ସ୍ଥିର ଗୁଣବତ୍ତା ବିଶ୍ୱସନୀୟତାକୁ ଦୃଢ଼ କରେ
୧୬ ବର୍ଷରୁ ଅଧିକ ସମୟ ଧରି ଭୁବନେଶ୍ୱରରେ ପ୍ରତିଷ୍ଠିତ ‘ଏକରରାଇଜ୍ ପ୍ରମୋଟର୍ସ ପ୍ରା. ଲି.’ ଓଡ଼ିଶାର ଆବାସିକ ରିୟଲ ଇଷ୍ଟେଟ୍ ପରିଦୃଶ୍ୟକୁ ପରିବର୍ତ୍ତନ କରିବାରେ ଆଗରେ ରହିଛି। ଉଦ୍ୟୋଗୀ ଶଶିକାନ୍ତ ବାରିକ ଏବଂ ଶେଖ୍ ମୈରାଜୁଲ ହକ୍ଙ୍କ ଦ୍ୱାରା ପ୍ରତିଷ୍ଠିତ ଏହି…
LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…
ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ ଭାରତର ଘରୋଇ ଇଲୋକ୍ଟ୍ରୋନିକ ବଜାର ପ୍ରଭାବିତ ହେବାକୁ ଯାଉଛି । ଯାହାଫଳରେ ବହୁ…
ସୃଜନଶୀଳତାକୁ ପ୍ରାଧାନ୍ୟ
ଖୋର୍ଦ୍ଧାସ୍ଥିତ ଆର୍ଯ୍ୟବର୍ତ୍ତ ଆନ୍ସିଏଣ୍ଟ ଏକାଡେମୀ (ଏଏଏ)ର ପ୍ରିନ୍ସିପାଲ ଭାବେ ଡ. ଦୀପ୍ତିମୟୀ ମହାନ୍ତି କାର୍ଯ୍ୟରତ ଥିବାବେଳେ ତାଙ୍କର ଶିକ୍ଷାକ୍ଷେତ୍ରରେ ୩୦ ବର୍ଷର ଅଭିଜ୍ଞତା ରହିଛି। ଅବିରତ ଉତ୍ସାହ ଓ ଅଧ୍ୟବସାୟ ଦ୍ୱାରା ସେ ଅନୁଷ୍ଠାନକୁ ସଫଳ କରିଥିବାବେଳେ ତାଙ୍କ ନେତୃତ୍ୱରେ ଏକ…
ଫେକ୍ ଆକାଉଣ୍ଟ ଥିଲେ ସାବଧାନ! ଏହି କାମ ନ କଲେ ଆଉ ଚାଲିବନି ଫେସବୁକ-ଇନଷ୍ଟାଗ୍ରାମ!
ନୂଆଦିଲ୍ଲୀ,୨୬।୩: ସୋସିଆଲ ମିଡିଆ ଆମ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି, କିନ୍ତୁ ଏହା ସହିତ ଜଡିତ ସମସ୍ୟାଗୁଡ଼ିକ ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ନକଲି ଆକାଉଣ୍ଟ, ଅନଲାଇନ ଠକେଇ ଏବଂ ମହିଳା ଏବଂ ଶିଶୁଙ୍କ ବିରୋଧରେ ସାଇବର ଅପରାଧ…
ଯୁଦ୍ଧ ଭିତରେ ଭାରତକୁ ବଡ଼ ଝଟ୍କା, ବଢିଗଲା ପେଟ୍ରୋଲ ଦର; ଜାଣନ୍ତୁ ଆଜିର ରେଟ୍…
ନୂଆଦିଲ୍ଲୀ,୨୬।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇଥିବାବେଳେ, ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଦେଶର ଏକ ପ୍ରମୁଖ ଘରୋଇ ଇନ୍ଧନ ଖୁଚୁରା ବ୍ୟବସାୟୀ ନାୟାରା ଏନର୍ଜି ଗୁରୁବାର ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ବୃଦ୍ଧି ଘୋଷଣା କରିଛି। କମ୍ପାନୀ ପେଟ୍ରୋଲ ମୂଲ୍ୟ ଲିଟର…
୩ଦିନ ବ୍ୟାଙ୍କ ବନ୍ଦ; ଆଉ ମିଳିବନି ପେଟ୍ରୋଲ? ଦେଶରେ ଚହଳ!
ନୂଆଦିଲ୍ଲୀ,୨୬।୩: ଶୁକ୍ରବାର, ଶନିବାର ଓ ରବିବାର ବ୍ୟାଙ୍କ ଛୁଟି। ଶୁକ୍ରବାର ରାମନବମୀ ଛୁଟି, ଶନିବାର ଲାଷ୍ଟ ସଟର ଡେ, ରବିବାର ପଡୁଛି ସାପ୍ତାହିକ ଛୁଟି। ଯୁଦ୍ଧ ମୁକାବିଲା ପାଇଁ ତୈଳ କମ୍ପାନି ନେଇଛନ୍ତି କଠୋର ପଦକ୍ଷେପ। ଡିଲରଙ୍କ ପାଇଁ Payment Terms…
ହୋଟେଲ, ରେଷ୍ଟୁରାଣ୍ଟରେ ‘ଏଲ୍ପିଜି ଚାର୍ଜ’ ନେବା ବେଆଇନ
ଭୁବନେଶ୍ୱର,୨୬ା୩(ଅନୁରାଧା ମହାରଣା):କେନ୍ଦ୍ରୀୟ ଗ୍ରାହକ ସୁରକ୍ଷା ପ୍ରାଧିକରଣ (ସିସିପିଏ), ହୋଟେଲ ଏବଂ ରେଷ୍ଟୁରାଣ୍ଟଗୁଡିକ ଦ୍ୱାରା ଗ୍ରାହକଙ୍କ ବିଲ୍ରେ ଏଲ୍ପିଜି ଚାର୍ଜ, ଗ୍ୟାସ୍ ସର୍ଚାର୍ଜ ଏବଂ ଇନ୍ଧନ ମୂଲ୍ୟ ଭରଣା ଭଳି ଅତିରିକ୍ତ ଶୁଳ୍କ ଆଦାୟକୁ ବେଆଇନ ବୋଲି କହିଛନ୍ତି । ଗ୍ରାହକ ସୁରକ୍ଷା…
ସୁନା ବଜାରରେ ନିଆଁ: ହଠାତ ଏତିକି ବଢ଼ିଗଲା ସୁନା ଦର, ରୂପା ବି… ଏକ୍ସପର୍ଟ ଚକିତ!
ନୂଆଦିଲ୍ଲୀ, ୨୫।୩: ଅନ୍ତର୍ଜାତୀୟ ବଜାରରେ ସୁନା ଓ ରୂପା ଦରରେ ବୃଦ୍ଧି ଯୋଗୁ ଘରୋଇ ବଜାରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଦିଲ୍ଲୀ ସର୍ରଫା ବଜାରରେ ବୁଧବାର ରୂପା ଦରରେ ପ୍ରାୟ ୫ ପ୍ରତିଶତ ବୃଦ୍ଧି ଘଟିଛି, ଯାହାଫଳରେ ଏହା ପ୍ରତି…
ଜୀବନ ବଞ୍ଚାନ୍ତୁ, ପୁରସ୍କାର ପାଆନ୍ତୁ: ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ସାହାଯ୍ୟ କଲେ ସରକାର ଦେବେ ୨୫,୦୦୦ ଟଙ୍କା!
ନୂଆଦିଲ୍ଲୀ,୨୫।୩: ସାଧାରଣତଃ ସଡ଼କ ଦୁର୍ଘଟଣା ସମୟରେ ପୋଲିସ କିମ୍ବା ଆଇନଗତ ଝାମେଲାରେ ପଡ଼ିବା ଭୟରେ ଲୋକମାନେ ଆହତଙ୍କୁ ସାହାଯ୍ୟ କରିବାକୁ ପଛଘୁଞ୍ଚା ଦିଅନ୍ତି। କିନ୍ତୁ ଏବେ ସରକାର ଏହି ଚିନ୍ତା ଦୂର କରିବା ସହ ଜୀବନ ରକ୍ଷାକାରୀଙ୍କୁ ସମ୍ମାନିତ କରିବା ପାଇଁ…
“ପିଲାଦିନ ଅବସର ନ ନେବା ଉଚିତ୍”: ଆନନ୍ଦ, ଗାରିମା ଏବଂ ପ୍ରତିଷେଧକ ଯତ୍ନ ସହିତ ବାର୍ଦ୍ଧକ୍ୟକୁ ପୁନଃସଂଜ୍ଞାୟିତ କରିବା ପାଇଁ ଏକ ଜାତୀୟ ଆହ୍ୱାନ
ଭାପି, ୨୫।୩ : ମେରିଲର ଭାପିସ୍ଥିତ ବିଶ୍ୱ ମୁଖ୍ୟାଳୟକୁ ଭାରତର ପୂର୍ବତନ କ୍ରିକେଟ୍ ଅଧିନାୟକ ମହେନ୍ଦ୍ର ସିଂଧୋନିଙ୍କର ପ୍ରଥମ ଗସ୍ତ ଅବସରରେ ଧୋନି “ପିଲାଦିନ ଅବସର ନ ନେବା ଉଚିତ୍” ବିଷୟରେ ଏକ ହୃଦୟସ୍ପର୍ଶୀ ଏବଂ ପ୍ରେରଣାଦାୟକ ଆଲୋଚନାରେ ଭାଗ ନେଇଥିଲେ।…
କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା, ଏଲପିଜି ବୁକିଂ ନିୟମରେ ହୋଇନି ପରିବର୍ତ୍ତନ
ନୂଆଦିଲ୍ଲୀ,୨୫।୩: ବିଭିନ୍ନ ମହଲରେ ରିପୋର୍ଟ ଆସିଛି ଯେ ସରକାର ଏଲପିଜି ବୁକିଂ ପାଇଁ ନିୟମ ପରିବର୍ତ୍ତନ କରିଛନ୍ତି। ଦୁଇଟି ସିଲିଣ୍ଡର କିମ୍ୱା ଡବଲ କନେକ୍ସନ ଥିବା ଗ୍ରାହକମାନଙ୍କୁ ଏବେ ବୁକ କରିବା ପୂର୍ୱରୁ ସେମାନଙ୍କର ଶେଷ ଡେଲିଭରିଠାରୁ 35 ଦିନ ଅପେକ୍ଷା…
LPG ଅଭାବ ମଧ୍ୟରେ ଆହୁରି କଡ଼ାକଡ଼ି ହେଲା ନିୟମ: ବୁକିଂ ସମୟସୀମା ବଢିଲା, ଏଣିକି ଏତେ ଦିନ କରିବାକୁ ପଡିବ ଅପେକ୍ଷା
ନୂଆଦିଲ୍ଲୀ,୨୫।୩: ଏଲପିଜି ସିଲିଣ୍ଡରର ଅଭାବ ମଧ୍ୟରେ, ଗ୍ୟାସ କମ୍ପାନୀଗୁଡ଼ିକ ସେମାନଙ୍କର ବୁକିଂ ନିୟମରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛନ୍ତି। ଗ୍ରାହକମାନଙ୍କୁ ସେମାନଙ୍କର ପରବର୍ତ୍ତୀ ସିଲିଣ୍ଡର ବୁକ୍ କରିବା ପାଇଁ ଏବେ ଅଧିକ ସମୟ ଅପେକ୍ଷା କରିବାକୁ ପଡିବ। ନୂତନ ନିୟମ ଅନୁଯାୟୀ, କୌଣସି…
Archives


