ବାଣିଜ୍ୟ

ଟାଟା ପାୱାର ବିଜ୍‌ନେସ୍‌ ଆସୋସିଏଟ୍‌ ମିଟ୍‌

ନୂଆଦିଲ୍ଲୀ,୨।୯: ଟାଟା ପାଓ୍ବାରର ଓଡ଼ିଶା ଡିସ୍‌କମ୍‌ ପକ୍ଷରୁ ଏକ ଦିନିକିଆ ସମ୍ମିଳନୀ ଭୁବନେଶ୍ୱରଠାରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ସମ୍ମିଳନୀରେ ଡିସ୍‌କମ୍‌ର ଓଡ଼ିଶା ସେବା ବିଜ୍‌ନେସ୍‌ ଆସୋସିଏଟ୍‌ସ ମିଟ୍‌ ଆୟୋଜିତ ହୋଇଥିଲା। ଏପରିକି ଏଲ୍‌ଟି, ୧୧କେଭି, ୩୩କେଭି ନେଟ୍‌ୱର୍କ ରକ୍ଷଣାବେକ୍ଷଣ, ପିଏସ୍‌ଏସ୍‌ ପରିଚାଳନା,…

ଅଗଷ୍ଟରେ ୧.୫୯ ଲକ୍ଷ କୋଟି ଜିଏସ୍‌ଟି ସଂଗ୍ରହ

ନୂଆଦିଲ୍ଲୀ,୨।୯: (ଅଭୟ ଦାଶ): ଚଳିତ ଆର୍ଥିକ ବର୍ଷର ପଞ୍ଚମ ମାସରେ ରେକର୍ଡ ପରିମାଣର ସାମଗ୍ରୀ ଏବଂ ସେବା ଟିକସ (ଜିଏସ୍‌ଟି) ସଂଗ୍ରହ କରାଯାଇଛି ବୋଲି ଶୁକ୍ରବାର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି। ଉଲ୍ଲେଖଯୋଗ୍ୟ, ୨୦୨୩-୨୪ ଆର୍ଥିକ ବର୍ଷର ଅଗଷ୍ଟ…

କେଭିଆଇସିର କାରିଗର ସମ୍ମିଳନୀ

ଭୁବନେଶ୍ୱର,୨।୯: ଖଦି ଆଣ୍ଡ ଭିଲେଜ ଇଣ୍ଡଷ୍ଟ୍ରିଜ କମିଶନ (କେଭିଆଇସି)ର ଓଡ଼ିଶା ୟୁନିଟ୍‌ ପକ୍ଷରୁ ଶୁକ୍ରବାର ଏକ ୩ ଦିନିଆ ସ୍ବତନ୍ତ୍ର ପ୍ରଦର୍ଶନୀ ସହ କାରିଗର ସମ୍ମିଳନୀ କିଟ୍‌ ବିଶ୍ୱବିଦ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ମୁଖ୍ୟ…

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୨।୯: ଦିନକ ପରେ ପୁଣି ଥରେ ଭାରତୀୟ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟ ଦିବସ (ଷ୍ଟକ୍‌ବଜାର)ର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବୃଦ୍ଧି କରିଛନ୍ତି। ଶୁକ୍ରବାର ଷ୍ଟକ୍‌ ମାର୍କେଟର…

ୟୁପିଆଇରେ ୧୦୦୦କୋଟି ଟ୍ରାଞ୍ଜାକ୍ସନ

ନୂଆଦିଲ୍ଲୀ,୧।୯: ଅଗଷ୍ଟରେ ୟୁନିଫାଏଡ ପେମେଣ୍ଟ ସିଷ୍ଟମ (ୟୁପିଆଇ) ମାଧ୍ୟମରେ ଟ୍ରାଞ୍ଜାକ୍ସନ ୧୦୦୦କୋଟି ଅତିକ୍ରମ କରିଛି। ନ୍ୟାସନାଲ ପେମେଣ୍ଟ କର୍ପୋରେସନ ଅଫ ଇଣ୍ଡିଆ (ଏନପିସିଆଇ) ଏହି ପରିପ୍ରେକ୍ଷୀରେ ସର୍ବଶେଷ ତଥ୍ୟ ପ୍ରକାଶ କରିଛି। ଏନପିଏସଆଇ ହେଉଛି ଭାରତର ସମସ୍ତ ଖୁଚୁରା ଦେୟ ପ୍ରଣାଳୀର…

ରେଲଓ୍ବେ ବୋର୍ଡର ପ୍ରଥମ ମହିଳା ସିଇଓ ଭାବେ ଦାୟିତ୍ୱ ନେଲେ ଜୟା ସିହ୍ନା

ନୂଆଦିଲ୍ଲୀ,୧।୯: ରେଲଓ୍ବେ ବୋର୍ଡର ଚେୟାରମ୍ୟାନ ତଥା ସିଇଓ ଭାବରେ ନିଯୁକ୍ତି ହେଲେ ଜୟା ଭର୍ମା ସିହ୍ନା। ମନ୍ତ୍ରିମଣ୍ଡଳର ନିଯୁକ୍ତି କମିଟି ତାଙ୍କ ନିଯୁକ୍ତିକୁ ଅନୁମୋଦନ କରିଛି। ସିହ୍ନା ନୂତନ ଅଧ୍ୟକ୍ଷ ତଥା ସିଇଓ ଭାବେ ଶନିବାର ଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି।…

ଖିମ୍‌ଜୀ ଜୁଏଲର୍ସର ପ୍ରତିଷ୍ଠାତା ଦିବସ

ଭୁବନେଶ୍ୱର, ୧।୯:ପ୍ରତିବର୍ଷ ଭଳି ଚଳିତ ବର୍ଷ ଅଗଷ୍ଟ ୩୧ରେ ଖିମ୍‌ଜୀ ଜୁଏଲର୍ସର ପ୍ରତିଷ୍ଠାତା ଖିମ୍‌ଜୀ ଦୟାଭାଇଙ୍କ ଜନ୍ମଦିନ ଖିମ୍‌ଜୀ ଜୁଏଲର୍ସ ପକ୍ଷରୁ ପାଳିତ ହୋଇଯାଇଛି। ବିଶେଷକରି ଖିମ୍‌ଜୀ ଜୁଏଲର୍ସର ପ୍ରତିଷ୍ଠାତାଙ୍କ ଜନ୍ମ ଦିବସକୁ ଭିନ୍ନ ଏକ ଭାବରେ ପାଳନ କରାଯାଇଥିଲା। ଏପରିକି…

ୱାନ୍‌ପ୍ଲସ୍‌ର ନୂତନ ଉତ୍ପାଦ

ଭୁବନେଶ୍ୱର,୧।୯:ବିଶ୍ୱସ୍ତରୀୟ ମୋବାଇଲ ଟେକ୍ନୋଲୋଜି ବ୍ରାଣ୍ଡ୍‌ ୱାନ୍‌ପ୍ଲସ୍‌ ନିକଟରେ ୱାନ୍‌ ପ୍ଲସ୍‌ ଗ୍ରୀଷ୍ମକାଳୀନ ଉତ୍ପାଦ ଉନ୍ମୋଚନ କାର୍ଯ୍ୟକ୍ରମ ଆୟୋଜନ କରିଥିଲା। ଉକ୍ତ କାର୍ଯ୍ୟକ୍ରମରେ କମ୍ପାନୀର ବହୁ ପ୍ରତୀକ୍ଷିତ ନର୍ଡ ଉତ୍ପାଦ ୱାନ୍‌ ପ୍ଲସ୍‌ ନର୍ଡ ୩ ୫ଜି, ୱାନ୍‌ ପ୍ଲସ୍‌ ନର୍ଡ ସିଇ…

ଖସିଲା ଶେୟାର ବଜାର କାରବାର

ଭୁବନେଶ୍ୱର,୧।୯:ବିଗତ କିଛିଦିନ ହେଲା କ୍ରମାଗତ ଭାବେ ଭାରତୀୟ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟୁଛି। ଏପରିକି ଚଳିତ ସପ୍ତାହର ୪ର୍ଥ କାର୍ଯ୍ୟ ଦିବସ (ଷ୍ଟକ୍‌ବଜାର)ର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି ଗୁରୁବାର ଷ୍ଟକ୍‌…

ଦକ୍ଷତା ବଳରେ ନିଜସ୍ବ ପରିଚୟ ସୃଷ୍ଟିକର

ଭୁବନେଶ୍ୱର,୧।୯ (ଅଭୟ ଦାଶ):ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଡ୍ରିମ୍‌ସ ସମୂହର ଅଗ୍ରଣୀ ପ୍ରତିଷ୍ଠାନ ‘ଡ୍ରିମ୍‌ସ ସ୍ବୟଂଶାସିତ ବୈଷୟିକ ମହାବିଦ୍ୟାଳୟ’ର ନବାଗତ ବିଟେକ୍‌ ଛାତ୍ରୀଛାତ୍ରଙ୍କ ମାର୍ଗଦର୍ଶନ ଓ ସ୍ବାଗତ ସମ୍ବର୍ଦ୍ଧନା ଉସତ୍ବ ‘ଆରମ୍ଭ-୨୦୨୩’ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଜୟଶ୍ରୀ…

ଏଚ୍‌ପିସିଏଲ୍‌ ସହ ଏଚ୍‌ସିଆଇଏଲ୍‌ର ବୁଝାମଣା

ଭୁବନେଶ୍ୱର,୧।୯:ହିନ୍ଦୁସ୍ଥାନ ପେଟ୍ରୋଲିୟମ କର୍ପୋରେଶନ ଲିମିଟେଡ୍‌ (ଏଚ୍‌ପିସିଏଲ୍‌) ସହ ହୋଣ୍ଡା କାର୍‌ସ ଇଣ୍ଡିଆ ଲିମିଟେଡ୍‌ (ଏଚ୍‌ସିଆଇଏଲ୍‌) ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ବିଶେଷକରି ଉଭୟ କମ୍ପାନୀର କାରବାର ଓ ତୈଳ ସୁବିଧା (ଫୁଏଲ ରିଓ୍ବାର୍ଡ ଲୟାଲିଟି ପ୍ରୋଗ୍ରାମ) ହୋଣ୍ଡାର କନେକ୍ଟ…

ଭାରତର ଜିଡିପି ଅଭିବୃଦ୍ଧି ହାର ୭.୮%

ଭୁବନେଶ୍ୱର,୧।୯:ଚଳିତ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକ (ଏପ୍ରିଲରୁ ଜୁନ୍‌) ମଧ୍ୟରେ ଭାରତର ଗ୍ରସ୍‌ ଡୋମୋଷ୍ଟିକ ପ୍ରଡକ୍ଟ (ଜିଡିପି)ର ଅଭିବୃଦ୍ଧି ହାର ପୂର୍ବ ତ୍ରୈମାସିକ ଅପେକ୍ଷା ବେଶ୍‌ ଭଲ ରହିଥିବା ଗୁରୁବାର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ବିସ୍ତୃତ ଭାବେ ତଥ୍ୟ ଜାରି କରାଯାଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri