ବାଣିଜ୍ୟ

୪୪ କୋଟି ଗ୍ରାହକଙ୍କୁ ଲାଭ: ପୁରା ୧ ବର୍ଷ ପାଇଁ ‘ଡିଜନୀ+ ହଟ୍‌ଷ୍ଟାର’ ମାଗଣା, ଅନ୍‌ଲିମିଟେଡ୍‌ ୫ଜି ବି…

ନୂଆଦିଲ୍ଲୀ,୨୮।୧୦: ଜିଓ ନିକଟରେ ୪୪ କୋଟି ବ୍ୟବହାରକାରୀଙ୍କ ବଡ଼ ୟୁଜରବେସ୍‌ ଅଛି। ଏହାଛଡ଼ା କମ୍ପାନୀ ନିକଟରେ ଗ୍ରାହକଙ୍କ ଲାଗି ଅନେକ ମନୋରଞ୍ଜନ ସମ୍ବନ୍ଧୀତ ପ୍ଲାନ୍‌ ରହିଛି। ଆଜି ଆମେ ଆପଣଙ୍କୁ ମାଗଣା ଡିଜନୀ+ ହଟ୍‌ଷ୍ଟାର ସବ୍‌ସ୍କ୍ରିପ୍‌ଶନ ଯୁକ୍ତ ପ୍ଲାନ ବିଷୟରେ କହିବୁ।…

ଆମେରିକାରେ ବଢିଛି ଭାରତୀୟ ଆମ୍ବର ଚାହିଦା

ଓ୍ବାଶିଂଟନ୍‌,୨୮।୧୦: ବିଦେଶରେ ବଢିଛି ଭାରତୀୟ ଆମ୍ବର ଚାହିଦା। ଆମ୍ବ ରପ୍ତାନିକାରୀମାନଙ୍କ ମଧ୍ୟରେ ଭାରତର ସ୍ଥାନ ଅନ୍ୟତମ। ଭାରତର ମୁକେଶ ଅମ୍ବାନୀ ଏସିଆର ସର୍ବବୃହତ ଆମ୍ବ ରପ୍ତାନିକାରୀ ମଧ୍ୟରୁ ଜଣେ। ତାଙ୍କର ୬୦୦ଏକରରୁ ଅଧିକ ଆମ୍ବ ବଗିଚା ଅଛି। ତେବେ ଭାରତୀୟ ଆମ୍ବର…

ପିଆଜ ଦର ବୃଦ୍ଧିକୁ ନେଇ ବଡ ପଦକ୍ଷେପ ନେଲେ ମୋଦି ସରକାର

ନୂଆଦିଲ୍ଲୀ,୨୮।୧୦: ପାର୍ବଣ ଋତୁରେ ପିଆଜର ମୂଲ୍ୟ ବୃଦ୍ଧି ସାଧାରଣ ଲୋକଙ୍କ ପାଇଁ ସମସ୍ୟା ସୃଷ୍ଟି କରିପାରେ। ଦୀପାବଳି ଠିକ୍‌ ପୂର୍ବରୁ ପିଆଜ ଦର ୫୭ ପ୍ରତିଶତରୁ ଅଧିକ ବୃଦ୍ଧି ପାଇଛି। ପିଟିଆଇ ଖବର ଅନୁଯାୟୀ ଖୁଚୁରା ବଜାରରେ ପିଆଜର ମୂଲ୍ୟ ୪୭…

ସରକାରୀ ବ୍ୟାଙ୍କ କର୍ମଚାରୀଙ୍କ ବେତନରେ ୧୫ ପ୍ରତିଶତ ବୃଦ୍ଧି, ସପ୍ତାହରେ ୫ ଦିନ କାମ : ଆଇବିଏ ରଖିଲା ପ୍ରସ୍ତାବ

ନୂଆଦିଲ୍ଲୀ,୨୮।୧୦: ଇଣ୍ଡିଆନ ବ୍ୟାଙ୍କ ଆସୋସିଏଶନ (ଆଇବିଏ) ସରକାରୀ ତଥା କିଛି ପୁରୁଣା ବେସରକାରୀ ଜେନେରେଶନ ବ୍ୟାଙ୍କ କର୍ମଚାରୀଙ୍କ ପାଇଁ ୧୫ ପ୍ରତିଶତ ବେତନ ବୃଦ୍ଧି ପାଇଁ ପ୍ରସ୍ତାବ ଦେଇଛି, ଏବଂ ଖୁବ୍‌ଶୀଘ୍ର ସପ୍ତାହରେ ୫ ଦିନ କାମ ଆରମ୍ଭ କରିବାର ଯୋଜନା…

୨୦ କୋଟି ନ ଦେଲେ କରିବୁ ହତ୍ୟା: ମୁକେଶ ଅମ୍ବାନୀଙ୍କୁ ଆସିଲା ଏଭଳି ଧମକ

ମୁମ୍ବାଇ,୨୮।୧୦: ଦେଶର ବିଶିଷ୍ଟ ଶିଳ୍ପପତି ତଥା ରିଲାଏନ୍ସ ଗ୍ରୁପ୍‌ର ଚେୟାରମ୍ୟାନ ମୁକେଶ ଅମ୍ବାନୀଙ୍କୁ ଧମକ ମିଳିଛି। ଅମ୍ବାନୀଙ୍କୁ ତାଙ୍କ ଅଫିସିଆଲ ଇମେଲ ଆଇଡିରେ ଧମକ ଦିଆଯାଇଛି। ତାଙ୍କଠାରୁ ୨୦ କୋଟି ଟଙ୍କା ଦାବି କରାଯାଇଛି। ଏହି ମେଲ ୨୭ ଅକ୍ଟୋବରରେ ପଠାଯାଇଥିଲା।…

ପୁରୀରେ ଖୋଲିଲା ପାତ୍ର ଇଲେକ୍ଟ୍ରୋନିକ୍ସର ୩୧ତମ ଷ୍ଟୋର

ଭୁବନେଶ୍ୱର,୨୮।୧୦(ଅନୁରାଧା ମହାରଣା): ପୁରୀ ଭିଆଇପି ରୋଡ୍‌ରେ ପାତ୍ର ଇଲେକ୍ଟ୍ରୋନିକ୍ସର ୩୧ତମ ଷ୍ଟୋର ଖୋଲାଯାଇଛି। ଏଲ୍‌ଜି ଇଲେକ୍ଟ୍ରୋନିକ୍ସ ରିଟେଲ ମାର୍କେଟିଂ ହେଡ୍‌ ମନୀଷ ଗୁପ୍ତା, ବିହାର ଓ ଓଡ଼ିଶା ରିଜିଓନାଲ ବିଜ୍‌ନେସ୍‌ ହେଡ୍‌ ଅଶେଷ ନନ୍ଦ, ବ୍ରାଞ୍ଚ ମ୍ୟାନେଜର ସନ୍ଦୀପ ପାତ୍ର ପ୍ରମୁଖ…

ପୂଜାରେ ‘ସ୍ମାର୍ଟ ବଜାର ଚଲିଏ’ କ୍ୟାମ୍ପେନ୍‌

ଭୁବନେଶ୍ୱର,୨୮।୧୦, (ଅନୁରାଧା ମହାରଣା): ପୂଜା ବଜାରରେ କିଣାକିଣିରେ ଗ୍ରାହକଙ୍କୁ ସ୍ବତନ୍ତ୍ର ଅନୁଭୂତି ଦେବା ପାଇଁ ସ୍ମାର୍ଟ ବଜାର ପକ୍ଷରୁ ସ୍ବତନ୍ତ୍ର ଅଫର ଘୋଷଣା ହୋଇଛି। ବଲିଉଡ୍‌ ଅଭିନେତ୍ରୀ ମାଧୁରୀ ଦୀକ୍ଷିତ ସ୍ମାର୍ଟ ବଜାରର ବ୍ରାଣ୍ଡ ଆମ୍ବାସାଡାର ରହିଥିବାବେଳେ ବ୍ରାଣ୍ଡ କ୍ୟାମ୍ପେନ୍‌ ‘ସ୍ମାର୍ଟ…

ହେଲ୍‌ଥଭିଲେର ସିଟି ସେଣ୍ଟର ଉଦ୍‌ଘାଟିତ

ଭୁବନେଶ୍ୱର,୨୮।୧୦, (ଅନୁରାଧା ମହାରଣା) : ଜୟଦେବବିହାର ଗଙ୍ଗାଧର ମେହେର ମାର୍ଗରେ ପ୍ରାକୃତିକ ଚିକିତ୍ସା କେନ୍ଦ୍ର ‘ହେଲ୍‌ଥଭିଲେ’ର ସିଟି ସେଣ୍ଟର ଶୁକ୍ରବାର ଉଦ୍‌ଘାଟିତ ହୋଇଯାଇଛି। ଓଲିଉଡ୍‌ ଅଭିନେତ୍ରୀ ଅନୁ ଚୌଧୁରୀ ଏହି ସେଣ୍ଟରକୁ ଉଦ୍‌ଘାଟନ କରିଛନ୍ତି। ସୂଚନାଥାଉ କି, ବାରଙ୍ଗସ୍ଥିତ ଭାଲୁଙ୍କା ଅଞ୍ଚଳର…

ୟୁବିଆଇର ମେଗା ସଂଯୋଗୀକରଣ ଅଭିଯାନ

ଭୁବନେଶ୍ୱର,୨୮।୧୦ :ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ୟୁବିଆଇ)ର ଭୁବନେଶ୍ୱର କ୍ଷେତ୍ରୀୟ କାର୍ଯ୍ୟାଳୟ ପକ୍ଷରୁ ନିକଟରେ ଏକ ମେଗା ସଂଯୋଗୀକରଣ ଅଭିଯାନର ଶୁଭାରମ୍ଭ କରାଯାଇଛି। ବିଶେଷକରି ଆସ୍ପିରେଶନାଲ ଜିଲା ଖୋର୍ଦ୍ଧା ପାଇଁ ଏହି ଅଭିଯାନ ୟୁବିଆଇ ପକ୍ଷରୁ ଆରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ୟୁବିଆଇ…

ଲାଲ୍‌ଚାନ୍ଦ ଷ୍ଟୋରରେ ଏକାନୀ ବ୍ରାଣ୍ଡ୍‌ର ସ୍ବତନ୍ତ୍ର ପ୍ରଦର୍ଶନୀ

ଭୁବନେଶ୍ୱର,୨୮।୧୦, (ଅନୁରାଧା ମହାରଣା): ଧନ୍‌ତେରସ ଏବଂ ଦୀପାବଳିକୁ ଦୃଷ୍ଟିରେ ରଖି ଲାଲ୍‌ଚାନ୍ଦ ଜୁଏଲର୍ସ ପକ୍ଷରୁ ଗ୍ରାହକଙ୍କ ପାଇଁ ନୂଆ ନୂଆ ଯୋଜନା କରାଯାଉଛି। ଏହି କ୍ରମରେ କଟକ କ୍ୟାଣ୍ଟେନମେଣ୍ଟ ରୋଡ୍‌ରେ ଥିବା ଲାଲ୍‌ଚାନ୍ଦ ଷ୍ଟୋରରେ ଲକ୍‌ଜୁରି ଲାଇଫ୍‌ଷ୍ଟାଇଲ୍‌ ପ୍ରଦର୍ଶନୀ ଆରମ୍ଭ ହୋଇଯାଇଛି।…

ଚଣ୍ଡିଗଡ଼ ବିଶ୍ୱବିଦ୍ୟାଳୟର ୯ ପାଠ୍ୟକ୍ରମକୁ ଏବିଇଟି ମାନ୍ୟତା

ଭୁବନେଶ୍ୱର,୨୮।୧୦, (ଅନୁରାଧା ମହାରଣା): ଶିକ୍ଷା, କ୍ରୀଡ଼ା, ଅନୁସନ୍ଧାନ, ସହ-ପାଠ୍ୟକ୍ରମ ଏବଂ ଅତିରିକ୍ତ ପାଠ୍ୟକ୍ରମ ଆଦିରେ ଚଣ୍ଡିଗଡ଼ ବିଶ୍ୱବିଦ୍ୟାଳୟ(ସିୟୁ) ଆଉ ଏକ ମାଇଲଖୁଣ୍ଟ ହାସଲ କରିଛି। ନିକଟରେ ଏହାର କୁଳପତି ସତ୍‌ନାମ ସିଂ ସାନ୍ଧୁ ଘୋଷଣା କରିଛନ୍ତି, ଚଣ୍ଡିଗଡ଼ ବିଶ୍ୱବିଦ୍ୟାଳୟର ସେହି ୯ଟି…

ବଢାଇଲା ଖାଉଟିଙ୍କ ଚିନ୍ତା: ପିଆଜ ହେଲାଣି ୬୫

ଭୁବନେଶ୍ୱର,୨୮ା୧୦(ଅନିଲ ଦାସ): ମାସକ ତଳେ ପିଆଜ କିଲୋ ୨୫ଟଙ୍କା ଥିବାବେଳେ ଏବେ ତାହା ଦୁଇଗୁଣା ହୋଇ ୫୦ଟଙ୍କାରେ ପହଞ୍ଚିଛି। କେତେକ ସ୍ଥାନରେ ବ୍ୟବସାୟୀ ପିଆଜ କିଲୋ ପିଛା ୬୦ରୁ ୬୫ ଟଙ୍କାରେ ବିକ୍ରି କରୁଛନ୍ତି। ମହାରାଷ୍ଟ୍ରର ନାସିକ୍‌ରେ ପିଆଜ ମହଙ୍ଗା ହୋଇଥିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?