ବାଣିଜ୍ୟ

୨୦୦୦ ଟଙ୍କିଆ ନୋଟ୍‌ ବଦଳାଇବା ସମୟସୀମା ବଢ଼ାଇଲା ଆର୍‌ବିଆଇ, ଜାଣନ୍ତୁ କେବେ ଯାଏ…

ନୂଆଦିଲ୍ଲୀ,୩୦।୯: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ୨୦୦୦ ଟଙ୍କିଆ ନୋଟ୍‌ ବଦଳାଇବା ଏବଂ ବ୍ୟାଙ୍କରେ ଜମା କରିବାର ସମୟସୀମାକୁ ବୃଦ୍ଧି କରିଛି। ପୂର୍ବ ଘୋଷଣା ମୁତାବକ ୨୦୨୩ ସେପ୍ଟେମ୍ବର ୩୦ ଏହାର ଶେଷ ତାରିଖ ଥିବା ବେଳେ ଏବେ ଏହାକୁ ୨୦୨୩ ଅକ୍ଟୋବର…

ଆସନ୍ତାକାଲି ଠାରୁ ବିଦେଶ ଯାତ୍ରା ହେବ ମହଙ୍ଗା

ନୂଆଦିଲ୍ଲୀ,୩୦।୯: ବିଦେଶ ଯାତ୍ରା ପାଇଁ ପ୍ଲାନିଂ କରୁଛନ୍ତି କି? ଅକ୍ଟୋବର ୧ ଅର୍ଥାତ୍‌ ଆସନ୍ତାକାଲିଠାରୁ ବିଦେଶ ଯାତ୍ରା ମହଙ୍ଗା ହେବାକୁ ଯାଉଛି। ରବିବାର ଠାରୁ ବିଦେଶୀ ଟୁର୍‌ ପ୍ୟାକେଜ ମହଙ୍ଗା ହେବାକୁ ଯାଉଛି । ବିଦେଶ ଯାତ୍ରା ପାଇଁ ୭ଲ୪ଣୁ ଅଧକ…

ରୋଜ କିସମର ପିଆଜରେ ରପ୍ତାନୀ ଶୁଳ୍କ ହଟାଇଲେ ସରକାର

ନୂଆଦିଲ୍ଲୀ,୩୦।୯: ପିଆଜ ଚାଷୀଙ୍କ ପାଇଁ କେନ୍ଦ୍ର ସରକାର ଏକ ବଡ ପଦକ୍ଷେପ ନେଇଛନ୍ତି। ରୋଜ କିସମର ପିଆଜ ଉପରେ ରପ୍ତାନି ଶୁଳ୍କ ହଟାଇ ଦେଇଛନ୍ତି ଭାରତ ସରକାର। ଏହି ପଦକ୍ଷେପରେ ଏକ ଲକ୍ଷ ପିଆଜ ଚାଷୀ ଲାଭବାନ ହେବେ। ଏହାଦ୍ୱାରା ପିଆଜର…

୨ହଜାର ଟଙ୍କା ବଦଳାଇବା ପାଇଁ ବଢାଯିବନି ସମୟ ସୀମା:ଆରବିଆଇ

ନୂଆଦିଲ୍ଲୀ,୩୦।୯: ୨ହଜାର ବଦଳାଇବା ନେଇ ବଡ ଖବର ଆସିଛି। ନୋଟ ବଦଳାଇବା ସମୟସୀମା ଉପରେ ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ ପ୍ରତିକ୍ରିୟା ଦେଇଛି। ଆରବିଆଇ କହିଛି, ୨ହଜାର ଟଙ୍କା ନୋଟ ବଦଳାଇବାର ଶେଷ ତାରିଖ ୩୦ ସେପ୍ଟେମ୍ବର ଅର୍ଥାତ୍‌ ଆଜି ଶେଷ…

ଜନ୍ମ ପ୍ରମାଣପତ୍ରରୁ କ୍ଷୁଦ୍ର ସଞ୍ଚୟ ଯୋଜନା ଯାଏ… ଅକ୍ଟୋବରରୁ ବଦଳିବ ଏହି ୫ ନିୟମ; ଦେଖନ୍ତୁ ସମ୍ପୂର୍ଣ୍ଣ ତାଲିକା

ନୂଆଦିଲ୍ଲୀ,୩୦।୯: ରବିବାରଠାରୁ ଅକ୍ଟୋବର ୨୦୨୩ ଆରମ୍ଭ ହେବ। ସବୁ ମାସ ପରି ଏହି ନୂଆ ମାସରେ ଅନେକ କିଛି ବଦଳିବାକୁ ଯାଉଛି। ଏହାର ପ୍ରଭାବ ଆପଣଙ୍କ ପର୍ସ ଉପରେ ପଡ଼ିପାରେ। ବିଶେଷକରି ଏଲ୍‌ପିଜିଠାରୁ ଆରମ୍ଭ କରି ସ୍ମଲ ସେଭିଂ ସ୍କିମ୍‌ ଆଦିରେ…

ଜୁଲାଇରେ ଜିଓର ସର୍ବାଧିକ ନୂତନ ଗ୍ରାହକ

ଭୁବନେଶ୍ୱର, ୩୦।୯ : ଚଳିତ ବର୍ଷ ଜୁଲାଇରେ ରିଲାଏନ୍ସ ଜିଓ ଓଡ଼ିଶାର ସର୍ବାଧିକ ସଂଖ୍ୟକ ନୂଆ ମୋବାଇଲ ଗ୍ରାହକ ଯୋଡ଼ିଥିବାବେଳେ ରାଜ୍ୟରେ ସବୁଠାରୁ ପସନ୍ଦର ଡିଜିଟାଲ ସେବା ପ୍ରଦାନକାରୀ କମ୍ପାନୀ ଭାବେ ଉଭାହୋଇଛି। ଏପରିକି ଭାରତୀୟ ଦୂରସଞ୍ଚାର ନିୟାମକ କର୍ତ୍ତୃପକ୍ଷ (ଟ୍ରାଇ)…

ଏନ୍‌ଏଲ୍‌ସିଆଇଏଲ୍‌ ସହ ଗ୍ରୀଡ୍‌କୋର ବୁଝାମଣା

ଭୁବନେଶ୍ୱର, ୩୦।୯ : ଏନ୍‌ଏଲ୍‌ସି ଇଣ୍ଡିଆ ଲିମିଟେଡ୍‌ (ଏନ୍‌ଏଲ୍‌ସିଆଇଏଲ୍‌) ଏବଂ ଗ୍ରୀଡ୍‌କୋ ଲିମିଟେଡ୍‌ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ବିଶେଷକରି ଓଡ଼ିଶାରେ ପ୍ରସ୍ତାବିତ ନେଭେଲି ତଲାବିରା ସୁପର କ୍ରିଟିକାଲ ଥର୍ମାଲ ପାୱାର ଷ୍ଟେଶନ (ଏନ୍‌ଟିଟିପିପି)ର ଷ୍ଟେଜ-୧ରେ ୪୦୦ମେଗାୱାଟ ଏବଂ…

ସାମ୍‌ସଙ୍ଗ୍‌ର ପାର୍ବଣ ସେଲିଂ

ଭୁବନେଶ୍ୱର, ୩୦।୯ : ଚଳିତ ବର୍ଷ ପାର୍ବଣ ଉପଲକ୍ଷେ ସାମ୍‌ସଙ୍ଗ୍‌ ପକ୍ଷରୁ ପାର୍ବଣ ସେଲିଂର ଶୁଭାରମ୍ଭ ହୋଇଯାଇଛି। ବିଶେଷକରି ସାମ୍‌ସଙ୍ଗ୍‌ର ବଛା ବଛା ସ୍ମାର୍ଟଫୋନ ଉପରେ ଆକର୍ଷଣୀୟ ସ୍ବତନ୍ତ୍ର ମୂଲ୍ୟ ସମ୍ପର୍କରେ ମଧ୍ୟ ଘୋଷଣା କରାଯାଇଛି। ଯେଉଁଥିରେ ସାମ୍‌ସଙ୍ଗ୍‌ ଗାଲାକ୍ସି ଏମ୍‌…

ଇଣ୍ଡିଆନ୍‌ ବ୍ୟାଙ୍କର ନୂତନ ଆଞ୍ଚଳିକ ମୁଖ୍ୟ

ଭୁବନେଶ୍ୱର, ୩୦।୯ : ଇଣ୍ଡିଆନ୍‌ ବ୍ୟାଙ୍କର ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟର ନୂତନ ଆଞ୍ଚଳିକ ମୁଖ୍ୟ ଭାବେ ଉପ-ମହାପ୍ରବନ୍ଧକ ସଚ୍ଚିକାନ୍ତ ଦାସ ନିକଟରେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ଦାସ ବ୍ୟାଙ୍କର କର୍ପୋରେଟ୍‌ ଆର୍ଥିକ ଅନ୍ତର୍ଭୁକ୍ତୀକରଣ ବିଭାଗର ଉପ-ମହାପ୍ରବନ୍ଧକ ଭାବେ କାର୍ଯ୍ୟ…

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୩୦।୯ : ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଚଳିତ ସପ୍ତାହର ଶେଷ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଳକ୍ଷାଧିକ ଟଙ୍କାର ନିବେଶ ବଢ଼ାଇଛନ୍ତି। ଶୁକ୍ରବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ…

୫ ବର୍ଷିଆ ଆର୍‌ଡି ଉପରେ ସୁଧ ହାର ବୃଦ୍ଧି

ନୂଆଦିଲ୍ଲୀ,୩୦।୯ (ଅଭୟ ଦାଶ) : ଚଳିତ ଆର୍ଥିକ ବର୍ଷର ୩ୟ (ଅକ୍ଟୋବରରୁ ଡିସେମ୍ବର) ତ୍ରୈମାସିକ ପାଇଁ କେନ୍ଦ୍ର ସରକାର ୫ବର୍ଷିଆ ରେକରିଂ ଡିପୋଜିଟ୍‌ (ଆର୍‌ଡି) ଉପରେ ସୁଧ ହାର ବୃଦ୍ଧି ସହ କ୍ଷୁଦ୍ର ସଞ୍ଚୟ ଯୋଜନା ଉପରେ ସୁଧ ହାର ଅପରିବର୍ତ୍ତିତ…

ବଢିପାରେ ୨୦୦୦ ଟଙ୍କିଆ ନୋଟ ବଦଳାଇବା ସମୟସୀମା

ନୂଆଦିଲ୍ଲୀ,୨୯।୯: ୨୦୦୦ଟଙ୍କିଆ ନୋଟ ବଦଳାଇବା ସମୟସୀମା ପାଖେଇ ଆସୁଛି, ତଥାପି ୨୪,୦୦୦ କୋଟି ଟଙ୍କାର ୨୦୦୦ଟଙ୍କିଆ ନୋଟ ବ୍ୟାଙ୍କିଙ୍ଗ ସିଷ୍ଟମକୁ ଫେରିନାହିଁ। ଏଭଳି ପରିସ୍ଥିତିରେ ପ୍ରଶ୍ନ ଉଠୁଛି କି ରିଜର୍ଭ ବ୍ୟାଙ୍କ ୨୦୦୦ଟଙ୍କା ନୋଟ ଫେରସ୍ତ ପାଇଁ ସମୟସୀମା ଆହୁରି ବଢାଯାଇପାରେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?