ବାଣିଜ୍ୟ

ଆଇଆଇଟି ବମ୍ବେ ବିଶ୍ୱର ଶ୍ରେଷ୍ଠ ୧୫୦ ବିଶ୍ୱବିଦ୍ୟାଳୟ ତାଲିକାରେ…

ନୂଆଦିଲ୍ଲୀ,୨୮।୬ : କ୍ୟୁଏସ ବିଶ୍ୱ ବିଶ୍ୱବିଦ୍ୟାଳୟ ର଼୍ୟାଙ୍କିଙ୍ଗ ୨୦୨୪ ପ୍ରକାଶିତ ହୋଇଛି। ବିଭିନ୍ନ ମାପଦଣ୍ଡ ଆଧାରରେ ବିଶ୍ୱର ଅନୁଷ୍ଠାନଗୁଡିକର ମୂଲ୍ୟାଙ୍କନ କରିବା ପରେ ଏହାକୁ ଏକ ସ୍କୋର ଦିଆଯାଇଛି। ଏହି ସ୍କୋର ଆଧାରରେ ର଼୍ୟାଙ୍କିଙ୍ଗ ପ୍ରସ୍ତୁତ ହୋଇଛି। ଏହି ର଼୍ୟାଙ୍କିଙ୍ଗରେ ଆଇଆଇଟି…

ଟାଟା ଷ୍ଟିଲ୍‌ ଭାରତର ଶ୍ରେଷ୍ଠ ନିଯୁକ୍ତିଦାତା

ଭୁବନେଶ୍ୱର,୨୮।୬: ଦେଶର ପ୍ରମୁଖ ଶିଳ୍ପସଂସ୍ଥା ଟାଟା ଷ୍ଟିଲ୍‌କୁ ନିକଟରେ ଭାରତର ଶ୍ରେଷ୍ଠ ନିଯୁକ୍ତିଦାତାର ମାନ୍ୟତା ପ୍ରଦାନ କରାଯାଇଛି। ଉଲ୍ଲେଖଯୋଗ୍ୟ, ରାଣ୍ଡ୍‌ଷ୍ଟାଡ୍‌ ଏମ୍ପ୍ଲୟର ବ୍ରାଣ୍ଡ୍‌ ରିସର୍ଚ୍ଚ (ଆର୍‌ଇବିଆର୍‌)-୨୦୨୩ ସୂଚନା ଅନୁସାରେ ଟାଟା ଷ୍ଟିଲ୍‌ ଭାରତର ଶ୍ରେଷ୍ଠ-୩ କମ୍ପାନୀ ମଧ୍ୟରେ ସ୍ଥାନ ପାଇଛି, ଯାହା…

ଖିମ୍‌ଜୀ ହୋଣ୍ଡାରେ ସ୍ବତନ୍ତ୍ର ଅନାବରଣ ଉତ୍ସବ

ଭୁବନେଶ୍ୱର,୨୮।୬ (ଅଭୟ ଦାଶ): ହୋଣ୍ଡା ମୋଟରସାଇକେଲ ଆଣ୍ଡ୍‌ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ହୋଣ୍ଡା ସାଇନ୍‌-୧୦୦ ସିସି ଏବଂ ହୋଣ୍ଡା ୟୁନିକର୍ନ-୧୬୦ ସିସି ମୋଟରସାଇକେଲକୁ ନିକଟରେ ସର୍ବଭାରତୀୟ ଉନ୍ମୋଚନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ଏଚ୍‌ଏମ୍‌ଏସ୍‌ଆଇର…

ସ୍ବାସ୍ଥ୍ୟସେବା କ୍ଷେତ୍ରକୁ ଓଏସ୍‌ଏଲ୍‌ର ଗୁରୁତ୍ୱ

ଭୁବନେଶ୍ୱର,୨୮।୬: ରାଜ୍ୟର ପ୍ରମୁଖ ଘରୋଇ ସଂସ୍ଥା ଓଡ଼ିଶା ଷ୍ଟିଭେଡର୍ସ ଲିମିଟେଡ୍‌ (ଓଏସ୍‌ଏଲ୍‌) ପକ୍ଷରୁ କଟକ ଶିଖରପୁରସ୍ଥିତ ଆରୋଗ୍ୟ ନୀଳୟ ଫିଜିଓଥେରାପି ସେଣ୍ଟରକୁ ଏକ ଅତ୍ୟାଧୁନିକ ୱିନ୍‌ଲିଜ ଲେଜର ଥେରାପି ମେଶିନ ପ୍ରଦାନ କରାଯାଇଛି। ବିଶେଷକରି ରୋଗୀମାନଙ୍କୁ ଅତ୍ୟାଧୁନିକ ଫିଜିଓଥେରାପି ଚିକିସତ୍ା ସେବା…

ଲରେନ୍ସ ଆଣ୍ଡ ମାୟୋର ନୂତନ କଲେକ୍ସନ

ଭୁବନେଶ୍ୱର,୨୮।୬: ଦେଶର ପ୍ରମୁଖ ଅପ୍ଟିକାଲ ବ୍ରାଣ୍ଡ୍‌ ‘ଲରେନ୍ସ ଆଣ୍ଡ ମାୟୋ’ର ନୂତନ କଲେକ୍ସନ ‘ଦି ୟୁନାଇଟେଡ୍‌ କଲର୍ସ ଅଫ୍‌ ବେନେଟ୍‌ଟନ୍‌ (ୟୁସିବି) ଆଇଓ୍ବେର’ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଉକ୍ତ ବ୍ରାଣ୍ଡ୍‌ର ଫ୍ରେମ୍‌ ଏବଂ ସନ୍‌ ଗ୍ଲାସେସ୍‌ର ବ୍ୟାପକ ସମ୍ଭାର ଲରେନ୍ସ…

କାନାରା ବ୍ୟାଙ୍କର ନୂତନ ପରିସର ଉଦ୍‌ଘାଟିତ

ଭୁବନେଶ୍ୱର,୨୭।୬: କାନାରା ବ୍ୟାଙ୍କର ଭୁବନେଶ୍ୱର ଅଞ୍ଚଳ ଅଧୀନରେ ଥିବା ଆଇଆଇଟି ଅରୁଗୁଳ ଶାଖାର ନୂତନ ପରିସର ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଆଇଆଇଟି ଭୁବନେଶ୍ୱରର ନିର୍ଦ୍ଦେଶକ ପ୍ରଫେସର ଶ୍ରୀପଦ କର୍ମାଲକର ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଏହାର ଉଦଘାଟନ…

ଏନ୍‌ଇଇଟି (ୟୁଜି)ରେ ଆକାଶ ବାଇଜୁସର ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର,୨୭।୬: ଦେଶର ପ୍ରମୁଖ ଘରୋଇ କୋଚିଂ ସେଣ୍ଟର ତଥା ଟେଷ୍ଟ ପ୍ରସ୍ତୁତି କ୍ଷେତ୍ରରେ ଜାତୀୟ ସ୍ତରର ଅଗ୍ରଣୀ ଅନୁଷ୍ଠାନ ଆକାଶ ବାଇଜୁସ ଚଳିତ ବର୍ଷର ନ୍ୟାଶନାଲ ଏଲିଜିବିଲିଟି କମ ଏଣ୍ଟ୍ରାନ୍ସ ଟେଷ୍ଟ ବା ଏନଇଇଟି (ୟୁଜି)-୨୦୨୩ ଫଳାଫଳରେ ଉଲ୍ଲେଖନୀୟ ସଫଳତା ହାସଲ…

ଆକ୍ସିସ ବ୍ୟାଙ୍କରେ ଯୋଗଦେବେ ବିଶ୍ୱନାଥନ

ଭୁବନେଶ୍ୱର,୨୭।୬: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ)ର ପୂର୍ବତନ ଡେପୁଟି ଗଭର୍ନର ଏନ୍‌.ଏସ୍‌.ବିଶ୍ୱନାଥନ ଆକ୍ସିସ ବ୍ୟାଙ୍କର ଅଣ-କାର୍ଯ୍ୟନିର୍ବାହୀ (ପାର୍ଟ-ଟାଇମ୍‌) ଅଧ୍ୟକ୍ଷ ଭାବେ ନିଯୁକ୍ତ ହୋଇଛନ୍ତି। ଏପରିକି ୨୦୨୩ ଅକ୍ଟୋବର ୨୭ରୁ କିମ୍ବା ରିଜର୍ଭ ବ୍ୟାଙ୍କ ବିଶ୍ୱନାଥନଙ୍କ ନିଯୁକ୍ତିକୁ ମଞ୍ଜୁରୀ ପ୍ରଦାନ କରିବା ଦିନଠାରୁ ତାଙ୍କର…

ଏଏଏଲ୍‌ର ଡିଆର୍‌ଏଚ୍‌ପି ଦାଖଲ

ନୂଆଦିଲ୍ଲୀ,୨୭।୬: ଆସ୍କ ଅଟୋମୋଟିଭ୍‌ ଲିମିଟେଡ୍‌ (ଏଏଏଲ୍‌) ପକ୍ଷରୁ ଭାରତୀୟ ପ୍ରତିଭୂତି ଓ ବିନିମୟ ବୋର୍ଡ (ସେବି) ନିକଟରେ ଏକ ଡ୍ରାଫ୍‌ଟ ରେଡ୍‌ ହେରିଂ ପ୍ରସ୍‌ପେକ୍ଟସ୍‌ (ଡିଆର୍‌ଏଚ୍‌ପି) ଦାଖଲ କରାଯାଇଛି। ଏପରିକି ଇନିସିଆଲ ପବ୍ଲିକ୍‌ ଅଫର ଜରିଆରେ କମ୍ପାନୀ ଇକ୍ୱିଟି ଶେୟାର ଜାରି କରି…

ଏନ୍‌ଏମ୍‌ଏସିସିରେ ‘ଦି ସାଉଣ୍ଡ୍‌ ଅଫ୍‌ ମ୍ୟୁଜିକ୍‌’ କାର୍ଯ୍ୟକ୍ରମ

ଭୁବନେଶ୍ୱର,୨୭।୬(ଅଭୟ ଦାଶ): ରିଲାଏନ୍ସ ଫାଉଣ୍ଡେଶନ ପକ୍ଷରୁ ମୁମ୍ବାଇର ନୀତା ମୁକେଶ ଅମ୍ବାନି କଲଚରାଲ୍‌ ସେଣ୍ଟର (ଏନ୍‌ଏମ୍‌ଏସିସି)ରେ ଏକ ସ୍ବତନ୍ତ୍ର ବ୍ରଡ୍‌ୱେ ସଙ୍ଗୀତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବିଶେଷ କରି ରିଲାଏନ୍ସ ଫାଉଣ୍ଡେଶନ ଦ୍ୱାରା ସମର୍ଥିତ ଏନ୍‌ଜିଓଗୁଡ଼ିକର ୩୪୦୦ ଉପେକ୍ଷିତ ପିଲା ଓ…

ଶସ୍ତା ହେବ ଋଣ, ଆରବିଆଇ ଗଭର୍ନର ଦେଲେ ସଙ୍କେତ…

ନୂଆଦିଲ୍ଲୀ,୨୬।୬ : ଆରବିଆଇ ଗଭର୍ନର ଶକ୍ତିକାନ୍ତ ଦାସ କହିଛନ୍ତି ରେପୋ ହାରରେ ସୁଚିନ୍ତିତ ବୃଦ୍ଧି ଏବଂ ଯୋଗାଣ ଶୃଙ୍ଖଳାର ଉନ୍ନତି ପାଇଁ ସରକାର ଗ୍ରହଣ କରିଥିବା ପଦକ୍ଷେପ ଯୋଗୁଁ ଖୁଚୁରା ମୁଦ୍ରାସ୍ଫୀତି ହ୍ରାସ ପାଇଛି। ଏହାକୁ ଆହୁର ୪ ପ୍ରତିଶତକୁ ଆଣିବା…

ବିଶ୍ୱ ପ୍ରତିଯୋଗିତା ସୂଚକାଙ୍କରେ ଭାରତର ମାନ୍ୟତା ହ୍ରାସ ପାଇଛି, ଅର୍ଥନୈତିକ ପ୍ରଦର୍ଶନ ରହିଛି ଦୁର୍ବଳ…

ନୂଆଦିଲ୍ଲୀ,୨୬।୬ : ଇଣ୍ଟରନ୍ୟାଶନାଲ ଇନଷ୍ଟିଚ୍ୟୁଟ ଫର ମ୍ୟାନେଜମେଣ୍ଟ ଡେଭଲପମେଣ୍ଟ (ଆଇଏମଡି) ବିଶ୍ୱ ପ୍ରତିଯୋଗିତା ମାନ୍ୟତା ଅନ୍ତର୍ଗତ ବିଶ୍ୱ ପ୍ରତିଯୋଗିତା ସୂଚକାଙ୍କ ପ୍ରକାଶ କରିଛି । ଏହାର ସାମଗ୍ରିକ ର଼୍ୟାଙ୍କିଙ୍ଗରେ ସିଙ୍ଗାପୁର ତୃତୀୟ ସ୍ଥାନରୁ ଚତୁର୍ଥ ସ୍ଥାନକୁ ଖସି ଆସିଛି। ଏଥି ସହିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri