ବାଣିଜ୍ୟ

ଆକାଶଛୁଆଁ ତୈଳଦର; ଆଜି ପୁଣି ବଢ଼ିଲା…

ନୂଆଦିଲ୍ଲୀ,୨୨।୧୦: ତୈଳଦର ବୃଦ୍ଧିରେ ଲାଗୁନି ଲଗାମ। ଶୁକ୍ରବାର ପୁଣି ୩୫ ପଇସା ବଢ଼ିଛି ପେଟ୍ରୋଲ-ଡିଜେଲ ଦର। ଏହାପରେ ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୧୦୬.୮୯ ଟଙ୍କା, ମୁମ୍ବାଇରେ ୧୧୨.୭୮ ଟଙ୍କାରେ ପହଞ୍ଚିଛି। ସେହିଭଳି ଦିଲ୍ଲୀରେ ଡିଜେଲ ଲିଟର ପିଛା ୯୫.୬୨...

ବ୍ୟସ୍ତବହୁଳ ରୁଟ୍‌ରେ ବିମାନ ଭଡ଼ା ୪୫% ବୃଦ୍ଧି

ନୂଆଦିଲ୍ଲୀ,୨୨।୧୦: ଦୀପାବଳି ପୂର୍ବରୁ ବ୍ୟସ୍ତବହୁଳ ରୁଟ୍‌ଗୁଡ଼ିକରେ ବିମାନ ଭଡ଼ା ଲଗାତର ବୃଦ୍ଧି ହେଉଥିବା ଦେଖାଯାଉଛି। ବର୍ଦ୍ଧିତ ଚାହିଦା ଯୋଗୁ ବିମାନ ଭଡ଼ା ପୂର୍ବ ତୁଳନାରେ ପ୍ରାୟ ୩୦ରୁ ୪୫% ବଢ଼ିଥିବା ଜଣାପଡ଼ିଛି। ଟ୍ରାଭେଲ ପୋର୍ଟାଲ ଇକ୍ସିଗୋ ମୁତାବକ, ମୁମ୍ବାଇ-ଦିଲ୍ଲୀ ଏବଂ...

ପେଟିଏମ୍‌ର କ୍ୟାଶବ୍ୟାକ ଧମାକା

ଭୁବନେଶ୍ୱର,୨୨।୧୦: ଦେଶର ପ୍ରମୁଖ ଡିଜିଟାଲ ଇକୋସିଷ୍ଟମ ପେଟିଏମ ନିକଟରେ ଏହାର ପାର୍ବଣ ଅଫର ସମ୍ପର୍କରେ ଘୋଷଣା କରିଛି। କମ୍ପାନୀ ପାର୍ବଣ ଅବସରରେ ୧୦୦ କୋଟିର ମାର୍କେଟିଂ କ୍ୟାମ୍ପନେ ତା’ର ପାର୍ଟନରମାନଙ୍କ ଜରିଆରେ କରିବ ବୋଲି ଜଣାପଡିଛି। କମ୍ପାନୀ ଚଳିତ ପାର୍ବଣରେ...

ନିଯୁକ୍ତି ଲକ୍ଷ୍ୟ ୨ଗୁଣ କଲେ ଆଇଟି କମ୍ପାନୀ

ନୂଆଦିଲ୍ଲୀ,୧୯।୧୦: ଟିସିଏସ୍‌, ଇନ୍‌ଫୋସିସ, ଓ୍ବିପ୍ରୋ ଏବଂ ଏଚ୍‌ସିଏଲ୍‌ ଭଳି ଦେଶର ୪ ପ୍ରମୁଖ ଆଇଟି କମ୍ପାନୀ ଚଳିତ ଆର୍ଥତ୍କ ବର୍ଷ ଲାଗି ସେମାନଙ୍କ ନିଯୁକ୍ତି ପ୍ରଦାନ ଲକ୍ଷ୍ୟକୁ ୨ ଗୁଣ କରିଛନ୍ତି। ଏହି କମ୍ପାନୀଗୁଡ଼ିକ ୧.୬୦ ଲକ୍ଷ ଫ୍ରେସର୍ସଙ୍କୁ ଚାକିରି...

ପୂର୍ବାଞ୍ଚଳର ଶକ୍ତି ଉତ୍ପାଦନ ୮% ବୃଦ୍ଧି

କୋଲକାତା,୧୮ା୧୦: ଚଳିତ ଆର୍ଥତ୍କ ବର୍ଷ ଅକ୍ଟୋବର ସୁଦ୍ଧା ଦେଶର ପୂର୍ବ ଭାଗରେ ଶକ୍ତି ଉତ୍ପାଦନ ୮.୪୮% ଅଭିବୃଦ୍ଧି ଘଟିଛି। ଅପରପକ୍ଷରେ ଅନ୍ୟ ପ୍ରାନ୍ତଗୁଡ଼ିକରେ ଶକ୍ତି ଉତ୍ପାଦନ ୫%କମିଥିବା ସେଣ୍ଟ୍ରାଲ ଇଲେକ୍ଟ୍ରିସିଟି ଅଥରିଟି ଡାଟାରୁ ଜଣାପଡିଛି। ସାରା ଦେଶରେ ତାଜପ ବିଦ୍ୟୁତ ଶକ୍ତି...

ଏଫ୍‌ପିଆଇ ଉଠାଇ ନେଲେ ୧୪୭୨ କୋଟି

ମୁମ୍ବାଇ,୧୮ା୧୦: ଚଳିତ ମାସ ଅଦ୍ୟାବଧି ଫରେନ ପୋର୍ଟଫୋଲିଓ ନିବେଶକ(ଏଫ୍‌ପିଆଇ)ମାନେ ଦେଶର ପୁଞ୍ଜି ବଜାରରୁ ୧୪୭୨ କୋଟି ଟଙ୍କା ଉଠାଇ ନେଇଛନ୍ତି। ଏହାର ପୂର୍ବ ୨ ମାସରେ ନିବେଶକମାନେ ନେଟ୍‌ ଭିତ୍ତିରେ ନିବେଶ କରିଥିଲେ। ଡଲାର ତୁଳନାରେ ଟଙ୍କା ମୂଲ୍ୟ ହ୍ରାସ...

ଦୃଢ଼ ହେଉଛି ଆର୍ଥିକ ସୁଧାର ପ୍ରକ୍ରିୟା

ନୂଆଦିଲ୍ଲୀ,୧୮ା୧୦: କରୋନା ଦ୍ୱାରା ପ୍ରଭାବିତ ଭାରତୀୟ ଅର୍ଥ ବ୍ୟବସ୍ଥାର ସୁଧାର ପ୍ରକ୍ରିୟା ଦୃଢ଼ ହେଉଛି। ଘରୋଇ ବଜାରର ଚାହିଦାରେ ଉନ୍ନତି ଆସିଥିବା ବେଳେ ଔଦ୍ୟୋଗିକ ଉତ୍ପାଦନ କୋଭିଡ୍‌ ପୂର୍ବ ସ୍ଥିତିକୁ ଫେରିଥିବା ବର୍ହିବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଭି. ମୁରଲୀଧରନ ରବିବାର କହିଛନ୍ତି।...

ଏକ ଯୋଡ଼ା ବିଶେଷ ଟ୍ରେନ୍‌ର ଚଳାଚଳ ବାତିଲ

ଭୁବନେଶ୍ୱର,୧୭।୧୦: ରାଜ୍ୟରେ କୋଭିଡ୍‌ ସଂକ୍ରମଣର ସଂଖ୍ୟା ବୃଦ୍ଧି ସହ କେତେକ ଟ୍ରେନ୍‌ରେ ଖରାପ ପୃଷ୍ଠପୋଷକତାକୁ ଦୃଷ୍ଟିରେ ରଖି ପୂର୍ବତଟ ରେଳପଥ ପକ୍ଷରୁ ଏକ ଯୋଡ଼ା ବିଶେଷ ଟ୍ରେନ୍‌ର ଚଳାଚଳକୁ ବାତିଲ କରିବାକୁ ନିଷ୍ପତ୍ତି ନିଆଯାଇଛି। କଟକ-ଭଦ୍ରକ-କଟକ ବିଶେଷ ଟ୍ରେନ୍‌ର ଚଳାଚଳ...

ବିଶ୍ୱ ଋଣ ଭାର ୨୨୬ ଲକ୍ଷ କୋଟି

ନୂଆଦିଲ୍ଲୀ,୧୭।୧୦: କୋଭିଡ୍‌-୧୯ ଯୋଗୁ ସାରା ବିଶ୍ୱ ବିଭିନ୍ନ କ୍ଷେତ୍ରରେ ମାନ୍ଦା ରହିବା ସାଙ୍ଗକୁ ଅନେକ ସମସ୍ୟା ଦେଇ ଗତି କରିଛି। ସେହିଭଳି ସଂକ୍ରମଣରୁ ସାଧାରଣ ନାଗରିକଙ୍କୁ ସୁରକ୍ଷା ଦେବା ସହିତ ଆର୍ଥିକାବସ୍ଥାର ଉନ୍ନତି ପାଇଁ ଅନେକ ପଦକ୍ଷେପ ମଧ୍ୟ ନିଆଯାଇଛି। ଏହାକୁ...

ଲିଟର ପିଛା ୧୧୧ ଛୁଇଁଲା ପେଟ୍ରୋଲ ଦର

ନୂଆଦିଲ୍ଲୀ, ୧୭।୧୦: କ୍ରମାଗତ ଭାବେ ବଢ଼ିଚାଲିଛି ପେଟ୍ରୋଲ ଏବଂ ଡିଜେଲ ଦର। ରବିବାର ପୁଣି ତୈଳ ଦାମ ବଢ଼ିଛି। ପେଟ୍ରୋଲ ଏବଂ ଡିଜେଲ ଲିଟର ପିଛା ୩୫ ପଇସା ବୃଦ୍ଧି ପାଇଛି। ଏହି ବର୍ଦ୍ଧିତ ଦର ଲାଗୁ ହେବା ପରେ...

ମାଲବାର ପକ୍ଷରୁ ଚେନ ଆଣ୍ଡ୍‌ ବେଙ୍ଗଲ ଫେଷ୍ଟିଭାଲର ଶୁଭାରମ୍ଭ

ଭୁବନେଶ୍ୱର,୧୭।୧୦(ବ୍ୟୁରୋ): ଦେଶର ପ୍ରମୁଖ ସୁନା ଏବଂ ହୀରା ଅଳଙ୍କାର ନିର୍ମାତା ମାଲବାର ଗୋଲ୍ଡ ଏଣ୍ଡ ଡାଏମଣ୍ଡସ୍‌ ପକ୍ଷରୁ ଚଳିତ ପାର୍ବଣ ଉପଲକ୍ଷେ ଚେନ ଏବଂ ବାଙ୍ଗେଲ ଫେଷ୍ଟିଭାଲର ଶୁଭାରମ୍ଭ ହୋଇଛି। ସ୍ଥାନୀୟ ସହିଦ ନଗର ସ୍ଥିତ ମାଲାବାର ଷ୍ଟୋର ପରିସରରେ...

ପୁଣି ବଢ଼ିଲା ତୈଳଦର, ଭୁବନେଶ୍ୱରରେ…

ନୂଆଦିଲ୍ଲୀ,୧୪।୧୦: ପୁଣି ବଢ଼ିଲା ତୈଳଦର। ଦଶହରାର ଗୋଟିଏ ଦିନ ପୂର୍ବରୁ ଗୁରୁବାର ପେଟ୍ରୋଲ ଓ ଡିଜେଲ ଦାମ ବୃଦ୍ଧି ପାଇଛି। ରାଜଧାନୀ ଦିଲ୍ଲୀରେ ଉଭୟ ତୈଳ ୩୫ ପଇସା ଲେଖାଏ ବଢ଼ିଛି। ଫଳରେ ଲିଟର ପିଛା ପେଟ୍ରୋଲର ଦାମ ୧୦୪.୭୯...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri