ବାଣିଜ୍ୟ

ଜିଓ ଟ୍ରୁ ୫ଜିର କ୍ୟାମ୍ପସ ଅଭିଯାନ

ଭୁବନେଶ୍ୱର,୧୬।୯ : ରାଜ୍ୟର ପ୍ରମୁଖ ଶିକ୍ଷାନୁଷ୍ଠାନ ତଥା ଟ୍ରଷ୍ଟ ଫଣ୍ଡ କଲେଜ (ବରଗଡ), ତାଳଚେର ଅଟୋନମସ କଲେଜ (ତାଳଚେର), ବିନାୟକ ଆଚାର୍ଯ୍ୟ କଲେଜ (ବହ୍ମପୁର) ଏବଂ ଦେବରାୟ ନୟାପଲ୍ଲୀ କଲେଜ (ଭୁବନେଶ୍ୱର) ଆନୁଷ୍ଠାନିକ ଭାବେ ରିଲାଏନ୍ସ ଜିଓର ଜିଓ ଟ୍ରୁ ୫ଜି…

କ୍ରମ୍ପଟନ୍‌ର ନୂତନ ଉତ୍ପାଦ

ଭୁବନେଶ୍ୱର,୧୬।୯: କ୍ରମ୍ପଟନ ଗ୍ରୀଭ୍‌ସ କଞ୍ଜ୍ୟୁମର ଇଲେକ୍ଟ୍ରିକାଲ୍ସ ଲିମିଟେଡ୍‌ର ନୂତନ ଉତ୍ପାଦକୁ ନିକଟରେ ସର୍ବଭାରତୀୟ ଉନ୍ମୋଚନ କରାଯାଇଛି। ବିଶେଷକରି କମ୍ପାନୀର ଗ୍ରାଇଣ୍ଡିଂରେ ଆଶ୍ୱସ୍ତ ଦେଉଥିବା ପାୱାର ଟ୍ରେନ୍‌ ମଟରଚାଳିତ ଡୁରୋ ଇଲାଇଟ ପ୍ଲସ୍‌, ଡୁରୋ ରୟାଲ, ବୋଲ୍ଟମିକ୍ସ ପ୍ରୋ , ବୋଲ୍ଟମିକ୍ସ କୁଲକୁ…

ୟୁଏଆଇଏଲ୍‌ର ପ୍ରୋଜେକ୍ଟ ‘କୁଶଳୀ’

ଭୁବନେଶ୍ୱର,୧୬।୯: ଆଦିତ୍ୟ ବିର୍ଲା ଗ୍ରୁପ୍‌ର ସହଯୋଗୀ ସଂସ୍ଥା ଉତ୍କଳ ଆଲୁମିନା ଇଣ୍ଟରନ୍ୟାଶନାଲ ଲିମିଟେଡ୍‌ (ୟୁଏଆଇଏଲ୍‌)ର ପ୍ରୋଜେକ୍ଟ ‘କୁଶଳୀ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ମେସର୍ସ ଗଣେଶ ଡ୍ରାଇଭିଂ ଟ୍ରେନିଂ ସ୍କୁଲ ସହଯୋଗରେ ଉକ୍ତ ପ୍ରକଳ୍ପ ଆରମ୍ଭ ହୋଇଛି। ବିଶେଷକରି ଗ୍ରାମାଞ୍ଚଳରେ…

ବ୍ରିଟେନରେ ସବୁଠାରୁ ବଡ ନିବେଶ କରିବେ ରତନ ଟାଟା

ନୂଆଦିଲ୍ଲୀ,୧୫।୯: ଭାରତର ବଡ ବ୍ୟବସାୟୀ ଓ କୋଟିପତିଙ୍କ ମଧ୍ୟରେ ଅନ୍ୟତମ ରତନ ଟାଟା ବ୍ରିଟେନରେ ଏକ ବଡ ପୁଞ୍ଜି ନିବେଶ କରିବାକୁ ଯାଉଛି। ଟାଟା ଷ୍ଟିଲ ଓ ବ୍ରିଟିଶ ସରକାର ମଧ୍ୟରେ ଏହି ଆର୍ଥିକ ପ୍ୟାକେଜକୁ ନେଇ ଚୁକ୍ତି ହୋଇଛି। ଶୁକ୍ରବାର…

ବିଏସ୍‌ଏନ୍‌ଏଲ୍‌ ଓଡ଼ିଶା ପରିମଣ୍ଡଳରେ ହିନ୍ଦୀ ପକ୍ଷ

ଭୁବନେଶ୍ୱର, ୧୫।୯:ଭାରତ ସଞ୍ଚାର ନିଗମ ଲିମିଟେଡ୍‌ (ବିଏସ୍‌ଏନ୍‌ଏଲ୍‌)ର ଓଡ଼ିଶା ପରିମଣ୍ଡଳ ପକ୍ଷରୁ ହିନ୍ଦୀ ପକ୍ଷ-୨୦୨୩ ଉଦ୍‌ଘାଟିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ବିଏସ୍‌ଏନ୍‌ଏଲ୍‌ ଭବନ ସମ୍ମିଳନୀ କକ୍ଷରେ ଗୁରୁବାର ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏହି ଅବସରରେ ଓଡ଼ିଶା ଦୂରସଞ୍ଚାର ପରିମଣ୍ଡଳ…

ସମ୍ବଲପୁର ବସ୍ତ୍ରାଳୟର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୧୫।୯:ସମ୍ବଲପୁର ବସ୍ତ୍ରାଳୟର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ (ମେଗା ଶୋ’ରୁମ୍‌) ଗୁରୁବାର ଝାରସୁଗୁଡ଼ାର ସରବାହାଲଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ହସ୍ତତନ୍ତ ଏବଂ ବୟନଶିଳ୍ପ ବିଭାଗ ମନ୍ତ୍ରୀ ରୀତା ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସମ୍ବଲପୁରୀ…

ନୂତନ ପେଣ୍ଟ ‘ବିର୍ଲା ଓପସ୍‌’ ଉନ୍ମୋଚିତ

ଭୁବନେଶ୍ୱର, ୧୫।୯:ଦେଶର ପ୍ରମୁଖ ଘରୋଇ ଶିଳ୍ପ ପ୍ରତିଷ୍ଠାନ ତଥା ଆଦିତ୍ୟ ବିର୍ଲା ଗ୍ରୁପ୍‌ର ପ୍ରମୁଖ କମ୍ପାନୀ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ପେଣ୍ଟ ‘ବିର୍ଲା ଓପସ୍‌’କୁ ନିକଟରେ ଉନ୍ମୋଚନ କରାଯାଇଛି। ବିଶେଷକରି ୨୦୨୩-୨୪ ଆର୍ଥିକ…

ଏସ୍‌ବିଆଇ ଜେନେରାଲର ନୂତନ ଉତ୍ପାଦ

ଭୁବନେଶ୍ୱର, ୧୫।୯:ଏସ୍‌ବିଆଇ ଜେନେରାଲ ଇନ୍‌ସ୍ୟୁରାନ୍ସର ନୂତନ ଉତ୍ପାଦ ‘ସୁପର ହେଲ୍‌ଥ ଇନ୍‌ସ୍ୟୁରାନ୍ସ’କୁ ନିକଟରେ ସର୍ବଭାରତୀୟ ଉନ୍ମୋଚନ କରାଯାଇଛି। ଏ ସମ୍ପର୍କରେ ଏସ୍‌ବିଆଇ ଜେନେରାଲ ଇନ୍‌ସ୍ୟୁରାନ୍ସର ପୂର୍ଣ୍ଣକାଳୀନ ନିର୍ଦ୍ଦେଶକ ଆନନ୍ଦ ପେଜାୱର କହିଥିଲେ, ସୁପର ହେଲ୍‌ଥ ଇନ୍‌ସ୍ୟୁରାନ୍ସର ଶୁଭାରମ୍ଭକରି ଆମେ ବେଶ୍‌ ଉତ୍ସାହିତ…

୨.୫ ଲକ୍ଷ କୋଟି ଟଙ୍କା ବିନିଯୋଗ ଲକ୍ଷ୍ୟ: ପୁଷ୍କର

ଭୁବନେଶ୍ୱର,୧୫।୯ (ଅଭୟ ଦାଶ):ଚଳିତ ବର୍ଷ ଡିସେମ୍ବରରେ ଉତ୍ତରାଖଣ୍ଡର ଡେରାଡୁନ୍‌ଠାରେ ହେବାକୁ ଥିବା ଡେଷ୍ଟିନେସନ୍‌ ଉତ୍ତରାଖଣ୍ଡ-ଗ୍ଲୋବାଲ୍‌ ଇନ୍‌ଭେଷ୍ଟର୍ସ ସମ୍ମିଳନୀ-୨୦୨୩ରେ ରାଜ୍ୟ ସରକାର ପ୍ରାୟ ୨.୫ ଲକ୍ଷ କୋଟି ଟଙ୍କାର ପୁଞ୍ଜି ବିନିଯୋଗର ଲକ୍ଷ୍ୟ ରଖିଛନ୍ତି। ପ୍ରଥମ ଦିନରେ ପ୍ରାୟ ୮୦୦୦ କୋଟି ଟଙ୍କାର…

୪୧ଶତକଡା ଲୋକ ଅନଲାଇନରେ ଆକାଉଣ୍ଟ ପରିଚାଳନା କରିବା ଜାଣନ୍ତି ନାହିଁ

ନୂଆଦିଲ୍ଲୀ, ୧୪।୯: ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (ଆରବିଆଇ) ଗତବର୍ଷ ଏପ୍ରିଲରେ ଉଦଗ୍ୟମ (Unclaimed Deposits Gateway to Access inforMation) ନାମକ ଏକ ପୋର୍ଟାଲ ଲଞ୍ଚ କରିଛି। ଏହି ପୋର୍ଟାଲ ମାଧ୍ୟମରେ ଅନକ୍ଲେମଡ ବା ବେନାମୀ ଆକାଉଣ୍ଟଗୁଡ଼ିକ ବିଷୟରେ ସୂଚନା…

ପୁଣି ଛଟେଇ କଲା ଗୁଗୁଲ

ନୂଆଦିଲ୍ଲୀ,୧୪।୯: ପୁଣି ଥରେ ଛଟେଇ କରିଛି ‘ଗୁୁଗୁଲ୍‌’। ଏଥର କମ୍ପାନୀର ପ୍ୟାରେଣ୍ଟ କମ୍ପାନୀ ଆଲଫାବେଟ୍‌ ଶହ ଶହ ନିଯୁକ୍ତିଦାତାଙ୍କୁ ବରଖାସ୍ତ କରିଛି। ଏହାଫଳରେ କମ୍ପାନୀ ଏଆଇ ଉପରେ ବିନିଯୋଗକୁ ଦ୍ୱିଗୁଣିତ କରିବ ବୋଲି ସ୍ପଷ୍ଟ ହୋଇଛି। ପୂର୍ବରୁ ଗୁଗୁଲ୍‌ ଜାନୁୟାରୀରେ ୬%…

ଅନକ୍ଲେମଡ ଆକାଉଣ୍ଟରୁ ୪୨,୨୭୨କୋଟି ଟଙ୍କା ପଠାଯାଇଛି: ଆରବିଆଇ

ନୂଆଦିଲ୍ଲୀ,୧୪।୯: ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (ଆରବିଆଇ) ଗତବର୍ଷ ଏପ୍ରିଲରେ ଉଦଗ୍ୟମ (Unclaimed Deposits Gateway to Access inforMation) ନାମକ ଏକ ପୋର୍ଟାଲ ଲଞ୍ଚ କରିଛି। ଏହି ପୋର୍ଟାଲ ମାଧ୍ୟମରେ ଅନକ୍ଲେମଡ ବା ବେନାମୀ ଆକାଉଣ୍ଟଗୁଡ଼ିକ ବିଷୟରେ ସୂଚନା ମିଳିପାରୁଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?