ଓଡ଼ିଶା ଷ୍ଟିଭେଡର୍ସକୁ ‘ଗ୍ରେଟ୍ ବ୍ରାଣ୍ଡ୍’ ଆଓ୍ବାର୍ଡ
ଭୁବନେଶ୍ୱର,୧୩।୭: ରାଜ୍ୟର ପ୍ରମୁଖ ଘରୋଇ ସଂସ୍ଥା ତଥା ଓଡ଼ିଶା ଷ୍ଟିଭେଡର୍ସ ଲିମିଟେଡ (ଓଏସ୍ଏଲ୍)କୁ ନିକଟରେ ଆଉ ଏକ ଆନ୍ତର୍ଜାତିକ ପୁରସ୍କାର ଏବଂ ମାନ୍ୟତା ପ୍ରଦାନ କରାଯାଇଛି। ସେହିଭଳି ଏହାର ପ୍ରତିଷ୍ଠାତା ତଥା ପରିଚାଳନା ନିର୍ଦ୍ଦେଶକ (ଏମ୍ଡି) ମହିମାନନ୍ଦ ମିଶ୍ର (ମହିମା ମିଶ୍ର)ଙ୍କୁ…
ଲିଡ୍ଆଇଟି ଅଭିଯାନରେ ଟାଟା ଷ୍ଟିଲ୍ ସାମିଲ
ଭୁବନେଶ୍ୱର,୧୩।୭: ଅନ୍ତଃରାଷ୍ଟ୍ରୀୟ ପ୍ରତିଷ୍ଠାନ ତଥା ଜାତିସଂଘର ସ୍ବତନ୍ତ୍ର ‘ଲିଡରଶିପ୍ ଗ୍ରୁପ୍ ଫର ଇଣ୍ଡଷ୍ଟ୍ରି ଟ୍ରାଞ୍ଜିସନ’(ଲିଡ୍ଆଇଟି) ଅଭିଯାନରେ ଟାଟା ଷ୍ଟିଲ ସାମିଲ୍ ହୋଇଛି। ବିଶେଷ କରି ଭାରି ଶିଳ୍ପରେ ନେଟ୍ ଜିରୋ ନିର୍ଗମନ ପାଇଁ ଉଦ୍ୟମ କରୁଥିବା ରାଷ୍ଟ୍ର ଓ କମ୍ପାନୀଗୁଡ଼ିକ ସହ…
ଡିଟିଆଇ ସହ ବିଓବିର ସହଭାଗିତା
ଭୁବନେଶ୍ୱର,୧୩।୭: ବ୍ୟାଙ୍କ ଅଫ୍ ବରୋଦା (ବିଓବି) ଏବଂ ଓଡ଼ିଶା ସରକାରଙ୍କ ଅର୍ଥ ବିଭାଗ ଅଧୀନରେ ଥିବା ଡାଇରେକ୍ଟୋରେଟ ଅଫ ଟ୍ରେଜେରିଜ୍ ଆଣ୍ଡ ଇନ୍ସ୍ପେକ୍ସନ (ଡିଟିଆଇ) ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା ହୋଇଥିବା ଘୋଷଣା କରାଯାଇଛି। ବିଶେଷକରି ସରକାରୀ ଚାଲାଣ ପୈଠ ନିମନ୍ତେ…
ଗ୍ରାମୀଣ ବିକାଶରେ ନାର୍ବାଡର ଭୂମିକା ଗୁରୁତ୍ୱପୂର୍ଣ୍ଣ
ଭୁବନେଶ୍ୱର,୧୩।୭: (ଅଭୟ ଦାଶ): ରାଷ୍ଟ୍ରୀୟ କୃଷି ଓ ଗ୍ରାମୀଣ ବିକାଶ ବ୍ୟାଙ୍କ (ନାବାର୍ଡ) ର ଆଞ୍ଚଳିକ କାର୍ଯ୍ୟାଳୟ ଭୁବନେଶ୍ୱର ପକ୍ଷରୁ ନାବାର୍ଡର ୪୨ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଓଡିଶା ସରକାରଙ୍କ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର…
ଜୁନ୍ ମୁଦ୍ରାସ୍ଫୀତି ୪.୮୧%
ନୂଆଦିଲ୍ଲୀ,୧୩ା୭(ପି.ଟି.): ପନିପରିବା ଓ ଖାଦ୍ୟ ମୂଲ୍ୟରେ ବୃଦ୍ଧି ଯୋଗୁ ଗତ ଜୁନ୍ରେ ଭାରତର ଖୁଚୁରା ମୁଦ୍ରାସ୍ଫୀତି ୪.୮୧%ରେ ପହଞ୍ଚତ୍ଥିଲା, ଯାହାକି ୩ ମାସରେ ସର୍ବାଧିକ ବୋଲି ସରକାରୀ ଭାବେ କୁହାଯାଇଛି। ଖାଉଟି ମୂଲ୍ୟ ସୂଚକାଙ୍କ (ସିପିଆଇ) ଉପରେ ନିର୍ଭର କରୁଥିବା ମୁଦ୍ରାସ୍ଫୀତି…
ଟମାଟୋ ମାରିଲା ଡବଲ ସେଞ୍ଚୁରୀ: କିଲୋପିଛା ଦାମ ଟପିବ ୨୫୦…
ନୂଆଦିଲ୍ଲୀ,୧୨।୭ : ଦେଶରେ ଟମାଟୋର ମୂଲ୍ୟ ବୃଦ୍ଧି ପାଇବା ପରେ ଆଉ କମିବାର ନା ନେଉନି। ଭାରତୀୟ ବଜାରରେ ଟମାଟୋ ମୂଲ୍ୟ କିଲୋଗ୍ରାମ ପିଛା ଦାମ ଡବଲ ସେଞ୍ଚୁରୀ ଅର୍ଥାତ, ୨୦୦ ଟଙ୍କାରେ ପହଞ୍ଚିଛି। ବଜାର ବିଶେଷଜ୍ଞମାନେ କହିଛନ୍ତି ଟମାଟୋ ମୂଲ୍ୟରେ…
ଶହୀଦନଗର ମାଲାବାରରେ ‘ଡାଇମଣ୍ଡ ଶୋ’
ଭୁବନେଶ୍ୱର,୧୨।୭: ଦେଶର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡର ଏକ୍ସକ୍ଲୁସିଭ ଆଉଟ୍ଲେଟ୍ ଭୁବନେଶ୍ୱର ଶହୀଦନଗରଠାରେ ଏକ ୬ ଦିନିଆ ସ୍ବତନ୍ତ୍ର ‘ଡାଇମଣ୍ଡ ଶୋ’ ପ୍ରଦର୍ଶିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଓଲିଉଡ୍ କଣ୍ଠଶିଳ୍ପୀ ଜାଗୃତି ମିଶ୍ର ସମ୍ମାନିତ ଅତିଥି ଭାବେ…
ସ୍ମାର୍ଟ ପାର୍କିଂ ସଲ୍ୟୁଶନର ଶୁଭାରମ୍ଭ
ଭୁବନେଶ୍ୱର,୧୨।୭: ଭାରତର ଅଗ୍ରଣୀ ଫାସ୍ଟାଗ୍ ପ୍ରଦାନକାରୀ ସଂସ୍ଥା ଏୟାରଟେଲ୍ ପେମେଣ୍ଟସ୍ ବ୍ୟାଙ୍କ ଏବଂ ପାର୍କ+ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଭୁବନେଶ୍ୱର ବିଜୁ ପଟ୍ଟନାୟକ ଇଣ୍ଟରନ୍ୟାଶନାଲ ଏୟାରପୋର୍ଟରେ ଫାସ୍୍ଟାଗ୍ ଆଧାରିତ ସ୍ମାର୍ଟ ପାର୍କିଂ ସଲ୍ୟୁଶନକୁ ସକ୍ଷମ…
ଟିପିସିଓଡିଏଲ୍ ପକ୍ଷରୁ ସଷ୍ଟେନ୍ବିଲିଟି ମାସ ପାଳିତ
ଭୁବନେଶ୍ୱର,୧୨।୭: ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ସେଣ୍ଟ୍ରାଲ୍ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍ (ଟିପିସିଓଡିଏଲ୍) ପକ୍ଷରୁ ନିକଟରେ ସଷ୍ଟେନ୍ବିଲିଟି ମାସ-୨୦୨୩ ପାଳିତ ହୋଇଯାଇଛି। ବିଶେଷକରି ଭୁବନେଶ୍ୱରଠାରେ ଉକ୍ତ କାର୍ଯ୍ୟକ୍ରମର ସମାପନ ଉତ୍ସବ ଆୟୋଜିତ ହୋଇଥିଲା। ଏହି ପରିପ୍ରେକ୍ଷୀରେ…
ସେନ୍ସେକ୍ସ ୬୬ ହଜାର ଅଙ୍କ ନିକଟବର୍ତ୍ତୀ
ଭୁବନେଶ୍ୱର,୧୨।୭(ଅଭୟ ଦାଶ): ଗତ କିଛିଦିନ ହେବ ଭାରତୀୟ ଶେୟାର ବଜାରରେ ଉତ୍ସାହ ପରିଲକ୍ଷିତ ସହ ନିବେଶକଙ୍କ ନିବେଶ ମଧ୍ୟ ବୃଦ୍ଧି ହୋଇଛି। ଏପରିକି କ୍ରମାଗତ ୩ୟ ଦିନ ଲାଗି ଭାରତୀୟ ପୁଞ୍ଜିବଜାରରେ ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବୃଦ୍ଧି କରିଛନ୍ତି। ମଙ୍ଗଳବାର…
୧୫୫ ଟଙ୍କାରେ ମିଳିବ ଏଲପିଜି ସିଲିଣ୍ଡର…
ଡେରାଡୁନ,୧୧।୭ : ଏଲପିଜି ଘରୋଇ ଗ୍ୟାସ ସିଲିଣ୍ଡରର କ୍ରମାଗତ ବୃଦ୍ଧି ମୂଲ୍ୟ ସାଧାରଣ ଲୋକଙ୍କ ଆଥିକ ମେରୁଦଣ୍ଡ ଭାଙ୍ଗି ଦେଇଛି। ବିଗିଡ଼ି ଯାଇଛି। ସର୍ବଶେଷ ସୂଚନା ଅନୁଯାୟୀ, ବର୍ତ୍ତମାନ ପେଟ୍ରୋଲିୟମ କମ୍ପାନୀ ୨ କିଲୋଗ୍ରାମ ସିଲିଣ୍ଡର ଆଣିବାକୁ ପ୍ରସ୍ତୁତ ହେଉଛନ୍ତି। ଏହାର…
ବାଂଲାଦେଶରେ ବୟନ ଶିଳ୍ପ ସଙ୍କଟ…
ଢାକା,୧୧।୭ : ବାଂଲାଦେଶର ପ୍ରସିଦ୍ଧ ବୟନ ଏବଂ ପୋଷାକ ଶିଳ୍ପ ଏହାର ଅସ୍ତିତ୍ୱ ପାଇଁ ସଂଘର୍ଷ କରୁଛି ଶିଳ୍ପ ମୁଖ୍ୟତଃ ରପ୍ତାନି ଉପରେ ଆଧାରିତ। କିନ୍ତୁ ବିଗତ ମାସଗୁଡିକରେ ବିଦେଶରୁ ଆସିଥିବା ଅର୍ଡରଗୁଡିକ ହ୍ରାସ ପାଇଛି। ଏହି ସମୟରେ, ଶକ୍ତି ମୂଲ୍ୟ…
Archives


