ଉତ୍କଳ ହସ୍ପିଟାଲର ପ୍ରଥମ ଏଥିକ୍ସ କମିଟି ବୈଠକ
ନୂଆଦିଲ୍ଲୀ,୬।୭: ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ ତଥା ମଲ୍ଟି ସ୍ପେଶାଲିଟି ହେଲଥ ୟୁନିଟ ଉତ୍କଳ ହସ୍ପିଟାଲ ଭୁବନେଶ୍ୱରର ପ୍ରଥମ ଏଥିକ୍ସ କମିଟିର ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ବିଶେଷକରି କେନ୍ଦ୍ର ସରକାରଙ୍କର ସ୍ବାସ୍ଥ୍ୟ ଓ ଗବେଷଣା ବିଭାଗ ଦ୍ୱାରା ଅନୁମୋଦିତ...
ଟୁଇଟର୍କୁ ଟକ୍କର ଦେବ ଥ୍ରେଡ୍ସ ଆପ୍
ଟୁଇଟର୍କୁ ଟକ୍କର ଦେବାକୁ ଆସୁଛି ଥ୍ରେଡ୍ସ ଆପ୍। ଫେସବୁକ ଏବଂ ଇନଷ୍ଟାଗ୍ରାମ ମାଲିକାନା ମେଟା ଟୁଇଟର୍ ସହିତ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଥ୍ରେଡ୍ସ ଆପ ଲଞ୍ଚ କରିବାକୁ ପ୍ରସ୍ତୁତ ହେଉଛି। ଏହାର ଶୁଭାରମ୍ଭ ଜୁଲାଇ ୬ରେ ହେବାକୁ ଯାଉଛି। ପ୍ରଥମେ ଏହାକୁ...
ଟିପିସିଓଡିଏଲ୍ର ନୂତନ ସିସିସି ଉଦ୍ଘାଟିତ
ଭୁବନେଶ୍ୱର,୫।୭: ଗ୍ରାହକ ଅନୁଭୂତିରେ ଉନ୍ନତି ଆଣିବା ଲାଗି ରହିଥିବା ପ୍ରତିବଦ୍ଧତା ଅନୁସାରେ ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍ (ଟିପିସିଓଡିଏଲ୍)ର ୧୯ତମ ଗ୍ରାହକ ସେବା କେନ୍ଦ୍ର(ସିସିସି) ନିମାପଡ଼ାଠାରେ ଉଦ୍ଘାଟିତ ହୋଇଯାଇଛି।...
ବଲାଙ୍ଗୀର ଅରୁନ୍ଧତୀ ଜୁଏଲର୍ସର ୨୩ତମ ବାର୍ଷିକ ଉତ୍ସବ
ଭୁବନେଶ୍ୱର,୫।୭: ରାଜ୍ୟର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ଅରୁନ୍ଧତୀ ଜୁଏଲର୍ସର ବଲାଙ୍ଗୀର ଫ୍ଲାଗ୍ଶିପ୍ ଶୋ’ରୁମ୍ର ୨୩ତମ ବାର୍ଷିକ ଉସତ୍ବ ନିକଟରେ ପାଳିତ ହୋଇଯାଇଛି। ଉଲ୍ଲେଖଯୋଗ୍ୟ, ଅରୁନ୍ଧତୀର ୨୩ ତମ ବାର୍ଷିକ ଉତ୍ସବକୁ ଚିରସ୍ମରଣୀୟ କରିବା ପାଇଁ ଆକର୍ଷଣୀୟ ଅଫର ସମ୍ପର୍କରେ ମଧ୍ୟ...
ବନ୍ଧନ ଏଫ୍ସି ଫଣ୍ଡ୍ର ଶୁଭାରମ୍ଭ
ନୂଆଦିଲ୍ଲୀ,୫।୭: ବନ୍ଧନ ମ୍ୟୁଚୁଆଲ ଫଣ୍ଡ ପକ୍ଷରୁ ଏକ ଓପନ-ଏଣ୍ଡେଡ୍ ଇକ୍ୱିଟି ସ୍କିମ୍ ବନ୍ଧନ ଫାଇନାନ୍ସିଆଲ ସର୍ଭିସେସ୍ (ଏଫ୍ସି) ଫଣ୍ଡ୍ର ଶୁଭାରମ୍ଭ କରାଯାଇଛି। ଏହି ନୂଆ ଫଣ୍ଡ୍ ଅଫର୍ ୨୦୨୩ ଜୁଲାଇ ୨୪ରେ ବନ୍ଦ ହେବ। ବନ୍ଧନ ଫାଇନାନ୍ସିଆଲ ସର୍ଭିସେସ୍ ଫଣ୍ଡ୍ରେ...
କିଆ ଇଣ୍ଡିଆର ଦି ନ୍ୟୁ ସେଲ୍ଟସ୍ ଉନ୍ମୋଚିତ
ନୂଆଦିଲ୍ଲୀ,୫।୭: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ କିଆ ଇଣ୍ଡିଆର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ମିଡ୍ ସାଇଜ ଏସ୍ୟୁଭି ‘ଦି ନ୍ୟୁ କିଆ ସେଲ୍ଟସ୍’ର ସର୍ବଭାରତୀୟ ଉନ୍ମୋଚନ ହୋଇଯାଇଛି। ବିଶେଷକରି ଦି ନ୍ୟୁ କିଆ ସେଲ୍ଟସ୍ରେ ଅନେକ...
ମ୍ୟାଙ୍ଗୋ ମାର୍କେଟରେ ମଣ୍ଡି ବ୍ରାଣ୍ଡିଂ କାର୍ଯ୍ୟକ୍ରମ
ଭୁବନେଶ୍ୱର,୫।୭: ୟୁନିୟନ ବ୍ୟାଙ୍କ ଅଫ୍ ଇଣ୍ଡିଆର ବ୍ରହ୍ମପୁର କ୍ଷେତ୍ରୀୟ କାର୍ଯ୍ୟାଳୟ ପକ୍ଷରୁ ନିକଟରେ ଏକ ମଣ୍ଡି ବ୍ରାଣ୍ଡିଂ କାର୍ଯ୍ୟକ୍ରମ ମ୍ୟାଙ୍ଗୋ ମାର୍କେଟରେ ଅନୁଷ୍ଠିତ ହୋଇଯାଇଛି। ବ୍ୟାଙ୍କ ପକ୍ଷରୁ ଗ୍ରାହକମାନଙ୍କୁ କ୍ୟୁଆର୍ କୋଡ୍ ପ୍ରଦାନ ସହ ନୂତନ ଗ୍ରାହକମାନଙ୍କୁ ବ୍ୟାଙ୍କର ଉପତ୍ାଦଗୁଡିକ...
ଶେୟାର ବଜାରରେ ଉତ୍ସାହ
ନୂଆଦିଲ୍ଲୀ,୫।୭ (ଅଭୟ ଦାଶ): କ୍ରମାଗତ ୪ର୍ଥ ଦିନ ଲାଗି ଭାରତୀୟ ଶେୟାର ବଜାରରେ ଉତ୍ସାହ ଜାରି ରହିଛି। ଏପରିକି ଘରୋଇ ପୁଞ୍ଜିବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବୃଦ୍ଧି କରିଛନ୍ତି। ମଙ୍ଗଳବାର ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ(ବିଏସ୍ଇ)ର ସେନ୍ସେକ୍ସ ୨୭୪ ପଏଣ୍ଟ...
ବିଓଆଇର ନୂତନ ଏମ୍ଏସ୍ଏସ୍ସି ଯୋଜନା
ଭୁବନେଶ୍ୱର,୪।୭: ବ୍ୟାଙ୍କ ଅଫ୍ ଇଣ୍ଡିଆ (ବିଓଆଇ)ର ନୂତନ ଯୋଜନା ‘ମହିଳା ସମ୍ମାନ ସେଭିଙ୍ଗ୍ ସାର୍ଟିଫିକେଟ୍ (ଏମ୍ଏସ୍ଏସ୍ସି)-୨୦୨୩’ର ଆନୁଷ୍ଠାନିକ ଶୁଭାରମ୍ଭ ସୋମବାରଠାରୁ ସର୍ବଭାରତୀୟସ୍ତରରେ ହୋଇଯାଇଛି। ବିଶେଷ କରି ଭାରତର ପ୍ରଥମ ବ୍ୟାଙ୍କ ଭାବେ ବିଓଆଇ ଚଳିତ ମାସ ୩ ତାରିଖରେ ଭାରତ...
‘ହୋଣ୍ଡା ଏଲିଭେଟ୍’ର ପ୍ରାକ୍-ଉନ୍ମୋଚନ ବୁକିଂ
ଭୁବନେଶ୍ୱର,୪।୭(ଅଭୟ ଦାଶ): ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ତଥା ପ୍ରିମିୟମ୍ କାର୍ ନିର୍ମାତା ହୋଣ୍ଡା କାର୍ସ ଇଣ୍ଡିଆ ଲିମିଟେଡ୍ (ଏଚ୍ସିଆଇଏଲ୍)ର ବହୁ ପ୍ରତୀକ୍ଷିତ ମଧ୍ୟମ-ଆକାରର ଏସ୍ୟୁଭି ‘ହୋଣ୍ଡା ଏଲିଭେଟ୍’ର ପ୍ରାକ୍-ଉନ୍ମୋଚନ ବୁକିଂର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଭାରତରେ ଥିବା...
ରିଲାଏନ୍ସ ଜିଓର ୯୯୯ ଟଙ୍କିଆ ୪ଜି ଫୋନ୍
ଭୁବନେଶ୍ୱର,୪।୭: ରିଲାଏନ୍ସ ଜିଓର ୯୯୯ ଟଙ୍କିଆ ଆକର୍ଷଣୀୟ ୪ଜି ଫୋନ୍ ‘ଜିଓ ଭାରତ ଭି୨’ କୁ ସୋମବାର ସର୍ବଭାରତୀୟ ଉନ୍ମୋଚନ କରାଯାଇଛି। ବିଶେଷ କରି ଦେଶ ଭିତରେ ଉତ୍ପାଦନ କରାଯାଉଥିବା ଏବଂ ମାତ୍ର ୭୧ ଗ୍ରାମ ଓଜନର ଜିଓ ଭାରତ...
ଏସବିଆଇ ପକ୍ଷରୁ ଆଇସିସିଡବ୍ଲ୍ୟୁ ସୁବିଧା
ଭୁବନେଶ୍ୱର,୪।୭: ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ (ଏସବିଆଇ)ର ୬୮ ତମ ବ୍ୟାଙ୍କ୍ ଦିବସ ନିକଟରେ ପାଳିତ ହୋଇଯାଇଛି। ଏସବିଆଇର ଡିଜିଟାଲ୍ ବ୍ୟାଙ୍କିଙ୍ଗ୍ ଆପ୍ ‘ୟୋନୋ’ରେ କେତେକ ନୂତନ ସୁବିଧାର ଶୁଭାରମ୍ଭ କରାଯାଇଥିବାବେଳେ ଇଣ୍ଟରଅପରେବଲ୍ କାର୍ଡଲେସ୍ ନଗଦ ଉଠାଣ (ଆଇସିସିଡବ୍ଲ୍ୟୁ) ସୁବିଧା ମଧ୍ୟ...
Archives


