Odisha Elections 2024

ବାଣିଜ୍ୟ

ପରିଚୟ ଦେଇଛି ‘ଫୁଡ୍‌ ଷ୍ଟାର୍ଟଅପ୍‌’

ଭୁବନେଶ୍ୱର,୧୭।୫ ଦେଶର ବଡ଼ ବଡ଼ କମ୍ପାନୀ ଓ ହୋଟେଲରେ କାମ କରୁଥିବା ୪ ଓଡ଼ିଆ ଯୁବକ କୋଭିଡ ସଂକ୍ରମଣରେ ନିଜ ଜୀବନ ବଞ୍ଚାଇବା ସହ ଜୀବିକା ପାଇଁ ଚିନ୍ତିତ ଥାଇ ମଧ୍ୟ ଘରକୁ ଚାଲିଆସିଥିଲେ। ହେଲେ ସେମାନେ ଘରେ ବସି...

ବିଶ୍ୱ ବଜାରରେ ଗହମ ମୂଲ୍ୟ ବୃଦ୍ଧି

ନୂଆଦିଲ୍ଲୀ,୧୭।୫ ଭାରତ ସରକାରଙ୍କ ପକ୍ଷରୁ ଶନିବାର ଗହମ ରପ୍ତାନି ଉପରେ କଟକଣା ଲଗାଯିବା ପରେ ସୋମବାର ବିଶ୍ୱ ବଜାରରେ ଏହାର ଦର ରେକର୍ଡ ସ୍ତରରେ ପହଞ୍ଚିଛି। ଅନ୍ୟପଟେ ୟୁକ୍ରେନ୍‌-ରୁଷ୍‌ ଯୁଦ୍ଧ ହେବା ପରଠାରୁ ଗହମ ଦରରେ ଲଗାତର ବୃଦ୍ଧି ଦେଖିବାକୁ...

ତାପସୀ ପନ୍ନୁ ଗାଇନୋବେଦର ବ୍ରାଣ୍ଡ୍‌ ଆମ୍ବାସାଡର

ନୂଆଦିଲ୍ଲୀ,୧୬।୫: ଅଗ୍ରଣୀ ଆୟୁର୍ବେଦିକ ଫେମଟେକ୍‌ ବ୍ରାଣ୍ଡ ‘ଗାଇନୋବେଦ’ ନିକଟରେ ଅଭିନେତ୍ରୀ ତାପସୀ ପନ୍ନୁଙ୍କୁ ନିଜର ବ୍ରାଣ୍ଡ୍‌ ଆମ୍ବାସାଡର ଭାବେ ନିଯୁକ୍ତ କରିଛି। ଏହି ଡାଇରେକ୍ଟ ଟୁ କଞ୍ଜ୍ୟୁମର୍‌ ବ୍ରାଣ୍ଡ କ୍ଲିନିକାଲ୍‌ ଗବେଷଣା କରାଯାଇଥିବା ବିରଳ ଚେରମୂଳରେ ତିଆରି ନିଜର ଅତ୍ୟନ୍ତ...

ବ୍ୟାଙ୍କ ଘରୋଇକରଣକୁ ସବୁ ସ୍ତରରେ ବିରୋଧ କର

ଭୁବନେଶ୍ୱର,୧୬।୫: ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ବିଓଆଇ)ର ଅଫିସର୍ସ ଆସୋସିଏଶନ ଓଡ଼ିଶା ୟୁନିଟ୍‌ର ୪୧ତମ ବାର୍ଷିକ ବୈଠକ ରବିବାର ସ୍ଥାନୀୟ କିଟ୍‌ ଅଡିଟୋରିୟମ ହଲ୍‌ଠାରେ ଅନୁଷ୍ଠିତ ହୋଇଯାଇଛି। ବିଓଆଇ ଅଫିସର୍ସ ଆସୋସିଏଶନ ଓଡ଼ିଶା ୟୁନିଟ୍‌ର ସଭାପତି କମ୍ରେଡ୍‌ ସ୍ମୃତିରଞ୍ଜନ ସାହୁଙ୍କ ଅଧ୍ୟକ୍ଷତାରେ...

ଓଡ଼ିଶାର ଡିଏସ୍‌ ଶିଳ୍ପରେ୧୩.୩% ଅଭିବୃଦ୍ଧି

ଭୁବନେଶ୍ୱର,୧୬।୫: ଓଡ଼ିଶାରେ ଡାଇରେକ୍ଟ ସେଲିଂ (ଡିଏସ୍‌) ଶିଳ୍ପ କୋଭିଡ-୧୯ ମହାମାରୀ ସତ୍ତ୍ୱେ ୧୩.୩% ଅଭିବୃଦ୍ଧି ହାର ହାସଲ କରିଛି। ଏପରିକି ୨୦୨୦-୨୧ଆର୍ଥିକ ବର୍ଷରେ ଏହା ସର୍ବକାଳୀନ ସବୋର୍ଚ୍ଚ ସ୍ତର ୧୦୩୪ କୋଟି ଟଙ୍କାରେ ପହଞ୍ଚତ୍ଥିବା ଇଣ୍ଡିଆନ ଡାଇରେକ୍ଟ ସେଲିଂ ଆସୋସିଏଶନ...

ସୋମ ଅଟୋ: ପ୍ରତିଦିନ ନୂଆ ଅଭିଜ୍ଞତା

ଢେଙ୍କାନାଳ ରାଜ ପରିବାର ସଦସ୍ୟ ହର୍ଷବର୍ଦ୍ଧନ ସିଂହଦେଓ। ଉଚ୍ଚଶିକ୍ଷା ସମାପ୍ତ କରି ପରିବାରର ପରାମର୍ଶକ୍ରମେ ସେ ବ୍ୟବସାୟ କ୍ଷେତ୍ରରେ ମନୋନିବେଶ କରିଥିଲେ। ଜଣେ ଭ୍ରମଣପ୍ରିୟ ମଣିଷ ହୋଇଥିବାରୁ ମନରେ ଗାଡ଼ି ବ୍ୟବସାୟ ପ୍ରତି ଆଗ୍ରହ ଜନ୍ମିଥିଲା। ଲୋକଙ୍କୁ ଚାକିରି ଯୋଗାଇଦେବା...

ମହଙ୍ଗା ହେବ ବିମାନ ଯାତ୍ରା…

ନୂଆଦିଲ୍ଲୀ, ୧୬।୫ : ବିମାନ ଯାତ୍ରା ବର୍ତ୍ତମାନ ଅଧିକ ମହଙ୍ଗା ହେବାର ଆଶଙ୍କା ରହିଛି। ସରକାରୀ ତୈଳ କମ୍ପାନୀଗୁଡିକ ବିମାନ ଇନ୍ଧନର ମୂଲ୍ୟ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏଟିଏଫ ଦାମରେ ୫ ପ୍ରତିଶତ ବୃଦ୍ଧି କରାଯାଇଛି। ଏହି ବୃଦ୍ଧି...

ଘନେଇଲା କୋଇଲା ସଙ୍କଟ, ଚିନ୍ତାରେ ମନ୍ତ୍ରଣାଳୟ …

ନୂଆଦିଲ୍ଲୀ, ୧୬।୫ : ଘରୋଇ କୋଇଲା ଚାହିଦା ପୂରଣ କରିବାରେ ଦେଶ ଅସୁବିଧାର ସମ୍ମୁଖୀନ ହେଉଛି ବୋଲି କୋଇଲା ମନ୍ତ୍ରଣାଳୟ କହିଛି। କୋଇଲା ଅଭାବକୁ ଦୂର କରିବାରେ ଉଭୟ ବ୍ୟବସାୟୀ ଏବଂ କୋଇଲା ବ୍ଲକଧାରୀଙ୍କ ପ୍ରମୁଖ ଭୂମିକା ରହିଛି ବୋଲି...

ମୁକେଶ ଅମ୍ବାନୀଙ୍କ ପାଇଁ ପ୍ରତିବନ୍ଧକ ସାଜିଛନ୍ତି ଦୁଇ ଭାଇ

ନୂଆଦିଲ୍ଲୀ: ବ୍ରିଟିଶ କମ୍ପାନୀ ବୁଟ୍ସ କାରବାର ପାଇଁ ପ୍ରାୟ ୬୫,୮୬୫ କୋଟି ଟଙ୍କା (୮.୫ ବିଲିୟନ ଡଲାର)ର ମୂଲ୍ୟ ରଖାଯାଇଛି। ଏହି ଡିଲ୍‌ ଦୁନିଆର ସବୁଠୁ ବଡ଼ ବ୍ୟବସାୟ ହେବାକୁ ଯାଉଛି। ଏହି କାରଣରୁ ମୁକେଶ ଅମ୍ବାନୀଙ୍କ ପରି ଅନେକ...

ଅଡୁଆରେ ମସ୍କ, ଚୁକ୍ତି ଉଲ୍ଲଂଘନ ଅଭିଯୋଗ ଆଣିଲା ଟୁଇଟର…

ଓ୍ବାଶିଂଟନ, ୧୫।୫ : ଟେସଲା ଏବଂ ସ୍ପେସ ଏକ୍ସ ପରି କମ୍ପାନୀର ମାଲିକ ଏଲନ ମସ୍କଙ୍କ ପାଇଁ ଟୁଇଟର କିଣିବା ଅତ୍ୟନ୍ତ କଷ୍ଟକର ବୋଲି ପ୍ରମାଣିତ ହେଉଛି। କମ୍ପାନୀ ନକଲି ବ୍ୟବହାରକାରୀଙ୍କ ବିଷୟରେ ଭୁଲ ତଥ୍ୟ ଦେଇଥିବାରୁ ଏହି ସମ୍ପୂର୍ଣ୍ଣ...

ନିବେଶକଙ୍କ ୨୯ଲକ୍ଷ କୋଟି ଟଙ୍କାର କ୍ଷତି

ନୂଆଦିଲ୍ଲୀ,୧୫।୫: ଗତ ୧ମାସ ହେଲା ଶେୟାର ବଜାରରେ ଲଗାତର କ୍ଷତି ଦେଖିବାକୁ ମିଳିଛି। ବିଶେଷ ଭାବରେ ଚଳିତ ମେ’ ପ୍ରଥମ ସପ୍ତାହରେ ଭାରତର ରିଜର୍ଭ ବ୍ୟାଙ୍କ୍‌ (ଆର୍‌ବିଆଇ) ପକ୍ଷରୁ ରେପୋ ରେଟ୍‌ ଏବଂ ସିଆର୍‌ଆର୍‌ ବୃଦ୍ଧି କରାଯିବା ପରେ ଭାରତୀୟ...

ୟୁକୋ ବ୍ୟାଙ୍କର ୯୨୯.୭୬ କୋଟି ଲାଭ

ଭୁବନେଶ୍ୱର,୧୫।୫: ରାଷ୍ଟ୍ରାୟତ୍ତ ୟୁକୋ ବ୍ୟାାଙ୍କ ୨୦୨୧-୨୨ ଆର୍ଥିକ ବର୍ଷରେ ମୋଟ୍‌ ୯୨୯.୭୬ କୋଟି ଟଙ୍କା ନେଟ୍‌ ଲାଭ ଉପାର୍ଜନ କରିଛି। ବ୍ୟାଙ୍କର ୨୦୨୧-୨୨ ଆର୍ଥିକ ବର୍ଷର ଚତୁର୍ଥ ତ୍ରୈମାସିକ ଆର୍ଥିକ ଫଳାଫଳ ଜାନୁୟାରୀ-ମାର୍ଚ୍ଚରେ ୩୧୨.୧୮ କୋଟି ଟଙ୍କାର ନେଟ୍‌ ଲାଭ ସଂଗ୍ରହ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri