ବାଣିଜ୍ୟ

ଏନ୍‌ଏମ୍‌ଡିସିର ୬୫ତମ ବାର୍ଷିକ ସାଧାରଣ ବୈଠକ

ଭୁବନେଶ୍ୱର,୧୦।୯: ଦେଶର ପ୍ରମୁଖ ସରକାରୀ ଉଦ୍ୟୋଗ ନ୍ୟାଶ୍‌ନାଲ ମିନେରାଲ ଡେଭେଲପ୍‌ମେଣ୍ଟ କର୍ପୋରେଶନ (ଏନ୍‌ଏମ୍‌ଡିସି)ର ୬୫ତମ ବାର୍ଷିକ ସାଧାରଣ ବୈଠକ (ଏଜିଏମ୍‌) ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ଏନ୍‌ଏମ୍‌ଡିସିର ସମସ୍ତ ଅଂଶଧନକାରୀ (ଶେୟାର ହୋଲ୍‌ଡର୍ସ)ଙ୍କ ସମେତ ଏନ୍‌ଏମ୍‌ଡିସିର ବରିଷ୍ଠ ପଦାଧିକାରୀ ଓ…

ଅନୁଗୋଳରେ ରେମଣ୍ଡର ଏକ୍ସକ୍ଲୁସିଭ୍‌ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୧୦।୯: ରେମଣ୍ଡର ନୂତନ ତଥା ଏକ୍ସକ୍ଲୁସିଭ୍‌ ଆଉଟ୍‌ଲେଟ୍‌ ନିକଟରେ ଅନୁଗୋଳର ଗାନ୍ଧୀ ମାର୍ଗଠାରେ ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଓଲିଉଡ୍‌ ଅଭିନେତ୍ରୀ ଅର୍ଚ୍ଚିତା ସାହୁ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଉକ୍ତ ଆଉଟ୍‌ଲେଟ୍‌ର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ…

ବଜାରରେ ରେନୋର ଅଲ୍‌ ନ୍ୟୁ କାଇଗର

ଭୁବନେଶ୍ୱର,୧୦।୯(ଅଭୟ ଦାଶ): ଦେଶର ପ୍ରମୁଖ ଅଟୋମୋବାଇଲ୍ସ କମ୍ପାନୀ ରେନଲ୍‌ଟ (ରେନୋ) ଇଣ୍ଡିଆର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିିତ ଅଲ୍‌ ନ୍ୟୁ କାଇଗର (ଅର୍ବାନ ନାଇଟ ଲିମିଟେଡ ଏଡିଶନ)ର ସର୍ବଭାରତୟ ଉନ୍ମୋଚନ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ସ୍ବୀକୃତିପ୍ରାପ୍ତ ଡିଲର…

ଶୀଘ୍ର ବନ୍ଦ ହେବ ୨୦୦୦ ଟଙ୍କିଆ ନୋଟ୍‌! ବାକି ଅଛି ଏତିକି ଦିନ, ଜାଣନ୍ତୁ କ’ଣ କୁହେ ଆର୍‌ବିଆଇ ନିୟମ…

ନୂଆଦିଲ୍ଲୀ,୯।୯: ଆପଣଙ୍କ ପାଖରେ ଏଯାଏ ଅଛି କି ୨୦୦୦ ଟଙ୍କିଆ ନୋଟ୍‌। ଯଦି ହଁ ତେବେ ତୁରନ୍ତ ଏହାକୁ ବ୍ୟାଙ୍କରେ ଯାଇ ବଦଳାଇ ନିଅନ୍ତୁ। କାରଣ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଘୋଷଣାନୁଯାୟୀ ୨୦୦୦ ଟଙ୍କିଆ ନୋଟ୍‌ ବଦଳାଇବାର ଅନ୍ତିମ ତାରିଖ ସେପ୍ଟେମ୍ବର…

ଭାରତରୁ ୟୁରୋପ ଚାଲିବ ଟ୍ରେନ: ଆମେରିକ ସାଉଦି ସହ ମିଳିତ ହୋଇ ନିର୍ମାଣ ହେବ ରେଲ ଶିପିଂ କରିଡର…

ନୂଆଦିଲ୍ଲୀ,୯।୯ : ‘ବେଲ୍ଟ ଆଣ୍ଡ ରୋଡ’ ପଦକ୍ଷେପ (ବିଆରଆଇ) ଅନ୍ତର୍ଗତ ଅନ୍ତର୍ଜାତୀୟ ବ୍ୟବସାୟରେ ନିଜର ଆଭିମୁଖ୍ୟ ପ୍ରତିଷ୍ଠା ପାଇଁ ଚାଇନା ଅନେକ ଦେଶକୁ ନିଜ ଅଧୀନରେ ନେଇଛି। ନୂଆଦିଲ୍ଲୀରେ ଚାଲିଥିବା ଜି-୨୦ ଶିଖର ସମ୍ମିଳନୀରେ ଭାରତ ମଧ୍ୟ ଏକ ଉପଯୁକ୍ତ ଉତ୍ତର…

ପ୍ରଦଶନୀ ପଡ଼ିଆରେ ସିଲ୍କ ଫାବ୍‌ ପ୍ରଦର୍ଶନୀ

ଭୁବନେଶ୍ୱର,୯ା୯: ନ୍ୟାଶନାଲ ହ୍ୟାଣ୍ଡଲୁମ୍‌ ଡେଭଲପମେଣ୍ଟ କର୍ପୋରେଶନ୍‌ (ଏନଏଚଡିସି) ଲିମିଟେଡ୍‌ ଏବଂ ବୟନ ମନ୍ତ୍ରଣାଳୟ ଓ ଅଫିସ ଅଫ ଡେଭଲପମେଣ୍ଟ କମିଶନରଙ୍କ ମିଳିତ ସହଯୋଗରେ ଭୁବନେଶ୍ୱରର ପ୍ରଦର୍ଶନୀ ପଡିଆ (ଏକ୍ରାମ ହାଟ ଆଇଡିସିଓ) ଠାରେ ଏକ ୧୪ ଦିନିଆ ସିଲ୍କ ଫାବ ପ୍ରଦର୍ଶନୀ…

ଏସ୍‌ବିଆଇ ଟ୍ରାଞ୍ଜିଟ୍‌ କାର୍ଡର ଶୁଭାରମ୍ଭ

ଭୁବନେଶ୍ୱର,୯ା୯: ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ (ଏସବିଆଇ)ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଏସ୍‌ବିଆଇ ଟ୍ରାଞ୍ଜିଟ୍‌ କାର୍ଡର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଉଲ୍ଲେଖଯୋଗ୍ୟ, ଗ୍ଲୋବାଲ୍‌ ଫିନଟେକ୍‌ ଫେଷ୍ଟ-୨୦୨୩ ଅବସରରେ ଦେଶର ପ୍ରଥମ ଟ୍ରାଞ୍ଜିଟ୍‌ କାର୍ଡର ଉନ୍ମୋଚନ କରାଯାଇଥିଲା। ଏପରିକି…

ଏନ୍‌ଭିଡିଆ ସହ ଜିଓର ସହଭାଗିତା

ଭୁବନେଶ୍ୱର, ୯।୯: ଦେଶର ପ୍ରମୁଖ ଘରୋଇ ଟେଲିକମ ସଂସ୍ଥା ଜିଓ ପ୍ଲାଟଫମର୍‌ସ ଏବଂ ଏନ୍‌ଭିଡିଆ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା ଘୋଷଣା କରାଯାଇଛି। ବିଶେଷ କରି ଅତ୍ୟାଧୁନିକ କ୍ଲାଉଡ୍‌ଭିତ୍ତିିକ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ଢାଞ୍ଚା ବିକାଶ କରିବା ଲାଗି ଏହି ସହଭାଗିତା ହୋଇଛି।…

ମିନୁ ଜେଏସ୍‌ଏଲ୍‌ର ପ୍ରଥମ ଓସିଓ

ଭୁବନେଶ୍ୱର, ୯।୯: ଜିନ୍ଦଲ ଷ୍ଟେନଲେସ ଲିମିଟେଡ (ଜେଏସ୍‌ଏଲ୍‌)ର ଓଡ଼ିଶା ୟୁନିଟ (ଜେଏସ୍‌ଏଲ୍‌, ଯାଜପୁର) ଷ୍ଟିଲ ମେଲଟିଂ ସ୍କ୍ରାପରେ କାର୍ଯ୍ୟରତ ମିନୁ ମହନ୍ତ ପ୍ରଥମ ଓଭରହେଡ କ୍ରେନ ଅପରେଟର (ଓସିଓ) ଭାବେ ମାନ୍ୟତା ଲାଭ କରିଛନ୍ତି। ଉଲ୍ଲେଖଯୋଗ୍ୟ, ବହୁ ଘାତ ପ୍ରତିଘାତ ମଧ୍ୟରେ…

ଶେୟାର ବଜାର କାରବାରରେ ଉତ୍ସାହ

ଭୁବନେଶ୍ୱର, ୯।୯: କ୍ରମାଗତ ୬ଷ୍ଠ ଦିନ ଲାଗି ଘରୋଇ ଶେୟାର ବଜାରରେ କାରବାର ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ୫ମ କାର୍ଯ୍ୟ ଦିବସ (ଷ୍ଟକ୍‌ବଜାର) ର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବୃଦ୍ଧି କରିଛନ୍ତି।…

ଇଭି ଇଣ୍ଡଷ୍ଟ୍ରିରେ ଟେକ୍ନୋ-ଇନୋଭେଶନ ପରିଚାଳନା

ଭୁବନେଶ୍ୱର, ୯।୯ (ଅଭୟ ଦାଶ): ବେଦାନ୍ତ ଆଲୁମିନିୟମ ପକ୍ଷରୁ ବିଶ୍ୱ ବୈଦ୍ୟୁତିକ ଯାନ (ଇଭି) ଦିବସ ପାଳିତ ହୋଇଯାଇଛି। ଏପରି କି ଉଚ୍ଚମାନର ବିଶ୍ୱସ୍ତରୀୟ ଉପତ୍ାଦ ପରିସର ମଧ୍ୟରେ କମ୍ପାନୀ ଇଭି ଶିଳ୍ପର ବୃଦ୍ଧି ପାଇଁ ଟେକ୍ନୋ-ଇନୋଭେଶନ ପରିଚାଳନା କରୁଛି, କମ୍ପାନୀର…

ଶସ୍ତା ହେଲା ସୋଲା, ମସୁର ଡାଲି

ନୂଆଦିଲ୍ଲୀ,୮।୯: ଭାରତ ସୋଲା, ମସୁର ଡାଲି ଓ ସେଓ ସମେତ ୬ଟି ଆମେରିକୀୟ ଉତ୍ପାଦ ଉପରେ ଅତିରିକ୍ତ ଟିକସ ହଟାଇ ଦେଇଛି। ବର୍ତ୍ତମାନ ଏହି ଜିନିଷଗୁଡ଼ିକ ଶସ୍ତା ମୂଲ୍ୟରେ ଭାରତରେ ଉପଲବ୍ଧ ହେବ। ଆମେରିକା ୨୦୧୯ରେ ଇସ୍ପାତ ଏବଂ ଆଲୁମିନିୟମ ଉତ୍ପାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?