ବାଣିଜ୍ୟ

କ୍ରିପ୍ଟୋ ନିୟମାବଳୀ ସମ୍ବନ୍ଧୀୟ ଆବେଦନ ଶୁଣାଣି କରିବାକୁ ମନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୧୧।୧୧: କ୍ରିପ୍ଟୋକରେନ୍ସି ଗୁଡିକର କାରବାର ଏବଂ ମାଇନିଂ ନିୟମ ପାଇଁ ନିର୍ଦ୍ଦେଶାବଳୀ ପ୍ରସ୍ତୁତ କରିବାକୁ କେନ୍ଦ୍ର ତଥା ଅନ୍ୟମାନଙ୍କୁ ନିର୍ଦ୍ଦେଶ ମାଗୁଥିବା ସୁପ୍ରିମକୋର୍ଟ ମନା କରି ଦେଇଛନ୍ତି। କ୍ରିପ୍ଟୋକ୍ୟୁରେନ୍ସିଗୁଡିକ ହେଉଛି ବ୍ଲକ୍ ଚେନ୍ ଆଧାରିତ ଡିଜିଟାଲ୍ କିମ୍ବା ଭର୍ଚୁଆଲ୍ ମୁଦ୍ରା…

ଦୀପାବଳି ମୁହୁର୍ତ୍ତ ଟ୍ରେଡିଂ, ଘଣ୍ଟାକରେ କରିଦେବ ମାଲାମାଲ, କୋଟିପତି ହେବାର ସୁଯୋଗ…

ମୁମ୍ବାଇ,୧୧।୧୧ : ଶେୟାର ବଜାରରେ ଦୀପାବଳି ଅବସରରେ ମୁହୁର୍ତ୍ତ ଟ୍ରେଡିଂ କରାଯିବ। ଲୋକଙ୍କୁ ଏକ ଘଣ୍ଟାରେ କୋଟିପତି ହେବାର ସୁଯୋଗ ମିଳିବ। ହଁ ବାସ୍ତବରେ, ଦୀପାବଳି ମୁହୁର୍ତ୍ତ ଟ୍ରେଡିଂସେହି ସୁଯୋଗ ଦେଇଥାଏ। ରବିବାର ଦିନ ଷ୍ଟକ ବଜାରରେ ଟ୍ରେଡିଂ କରାଯିବ। ଭଲ…

ଆଇପିଓ କରିଦେଲା ମାଲାମାଲ: ପ୍ରଦୀପ ରାଥୋଡ ହେଲେ ଦେଶର ନୂଆ କୋଟିପତି

ମୁମ୍ବାଇ,୧୧ା୧୧: ସେୟାର ବଜାରରେ ସେଲୋ ୱାର୍ଲଡର ଆଇପିଓ ସଫଳ ପ୍ରବେଶ ଦେଶରେ ଆଉ ଜଣେ କୋଟିପତି ସୃଷ୍ଟି କରିଛି। କେସରୋଲ କିଙ୍ଗ ନାମରେ ପରିଚିତ ପ୍ରଦୀପ ରାଥୋଡ ଭାରତର କୋଟିପତିଙ୍କ ତାଲିକାରେ ସାମିଲ ହୋଇଛନ୍ତି। ଶୁକ୍ରବାର କମ୍ପାନୀର ସେୟାର ୭୮୮.୪୦ ଟଙ୍କାରେ…

ସରକାରଙ୍କ ଉପହାର: ବିନା ଇଣ୍ଟରନେଟରେ ଲାଇଭ ଟିଭି…

ନୂଆଦିଲ୍ଲୀ,୧୧।୧୧ : ସ୍ମାର୍ଟଫୋନ ବ୍ୟବହାରକାରୀଙ୍କ ପାଇଁ ଏକ ବଡ଼ ଖବର ଅଛି। ସାଧାରଣ ଲୋକଙ୍କ ପାଇଁ ସରକାର ଆଶ୍ଚର୍ଯ୍ୟଜନକ ଟେକ୍ନୋଲୋଜି ଉପରେ କାମ କରୁଛନ୍ତି, ବର୍ତ୍ତମାନ ଆପଣ ବିନା ଫୋନରେ ଲାଇଭ ଟିଭି ଉପଭୋଗ କରିପାରିବେ। ଦେଶର ଯେ କୌଣସି କୋଣରୁ…

ଜିଓ ଆଣିଲା ଜବରଦସ୍ତ ଚଷମା, ମୋବାଇଲ ସ୍କ୍ରିନ୍‌କୁ କରିଦେବ ହାଇଟେକ୍‌ ଥିଏଟର

ନୂଆଦିଲ୍ଲୀ,୧୧।୧୧: ଭାରତର ଶ୍ରେଷ୍ଠ ଟେଲିକମ୍‌ କମ୍ପାନୀ ଜିଓ ଏଆର୍‌-ଭିଆର୍‌ ସପୋର୍ଟ ଥିବା ମିକ୍ସଡ୍‌ ରିଆଲିଟି ହେଡସେଟ୍‌ ଜିଓ ଚଷମା ବଜାରକୁ ଆଣିଛି। ଏହାକୁ ଇଣ୍ଡିଆ ମୋବାଇଲ କଂଗ୍ରେସ ୨୦୨୩ରେ ପ୍ରଦର୍ଶନ କରାଯାଇଥିଲା। ଏହି ହାଇଟେକ୍‌ ଚଷମାର ଏକାଧିକ ସ୍ବତନ୍ତ୍ରତା ରହିଛି। ଏହା…

ଭ୍ରମାତ୍ମକ ଅଫର ପ୍ରତି ଗ୍ରାହକ ସାବଧାନ ରୁହନ୍ତୁ: ସଞ୍ଜୟ

ଭୁବନେଶ୍ୱର,୧୧।୧୧ : ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ସାରା ଦେଶ ଧନ୍‌ତେରସ୍‌ ଓ ଆଲୋକର ପର୍ବ ଦୀପାବଳି ପାଳନ ଉପଲକ୍ଷେ ଅଳଙ୍କାର ଓ ମୂଲ୍ୟବାନ୍‌ ସାମଗ୍ରୀ କ୍ରୟ କରିବେ। ଏପରିକି ଗ୍ରାହକଙ୍କୁ ଆକୃଷ୍ଟ କରିବା ପାଇଁ ଅଳଙ୍କାର ପ୍ରତିଷ୍ଠାନଗୁଡ଼ିକ…

ନେପାଳ ଭୂକମ୍ପ ପ୍ରଭାବିତଙ୍କୁ ପତଞ୍ଜଳିର ସହାୟତା

ଭୁବନେଶ୍ୱର,୧୧।୧୧: ଦେଶର ପ୍ରମୁଖ ଘରୋଇ ପ୍ରତିଷ୍ଠାନ ତଥା ପତଞ୍ଜଳି ଗ୍ରୁପ୍‌ର ସହଯୋଗୀ ସଂସ୍ଥା ପତଞ୍ଜଳି ଫୁଡ୍‌ସ ଲିମିଟେଡ୍‌ ପକ୍ଷରୁ ୮ଟି ରିଲିଫ୍‌ ଟ୍ରକ୍‌ ନେପାଳ ପଠାଯାଇଛି। ଉଲ୍ଲେଖଯୋଗ୍ୟ, ପତଞ୍ଜଳିର ପ୍ରତିଷ୍ଠାତା ଅଧ୍ୟକ୍ଷ ସ୍ବାମୀ ରାମଦେବ ଏବଂ ସାଧାରଣ ସମ୍ପାଦକ ଆଚାର୍ଯ୍ୟ ବାଲକ୍ରିଷ୍ଣାଙ୍କ…

୩ ବର୍ଷରେ ୭,୭୦୦ କୋଟିର କାର୍ଯ୍ୟ ବରାଦ

ଭୁବନେଶ୍ୱର,୧୧।୧୧ : ରାଜ୍ୟର ଅର୍ଥନୈତିକ ଏବଂ ଶିଳ୍ପର ବିକାଶ ପାଇଁ ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ମିଳିତ ଉଦ୍ୟୋଗ ଓଡ଼ିଶା ଡିସ୍‌କମ୍‌ ବିଗତ ୩ ବର୍ଷ ମଧ୍ୟରେ ବ୍ୟାପକ କାର୍ଯ୍ୟକ୍ରମ ଓ ପଦକ୍ଷେପ ଗ୍ରହଣ କରିଛି। ଏପରିକି ରାଜ୍ୟରେ ବିତରଣ…

ମୁନିକୋ ଫୁଡ୍‌ସ ଓଆଇସି (ମିଲେଟସ୍‌)ର ବିଜେତା

ଭୁବନେଶ୍ୱର,୧୧।୧୧, ଅନ୍ତର୍ଜାତୀୟ ମିଲେଟ ସମ୍ମିଳନୀ ପରିସରରେ ଷ୍ଟାର୍ଟଅପ୍‌ ଓଡ଼ିଶାର ଅଭିନବ କାର୍ଯ୍ୟକ୍ରମ ‘ଓଡ଼ିଶା ଇନୋଭେସନ୍‌ ଚ୍ୟାଲେଞ୍ଜ ବା ଓଆଇସି (ମିଲେଟସ୍‌)’ର ବିଜେତା ସମ୍ପର୍କରେ ଘୋଷଣା କରାଯାଇଥିଲା। ବିଶେଷକରି ମୁନିକୋ ଫୁଡ୍‌ସ ପ୍ରଥମ ବିଜେତା ଭାବେ ୩ ଲକ୍ଷ ଟଙ୍କାର ପୁରସ୍କାର ସହ…

ଡ. ମୀନକେତନଙ୍କୁ ଟାଇମ୍ସ ବିଜ୍‌ନେସ୍‌ ଆୱାର୍ଡ

ଭୁବନେଶ୍ୱର,୧୧।୧୧ : ରାଜ୍ୟର ପ୍ରମୁଖ ଘରୋଇ ବିଦ୍ୟାଳୟ ‘ଓଡିଏମ୍‌ ପବ୍ଲିକ୍‌ ସ୍କୁଲ’ର ଅଧ୍ୟକ୍ଷ ତଥା ଓଡିଏମ୍‌ ଏଜୁକେଶନାଲ ଫାଉଣ୍ଡେଶନ ଏବଂ ହେଲ୍‌ଥଭିଲେ୍‌ର ଚେୟାରମ୍ୟାନ ଡ. ସତ୍ୟବ୍ରତ ମୀନକେତନଙ୍କୁ ନିକଟରେ ଆଉ ଏକ ସମ୍ମାନଜନକ ପୁରସ୍କାର ପ୍ରଦାନ କରାଯାଇଛି। ବିଶେଷକରି ଟାଇମ୍ସ ଗ୍ରୁପ୍‌…

ଧନ୍‌ତେରସ୍‌ କାରବାର ଉତ୍ସାହଜନକ

ଭୁବନେଶ୍ୱର, ୧୧।୧୧, (ଅଭୟ ଦାଶ): ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଧନ୍‌ତେରସ ଉପଲକ୍ଷେ ସାରା ରାଜ୍ୟରେ ଏକ ପ୍ରକାର ଉତ୍ସବ ପାଳିତ ହେଉଥିଲା। ବିଶେଷକରି ଧନ୍‌ତେରସରେ ଧନ କ୍ରୟ (ମୂଲ୍ୟବାନ୍‌ ଅଳଙ୍କାର) ସବୁ କ୍ଷେତ୍ର ପାଇଁ ସୁଫଳ ଦେଇଥାଏ ବୋଲି କାହିଁ…

କାର୍ବନ ଫୁଟ୍‌ପ୍ରିଣ୍ଟ ହ୍ରାସକୁ ଗୁରୁତ୍ୱ

ଭୁବନେଶ୍ୱର,୧୧।୧୧: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଟାଟା ଷ୍ଟିଲ୍‌ର ଫେରୋ ଆଲଏଜ ଆଣ୍ଡ ମିନେରାଲ୍ସ ଡିଭିଜନ (ଏଫ୍‌ଏଏମ୍‌ଡି) ପକ୍ଷରୁ ଏକ ନୂତନ ତଥା ଅତ୍ୟାଧୁନିକ ଇ-ଫର୍କ ଲିଫ୍ଟର ଶୁଭାରମ୍ଭ କରାଯାଇଛି। ବିଶେଷକରି ଦୀର୍ଘସ୍ଥାୟୀ ପରିଚାଳନା ଦିଗରେ ଏହା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?