ବାଣିଜ୍ୟ

‘ଗୁଣବତ୍ତା ସୁଧାର’ ପାଇଁ ଏମ୍‌ସିଏଲ୍‌କୁ ପ୍ରଥମ ପୁରସ୍କାର

ତାଳଚେର,୨୪ା୮ (ମନୋଜ ନନ୍ଦ): ଗ୍ରୀନଟେକ ଫାଉଣ୍ଡେଶନ ପକ୍ଷରୁ ‘ଗୁଣବତ୍ତା ସୁଧାର’ ନିମନ୍ତେ ମହାନଦୀ କୋଲଫିଲ୍ଡସ ଲିମିଟେଡ (ଏମ୍‌ସିଏଲ୍‌)କୁ ପ୍ରଥମ ପୁରସ୍କାର ପ୍ରଦାନ କରାଯାଇଛି। ନୂଆଦିଲ୍ଲୀ ଠାରେ ଆୟୋଜିତ ଏହି ପୁରସ୍କାର ବିତରଣ ଉତ୍ସବରେ ଜେନେରାଲ ମ୍ୟାନେଜର (ଗୁଣବତ୍ତା ନିୟନ୍ତ୍ରଣ) ରବିକେଶ କୁମାର…

୫୨୧ ଲକ୍ଷ ମେଟ୍ରିକ୍‌ ଟନ୍‌ ଚାଉଳ କ୍ରୟ ଲକ୍ଷ୍ୟ

ନୂଆଦିଲ୍ଲୀ,୨୪।୮: ଚଳିତ ଆର୍ଥିକ ବର୍ଷର ଖରିଫ ବିପଣନ ଋତୁ ( କେଏମ୍‌ଏସ୍‌) ମଧ୍ୟରେ ଆବଶ୍ୟକ ପରିମାଣର ଚାଉଳ କ୍ରୟ ସହ ଅନ୍ୟାନ୍ୟ ଦିଗ ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଭାରତୀୟ ଖାଦ୍ୟ ନିଗମ (ଏଫ୍‌ସିଆଇ) ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ…

ଇପିଏଫଓ: ୬.୫ କୋଟି କର୍ମଚାରୀଙ୍କୁ ମିଳିବ ରକ୍ଷାବନ୍ଧନ ଉପହାର,୮.୧୫ ପ୍ରତିଶତ ସୁଧ ଆକାଉଣ୍ଟରେ ହେବ ଜମା…

ନୂଆଦିଲ୍ଲୀ,୨୩।୮ : ଏଥର ରକ୍ଷାବନ୍ଧନ ପୂର୍ବରୁ ଦେଶର କୋଟି କୋଟି କର୍ମଚାରୀ ଇପିଏଫଓ ପକ୍ଷରୁ ଉପହାର ପାଇବାକୁ ଯାଉଛନ୍ତି। ସମସ୍ତ ପ୍ରସ୍ତୁତି ଶେଷ ହୋଇଛି ବୋଲି ସୂତ୍ରରୁ ପ୍ରକାଶ। ସୁଧ ଟଙ୍କା ସମସ୍ତ ଯୋଗ୍ୟ କର୍ମଚାରୀଙ୍କ ଆକାଉଣ୍ଟରେ ଜମା ହେବ। ୬.୫…

ବଜାରରେ ହୋଣ୍ଡାର ନ୍ୟୁ ଲିଭୋ

ଭୁବନେଶ୍ୱର,୨୩।୮: ହୋଣ୍ଡା ମୋଟରସାଇକେଲ ଆଣ୍ଡ୍‌ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ହୋଣ୍ଡା ନ୍ୟୁ ଲିଭୋ-୨୦୨୩’କୁ ନିକଟରେ ସର୍ବଭାରତୀୟ ଉନ୍ମୋଚନ କରାଯାଇଛି। ଏ ସମ୍ପର୍କରେ ହୋଣ୍ଡା ମୋଟରସାଇକେଲ ଆଣ୍ଡ୍‌ ସ୍କୁଟର ଇଣ୍ଡିଆର ପରିଚାଳନା ନିର୍ଦ୍ଦେଶକ, ସଭାପତି…

ଡାଇ-ଇଚି ଲାଇଫ୍‌ ସହ ରିନ୍ୟୁବାଇର ସହଭାଗିତା

ଭୁବନେଶ୍ୱର,୨୩।୮: ଦେଶର ପ୍ରମୁଖ ବୀମା କମ୍ପାନୀ ରିନ୍ୟୁବାଇ ଏବଂ ଡାଇ-ଇଚି ଲାଇଫ୍‌ ହୋଲ୍ଡିଂସ ଇଙ୍କ୍‌ ମଧ୍ୟରେ ଏକ ବାଣିଜି୍ୟକ ସହଭାଗିତା ନିକଟରେ ହୋଇଯାଇଛି। ଉଭୟ ସଂସ୍ଥାର ମିଳିତ ସହଯୋଗରେ ପାଣ୍ଠି ସଂଗ୍ରହ ସହ କାରବାର ବୃଦ୍ଧିକୁ ଗୁରୁତ୍ୱ ଦିଆଯାଇଛି। ଏପରିକି ଉଭୟ…

ରଣବୀର ସିଂ ଲାଭିର ବ୍ରାଣ୍ଡ୍‌ ଆମ୍ବାସାଡର

ଭୁବନେଶ୍ୱର,୨୩।୮: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ପ୍ରିମିୟମ ବ୍ୟାଗ୍‌ ବ୍ରାଣ୍ଡ୍‌ ଲାଭି ସ୍ପୋର୍ଟ ବଲିଉଡ୍‌ ଅଭିନେତା ରଣବୀର ସିଂଙ୍କୁ ବ୍ରାଣ୍ଡ୍‌ର ବ୍ରାଣ୍ଡ୍‌ ଆମ୍ବାସାଡର ଭାବେ ନିଯୁକ୍ତ କରିଛି। ବିଶେଷକରି ବ୍ରାଣ୍ଡ୍‌ର ଉତ୍ପାଦଗୁଡିକ ବଜାରର ଶେଷ ସ୍ତର ପର୍ଯ୍ୟନ୍ତ ପହଞ୍ଚାଇବାରେ ରଣବୀର…

ଟାଟା ଷ୍ଟିଲ୍‌ ମାଇନିଂକୁ ଏକ୍ସଲେନ୍ସ ପୁରସ୍କାର

ଭୁବନେଶ୍ୱର,୨୩।୮: ଟାଟା ଷ୍ଟିଲ୍‌ ମାଇନିଂ ଲିମିଟେଡ୍‌ (ଟିଏସ୍‌ଏମ୍‌ଏଲ୍‌)କୁ ନିକଟରେ ଆଉ ଏକ ଜାତୀୟସ୍ତରୀୟ ସମ୍ମାନ ତଥା ପୁରସ୍କାର ଦିଆଯାଇଛି। ଭାରତୀୟ ଶିଳ୍ପ ମହାସଂଘ (ସିଆଇଆଇ)ର ପୂର୍ବାଞ୍ଚଳ ୟୁନିଟ୍‌ ପକ୍ଷରୁ କୋଲକାତାଠାରେ ଆୟୋଜିତ ୧୭ତମ ସୁରକ୍ଷା ସିମ୍ପୋଜିୟମ୍‌ ଓ ଏକ୍ସପୋଜିସନ କାର୍ଯ୍ୟକ୍ରମରେ ଟାଟା…

ଭାରତ ଏନ୍‌ସିଏପିର ଶୁଭାରମ୍ଭ କଲେ ଗଡ୍‌କରୀ

ଭୁବନେଶ୍ୱର,୨୩।୮(ଅଭୟ ଦାଶ): ସାରା ଦେଶରେ ସଡ଼କ ଦୁର୍ଘଟଣା ବୃଦ୍ଧି ପାଉଥିବାବେଳେ ସଡକ ଦୁର୍ଘଟଣା ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା ହୋଇଯାଇଛି। ଉକ୍ତ ଘଟଣାର ହ୍ରାସ ସହିତ ସୁରକ୍ଷା ମାନ ବୃଦ୍ଧି ସହ ସଡ଼କ ନିରାପତ୍ତାକୁ ସୁନିଶ୍ଚିତ କରିବା ଲକ୍ଷ୍ୟରେ ସରକାର ନୂତନ ଯୋଜନା…

ସଡ଼କ ଦୁର୍ଘଟଣାରେ ଲାଗିବ ରୋକ, ସରକାର ଆରମ୍ଭ କଲେ ଭାରତ ଏନସିଏପି…

ନୂଆଦିଲ୍ଲୀ,୨୨।୮ : କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡକରୀ ମଙ୍ଗଳବାର ନୂଆଦିଲ୍ଲୀରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଭାରତ ନୂତନ କାର ମୂଲ୍ୟାଙ୍କନ କାର୍ଯ୍ୟକ୍ରମ ଅର୍ଥାତ ଭାରତ ଏନସିଏପି ଆରମ୍ଭ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ସଡ଼କ ପରିବହନ ଏବଂ…

ପୁଣି ଛଟେଇ କଲା ଇଣ୍ଟେଲ୍‌

ନୂଆଦିଲ୍ଲୀ,୨୨।୮: ପୁଣି ଛଟେଇ କରିଛି ଇଣ୍ଟେଲ କର୍ପୋରେଶନ। ଖର୍ଚ୍ଚ ହ୍ରାସ ଦର୍ଶାଇ ଆମେରିକାର ୧୪୦ଜଣ କର୍ମଚାରୀଙ୍କୁ କମ୍ପାନୀ ବାହାର କରିଛି। ଛଟେଇ ହୋଇଥିବା କର୍ମଚାରୀ କାଲିଫର୍ଣ୍ଣିଆରେ କାମ କରୁଥିଲେ। କମ୍ପାନୀ ଏନେଇ ମେ’ ମାସରେ ଘୋଷଣା କରିଥିଲା। ତେବେ ଚଳିତ ବର୍ଷ…

ଏଆଣ୍ଡ୍‌ଏସ୍‌ ପାୱାର ସହ ୱାର୍ଡ ୱିଜାର୍ଡର ସହଭାଗିତା

ଭୁବନେଶ୍ୱର,୨୨।୮: ୱାର୍ଡୱିଜାର୍ଡ ଇନୋଭେସନ୍ସ ଆଣ୍ଡ୍‌ ମୋବିଲିଟି ଏବଂ ଏଆଣ୍ଡ୍‌ଏସ୍‌ ପାୱାରର ସହଭାଗିତା ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ଉଭୟ ସଂସ୍ଥାର ମିଳିତ ସହଭାଗିତାରେ ପରବର୍ତ୍ତୀ ପିଢ଼ିର ଲାଇ-ଆୟନ ବ୍ୟାଟେରି ପ୍ରଯୁକ୍ତିରେ ଗବେଷଣା, ନବସୃଜନ ଓ ବିକାଶକୁ ଆଗକୁ ବଢ଼ାଇବା ଏବଂ ଗୁଜରାଟରେ…

କାରବାର ବୃଦ୍ଧିକୁ ଗୁରୁତ୍ୱ

ଭୁବନେଶ୍ୱର,୨୨।୮: ରାଜ୍ୟର ବିଭିନ୍ନ ପ୍ରାନ୍ତ ଏବଂ ଉଦ୍ୟୋଗୀଙ୍କ ଦ୍ୱାରା ଉତ୍ପାଦିତ ହେଉଥିବା ବିଭିନ୍ନ ସାମଗ୍ରୀର କାରବାର ବୃଦ୍ଧି ସହିତ ଲିଙ୍କେଜ୍‌ ମାଧ୍ୟମରେ ବ୍ରିଟେନ୍‌ର ବ୍ୟବସାୟୀଙ୍କ ମଧ୍ୟରେ ସୁଯୋଗ ଅନୁସନ୍ଧାନ କରିବା ଲକ୍ଷ୍ୟରେ ଓଡ଼ିଶାର ୭ ଜଣ ମହିଳା ଉଦ୍ୟୋଗୀଙ୍କ ଏକ ପ୍ରତିନିଧି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri