ବାଣିଜ୍ୟ

ଜେଏସ୍‌ଏଲ୍‌ର ମାଲିକାନାରେ ଜେୟୁଏସ୍‌ଏଲ୍‌

ଭୁବନେଶ୍ୱର,୨୨।୭: ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ (ଜେଏସ୍‌ଏଲ୍‌) ନିକଟରେ ଆଉ ଏକ ଶିଳ୍ପ ପ୍ରତିଷ୍ଠାନକୁ ଅଧିଗ୍ରହଣ କରିଛି। ଏପରିକି ଜେଏସ୍‌ଏଲ୍‌ ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଜିନ୍ଦଲ ୟୁନାଇଟେଡ୍‌ ଷ୍ଟିଲ୍‌ ଲିମିଟେଡ୍‌ (ଜେୟୁଏସ୍‌ଏଲ୍‌)ର ଶତପ୍ରତିଶତ ଅଂଶଧନ ଅଧିଗ୍ରହଣ ସହ ମାଲାକାନା ହାସଲ…

ପୁଣି ବଢ଼ିପାରେ ଖାଇବାତେଲ ଦର

ନୂଆଦିଲ୍ଲୀ,୨୨।୭ (ଅଭୟ ଦାଶ): ଗତ କିଛିଦିନ ହେବ ଅନ୍ତର୍ଜାତୀୟ ବଜାରରେ ପାମ୍‌ ଅଏଲର ଦର ବୃଦ୍ଧି ପାଇଚାଲିଛି। ଏପରିକି ପାମ୍‌ ଅଏଲର ଦର ଗତ ୪ ମାସର ସର୍ବୋଚ୍ଚସ୍ତରରେ ପହଞ୍ଚତ୍ଛି। ବିଶେଷକରି ମାଲେସିଆରେ ପାମ୍‌ ଅଏଲର ୪୦୪୩ ରିଙ୍ଗିଟ୍‌ ପାର ହୋଇଯାଇଛି। ଅପରପକ୍ଷରେ…

ଏନ୍‌ଆଇପିଏଲ୍‌ର ସ୍ବତନ୍ତ୍ର ପ୍ରଦର୍ଶନୀ

ଭୁବନେଶ୍ୱର,୨୨।୭: ନିକନ୍‌ ଇଣ୍ଡିଆ ପ୍ରାଇଭେଟ୍‌ ଲିମିଟେଡ୍‌ (ଏନ୍‌ଆଇପିଏଲ୍‌)ର ନୂତନ ଉତ୍ପାଦ ‘ନିକନ୍‌ ଜେଡ୍‌-୮’ର ସର୍ବଭାରତୀୟ ଉନ୍ମୋଚନ ଓ ବଜାର ପ୍ରବେଶ ନିକଟରେ ହୋଇଯାଇଛି। ଭୁବନେଶ୍ୱରସ୍ଥିତ ହୋଟେଲ ଆଇଟିସି ୱେଲକମ୍‌ ପରିସରରେ ଏକ ସ୍ବତନ୍ତ୍ର ପ୍ରଦର୍ଶନୀର ଆୟୋଜନ କରାଯାଇଥିଲା। ଉକ୍ତ ପ୍ରଦଶନୀରେ ନିକନ୍‌ର…

ଖସିଲା ଶେୟାର ବଜାର କାରବାର

ନୂଆଦିଲ୍ଲୀ,୨୨।୭: କ୍ରମାଗତ ୬ଷ୍ଠ ଦିନର ଉଚ୍ଚ କାରବାର ପରେ ଭାରତୀୟ ଶେୟାର ବଜାରର କାରବାରରେ ଏକ ବଡ଼ ଧରଣର ହ୍ରାସ ଦେଖିବାକୁ ମିଳିଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟ ଦିବସ (ଷ୍ଟକ୍‌ବଜାର)ର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର…

ହରତାଳ କରିବେ ପାକିସ୍ତାନୀ ପେଟ୍ରୋଲିୟମ ଡିଲର

ଇସଲାମବାଦ,୨୧।୭: ଅର୍ଥସଙ୍କଟରେ ଯୁଝୁଥିବା ପାକିସ୍ତାନ ଉପରେ ଗୋଟିଏ ପରେ ଗୋଟିଏ ସମସ୍ୟାର ସମ୍ମୁଖୀନ ହେଉଛି। ପାକିସ୍ତାନର ପେଟ୍ରୋଲିୟମ ଡିଲରମାନେ ପ୍ରଧାନମନ୍ତ୍ରୀ ଶେହବାଜ ସରିଫଙ୍କ ନେତୃତ୍ୱାଧୀନ ସରକାରଙ୍କ ଉପରେ ଅସନ୍ତୁଷ୍ଟ ଥିବା ଜଣାପଡିଛି। ଏନେଇ ସେମାନେ ଶନିବାର ଠାରୁ ଦେଶବ୍ୟାପୀ ଧର୍ମଘଟ କରିବାକୁ…

ଏବେ ହ୍ବାଟ୍ସଆପ୍‌ରେ ଖୋଲିପାରିବ ଏସ୍‌ବିଆଇ ଆକାଉଣ୍ଟ, ଚାଟିଂ ଯୋଗେ କରିପାରିବେ ଏସବୁ କାମ…

ନୂଆଦିଲ୍ଲୀ,୨୧।୭: ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ(ଏସ୍‌ବିଆଇ) ହ୍ବାଟ୍ସଆପ୍‌ରେ ଅନେକ ବ୍ୟାଙ୍କିଂ ସେବା ପ୍ରଦାନ କରୁଛି। ଗ୍ରାହକମାନେ ନିଜ ମୋବାଇଲ ଫୋନରେ କ୍ୟୁଆର୍‌ କୋଡ ସ୍କାନ୍‌ କରି ହ୍ବାଟ୍ସଆପ୍‌ ମାଧ୍ୟମରେ ଏସ୍‌ବିଆଇ ବ୍ୟାଙ୍କ ସେବାର ଲାଭ ଉଠାଇପାରିବେ। ଏଥିରେ ଆକାଉଣ୍ଟ ବାଲାନ୍ସ, ମିନି ଷ୍ଟେଟ୍‌ମେଣ୍ଟ,…

ଶ୍ରୀଲଙ୍କା ରାଷ୍ଟ୍ରପତିଙ୍କୁ ଭେଟିଲେ ଗୌତମ ଆଦାନୀ

ନୂଆଦିଲ୍ଲୀ,୨୧।୭: ଆଦାନୀ ଗ୍ରୁପର ଚେୟାରମ୍ୟାନ ଗୌତମ ଆଦାନୀ ଶ୍ରୀଲଙ୍କାର ଅନେକ ପ୍ରକଳ୍ପ ବିଷୟରେ ଆଲୋଚନା କରିବା ପାଇଁ ଶ୍ରୀଲଙ୍କାର ରାଷ୍ଟ୍ରପତି ରାନିଲ ବିକ୍ରମସିଂଘେଙ୍କ ସହ ଏକ ବୈଠକ କରିଛନ୍ତି। ଶିଳ୍ପପତି କହିଛନ୍ତି ଯେ, କଲମ୍ବୋ ପୋର୍ଟ ଓ୍ବେଷ୍ଟ କଣ୍ଟେନର ଟର୍ମିନାଲ (ଡବ୍ଲୁସିଟି)ର…

ସବ୍‌ସ୍କ୍ରିପଶନ ପ୍ୟାକ୍‌ରେ ୧୪୩%ର ଅଭିବୃଦ୍ଧି

ଭୁବନେଶ୍ୱର,୨୧।୭:ଗତ ବର୍ଷ ତୁଳନାରେ ଚଳିତ ବର୍ଷ ଓଡ଼ିଶାରୁ ବିଦେଶକୁ ଯାତ୍ରା କରୁଥିବା ଗ୍ରାହକଙ୍କ ପାଇଁ ଏୟାରଟେଲ ସବ୍‌ସ୍କ୍ରିପଶନ ପ୍ୟାକ୍‌ରେ ୧୪୩%ର ଅଭିବୃଦ୍ଧି ପରିଲକ୍ଷିତ ହୋଇଛି। କନେକ୍ଟେଡ୍‌ ରହିବାକୁ ସହଜ, ଅନ୍ତର୍ନିହିତକାରୀ ଓ ସୁବିଧାଜନକ କରିବା ପାଇଁ ଏୟାରଟେଲ୍‌ ତା’ର ଇଣ୍ଟରନ୍ୟାଶନାଲ ରୋମିଂ…

ଗିଫ୍ଟରେ ୨ ଦିନିଆ ଜାତୀୟ ସମ୍ମିଳନୀ

ଭୁବନେଶ୍ୱର,୨୧।୭: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ଗିଫ୍ଟି (ଗାନ୍ଧୀ ଇନ୍‌ଷ୍ଟିଚ୍ୟୁଟ୍‌ ଫର୍‌ ଟେକ୍ନୋଲୋଜି) ସ୍ବୟଂଶାସିତ କଲେଜର ରିସର୍ଚ୍ଚ ଆଣ୍ଡ ଡେଭଲପମେଣ୍ଟ ସେଲ୍‌ ଏବଂ କମ୍ପ୍ୟୁଟର, ଇଲେକ୍‌ଟ୍ରୋନିକ୍ସ, ଇଲେକ୍ଟ୍ରିକାଲ ବିଭାଗର ମିଳିତ ସହଯୋଗରେ ଏକ ଦୁଇଦିନିଆ ଜାତୀୟ ସମ୍ମିଳନୀ ନିକଟରେ ଅନୁଷ୍ଠିତ ହୋଇଯାଇଛି।…

ରିଅଲ୍‌ମିର ନୂତନ ଉତ୍ପାଦ ଉନ୍ମୋଚିତ

ନୂଆଦିଲ୍ଲୀ,୨୧।୭:ରିଅଲ୍‌ମିର ନୂତନ ଉତ୍ପାଦଗୁଡିକର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ବିଶେଷ କରି ଏହାର ଚାମ୍ପିୟନ୍‌ ସିରିଜ୍‌ରେ ନୂତନତମ ଯୋଗ ସହ ରିଅଲ୍‌ମି ସି୫୩ ଏବଂ ରିଅଲ୍‌ମି ପ୍ୟାଡ-୨ର ବଜାର ପ୍ରବେଶ ସମ୍ପର୍କରେ ମଧ୍ୟ ଘୋଷଣା କରାଯାଇଛି। ଏପରିକି ଅତ୍ୟାଧୁନିକ ଫିଚର, ଲିପ୍‌-ଫର୍‌ୱାର୍ଡ…

ବେଦାନ୍ତକୁ ଶ୍ରେଷ୍ଠ କାର୍ଯ୍ୟସ୍ଥଳୀର ମାନ୍ୟତା

ଭୁବନେଶ୍ୱର,୨୧/୭: ଦେଶର ପ୍ରମୁଖ ଶିଳ୍ପସଂସ୍ଥା ବେଦାନ୍ତ ଆଲୁମିନିୟମ ୨୦୨୩ ବର୍ଷ ପାଇଁ ଶ୍ରେଷ୍ଠ କାର୍ଯ୍ୟସ୍ଥଳୀର ମାନ୍ୟତା ହାସଲ କରିଛି। ବିଶେଷକରି ଏଠାରେ ନିଯୁକ୍ତି କ୍ଷେତ୍ରରେ ଉପଯୁକ୍ତ ପରିବେଶ ଓ ନିଯୁକ୍ତିଦାତା ଭାବେ କମ୍ପାନୀର ସ୍ଥିତିକୁ ଆହୁରି ସୁଦୃଢ଼ କରାଯାଇଛି। ଏପରିକି ଏହାର…

ବିଓଏମ୍‌ର ପ୍ରଥମ ତ୍ରୈମାସିକ ଫଳାଫଳ

ଭୁବନେଶ୍ୱର,୨୧।୭:ବ୍ୟାଙ୍କ ଅଫ୍‌ ମହାରାଷ୍ଟ୍ର(ବିଓଏମ୍‌)ର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ବିଓଏମ୍‌ର ପ୍ରଥମ ତ୍ରୈମାସିକ ଫଳାଫଳ ଘୋଷଣା କରାଯାଇଛି। ଖରାପ ଋଣରେ ହ୍ରାସ ଏବଂ ସୁଧ ଆୟରେ ବୃଦ୍ଧି ସହ ୯୫% ଅଭିବୃଦ୍ଧି ହାରରେ ବ୍ୟାଙ୍କ ମୋଟ ୮୮୨ କୋଟି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri