ସିଇଓ ପଦରୁ ଇସ୍ତଫା ଦେଲେ କୋଟାକ ମହିନ୍ଦ୍ରା ବ୍ୟାଙ୍କର ମୁଖ୍ୟ ଉଦୟ କୋଟାକ
ନୂଆଦିଲ୍ଲୀ,୨।୯: କୋଟାକ ମହିନ୍ଦ୍ରା ବ୍ୟାଙ୍କର ଏମଡି ତଥା ସିଇଓ ଉଦୟ କୋଟାକ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଷ୍ଟକ ଏକ୍ସଚେଞ୍ଜ ଫାଇଲିଂରେ ବ୍ୟାଙ୍କ ଏନେଇ ସୂଚନା ଦେଇଛି। ଉଦୟ କୋଟାକଙ୍କ ପରେ ଦୀପକ ଗୁପ୍ତା ଏମଡି ଏବଂ ସିଇଓ ଭାବରେ କାର୍ଯ୍ୟ…
କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ହେବ ୪ ପ୍ରତିଶତ ବୃଦ୍ଧି !…
କୋଲକାତା,୨।୯ : କେନ୍ଦ୍ର ସରକାରରେ ଏକ କୋଟିରୁ ଅଧିକ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଖୁସି ଖବର ରହିଛି। ଜୁଲାଇ ୧ ରୁ ମହଙ୍ଗା ଭତ୍ତା (ଡିଏ) ଏବଂ ପ୍ରିୟତା ରିଲିଫ (ଡିଆର) ରେ ଚାରି ପ୍ରତିଶତ ବୃଦ୍ଧି ପ୍ରାୟ ନିଶ୍ଚିତ…
ବିଶ୍ୱରେ ‘ବେଷ୍ଟ ବ୍ୟାଙ୍କର୍’ ଭାବେ ସମ୍ମାନିତ ହେଲେ ଆରବିଆଇ ମୁଖ୍ୟ ଶକ୍ତିକାନ୍ତ ଦାସ, ଶୁଭେଚ୍ଛା ଜଣାଇଲେ ମୋଦି
ନୂଆଦିଲ୍ଲୀ,୨।୯: ଦେଶ ପାଇଁ ଗର୍ବ ଆଣିଛନ୍ତି ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (ଆରବିଆଇ) ମୁଖ୍ୟ ଶକ୍ତିକାନ୍ତ ଦାସ। ଓଡିଆ ପୁଅ ତଥା ଆରବିଆଇର ଗଭର୍ଣ୍ଣର ଭାବେ ଅନ୍ତର୍ଜାତୀୟ ସ୍ତରରେ ଲୋକପ୍ରିୟ ହୋଇଛନ୍ତି। ଆମେରିକୀୟ ଗ୍ଲୋବାଲ ଫାଇନାନ୍ସ ପତ୍ରିକା ପକ୍ଷରୁ ଶକ୍ତିକାନ୍ତଙ୍କୁ ସର୍ବଭାରତୀୟ…
ମୀନକେତନଙ୍କୁ ‘ନଗରବନ୍ଧୁ’ ସମ୍ମାନ
ଭୁବନେଶ୍ୱର,୨।୯: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଓଡିଏମ୍ର ଅଧ୍ୟକ୍ଷ ଡ. ମୀନକେତନଙ୍କୁ ନିକଟରେ ଭୁବନେଶ୍ୱର ନଗର ନିଗମ (ବିଏମ୍ସି) ପକ୍ଷରୁ ‘ନଗରବନ୍ଧୁ’ ସମ୍ମାନରେ ସମ୍ମାନିତ କରାଯାଇଛି। ଚଳିତ ବର୍ଷର ସ୍ବାୟତ୍ତ ଶାସନ ଦିବସ ଅବସରରେ ବିଏମ୍ସି ପକ୍ଷରୁ ଏକ ସ୍ବତନ୍ତ୍ର…
ଆଇସିଆଇସିଆଇ ବ୍ୟାଙ୍କର ଡିଜିଟାଲ ଶାଖା ଉଦ୍ଘାଟିତ
ଭୁବନେଶ୍ୱର,୨।୯: ଆଇସିଆଇସିଆଇ ବ୍ୟାଙ୍କର ଆଉ ଏକ ନୂତନ ଡିଜିଟାଲ ଶାଖା ଭୁବନେଶ୍ୱର ପଟିଆ ନିକଟସ୍ଥ କଳାରାହାଙ୍ଗଠାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି। ଏହି ଅବସରରେ ବାଗ୍ଚୀ ଶ୍ରୀ ଶଙ୍କର କ୍ୟାନ୍ସର ସେଣ୍ଟରର ନିର୍ଦ୍ଦେଶକ, ଏକାଡେମିକ୍ ପ୍ରଫେସର ବିଧୁ କେ ମହାନ୍ତି (ଏମ୍ଡି)…
ଏସ୍ପ୍ଲାନେଡ୍ରେ ମୋଚିର ଏକ୍ସକ୍ଲୁସିଭ ଆଉଟ୍ଲେଟ୍
ଭୁବନେଶ୍ୱର,୨।୯: ଦେଶର ଅଗ୍ରଣୀ ସୁଜ୍ସ ଆଣ୍ଡ ଆସେସୋରିଜ ବ୍ରାଣ୍ଡ୍ ମୋଚିର ନୂତନ ତଥା ଏକ୍ସକ୍ଲୁସିଭ ଆଉଟେ୍ଲଟ୍ ଭୁବନେଶ୍ୱର ରସୁଲଗଡ଼ସ୍ଥିତ ଏସ୍ପ୍ଲାନେଡ୍ ଓ୍ବାନ୍ ମଲ୍ ଠାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି। ଏହି ଅବସରରେ ଏସ୍ପ୍ଲାନେଡ ଓ୍ବାନ୍ ମଲ୍ର ସେଣ୍ଟର ହେଡ୍ ପାର୍ଥପ୍ରତୀମ…
ଟାଟା ପାୱାର ବିଜ୍ନେସ୍ ଆସୋସିଏଟ୍ ମିଟ୍
ନୂଆଦିଲ୍ଲୀ,୨।୯: ଟାଟା ପାଓ୍ବାରର ଓଡ଼ିଶା ଡିସ୍କମ୍ ପକ୍ଷରୁ ଏକ ଦିନିକିଆ ସମ୍ମିଳନୀ ଭୁବନେଶ୍ୱରଠାରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ସମ୍ମିଳନୀରେ ଡିସ୍କମ୍ର ଓଡ଼ିଶା ସେବା ବିଜ୍ନେସ୍ ଆସୋସିଏଟ୍ସ ମିଟ୍ ଆୟୋଜିତ ହୋଇଥିଲା। ଏପରିକି ଏଲ୍ଟି, ୧୧କେଭି, ୩୩କେଭି ନେଟ୍ୱର୍କ ରକ୍ଷଣାବେକ୍ଷଣ, ପିଏସ୍ଏସ୍ ପରିଚାଳନା,…
ଅଗଷ୍ଟରେ ୧.୫୯ ଲକ୍ଷ କୋଟି ଜିଏସ୍ଟି ସଂଗ୍ରହ
ନୂଆଦିଲ୍ଲୀ,୨।୯: (ଅଭୟ ଦାଶ): ଚଳିତ ଆର୍ଥିକ ବର୍ଷର ପଞ୍ଚମ ମାସରେ ରେକର୍ଡ ପରିମାଣର ସାମଗ୍ରୀ ଏବଂ ସେବା ଟିକସ (ଜିଏସ୍ଟି) ସଂଗ୍ରହ କରାଯାଇଛି ବୋଲି ଶୁକ୍ରବାର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି। ଉଲ୍ଲେଖଯୋଗ୍ୟ, ୨୦୨୩-୨୪ ଆର୍ଥିକ ବର୍ଷର…
କେଭିଆଇସିର କାରିଗର ସମ୍ମିଳନୀ
ଭୁବନେଶ୍ୱର,୨।୯: ଖଦି ଆଣ୍ଡ ଭିଲେଜ ଇଣ୍ଡଷ୍ଟ୍ରିଜ କମିଶନ (କେଭିଆଇସି)ର ଓଡ଼ିଶା ୟୁନିଟ୍ ପକ୍ଷରୁ ଶୁକ୍ରବାର ଏକ ୩ ଦିନିଆ ସ୍ବତନ୍ତ୍ର ପ୍ରଦର୍ଶନୀ ସହ କାରିଗର ସମ୍ମିଳନୀ କିଟ୍ ବିଶ୍ୱବିଦ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଭୁବନେଶ୍ୱର ଏମ୍ପି ଅପରାଜିତା ଷଡ଼ଙ୍ଗୀ ମୁଖ୍ୟ…
ଶେୟାର ବଜାର କାରବାରରେ ଉତ୍ସାହ
ନୂଆଦିଲ୍ଲୀ,୨।୯: ଦିନକ ପରେ ପୁଣି ଥରେ ଭାରତୀୟ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟ ଦିବସ (ଷ୍ଟକ୍ବଜାର)ର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବୃଦ୍ଧି କରିଛନ୍ତି। ଶୁକ୍ରବାର ଷ୍ଟକ୍…
ୟୁପିଆଇରେ ୧୦୦୦କୋଟି ଟ୍ରାଞ୍ଜାକ୍ସନ
ନୂଆଦିଲ୍ଲୀ,୧।୯: ଅଗଷ୍ଟରେ ୟୁନିଫାଏଡ ପେମେଣ୍ଟ ସିଷ୍ଟମ (ୟୁପିଆଇ) ମାଧ୍ୟମରେ ଟ୍ରାଞ୍ଜାକ୍ସନ ୧୦୦୦କୋଟି ଅତିକ୍ରମ କରିଛି। ନ୍ୟାସନାଲ ପେମେଣ୍ଟ କର୍ପୋରେସନ ଅଫ ଇଣ୍ଡିଆ (ଏନପିସିଆଇ) ଏହି ପରିପ୍ରେକ୍ଷୀରେ ସର୍ବଶେଷ ତଥ୍ୟ ପ୍ରକାଶ କରିଛି। ଏନପିଏସଆଇ ହେଉଛି ଭାରତର ସମସ୍ତ ଖୁଚୁରା ଦେୟ ପ୍ରଣାଳୀର…
ରେଲଓ୍ବେ ବୋର୍ଡର ପ୍ରଥମ ମହିଳା ସିଇଓ ଭାବେ ଦାୟିତ୍ୱ ନେଲେ ଜୟା ସିହ୍ନା
ନୂଆଦିଲ୍ଲୀ,୧।୯: ରେଲଓ୍ବେ ବୋର୍ଡର ଚେୟାରମ୍ୟାନ ତଥା ସିଇଓ ଭାବରେ ନିଯୁକ୍ତି ହେଲେ ଜୟା ଭର୍ମା ସିହ୍ନା। ମନ୍ତ୍ରିମଣ୍ଡଳର ନିଯୁକ୍ତି କମିଟି ତାଙ୍କ ନିଯୁକ୍ତିକୁ ଅନୁମୋଦନ କରିଛି। ସିହ୍ନା ନୂତନ ଅଧ୍ୟକ୍ଷ ତଥା ସିଇଓ ଭାବେ ଶନିବାର ଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି।…
Archives


