ବାଣିଜ୍ୟ

ଭିତ୍ତିଭୂମି ନିର୍ମାଣ କ୍ଷେତ୍ରକୁ ଗୁରୁତ୍ୱ

ଭୁବନେଶ୍ୱର,୧୮।୧୦(ଅଭୟ ଦାଶ): ଦେଶର ଭିତ୍ତିଭୂମି ବିକାଶ ନିମନ୍ତେ କେନ୍ଦ୍ର ସରକାର (ଭାରତ) ଆସନ୍ତା ୭ ବର୍ଷ ମଧ୍ୟରେ ପ୍ରାୟ ୧୪୩ ଲକ୍ଷ କୋଟି ଟଙ୍କା ବ୍ୟୟ (ଖର୍ଚ୍ଚ) କରିବ ବୋଲି ରେଟିଂ ଏଜେନ୍ସି କ୍ରିସିଲ ଏକ ରିର୍ପୋଟରେ ବିସ୍ତୃତ ଭାବେ ଉଲ୍ଲେଖ…

ଆରବିଆଇର ବଡ଼ କାର୍ଯ୍ୟାନୁଷ୍ଠାନ: ଏହି ଦୁଇ ବ୍ୟାଙ୍କ ଉପରେ ଲଗାଇଲା ଜୋରିମାନା, ଜାଣନ୍ତୁ ସାଧାରଣ ଲୋକଙ୍କ ଉପରେ କ’ଣ ପଡିବ ପ୍ରଭାବ

ନୂଆଦିଲ୍ଲୀ, ୧୭।୧୦: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆରବିଆଇ) ମଙ୍ଗଳବାର ଘରୋଇ କ୍ଷେତ୍ରର ଦୁଇ ପ୍ରମୁଖ ଆଇସିଆଇସିଆଇ ବ୍ୟାଙ୍କ ଏବଂ କୋଟାକ୍ ମହିନ୍ଦ୍ରା ବ୍ୟାଙ୍କ ଉପରେ ମୋଟା ଅଙ୍କର ଜୋରିମାନା ଲଗାଇଛନ୍ତି। ଆରବିଆଇ ଉଭୟ ବ୍ୟାଙ୍କ ଉପରେ ଯଥାକ୍ରମେ ୧୨.୧୯ କୋଟି ଟଙ୍କା ଏବଂ…

ସୁପ୍ରିମକୋର୍ଟଙ୍କ ଏହି ନିର୍ଦ୍ଦେଶ ପରେ ଜିଓ-ଏୟାରଟେଲ୍‌କୁ ଲାଗିପାରେ ଝଟ୍‌କା; ଦେବାକୁ ହେବ ୧୪୪୦୦ କୋଟି ଟଙ୍କାର ଟିକସ୍‌!

ନୂଆଦିଲ୍ଲୀ,୧୭।୧୦: ନିକଟରେ ସୁପ୍ରିମକୋର୍ଟ ଟେଲିକମ୍‌ ସେକ୍ଟର ସହ ଜଡ଼ିତ ଏକ ନିଷ୍ପତ୍ତି ନେଇଛନ୍ତି। ତଦନୁଯାୟୀ ଟେଲିକମ୍‌ ଅପରେଟରମାନଙ୍କ ଦ୍ୱାରା ଦିଆଯାଉଥିବା ଲାଇସେନ୍ସ ଫିସ୍‌କୁ କ୍ୟାପିଟାଲ ଏକ୍ସପେଣ୍ଡିଚର ବୋଲି ଧରାଯିବ ବୋଲି କୋର୍ଟ କହିଛନ୍ତି। ଏଭଳି ନିଷ୍ପତ୍ତି ପରେ କୋଟାକ ଇନ୍‌ଷ୍ଟିଚ୍ୟୁସନାଲ ଆକ୍ଟିଭିଷ୍ଟ…

ପାର୍ବଣ ଋତୁରେ ଚାହିଦାକୁ ଦେଖି ବଢ଼ିଲା ଗହମର ଦାମ୍, ୬ ମାସରେ ୨୨ ପ୍ରତିଶତ ବୃଦ୍ଧି

ନୂଆଦିଲ୍ଲୀ, ୧୭।୧୦: ଦେଶରେ ପାର୍ବଣ ଋତୁ ମଧ୍ୟରେ ଗହମର ମୂଲ୍ୟ ବୃଦ୍ଧି ପାଇଛି। ବର୍ତମାନ ସମୟରେ ଦେଶରେ ଭାରି ଚାହିଦା କାରଣରୁ ଘରୋଇ ବଜାରରେ ଗହମର ଦାମ୍ ୮ ମାସର ମଧ୍ୟରେ ସର୍ବୋଚ୍ଚ ସ୍ତରରେ ପହଞ୍ଚିଛି। ଆଶା କରାଯାଉଛି ଯେ ଏହି…

ମହଙ୍ଗା ହେଲା ସୁନା, ରୁପା

ନୂଆଦିଲ୍ଲୀ,୧୭।୧୦: ଦୀପାବଳି ସୁଦ୍ଧା ସୁନା ଦର ୧୦ ଗ୍ରାମ ପିଛା ୬୧ ହଜାର ଟପିପାରେ । ଏ ନେଇ ବିଶେଷଜ୍ଞମାନେ ଆକଳନ କରିଛନ୍ତି। ସେହିପରି ରୁପାର କେଜି ପିଛା ଦାମ ୭୫ ହଜାର ଟଙ୍କା ହୋଇଯାଇପାରେ। ଦୀପାବଳି ପର୍ବ ପୂର୍ବରୁ ଧନ…

ଶର୍ଟଲେସ୍‌ ହୋଇ ମିଟିଂ କଲେ ଏୟାର ଏସିଆ ସିଇଓ, ସୋସିଆଲ ମିଡିଆରେ ଫଟୋ ଭାଇରାଲ ପରେ…

ନୂଆଦିଲ୍ଲୀ,୧୭।୧୦: ଏୟାର ଏସିଆର ସିଇଓ ଟୋନି ଫର୍ନାଡିସ ଏକ ଫଟୋକୁ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛନ୍ତି। ଫଟୋଟି ଟୋନିଙ୍କର ହୋଇଥିବା ବେଳେ ସେ ଶର୍ଟଲେସ୍‌ ହୋଇ ମସାଜ୍‌କୁ ଉପଭୋଗ କରୁଥିବା ଦେଖାଯାଇଛି। ନିଜେ ସେ ଫଟୋଟିକୁ ଲିଙ୍କଡିନ୍‌ରେ ଶେୟାର…

ଆଉ ଏକ ବଡ଼ କମ୍ପାନୀକୁ ମିଳିଲା ଜିଏସଟି ବକେୟା ନୋଟିସ୍, ଦେବାକୁ ପଡ଼ିବ ୩୨୧ କୋଟି ଟଙ୍କା

ନୂଆଦିଲ୍ଲୀ, ୧୭।୧୦: ଦେଶର ଖାଉଟି ଦ୍ରବ୍ୟ ଉତ୍ପାଦନକାରୀ କମ୍ପାନୀ ଡାବର ଇଣ୍ଡିଆକୁ ମିଳିଛି ଜିଏସଟି ବକେୟା ନୋଟିସ୍। ଜିଏସଟି ଅଥରିଟି କମ୍ପାନୀକୁ ୩୨୧ କୋଟି ଟଙ୍କାର ନୋଟିସ ପଠାଇଛନ୍ତି। କମ୍ପାନୀ ବର୍ତ୍ତମାନ ଏହି ନୋଟିସର ତର୍ଜମା କରୁଛି। ଡାବର ଇଣ୍ଡିଆ ଷ୍ଟକ…

ପିଏନ୍‌ବି ପକ୍ଷରୁ ପୁରସ୍କାର ବିତରଣ ଉତ୍ସବ

ଭୁବନେଶ୍ୱର, ୧୭।୧୦: ପଞ୍ଜାବ ନ୍ୟାଶନାଲ୍‌ ବ୍ୟାଙ୍କ (ପିଏନ୍‌ବି)ର ସମ୍ବଲପୁର ମଣ୍ଡଳ କାର୍ଯ୍ୟାଳୟ ପକ୍ଷରୁ ରାଜଭାଷା ସମାରୋହ ଓ ପୁରସ୍କାର ବିତରଣ ଉତ୍ସବ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏପରିକି ପିଏନ୍‌ବି ସମ୍ବଲପୁର ମଣ୍ଡଳର ମଣ୍ଡଳ ମୁଖ୍ୟ ଅଜିତ କୁମାର ମେହେରଙ୍କ ଅଧ୍ୟକ୍ଷତାରେ ମୁଖ୍ୟ…

ହୋଣ୍ଡାର ଅଲ୍‌ ନ୍ୟୁ ସିବି୩୦୦ଆର୍‌ ଉନ୍ମୋଚିତ

ଭୁବନେଶ୍ୱର, ୧୭।୧୦, (ଅଭୟ ଦାଶ): ହୋଣ୍ଡା ମୋଟରସାଇକେଲ୍‌ ଆଣ୍ଡ୍‌ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ପ୍ରାଇଭେଟ ଲିମିଟେଡର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ହୋଣ୍ଡା ଅଲ ନ୍ୟୁ ସିବି୩୦୦ଆରକୁ ନିକଟରେ ସର୍ବଭାରତୀୟ ଉନ୍ମୋଚନ କରାଯାଇଛି। ବିଶେଷ କରି ଓବିଡି୨ଏ ନିୟମ…

ଆଜିଠୁ ୩ ଦିନିଆ ସାମୁଦ୍ରିକ ସମାରୋହ

ଭୁବନେଶ୍ୱର, ୧୭।୧୦: ଗ୍ଲୋବାଲ ମେରିଟାଇମ୍‌ ଇଣ୍ଡିଆ ଶିଖର ସମ୍ମିଳନୀ (ନୂଆଦିଲ୍ଲୀ,୧୬।୧୦: ଚଳିତ ବର୍ଷ ଅକ୍ଟୋବର ୧୭ ରୁ ୧୯ ତାରିଖ ପର୍ଯ୍ୟନ୍ତ ମୁମ୍ବାଇର ଏମ୍‌ଏମ୍‌ଆର୍‌ଡିଏ ପଡ଼ିଆଠାରେ ଅନୁଷ୍ଠିତ ହେବାକୁ ଥିବା ଗ୍ଲୋବାଲ ମେରିଟାଇମ୍‌ ଇଣ୍ଡିଆ ଶିଖର ସମ୍ମିଳନୀ ୨୦୨୩ (ଜିଏମ୍‌ଆଇଏସ୍‌-୨୦୨୩)ର ତୃତୀୟ…

ଜିଓ ମାର୍ଟ ଡିଜିଟାଲର ଏକ୍ସକ୍ଲୁସିଭ ଆଉଟଲେଟ

ଭୁବନେଶ୍ୱର ,୧୭।୧୦ ( ଅଭୟ ଦାଶ); ରିଲାଏନ୍ସ ରିଟେଲର ଅଗ୍ରଣୀ ବ୍ରାଣ୍ଡ୍‌ ‘ଜିଓ ମାର୍ଟ ଡିଜିଟାଲ’ର ଏକ୍ସକ୍ଲୁସିଭ ଆଉଟଲେଟ ସୋମବାର ବାପୁଜୀ ନଗରଠାରେ ଉଦ୍‌ଘାଟିତ ହୋଇଯାଇଛି। ଉଲ୍ଲେଯୋଗ୍ୟ, ଜିଓ ମାର୍ଟ ଡିଜିଟାଲର ପ୍ରାଞ୍ଚାଇଜ ପାର୍ଟନର ଆରଜେଏସ ଏଣ୍ଟରପ୍ରାଇଜେସ୍‌ ପ୍ରାଇଭେଟ ଲିମିଟେଡ ଆନୁକୂଲ୍ୟରେ…

ପିଜିଆଇର ନୂତନ କଲେକ୍ସନ

ଭୁବନେଶ୍ୱର, ୧୭।୧୦: ଅନ୍ତଃରାଷ୍ଟ୍ରୀୟ ଅଳଙ୍କାର ବ୍ରାଣ୍ଡ୍‌ ତଥା ପ୍ଲାଟିନମ୍‌ ଗିଲ୍‌ଡ ଇଣ୍ଟରନ୍ୟାଶନାଲ(ପିଜିଆଇ)ର ନୂତନ କଲେକ୍ସନ ‘ପ୍ଲାଟିନମ୍‌ ଲଭ୍‌ ବ୍ୟାଣ୍ଡ୍‌’କୁ ନିକଟରେ ସର୍ବଭାରତୀୟ ଉନ୍ମୋଚନ କରାଯାଇଛି। ବିଶେଷକରି ୯୫% ଶୁଦ୍ଧ ଓ ବିରଳ ପ୍ଲାଟିନମ୍‌ରେ ଗଢ଼ା ଏହି କଲେକ୍ସନ ପ୍ରେମର ଚରମ ପ୍ରତୀକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?