ସିଏସ୍ଏମ୍କୁ ଟେକ୍ ଫର୍ ଏକ୍ସିଲେନ୍ସ ଆୱାର୍ଡ
ଭୁବନେଶ୍ୱର,୧୯।୮: ରାଜ୍ୟର ଅଗ୍ରଣୀ ଆଇଟି କମ୍ପାନୀ ସିଏସ୍ଏମ୍ ଟେକ୍ନୋଲୋଜି ପ୍ରାଇଭେଟ୍ ଲିମିଟେଡ୍କୁ ନିକଟରେ ଆଉ ଏକ ଜାତୀୟସ୍ତରୀୟ ସମ୍ମାନ ‘ଟେକ୍ ଫର୍ ଏକ୍ସିଲେନ୍ସ ଆୱାର୍ଡ’ ପ୍ରଦାନ କରାଯାଇଛି। ବିଶେଷକରି ପଶ୍ଚିମବଙ୍ଗ ସରକାରଙ୍କ ସୂଚନା ପ୍ରଯୁକ୍ତିବିଦ୍ୟା ଓ ଇଲେକ୍ଟ୍ରୋନିକ୍ସ ବିଭାଗ ଏବଂ ଆସୋଚାମ୍…
ଏନ୍ଏମ୍ଡିସି ଷ୍ଟିଲ୍ ପ୍ଲାଣ୍ଟ ବ୍ଲାଷ୍ଟ ଫର୍ନେସ ଲୋକାର୍ପିତ
ଭୁବନେଶ୍ୱର,୧୯।୮: ନ୍ୟାଶନାଲ ମିନେରାଲ ଡେଭଲପମେଣ୍ଟ କର୍ପୋରେଶନ (ଏନ୍ଏମ୍ଡିସି)ର ପ୍ରମୁଖ ସଂସ୍ଥାନ ଏନ୍ଏମ୍ଡିସି ଷ୍ଟିଲ୍ ପ୍ଲାଣ୍ଟର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ନୂତନ ବ୍ଲାଷ୍ଟ ଫର୍ନେସ ନିକଟରେ ଶୁଭାରମ୍ଭ ହୋଇଯାଇଛି। ବିଶେଷକରି ଛତିଶଗଡ଼ର ନଗରନାରଠାରେ ଦେଶର ୨ୟ ସର୍ବବୃହତ ବ୍ଲାଷ୍ଟ…
ଖସିଲା ଶେୟାର ବଜାର କାରବାର
ଭୁବନେଶ୍ୱର,୧୯।୮: କ୍ରମାଗତ ୨ୟ ଦିନ ଲାଗି ଭାରତୀୟ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟ ଦିବସ (ଷ୍ଟକ୍ବଜାର) ର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି ଶୁକ୍ରବାର…
ବଜାରରେ ମର୍ସିଡିଜ୍-ବେଞ୍ଜ୍ର ନୂଆ ଜିଏଲ୍ସି
ଭୁବନେଶ୍ୱର,୧୯।୮ (ଅଭୟ ଦାଶ): ଦେଶର ପ୍ରମୁଖ ପ୍ରିମିୟମ (ଲକ୍ଜୁରି) କାର୍ ନିର୍ମାତା ମର୍ସିଡିଜ୍-ବେଞ୍ଜ ଇଣ୍ଡିଆର ବହୁ ପ୍ରତୀକ୍ଷିତ ମିଡ୍-ସାଇଜ୍ ଏସ୍ୟୁଭି ‘ଜିଏଲ୍ସି’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ସ୍ବୀକୃତିପ୍ରାପ୍ତ ଡିଲର ଟି ଆଣ୍ଡ ଟି ମୋଟର୍ସ ପକ୍ଷରୁ ଏକ…
କୋବ୍ରା କମାଣ୍ଡୋଙ୍କ ଆତ୍ମହତ୍ୟା
ବିଜାପୁର,୧୯।୮: ଛତିଶଗଡ଼ର ବିଜାପୁରରେ ମାଓବାଦୀ ଦମନ ଲାଗି ମୁତୟନ ଥିବା ସିଆର୍ପିଏଫ୍ (କୋବ୍ରା) କମାଣ୍ଡୋ ବାଟାଲିୟନର ଜଣେ ଇନ୍ସପେକ୍ଟର ଶୁକ୍ରବାର ପୂର୍ବାହ୍ନରେ ନିଜ ସର୍ଭିସ ରାଇଫଲରୁ ଗୁଳି ଫୁଟାଇ ଆତ୍ମହତ୍ୟା କରିଛନ୍ତି। କୋବ୍ରା ୨୧୦ ବାଟାଲିୟନର ଇନ୍ସପେକ୍ଟର ଶଫି ଅଖତର ତାଙ୍କ ଏକେ-୪୭…
ଅତ୍ୟଧିକ ସୁଧ ନେଇପାରିବେନି ବ୍ୟାଙ୍କ
ନୂଆଦିଲ୍ଲୀ,୧୯ା୮(ପି.ଟି.): ବ୍ୟାଙ୍କ ଓ ଅଣବ୍ୟାଙ୍କିଙ୍ଗ୍ ଆର୍ଥିକ କମ୍ପାନୀ(ଏନ୍ବିଏଫ୍ସି)ଗୁଡ଼ିକ ରାଜସ୍ବ ବୃଦ୍ଧି ନିମନ୍ତେ ସୁଧହାର ବଢ଼ାଇ ଚାଲିଥିବାରୁ ଏହାକୁ ନେଇ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍ବିଆଇ) ଶୁକ୍ରବାର ଚିନ୍ତାବ୍ୟକ୍ତ କରିଛି। ଏଥିସହ ଋଣଦାତାମାନଙ୍କ ପାଇଁ ନିୟମରେ ପରିବର୍ତ୍ତନ ଆଣିଛି। ଋଣରେ ଖିଲାପ ହେଲେ…
ଋଷରୁ କମ୍ ଦରରେ ଗହମ କିଣିବ ଭାରତ
ନୂଆଦିଲ୍ଲୀ,୧୮।୮: ଆସନ୍ତା ବର୍ଷ ହେବାକୁ ଥିବା ଲୋକସଭା ନିର୍ବାଚନ ଏବଂ ଚଳିତ ବର୍ଷ ଶେଷରେ ହେବାକୁ ଥିବା ଅନେକ ରାଜ୍ୟର ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଦରଦାମ ନିୟନ୍ତ୍ରଣ ପାଇଁ ଋଷରୁ କମ ଦରରେ ଖାଦ୍ୟ ଶସ୍ୟ କିଣିବାକୁ କେନ୍ଦ୍ର ସରକାର…
ଜନଧନ ଆକାଉଣ୍ଟରେ ବ୍ୟାଙ୍କରେ ଖୋଲା ଯାଇଛି ୫୦କୋଟି ଖାତା, ଜମା ରହିଛି ୨ଲକ୍ଷ କୋଟିରୁ ଅଧିକ ଟଙ୍କା
ନୂଆଦିଲ୍ଲୀ,୧୮।୮: ଦେଶରେ ୫୦କୋଟି ଜନଧନ ଅକାଉଣ୍ଟ ଖୋଲା ଯାଇଛି। ୨୦୨୩, ଅଗଷ୍ଟ ୯ ସୁଦ୍ଧା ଏହା ୫୦ କୋଟି ଅତିକ୍ରମ କରିଛି। ଏନେଇ କେନ୍ଦ୍ର ସରକାର ଶୁକ୍ରବାର ସୂଚନା ଦେଇଛନ୍ତି। କେନ୍ଦ୍ର ସରକାରଙ୍କ ରିପୋର୍ଟ ଅନୁଯାୟୀ ଏହି ଜନଧନ ଆକାଉଣ୍ଟରେ ୫୬ଶତକଡା…
ଆର୍ବିଆଇଏଚ୍ ସହ ଆକ୍ସିସ୍ ବ୍ୟାଙ୍କର ସହଭାଗିତା
ଭୁବନେଶ୍ୱର,୧୮।୮:ରିଜର୍ଭ ବ୍ୟାଙ୍କ ଇନୋଭେସନ ହବ୍ (ଆର୍ବିଆଇଏଚ୍) ଏବଂ ଆକ୍ସିସ୍ ବ୍ୟାଙ୍କ ମଧ୍ୟରେ ଏକ ଦ୍ୱିପାକ୍ଷିକ ବାଣିଜି୍ୟକ ବୁଝାମଣା ନିକଟରେ ହୋଇଯାଇଛି। ବିଶେଷ କରି ପବ୍ଲିକ୍ ଟେକ୍ ପ୍ଲାଟ୍ଫର୍ମ ଫର୍ ଫ୍ରିକ୍ସନଲେସ୍ କ୍ରେଡିଟ୍ (ପିଟିପିଏଫ୍ସି) ଜରିଆରେ ଦୁଇଟି ଋଣ ଉପତ୍ାଦକୁ ନିକଟରେ ଉନ୍ମୋଚନ…
ରାଷ୍ଟ୍ର ଗଠନରେ ଯୁବବର୍ଗଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ
ଭୁବନେଶ୍ୱର,୧୮।୮:ଦିଭିସା ହର୍ବାଲ୍ସ ପ୍ରାଇଭେଟ ଲିମିଟେଡ ପକ୍ଷରୁ ଅନ୍ତର୍ଜାତୀୟ ଯୁବ ଦିବସ ପାଳିତ ହୋଇଯାଇଛି। ବିଶେଷକରି କମ୍ପାନୀର ଲୋକପ୍ରିୟ ବ୍ରାଣ୍ଡ୍ ରୂପ ମନ୍ତ୍ରା ପରିବାର ପକ୍ଷରୁ ଅନ୍ତର୍ଜାତୀୟ ଯୁବ ଦିବସ କମ୍ପାନୀର ଚଣ୍ଡିଗଡସ୍ଥିତ ମୁଖ୍ୟାଳୟ ପରିସରରେ ପାଳନ କରାଯାଇଥିଲା। ଏପରିକି ରୂପ ମନ୍ତ୍ରା…
ଭାରତ ପେ’ର ନୂତନ ଉତ୍ପାଦ ଉନ୍ମୋଚିତ
ଭୁବନେଶ୍ୱର,୧୮।୮:ଭାରତପେ’ର ନୂତନ ଉତ୍ପାଦ ଆଣ୍ଡ୍ରଏଡ୍ ପଏଣ୍ଟ ଅଫ୍ ସେଲ୍ (ପିଓଏସ) ଟର୍ମିନାଲ୍’ର ଉନ୍ମୋଚନ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଏହା ଡେବିଟ୍-କ୍ରେଡିଟ୍ କାର୍ଡ, ୟୁପିଆଇ,ମୋବାଇଲ୍ ୱାଲେଟ୍ ଏବଂ ବାର୍ କୋଡ୍ ସହ ଡିଜିଟାଲ ପେମେଣ୍ଟ ମଧ୍ୟ ଗ୍ରହଣ ପାଇଁ ଏକାଧିକ ମୋଡ୍…
ଟିପିସିଓଡିଏଲ୍ ପକ୍ଷରୁ ୧୦୬ ଛାତ୍ରୀଛାତ୍ରଙ୍କୁ ଶିକ୍ଷାବୃତ୍ତି
ଭୁବନେଶ୍ୱର,୧୮।୮:ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍ (ଟିପିସିଓଡିଏଲ୍) ପକ୍ଷରୁ ୨୦୨୨-୨୩ ଶିକ୍ଷାବର୍ଷର ଦଶମ, ଦ୍ୱାଦଶ ଏବଂ ସ୍ନାତକ ପରୀକ୍ଷାରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ୧୦୬ ଜଣ ଛାତ୍ରଛାତ୍ରୀଙ୍କୁ ଶିକ୍ଷାବୃତ୍ତି ପ୍ରଦାନ କରାଯାଇଥିଲା। ବିଶେଷକରି ୭୭ତମ ସ୍ବାଧୀନତା ଦିବସ ପାଳନ ଅବସରରେ…
Archives


