ବାଣିଜ୍ୟ

ପିଆଜର ମୂଲ୍ୟ ବୃଦ୍ଧି ମଧ୍ୟରେ ସରକାର ନେଇଛନ୍ତି ଆଉ ଏକ ପଦକ୍ଷେପ, ହ୍ରାସ ପାଇବ ମୂଲ୍ୟ!

ନୂଆଦିଲ୍ଲୀ,୩୧।୧୦: ଦେଶର ଅନେକ ରାଜ୍ୟରେ ପିଆଜ ଦର ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଦିଲ୍ଲୀ ଏନସିଆର ସମେତ ଅନେକ ସହରରେ ପିଆଜ ମୂଲ୍ୟ କିଲୋଗ୍ରାମ ପିଛା ପ୍ରାୟ ୮୦ ଟଙ୍କାରେ ବିକ୍ରି ହେଉଛି। ଗତ ସପ୍ତାହରୁ ପିଆଜର ମୂଲ୍ୟ ଦ୍ୱିଗୁଣିତ ହୋଇଛି।…

ସିମ୍ଫୋନି ଲିମିଟେଡ୍‌ର ଦ୍ୱିତୀୟ ତ୍ରୈମାସ ଫଳାଫଳ

ଭୁବନେଶ୍ୱର,୩୧।୧୦ : ପ୍ରମୁଖ ଏୟାରକୁଲର କମ୍ପାନି ସିମ୍ଫୋନି ଲିମିଟେଡ୍‌ ପକ୍ଷରୁ ଦ୍ୱିତୀୟ ତ୍ରୈମାସ ଫଳାଫଳ ଘୋଷଣା କରାଯାଇଛି। କମ୍ପାନି ୨୭୫ କୋଟି ଟଙ୍କାର ମୋଟ ପରିଚାଳନା ରାଜସ୍ବ ହାସଲ କରିଛି। ମୋଟ ମାର୍ଜିନ୍‌ ୧୫.୫ ପ୍ରତିଶତ ରହିଛି। ଘରୋଇ ବଜାରରେ ଏହାର…

ମୁକେଶ ଅମ୍ବାନୀଙ୍କୁ ପୁଣି ହତ୍ୟା ଧମକ: ୪୦୦ କୋଟି ଟଙ୍କା ଦାବି

ମୁମ୍ବାଇ,୩୧।୧୦: ଏସିଆ ଏବଂ ଭାରତର ସବୁଠାରୁ ଧନୀ ବ୍ୟକ୍ତି ମୁକେଶ ଅମ୍ବାନୀଙ୍କୁ ତୃତୀୟ ଥର ପାଇଁ ହତ୍ୟା ଧମକ ମିଳିଛି। ଇମେଲ୍‌ ଯୋଗେ ଏହି ଧମକ ଦିଆଯାଇଛି। ଏଥର ଧମକ ଦେଉଥିବା ବ୍ୟକ୍ତି ୪୦୦ କୋଟି ଟଙ୍କା ମାଗିଛନ୍ତି। ଏହାପୂର୍ବରୁ ମୁକେଶ…

ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆର ହିନ୍ଦୀ ପକ୍ଷ ସମାରୋହ

ଭୁବନେଶ୍ୱର,୩୧।୧୦ : ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆର ସମ୍ବଲପୁର କ୍ଷେତ୍ରୀୟ କାର୍ଯ୍ୟାଳୟ ପକ୍ଷରୁ ବରଗଡ଼ସ୍ଥିତ ବିଜୁ ପଟ୍ଟନାୟକ ଟାଉନ୍‌ହଲ୍‌ଠାରେ ହିନ୍ଦୀ ପକ୍ଷ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ସମ୍ବଲପୁର କ୍ଷେତ୍ରର ବିଭିନ୍ନ ଶାଖା ଓ କାର୍ଯ୍ୟାଳୟଗୁଡିକର କର୍ମଚାରୀମାନେ ନିଜ ନିଜର…

ବିଓବି ପକ୍ଷରୁ ନୋଟ୍‌ ଓ ମୁଦ୍ରା ବିନିମୟ ମେଳା

ଭୁବନେଶ୍ୱର,୩୧।୧୦ : ବ୍ୟାଙ୍କ ଅଫ୍‌ ବରୋଦା(ବିଓବି) ପକ୍ଷରୁ ବ୍ୟାଙ୍କ ଅଫ୍‌ ବରୋଦା ଜନପଥ ଶାଖା ଦ୍ୱାରା ନୋଟ୍‌ ଓ ମୁଦ୍ରା ବିନିମୟ ମେଳା ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମକୁ ଭାରତୀୟ ରିଜର୍ଭ ବ୍ୟାଙ୍କର ମହାପ୍ରବନ୍ଧକ ଡ. ଦେବୀ ପ୍ରସାଦ ପଣ୍ଡା ଉଦ୍‌ଘାଟନ କରିଥିଲେ।…

ଟିପି ଓଡ଼ିଶା ଡିସ୍‌କମ୍‌ ପକ୍ଷରୁ ୫୩ ହଜାର ନିଯୁକ୍ତି

ଭୁବନେଶ୍ୱର,୩୧।୧୦ : ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ଓଡ଼ିଶା ଡିସ୍‌କମ୍‌ଗୁଡ଼ିକ ପକ୍ଷରୁ ୫୩ ହଜାରରୁ ଅଧିକ ପ୍ରତ୍ୟକ୍ଷ ଓ ପରୋକ୍ଷ ନିଯୁକ୍ତି ପ୍ରଦାନ କରାଯାଇଛି। ପ୍ରତ୍ୟକ୍ଷ ନିଯୁକ୍ତି କାର୍ଯ୍ୟକ୍ରମ ବ୍ୟତୀତ ରାଜ୍ୟରେ ଟାଟା ପାୱାର ଯୋଗାଣକାରୀଙ୍କଠାରୁ…

ଜିଓର ଜରୁରିକାଳୀନ ପ୍ରଶମନ ଯୋଗାଯୋଗ ବ୍ୟବସ୍ଥା

ଭୁବନେଶ୍ୱର,୩୧।୧୦ : ବନ୍ୟା, ଅଗ୍ନିକାଣ୍ଡ, ଭୂକମ୍ପ ଭଳି ପ୍ରାକୃତିକ ବିପର୍ଯ୍ୟୟ ବେଳେ ଯୋଗାଯୋଗ ବ୍ୟବସ୍ଥା ବାଧାପ୍ରାପ୍ତ ହୋଇଥାଏ । ତେବେ ଏହି ସମସ୍ୟାରୁ ମୁକ୍ତି ପାଇଁ ରିଲାଏନ୍ସ ଜିଓ ପକ୍ଷରୁ ଇଣ୍ଡିଆ ମୋବାଇଲ କଂଗ୍ରେସ-୨୦୨୩ରେ ନିଜର ଜରୁରିକାଳୀନ ପ୍ରଶମନ ଯୋଗାଯୋଗ ବ୍ୟବସ୍ଥାକୁ…

ଲାଲ୍‌ଚାନ୍ଦର କୌନ ବନେଗା ଲକ୍ଷପତି କାର୍ଯ୍ୟକ୍ରମ

ଭୁବନେଶ୍ୱର,୩୧।୧୦ : ଲାଲ୍‌ଚାନ୍ଦର କୌନ ବନେଗା ଲକ୍ଷପତି ଲକି ଡ୍ରର ତୃତୀୟ ଦିିନରେ କଟକ ଷ୍ଟୋର୍‌ ପାଇଁ ଲକି ଡ୍ର କାର୍ଯ୍ୟକ୍ରମ କଟକ କ୍ଲବ୍‌ରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଜେତା ଭାବେ ଜଣେ କାର୍‌, ଦୁଇ ଜଣ ବାଇକ୍‌ ଜିତିଥିବା ବେଳେ…

ଭୁବନେଶ୍ୱରରେ ‘ଗୋଇଲା ବଟର ଚିକେନ୍‌’

ଭୁବନେଶ୍ୱର,୩୧।୧୦ : ପ୍ରସିଦ୍ଧ ମାଷ୍ଟର ସେଫ୍‌ ସାରାଂଶ ଗୋଇଲାଙ୍କ ସ୍ବତନ୍ତ୍ର ରେସିପିରେ ପ୍ରସ୍ତୁତ ଗୋଇଲା ବଟର ଚିକେନ୍‌ ଏଣିକି ଭୁବନେଶ୍ୱରରେ ମଧ୍ୟ ମିଳିବ। ସାରାଂଶ ଏବଂ ‘ଗୋଇଲା ଚିକେନ’ର ସହ ପ୍ରତିଷ୍ଠାତା ବିବେକ ସାହାଣୀଙ୍କ ଉଦ୍ୟମରେ ଏହା ରାଜଧାନୀବାସୀଙ୍କୁ ଏଣିକି ହାତପାଆନ୍ତାରେ…

‘ଦୁର୍ନୀତିକୁ ନା କୁହନ୍ତୁ, ଦେଶ ପ୍ରତି ସମର୍ପିତ ରୁହନ୍ତୁ’

ଭୁବନେଶ୍ୱର,୩୧।୧୦ : ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କର ଭୁବନେଶ୍ୱର ମଣ୍ଡଳ ପକ୍ଷରୁ ସତର୍କତା ସଚେତନତା ସପ୍ତାହ ପାଳନ କରାଯାଉଛି। ସତର୍କତା ସୋମବାର ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମ ନଭେମ୍ବର ୫ ତାରିଖ ପର୍ଯ୍ୟନ୍ତ ପ୍ୟାନ୍‌ ଇଣ୍ଡିଆ ରେଟିଂ ଆଧାରରେ ପାଳନ କରାଯିବ। ଚଳିତ…

ତନିଷ୍କର ‘ଧରୋହର କଲେକ୍ସନ’

ଭୁବନେଶ୍ୱର,୩୧।୧୦ (ଅନୁରାଧା ମହାରଣା): କାନଫୁଲ ହେଉ କି ହାର, ଚୁଡ଼ି ସବୁଥିରେ ଭାରତର ଐତିହ୍ୟ ଓ କାଳଜୟୀ ପରମ୍ପରା ଦେଖିବାକୁ ମିଳିବ। ଦୀପାବଳି ଅବସରରେ ଦେଶର ଅନ୍ୟତମ ଅଗ୍ରଣୀ ଗହଣା ପ୍ରତିଷ୍ଠାନ ତନିଷ୍କ ଗ୍ରାହକଙ୍କ ପାଇଁ ‘ଧରୋହର’ କଲେକ୍ସନ ପ୍ରସ୍ତୁତ କରିଛି।…

ଟିଭିଏସ୍‌ ଆଇକ୍ୟୁବ୍‌ କିଣିଲେଣି ୨ ଲକ୍ଷ ଗ୍ରାହକ

ଭୁବନେଶ୍ୱର,୩୧।୧୦ : ଅଗ୍ରଣୀ ଟିଭିଏସ୍‌ ମୋଟର କମ୍ପାନୀ ପକ୍ଷରୁ ଭୁବନେଶ୍ୱରରେ ମେଗା ଡେଲିଭରି କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ମାଧ୍ୟମରେ ଦିନକରେ ୨୦୦ ଟିଭିଏସ୍‌ ଆଇକ୍ୟୁବ୍‌ ଇଲେକ୍ଟ୍ରିକ୍‌ ସ୍କୁଟର ଗ୍ରାହକମାନଙ୍କୁ ହସ୍ତାନ୍ତର କରାଯାଇଛି। ୨୦୨୦ରେ ଟିଭିଏସ୍‌ ଆଇକ୍ୟୁବ୍‌ ଜରିଆରେ ଟିଭିଏସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?