YourDesiCartକୁ କିଣିଲା Garudavega: ବିଦେଶରେ ରହୁଥିବା ଭାରତୀୟଙ୍କ ପାଇଁ ଆହୁରି ସହଜ ହେବ କିଣାବିକା
YourDesiCart ନାମକ ଏକ ଅନ୍ଲାଇନ ଶପିଙ୍ଗ ଏବଂ ପାର୍ସେଲ ସେବା ପ୍ଲାଟଫର୍ମକୁ କ୍ରୟ କରିଛି Garudavega (NexGen Logistics ର ଏକ ଅଂଶ)। ଏହା ଦ୍ୱାରା ଗରୁଡବେଗା (Garudavega) ଆନ୍ତର୍ଜାତୀୟ e-commerceରେ ଶକ୍ତିଶାଳୀ ହେବା ସହ ଆମେରିକା, ଅଷ୍ଟ୍ରେଲିଆ, ୟୁରୋପ ଏବଂ…
୨୮ ଦିନିଆ ଶସ୍ତା ଗେମିଂ ପ୍ଲାନ ଲଞ୍ଚ କଲା Jio, ୬୧GB ଡାଟା ସହିତ ମାଗଣା OTT
ନୂଆଦିଲ୍ଲୀ,୨୫।୪: ଜିଓ ପୁଣି ଥରେ ଲକ୍ଷ ଲକ୍ଷ ଉପଭୋକ୍ତାଙ୍କ ପାଇଁ ଏକ ସୁଲଭ ଯୋଜନା ଲଞ୍ଚ କରିଛି । ଜିଓର ଏହି ପ୍ରିପେଡ୍ ରିଚାର୍ଜ ପ୍ଲାନ ସ୍ୱତନ୍ତ୍ର ଭାବରେ ଯୁବପିଢ଼ିଙ୍କ ପାଇଁ ଲଞ୍ଚ କରାଯାଇଛି । କମ୍ପାନୀ ଏହି ପ୍ଲାନକୁ ୟୁଥ…
ଟିପିସିଓଡିଏଲ୍ ପକ୍ଷରୁ ସେଫ୍ଟି ଆୱାର୍ଡ ପ୍ରଦାନ
ଭୁବନେଶ୍ୱର,୨୫।୪(ଅନୁରାଧା ମହାରଣା): ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ୍ ଲିମିଟେଡ୍ (ଟିପିସିଓଡିଏଲ୍) ପକ୍ଷରୁ ଜାତୀୟ ସୁରକ୍ଷା ମାସ ୨୦୨୬ ସଫଳତାର ସହ ପାଳିତ ହୋଇଯାଇଛି। ମାର୍ଚ୍ଚ ୪ରୁ ଏପ୍ରିଲ ୩, ୨୦୨୬ ପର୍ଯ୍ୟନ୍ତ ଚାଲିଥିବା ଏହି କାର୍ଯ୍ୟକ୍ରମରେ କର୍ମଚାରୀ ଓ ଅଂଶୀଦାରମାନଙ୍କ ମଧ୍ୟରେ…
ଘଣ୍ଟାଏ କାମ କଲେ ମିଳିବ ୨ଘଣ୍ଟାର ଦରମା! ନୂଆ ଲେବର କୋଡରେ ଓଭରଟାଇମ୍ର କଡ଼ା ନିୟମ
ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ, ଓଭରଟାଇମ କାମ କରିବା ଆଉ କ୍ଷତିରେ ଯିବନି। ବରଂ, ଏହା ରୋଜଗାରକୁ ଦ୍ୱିଗୁଣିତ କରିବାର ପ୍ରତିଶ୍ରୁତି ଦିଏ! ୧ ଏପ୍ରିଲ, ୨୦୨୬ ଠାରୁ କାର୍ଯ୍ୟକାରୀ ହେଉଥିବା ନୂଆ ଲେବର କୋଡ କର୍ମଚାରୀମାନଙ୍କ ପାଇଁ ଅତିରିକ୍ତ କାମ ବଦଳରେ ଅତିରିକ୍ତ…
Paytm ଗ୍ରାହକଙ୍କୁ ବଡ଼ ଝଟ୍କା! RBI ରଦ୍ଦ କଲା ବ୍ୟାଙ୍କିଂ ଲାଇସେନ୍ସ, ଏବେ ଆଉ…
ମୁମ୍ବାଇ,୨୪।୪: ଡିଜିଟାଲ କାରବାର କ୍ଷେତ୍ରରେ ଦେଶର ଅନ୍ୟତମ ପ୍ରତିଷ୍ଠିତ ସଂସ୍ଥା ପେଟିଏମ୍ ପେମେଣ୍ଟ ବ୍ୟାଙ୍କ ଲିମିଟେଡକୁ ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ପକ୍ଷରୁ ଏକ ବଡ଼ ଶକ୍ତ ଧକ୍କା ଲାଗିଛି। ଶୁକ୍ରବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି କ୍ରମେ ଆରବିଆଇ ଏହି ବ୍ୟାଙ୍କର…
ମେ’୧ଠାରୁ ପରିବର୍ତ୍ତନ ହେବ EPFO ଉଠାଣ ନିୟମ, ଏଣିକି ସିଧାସଳଖ…
ନୂଆଦିଲ୍ଲୀ,୨୪।୪: ଲକ୍ଷ ଲକ୍ଷ EPFO ଗ୍ରାହକଙ୍କ ପାଇଁ ଏକ ବୈପ୍ଳବିକ ପରିବର୍ତ୍ତନ ହେବାକୁ ଯାଉଛି। ଆପଣଙ୍କୁ ଆଉ ଆପଣଙ୍କ PF ଟଙ୍କା ଉଠାଇବା ପାଇଁ ସପ୍ତାହେ ଅପେକ୍ଷା କରିବାକୁ ପଡିବ ନାହିଁ, କାରଣ ମେ’୧ ୨୦୨୬ ଠାରୁ ଆପଣ UPI ମାଧ୍ୟମରେ…
ଯୁବବର୍ଗଙ୍କ ଆକାଂକ୍ଷାକୁ ପ୍ରତିଫଳିତ କରିଛି ଧରିତ୍ରୀ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଭୁବନେଶ୍ୱର,୨୩।୪: ଧରିତ୍ରୀ ଏବଂ ଓଡ଼ିଶା ପୋଷ୍ଟର ମିଳିତ ଆନୁକୂଲ୍ୟରେ ଆୟୋଜିତ ବିଜିନେସ ଏମିନେସ୍ସ ଆଓ଼୍ବାଡର୍ସ ୨୦୨୬ର ଷଷ୍ଠ ସଂସ୍କରଣ ଗୁରୁବାର ଭୁବନେଶ୍ୱରର ହୋଟେଲ ସ୍ୱସ୍ତି ପ୍ରିମିୟମରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଶିଳ୍ପ-ଦକ୍ଷତା ବିକାଶ ତଥା ବୈଷୟିକ…
ବିଜ୍ନେସ ଏମିନେସ୍ସ ଆୱାର୍ଡ୍ସ-୨୦୨୬: LIVE ଅପ୍ଡେଟ୍ସ
ଧରିତ୍ରୀ ଏବଂ ଓଡ଼ିଶା ପୋଷ୍ଟର ମିଳିତ ଆନୁକୂଲ୍ୟରେ ଆୟୋଜିତ ବହୁପ୍ରତୀକ୍ଷିତ ବିଜ୍ନେସ ଏମିନେସ୍ସ ଆୱାର୍ଡ୍ସ-୨୦୨୬ ଷଷ୍ଠ ସଂସ୍କରଣ ଗୁରୁବାର ଭୁବନେଶ୍ୱରର ହୋଟେଲ ସ୍ବସ୍ତି ପ୍ରିମିୟମରେ ଅନୁଷ୍ଠିତ ହେଉଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଶିଳ୍ପ, ଦକ୍ଷତା ବିକାଶ ତଥା…
ଆଜି ବିଜ୍ନେସ ଏମିନେସ୍ସ ଆଓ୍ବାଡର୍ସ-୨୦୨୬: ଯୋଗଦେବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୩।୪: ଧରିତ୍ରୀ ଏବଂ ଓଡ଼ିଶାପୋଷ୍ଟ ଆନୁକୂଲ୍ୟରେ ଗୁରୁବାର ହୋଟେଲ ସ୍ବସ୍ତି ପ୍ରିମିୟମରେ ବିଜ୍ନେସ ଏମିନେସ୍ସ ଆଓ୍ବାଡର୍ସ-୨୦୨୬ ଆରମ୍ଭ ହେବାକୁ ଯାଉଛି। ଏହି ଅବସରରେ ଯୋଗ ଦେବାକୁ ଥିବା ସମସ୍ତ ବ୍ୟବସାୟୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଧରିତ୍ରୀ ତଥା ଓଡ଼ିଶା ପୋଷ୍ଟର କାର୍ଯ୍ୟନିର୍ବାହୀ ଆଦ୍ୟାଶା…
ଆଉ ୧୫ ଦିନ ପରେ ବଢ଼ିପାରେ ତେଲ ଦର! ପେଟ୍ରୋଲିୟମ ଡିଲର୍ସ ସଂଘ କହିଲା….
ନୂଆଦିଲ୍ଲୀ,୨୨।୪: ତୈଳ ଦରକୁ ନେଇ ପେଟ୍ରୋଲିୟମ ଡିଲର୍ସ ସଂଘର ଆକଳନ । ଆଉ ୧୫ ଦିନ ଯୁଦ୍ଧ ସ୍ଥିତି ଲାଗିଲ ରହିଲେ, ବଢ଼ିପାରେ ତେଲ ଦର। ଅଶୋଧିତ ତୈଳ ବ୍ୟାରେଲ ୧୨୦ ଟପିଲେ, ପେଟ୍ରୋଲ-ଡିଜେଲ ଲିଟରରେ ବଢ଼ିଯିବ ୫ ଟଙ୍କା ।…
Business Eminence Awards 2026: ଡିଜିଟାଲ ପ୍ଲାଟ୍ଫର୍ମ ରୋଗୀଙ୍କ ଯାତାୟାତ ସମସ୍ୟା ଦୂରକରୁଛି
ଭୁବନେଶ୍ୱରସ୍ଥିତ ଆପୋଲୋ ହସ୍ପିଟାଲର ଚିଫ୍ ଅପରେଟିଂ ଅଫିସର ଭାବରେ ଡା. ଆଲୋକ ଶ୍ରୀବାସ୍ତବ ନେତୃତ୍ୱ ନେଉଛନ୍ତି। ଡା. ଶ୍ରୀବାସ୍ତବ ଦିଲ୍ଲୀ ବିଶ୍ୱବିଦ୍ୟାଳୟର ଫ୍ୟାକଲ୍ଟି ଅଫ୍ ମ୍ୟାନେଜମେଣ୍ଟ ଷ୍ଟଡିଜ୍ରୁ ପୋଷ୍ଟ ଗ୍ରାଜୁଏଟ୍ ମାଷ୍ଟର୍ସ ଇନ୍ ବିଜ୍ନେସ୍ ଆଡ୍ମିନିଷ୍ଟ୍ରେଶନ ସମାପ୍ତ କରିଛନ୍ତି। ଆମେରିକାର ୟୁନିଭର୍ସିଟି…
ଗ୍ରାମାଞ୍ଚଳ ପାଇଁ ହାଇବ୍ରିଡ୍ ସ୍ବାସ୍ଥ୍ୟ ମଡେଲ୍ ଜରୁରୀ: ପ୍ରିୟଦର୍ଶୀ ମହାପାତ୍ର
ପ୍ରିୟଦର୍ଶୀ ମହାପାତ୍ର ଜଣେ ଅଭିଜ୍ଞ ଶିଳ୍ପପତି ଏବଂ ସଫଳ ଉଦ୍ୟୋଗୀ ଭାବେ ପରିଚିତ। ସେ ‘କ୍ୟୁଅରବେ’ ପ୍ରତିଷ୍ଠା କରିବା ପୂର୍ବରୁ ଗୁଗଲ୍, ମାଇକ୍ରୋସଫ୍ଟ, ଏସ୍ଏପି, ଆଭାୟା ଏବଂ ସନ୍ ମାଇକ୍ରୋସିଷ୍ଟମ୍ସ ଭଳି ବିଶ୍ୱସ୍ତରୀୟ କମ୍ପାନୀଗୁଡ଼ିକରେ ଗୁରୁତ୍ୱପୂର୍ଣ୍ଣ ପଦବୀରେ କାର୍ଯ୍ୟ କରିଛନ୍ତି। ଭାରତର…

