଗୁଣିତ କରିବା ପାଇଁ ଭି ମାର୍ଟ…

ଶ୍ରେଷ୍ଠତା ପ୍ରଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୧୧: ଓଡ଼ିଶା ଖଣି ନିଗମ (ଓଡ଼ିଶା ମାଇନିଂ କର୍ପୋରେଶନ ବା ଓଏମ୍‌ସି) ର ନୂତନ ପଦକ୍ଷେପ ‘ୟୁରୋପୀୟ ଫାଉଣ୍ଡେଶନ ଫର୍‌ କ୍ୱାଲିଟି ମ୍ୟାନେଜମେଣ୍ଟ (ଇଏଫକ୍ୟୁଏମ୍‌) କାର୍ଯ୍ୟାନ୍ବୟ’କୁ ଆନୁଷ୍ଠାନିକ ଭାବେ ଶୁଭାରମ୍ଭ କରାଯାଇଛି। ଏହି ପରିପ୍ରେକ୍ଷୀରେ ଓଏମସି ଅଧ୍ୟକ୍ଷ ତଥା ଇସ୍ପାତ ଏବଂ…

ମଣପୁରମର ଦ୍ୱିତୀୟ ତ୍ରୈମାସିକ ଫଳାଫଳ

ଭୁବନେଶ୍ୱର,୧୪।୧୧: ଦେଶର ପ୍ରମୁଖ ଘରୋଇ ଅର୍ଥଲଗାଣକାରୀ କମ୍ପାନୀ ମଣପୁରମ ଫାଇନାନ୍ସ ଲିମିଟେଡର ନିର୍ଦ୍ଦେଶକମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ କମ୍ପାନୀର ଆଗାମୀ କାର୍ଯ୍ୟକଳାପ ଓ କାରବାର ସାଙ୍ଗକୁ ନୂତନ ସୁବିଧା ଆଦି ସମ୍ପର୍କରେ ବିସ୍ତୃତ ଆଲୋଚନା କରାଯାଇଥିଲା। ଏପରିକି…

କୁବେର ଅପ୍ଟିକାଲର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୧୪।୧୧ : ସ୍ମାର୍ଟସିଟି ଭୁବନେଶ୍ୱରର ଜଣାଶୁଣା ଆଇ ଓ୍ବେରିଂ ବ୍ରାଣ୍ଡ୍‌ କୁବେର ଅପ୍ଟିକାଲର ନୂତନ ୟୁନିଟ ତଥା ଏକ୍ସକ୍ଲୁସିଭ ଆଉଟଲେଟ ‘ ନ୍ୟୁ ଅପ୍ଟିଲା ଆଣ୍ଡ ଆଇ କ୍ଲିନିକ’ ନିକଟରେ ୟୁନିଟ-୪ (ପୁରୀ ଗ୍ରାମ୍ୟ ବ୍ୟାଙ୍କ ଶାଖା ଭୌମନଗର) ଠାରେ ଉଦଘାଟିତ…

ଅକ୍ଟୋବରରେ ଖୁଚୁରା ମୁଦ୍ରାସ୍ଫୀତି ୪.୮୭%

ଭୁବନେଶ୍ୱର,୧୪।୧୧ (ଅଭୟ ଦାଶ): ଗତ କିଛି ମାସ ହେଲା/ହେବ ଖୁଚୁରା ମୁଦ୍ରାସ୍ଫୀତି ହାରରେ ହ୍ରାସ ଘଟୁଛି। ଏପରିକି କ୍ରମାଗତ ୪ମାସ ପାଇଁ ଖୁଚୁରା ମୁଦ୍ରାସ୍ଫୀତି ହାରରେ ହ୍ରାସ ଦେଖିବାକୁ ମିଳିଛି, ବିଶେଷ କରି ଘରୋଇ ବଜାରରେ ଖାଦ୍ୟ ସାମଗ୍ରୀର ଦର ହ୍ରାସ…

ଛଟେଇ କରିବ ଟାଟା ଷ୍ଟିଲ୍, ଏତିକି କର୍ମଚାରୀ ହରାଇ ପାରନ୍ତି ନିଯୁକ୍ତି

ନୂଆଦିଲ୍ଲୀ, ୧୩ା୧୧: ଟାଟା ସମୂହର ଷ୍ଟିଲ କମ୍ପାନୀ ଟାଟା ଷ୍ଟିଲ ନେଦରଲ୍ୟାଣ୍ଡ୍ସରେ ଥିବା ଏହାର ପ୍ଲାଣ୍ଟରୁ ୮୦୦ କର୍ମଚାରୀ ଛଟେଇ କରିବାକୁ ଯାଉଛି। ଆମଷ୍ଟରଡାମଠାରୁ ୩୦ କିଲୋମିଟର ଦୂରରେ ଥିବା ଏହି ପ୍ଲାଣ୍ଟରେ ପ୍ରାୟ ୯୨୦୦ କର୍ମଚାରୀ କାର୍ଯ୍ୟ କରୁଛନ୍ତି। ରିଉଟର୍ସ…

ପାର୍ବଣ ଋତୁରେ ମହଙ୍ଗା ମାଡ଼ରୁ ମିଳିଲା ଆଶ୍ବସ୍ତି, ଅକ୍ଟୋବରରେ ୪ ମାସ ସର୍ବନିମ୍ନ ସ୍ତରରେ ଖୁଚୁରା ମୁଦ୍ରାସ୍ପିତି

ନୂଆଦିଲ୍ଲୀ,୧୩ା୧୧: ଅକ୍ଟୋବର ୨୦୨୩ ରେ ଚାରି ମାସର ସର୍ବନିମ୍ନ ସ୍ତରରେ ପହଞ୍ଚିଛି ଖୁଚୁରା ମୁଦ୍ରାସ୍ଫୀତି। ଜୁଲାଇ ୨୦୨୩ ପରେ କ୍ରମାଗତ ତୃତୀୟ ମାସ ପାଇଁ ଖୁଚୁରା ମୁଦ୍ରାସ୍ଫୀତି ହ୍ରାସ ପାଇଛି। ଖାଦ୍ୟ ସାମଗ୍ରୀର ମୂଲ୍ୟ ହ୍ରାସ ହେତୁ ଅକ୍ଟୋବର ୨୦୨୩ ରେ…

ଦୀପାବଳିରେ ୩.୭୫ ଲକ୍ଷ କୋଟି ଟଙ୍କାର କାରବାର କଲେ ବ୍ୟବସାୟୀ, ଚାଇନାକୁ ୧ ଲକ୍ଷ କୋଟି କ୍ଷତି

ନୂଆଦିଲ୍ଲୀ,୧୩।୧୧: ଚଳିତ ବର୍ଷର ଦୀପାବଳି ଋତୁ ବଜାରରେ ୩.୭୫ ଲକ୍ଷ କୋଟିରୁ ଅଧିକ ଟଙ୍କାର କାରବାର ଅନେକ ପୂର୍ବ ରେକର୍ଡ ଭାଙ୍ଗିଛି। କନଫେଡେରେସନ୍ ଅଫ୍ ଅଲ୍ ଇଣ୍ଡିଆ ଟ୍ରେଡର୍ସ (ସିଏଆଇଟି) ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ପ୍ରବୀଣ ଖଣ୍ଡେଲୱାଲ ଏହି ସୂଚନା ଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?