ବଜାରରେ ଲର୍ଡସ୍ ଅଟୋମେଟିଭ୍ର ଇଭି ରେଞ୍ଜ
ଭୁବନେଶ୍ୱର,୨୧।୮ (ଅଭୟ ଦାଶ): ଦେଶର ପ୍ରମୁଖ ଇଲେକ୍ଟ୍ରି ଭେହିକିଲ (ଇଭି) ନିର୍ମାତା ତଥା ଲର୍ଡସ୍ ମାର୍କ ଇଣ୍ଡଷ୍ଟ୍ରିଜ୍ର ସହାୟକ କମ୍ପାନୀ ଲର୍ଡସ୍ ଅଟୋମେଟିଭ୍ ପ୍ରାଇଭେଟ୍ ଲିମିଟେଡ୍ର ନୂତନ ଇଭି ରେଞ୍ଜକୁ ନିକଟରେ ସର୍ବଭାରତୀୟ ଉନ୍ମୋଚନ କରାଯାଇଛି। ଏପରିକି କମ୍ପାନୀ ଏକା ସାଙ୍ଗରେ…
୨୦୦୦ ମସିହାଠାରୁ ବଢୁଛି ଭାରତୀୟଙ୍କ ସମ୍ପତ୍ତି, ହାରାହାରି ସମ୍ପତ୍ତି ପ୍ରାୟ ୧୪ ଲକ୍ଷ…
ବେର୍ନ,୨୦।୮ : ୟୁନିଅନ ବ୍ୟାଙ୍କ ଅଫ ସ୍ବିଜରଲ୍ୟାଣ୍ଡ (ୟୁବିଏସ) ରୁ ଏକ ରିପୋର୍ଟ ଆସିଛି ଯାହା ଗ୍ଲୋବାଲ ଓ୍ବେଲଥ ରିପୋର୍ଟ ୨୦୨୩’ ନାମରେ ପ୍ରକାଶ ପାଇଛି। ରିପୋର୍ଟରେ କୁହାଯାଇଛି ଭାରତର ଲୋକମାନେ ଅତି ଶୀଘ୍ର ଧନୀ ହେବାକୁ ଯାଉଛନ୍ତି। ଏହି ରିପୋର୍ଟ…
ମ୍ୟାଚୁରିଟି ପରେ ମଧ୍ୟ ପିପିଏଫରେ ବିନିଯୋଗ କରି ହେବ, ଏହା ସହିତ ଜଡିତ କିଛି ବିଶେଷ ନିୟମ…
ନୂଆଦିଲ୍ଲୀ,୨୦।୮ : ପବ୍ଲିକ ପ୍ରୋଭିଡେଣ୍ଟ ଫଣ୍ଡରେ ବିନିଯୋଗ କରିବା ସରକାରଙ୍କ ଦ୍ୱାରା ପରିଚାଳିତ ଏକ ଯୋଜନା, ଯାହା ଦ୍ୱାରା ଦୀର୍ଘ ସମୟ ମଧ୍ୟରେ ନିବେଶକାରୀ ବିପୁଳ ପାଣ୍ଠି ପାଇପାରିବେ। ଏହି ଯୋଜନା ବିଷୟରେ ବିଶେଷ କଥା ହେଉଛି ସଂଗଠିତ କ୍ଷେତ୍ରରେ କାର୍ଯ୍ୟ…
୨୨ ଟେଲିକମ୍ ସର୍କଲରେ ୫ଜି ପ୍ଲସ୍ ସେବା
ଭୁବନେଶ୍ୱର,୨୦।୮: ଦେଶର ପ୍ରମୁଖ ଘରୋଇ ଟେଲିକମ୍ କମ୍ପାନୀ ଭାରତୀ ଏୟାରଟେଲ ନିକଟରେ ଏକ ନୂତନ ମାଇଲଖୁଣ୍ଟ ହାସଲ କରିଛି ବୋଲି ଏୟାରଟେଲ ପକ୍ଷରୁ କୁହାଯାଇଛି। ଏପରିକି ଟେଲିକମ୍ ବିଭାଗ (ଡିଓଟି)ର ମାନଦଣ୍ଡ ଅନୁଯାୟୀ ଭାରତର ସମସ୍ତ ୨୨ ଟେଲିକମ୍ ସର୍କଲରେ କମ୍ପାନୀ…
ଅକ୍ଟୋବରରେ ‘ଫିଜିକ୍ସ ଓ୍ବାଲ୍’ର ବୃତ୍ତି ପରୀକ୍ଷା
ଭୁବନେଶ୍ୱର,୨୦।୮:ଦେଶର ପ୍ରମୁଖ ଘରୋଇ ୟୁନିକର୍ନ ଇ-ଟେକ୍ କମ୍ପାନୀ ତଥା କୋଚିଂ ସେଣ୍ଟର ‘ଫିଜିକ୍ସ ଓ୍ବାଲ୍’ (ପିଡବ୍ଲ୍ୟୁ)ର ବହୁ ପ୍ରତୀକ୍ଷିତ ପ୍ରବେଶିକା ପରୀକ୍ଷା ‘ପିଡବ୍ଲ୍ୟୁଏନ୍ଏସ୍ଏଟି-୨୦୨୩’ (ଫିଜିକ୍ସ ଓ୍ବାଲ୍ ନ୍ୟାଶନାଲ ସ୍କଲାରଶିପ କମ୍ ଆଡମିଶନ ଟେଷ୍ଟ) ସମ୍ପର୍କରେ ଘୋଷଣା କରାଯାଇଛି। ଏହି ପରିପ୍ରେକ୍ଷୀରେ ପିଡବ୍ଲ୍ୟୁର…
ପରମିନ୍ଦର ପିଏଫ୍ସିଏଲ୍ର ନୂଆ ସିଏମ୍ଡି
ଭୁବନେଶ୍ୱର,୨୦।୮ (ଅଭୟ ଦାଶ): ଦେଶର ସର୍ବବୃହତ୍ ଏନ୍ବିଏଫ୍ସି ପ୍ରତିଷ୍ଠାନ ପାୱାର ଫାଇନାନ୍ସ କର୍ପୋରେଶନ ଲିମିଟେଡ୍ (ପିଏଫ୍ସିଏଲ୍)ର ଚେୟାରମ୍ୟାନ ତଥା ମୁଖ୍ୟ ପରିଚାଳନା ନିର୍ଦ୍ଦେଶକ ଭାବେ ପରମିନ୍ଦର ଚୋପ୍ରା ନିକଟରେ ଦ୍ୱାୟିତ୍ୱ ଗ୍ରହଣ କରିଛନ୍ତି। ୨୦୨୩ ଅଗଷ୍ଟ ୩ୟ ସପ୍ତାହଠାରୁ ସେ ପିଏଫ୍ସିଏଲ୍ର…
ପିଆଜ ଉପରେ ଡିସେମ୍ବର ୩୧ ପର୍ଯ୍ୟନ୍ତ ୪୦ ପ୍ରତିଶତ ରପ୍ତାନୀ ଶୁଳ୍କ ଲାଗୁ…
ନୂଆଦିଲ୍ଲୀ,୧୯।୮ : କେନ୍ଦ୍ର ସରକାର ପିଆଜ ଉପରେ ଡିସେମ୍ବର ୩୧ ପର୍ଯ୍ୟନ୍ତ ୪୦ ପ୍ରତିଶତ ରପ୍ତାନୀ ଶୁଳ୍କ ଲାଗୁ କରିଛନ୍ତି। ଘରୋଇ ବଜାରରେ ପିଆଜ ଦାମ ନିୟନ୍ତ୍ରଣ କରିବା ଲାଗି ଏଭଳି କରାଯିବା ପାଇଁ ଅର୍ଥମନ୍ତ୍ରଣାଳୟ ପକ୍ଷରୁ ଶନିବାର ଏକ ବିଜ୍ଞପ୍ତି…
ଟାଇଗର ରିଜର୍ଭର ଅନଲାଇନ ବୁକିଂରେ ୧୨କୋଟି ଟଙ୍କା ଠକେଇ
ମୁମ୍ବାଇ,୧୯।୮: ମହାରାଷ୍ଟ୍ରର ତାଡୋବା-ଅନ୍ଧାରି ଟାଇଗର ରିଜର୍ଭର ଅନଲାଇନ ବୁକିଂରେ ୧୨କୋଟି ଟଙ୍କା ଠକେଇ ହୋଇଛି। ପୋଲିସର ସୂଚନାନୁସାରେ, ମହାରାଷ୍ଟ୍ରର ଚନ୍ଦ୍ରପୁର ଜିଲାର ତାଡୋବା ଅନ୍ଧାରି ଟାଇଗର ରିଜର୍ଭ (ଟିଏଟିଆର)ର ଅନଲାଇନ ବୁକିଂ ପାଇଁ ଚୁକ୍ତିନାମା ପାଇଥିବା ଦୁଇ ଭାଇଙ୍କ ବିରୋଧରେ ଏକ…
‘ଉଦ୍ୟୋଗ ରତ୍ନ’ରେ ସମ୍ମାନିତ ହେଲେ ରତନ ଟାଟା
ମୁମ୍ବାଇ,୧୯।୮: ମହାରାଷ୍ଟ୍ର ସରକାର ଶିଳ୍ପପତି ଓ ଟାଟା କମ୍ପାନୀର ମାଲିକ ରତନ ଟାଟାଙ୍କୁ ‘ଉଦ୍ୟୋଗ ରତ୍ନ’ରେ ସମ୍ମାନିତ କରିବାକୁ ଜୁଲାଇ ୨୮ତାରିଖରେ ଘୋଷଣା କରିଥିଲେ। ତେବେ ସେ ଅସୁସ୍ଥ ଥିବାରୁ ପୁରସ୍କାର ବିତରଣ ଉତ୍ସବରେ ଯୋଗ ଦେଇ ପାରି ନ ଥିଲେ।…
୭୭୫ କୋଟି ସମ୍ପତ୍ତିର ମାଲିକାଣୀ, ବର୍ଷକୁ ରୋଜଗାର ୩୦୦ କୋଟି; ତଥାପି ୨୪ ବର୍ଷ ହେଲାଣି କିଣିନାହାନ୍ତି ଖଣ୍ଡିଏ ଶାଢ଼ୀ!
ନୂଆଦିଲ୍ଲୀ,୧୯।୮: ଇନଫୋସିସ ସହ-ପ୍ରତିଷ୍ଠାତା ଏନ୍.ଆର୍. ନାରାୟଣ ମୁର୍ତ୍ତୀଙ୍କ ପତ୍ନୀ ତଥା ବ୍ରିଟିଶ ପ୍ରଧାନମନ୍ତ୍ରୀ ଋଷି ସୁନକଙ୍କ ଶାଶୁ ସୁଧା ମୁର୍ତ୍ତୀଙ୍କୁ କିଏ ବା ନଜାଣେ। ଆଜି ଅର୍ଥାତ ୧୯ ଅଗଷ୍ଟ ହେଉଛି ତାଙ୍କର ଜନ୍ମଦିନ। ସୁଧା ମୁର୍ତ୍ତୀ ବର୍ତ୍ତମାନ ଇନଫୋସିସ ଫାଉଣ୍ଡେସନର…
ଜିଓ-ନେଟ୍ଫ୍ଲିକ୍ସ ପ୍ରିପେଡ୍ ପ୍ଲାନ୍
ଭୁବନେଶ୍ୱର,୧୯।୮: ରିଲାଏନ୍ସ ଜିଓ ପକ୍ଷରୁ ନିକଟରେ ନେଟ୍ଫ୍ଲିକ୍ସ ସବ୍ସ୍କ୍ରିପ୍ସନ୍ ଥିବା ୨ଟି ନୂଆ ଜିଓ-ନେଟ୍ଫ୍ଲିକ୍ସ ପ୍ରିପେଡ୍ ପ୍ଲାନ୍ର ଶୁଭାରମ୍ଭ କରାଯାଇଛି। ୧୦୯୯ ଟଙ୍କିଆ ପ୍ଲାନ୍ରେ ଗ୍ରାହକମାନଙ୍କୁ ଦୈନିକ ୨ଜିବି ହାଇ ସ୍ପିଡ୍ ଡାଟା ମିଳୁଥିବାବେଳେ ୧୪୯୯ଟଙ୍କିଆ ପ୍ଲାନ୍ରେ ପ୍ରତିଦିନ ୩ଜିବି ହାଇ…
ଅକ୍ଟୋବରରେ ‘ଫିଜିକ୍ସ ଓ୍ବାଲ୍’ର ବୃତ୍ତି ପରୀକ୍ଷା
ଭୁବନେଶ୍ୱର,୧୯।୮: ଦେଶର ପ୍ରମୁଖ ଘରୋଇ ୟୁନିକର୍ନ ଇ-ଟେକ୍ କମ୍ପାନୀ ତଥା କୋଚିଂ ସେଣ୍ଟର ‘ଫିଜିକ୍ସ ଓ୍ବାଲ୍’ (ପିଡବ୍ଲ୍ୟୁ)ର ବହୁ ପ୍ରତୀକ୍ଷିତ ପ୍ରବେଶିକା ପରୀକ୍ଷା ‘ପିଡବ୍ଲ୍ୟୁଏନ୍ଏସ୍ଏଟି-୨୦୨୩’ (ଫିଜିକ୍ସ ଓ୍ବାଲ୍ ନ୍ୟାଶନାଲ ସ୍କଲାରଶିପ କମ୍ ଆଡମିଶନ ଟେଷ୍ଟ) ସମ୍ପର୍କରେ ଘୋଷଣା କରାଯାଇଛି। ଏହି ପରିପ୍ରେକ୍ଷୀରେ…
Archives


