ବାଣିଜ୍ୟ

ଖସିଲା ଶେୟାର ବଜାର କାରବାର

ଭୁବନେଶ୍ୱର,୧୯।୯: ବିଗତ କିଛି ସପ୍ତାହ ହେଲା ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟୁଛି। ଏପରିକି ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସ (ଷ୍ଟକ୍‌ବଜାର) ର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ସୋମବାର ଷ୍ଟକ…

ପ୍ରତ୍ୟକ୍ଷ ଟିକସ ସଂଗ୍ରହରେ ୨୩.୫% ବୃଦ୍ଧି

ଭୁବନେଶ୍ୱର,୧୯।୯ (ଅଭୟ ଦାଶ): ଚଳିତ ବର୍ଷ ଏପ୍ରିଲ ପହିଲାରୁ ସେପ୍ଟେମ୍ବର ୧୬ ମଧ୍ୟରେ ଦେଶର ପ୍ରତ୍ୟକ୍ଷ ଟିକସ ସଂଗ୍ରହରେ ୨୩.୫୧% ବୃଦ୍ଧି ଘଟି ୮.୬୫ ଲକ୍ଷ କୋଟି ଟଙ୍କାରେ ପହଞ୍ଚତ୍ଛି। ଫଳରେ ସରକାରଙ୍କ ପାଣ୍ଠିକୁ ବର୍ଷକୁ ବର୍ଷ ଭିତ୍ତିରେ ପ୍ରତ୍ୟକ୍ଷ ଟିକସ ସଂଗ୍ରହ…

ବିଓଆଇର ହିନ୍ଦୀ ମାସ ସମାରୋହ

ଭୁବନେଶ୍ୱର,୧୮।୯: ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ବିଓଆଇ)ର ଭୁବନେଶ୍ୱର ଅଞ୍ଚଳ ପକ୍ଷରୁ ହିନ୍ଦୀ ମାସ ସମାରୋହ ନିକଟରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ବ୍ୟାଙ୍କ ପକ୍ଷରୁ ସମାଚାର ପାଠ, ଇ-ମେଲ୍‌ ପ୍ରତିଯୋଗିତା, ହିନ୍ଦୀରେ ସର୍ବାଧିକ କାମକାର୍ଯ୍ୟ, ପ୍ରବନ୍ଧ, ଓଡ଼ିଆ-ହିନ୍ଦୀ ସଙ୍ଗୀତ ପ୍ରତିଯୋଗିତା ଏବଂ…

ନିର୍ମାଣ କ୍ଷେତ୍ରରେ ନୂଆ ଟେକ୍ନୋଲୋଜିର ବ୍ୟବହାର

ଭୁବନେଶ୍ୱର,୧୮।୯ (ଅଭୟ ଦାଶ): ଦେଶର ପ୍ରମୁଖ ଗୃହ ନିର୍ମାଣକାରୀ ସଂଗଠନ କ୍ରେଡାଇର ଓଡ଼ିଶା ୟୁନିଟ୍‌(କ୍ରେଡାଇ ଭୁବନେଶ୍ୱର)ର ବାର୍ଷିକ ସାଧାରଣ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏପରିକି କ୍ରେଡାଇ ଭୁବନେଶ୍ୱର ସିଟି ଚାପ୍ଟରର ସଭାପତି ସୋଫିଆ ଫିରଦୋଷଙ୍କ ଅଧ୍ୟକ୍ଷତାରେ ସଭା ପରିଚାଳିତ ହୋଇଥିଲା।…

ଟିପିସିଓଡିଏଲ୍‌ର ‘ବିଲ୍‌ ପେ ଆଣ୍ଡ ୱିନ୍‌ ସ୍କିମ୍‌’

ଭୁବନେଶ୍ୱର,୧୮।୯: ଟିପି ସେଣ୍ଟ୍ରାଲ୍‌ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ୍‌ ଲିମିଟେଡ୍‌ (ଟିପିସିଓଡିଏଲ୍‌)ର ଅଭିନବ ଯୋଜନା ‘ବିଲ୍‌ ପେ ଆଣ୍ଡ ୱିନ୍‌ ସ୍କିମ୍‌’ର ଶୁଭାରମ୍ଭ କରାଯାଇଛି। ବିଶେଷ କରି ଟିପିସିଓଡିଏଲ୍‌ର ଗ୍ରାହକମାନେ ଏହି ଯୋଜନା ଜରିଆରେ ଆକର୍ଷଣୀୟ ପୁରସ୍କାର ଜିତିବାର ସୁଯୋଗ ପାଇପାରିବେ। ଏପରିକି ଯେଉଁ…

ବିଓଏମ୍‌ର ୮୯ତମ ପ୍ରତିଷ୍ଠା ଦିବସ

ଭୁବନେଶ୍ୱର,୧୮।୯: ବ୍ୟାଙ୍କ ଅଫ୍‌ ମହାରାଷ୍ଟ୍ର (ବିଓଏମ୍‌)ର ୮୯ତମ ପ୍ରତିଷ୍ଠା ଦିବସ ନିକଟରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ରାଜ୍ୟର ବିଭିନ୍ନ ପ୍ରମୁଖ ବିଭାଗ ଓ ହିତାଧିକାରୀଙ୍କ ସହ ଏକ ଋଣନୀତିକ ବୈଠକର ଅନୁଷ୍ଠିତ ହୋଇଯାଇଛି। ସେହିଭଳି ଫେଡେରେଶନ ଅଫ୍‌ ଇଣ୍ଡିଆନ୍‌ ଏକ୍ସପୋର୍ଟ…

ଅନର୍‌୯୦ ୫ଜି ଉନ୍ମୋଚିତ

ଭୁବନେଶ୍ୱର,୧୮।୯: ଏଚ୍‌ଟେକ୍‌ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଅନର୍‌୯୦ ୫ଜି’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ସେହିଭଳି ଶିଳ୍ପ ଅଗ୍ରଣୀ କ୍ୱାଡ୍‌-କର୍ଭଡ ଫ୍ଲୋଟିଙ୍ଗ୍‌ ଡିସେ୍‌ପ୍ଲ ସହ ସୁସଜ୍ଜିତ ଅନର୍‌୯୦ ୫ଜିରେ ୩ଟି କ୍ୟାମେରା ଯଥା ୨୦୦ ଏମ୍‌ପି ମେନ୍‌…

୪୩ ପାଇଲଟଙ୍କ ବିରୋଧରେ କୋର୍ଟଙ୍କ ଦ୍ୱାରସ୍ଥ ହେଲା ଅକାଶା ଏୟାର

ନୂଆଦିଲ୍ଲୀ,୧୭।୯: ବେସରକାରୀ ବିମାନ କମ୍ପାନୀ ଅକାଶା ଏୟାର ଏହାର ୪୩ ପାଇଲଟ୍‌ଙ୍କ ବିରୋଧରେ କୋଟର୍ର୍ ଯିବାକୁ ନିଷ୍ପତ୍ତି ନେଇଛି। ନୋଟିସ ନ ଦେଇ କର୍ମଚାରୀମାନେ କମ୍ପାନୀ ଛାଡ଼ିଥିବାରୁ ବମ୍ବେ ହାଇକୋର୍ଟରେ ଏକ ଯାଚିକା ଦାୟର କରାଯାଇଛି। ଚୁକ୍ତି ଅନୁଯାୟୀ ନିର୍ଦ୍ଧାରିତ ୬…

ଇପିଏଫ୍‌ଓକୁ ସୁଧ ହାର ଘୋଷଣା ନ କରିବାକୁ ନିର୍ଦ୍ଦେଶ !

ନୂଆଦିଲ୍ଲୀ,୧୭।୯: ପ୍ରତି ଆର୍ଥିକ ବର୍ଷ ଲାଗି କର୍ମଚାରୀ ଭବିଷ୍ୟ ନିଧି ସଂଗଠନ(ଇପିଏଫ୍‌ଓ) ସୁଧ ହାର ନେଇ ଘୋଷଣା କରିଥାଏ। ହେଲେ ୨୦୨୩-୨୪ ଆର୍ଥିକ ବର୍ଷ ଲାଗି କେନ୍ଦ୍ରୀୟ ଟ୍ରଷ୍ଟି ବୋର୍ଡ(ସିବିଟି) ମନ୍ତ୍ରଣାଳୟର ପୂର୍ବ ଅନୁମୋଦନ ବିନା ଆରମ୍ଭରୁ ଏହାକୁ ସର୍ବସାଧାରଣରେ ଘୋଷଣା…

ଏକ୍ସକ୍ଲୁସିଭ ଗଣେଶ ଚତୁର୍ଥୀ ଅଫର

ଭୁବନେଶ୍ୱର,୧୭।୯: ରିଲାଏନ୍ସ ଇଣ୍ଡଷ୍ଟ୍ରି ଲିମିଟେଡ୍‌ (ଆର୍‌ଆଇଏଲ୍‌)ର ଅଗ୍ରଣୀ କମ୍ପାନୀ ରିଲାଏନ୍ସ ଡିଜିଟାଲ ପକ୍ଷରୁ ଆକର୍ଷଣୀୟ ଏବଂ ଏକ୍ସକ୍ଲୁସିଭ ଗଣେଶ ଚତୁର୍ଥୀ ଅଫର ସମ୍ପର୍କରେ ଘୋଷଣା କରାଯାଇଛି। ଏହି ଅଫର ୨୦୨୩ ସେପ୍ଟେମ୍ବର ୧୬ରୁ ୧୯ ପର୍ଯ୍ୟନ୍ତ ଜାରି ରହିବ। ଏପରିକି ଶନିବାରରୁ…

ମୁଣ୍ଡ ପିଛା ଆୟ ବୃଦ୍ଧିକୁ ଗୁରୁତ୍ୱ

ଭୁବନେଶ୍ୱର,୧୭।୯ (ଅଭୟ ଦାଶ): ଭାରତ ବିଶ୍ୱର ୫ମ ଅର୍ଥ ବ୍ୟବସ୍ଥା ହେବା ଏକ ‘ପ୍ରଭାବୀ ସଫଳତା’ ବୋଲି ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ)ର ପୂର୍ବତନ ଗଭର୍ନର ସି.ରଙ୍ଗରାଜନ କହିଛନ୍ତି। ହେଲେ ଦେଶର ମୁଣ୍ଡ ପିଛା ଆୟ ମଧ୍ୟ ଏହା ସହ ବଢିବା…

ବିଓଏମ୍ ର ଏକ୍ସପୋର୍ଟ ଓରିଏଣ୍ଟେଡ୍‌ ଦକ୍ଷତା ବିକାଶ

ବ୍ୟାଙ୍କ ଅଫ୍‌ ମହାରାଷ୍ଟ୍ର (ବିଓଏମ୍)ର ୮୯ତମ ପ୍ରତିଷ୍ଠା ଦିବସ ଅବସରରେ ରାଜ୍ୟର ବିଭିନ୍ନ ପ୍ରମୁଖ ବିଭାଗ ଓ ହିତାଧିକାରୀଙ୍କ ସହ ଏକ ଋଣନୀତିକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଫେଡେରେଶନ ଅଫ୍‌ ଇଣ୍ଡିଆନ୍‌ ଏକ୍ସପୋର୍ଟ ଅର୍ଗାନାଇଜେଶନ (ଫିଓ)ର ସକ୍ରିୟ ସହଯୋଗରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri