ବିଓଆଇର ନୂତନ ଏମ୍ଏସ୍ଏସ୍ସି ଯୋଜନା
ଭୁବନେଶ୍ୱର,୪।୭: ବ୍ୟାଙ୍କ ଅଫ୍ ଇଣ୍ଡିଆ (ବିଓଆଇ)ର ନୂତନ ଯୋଜନା ‘ମହିଳା ସମ୍ମାନ ସେଭିଙ୍ଗ୍ ସାର୍ଟିଫିକେଟ୍ (ଏମ୍ଏସ୍ଏସ୍ସି)-୨୦୨୩’ର ଆନୁଷ୍ଠାନିକ ଶୁଭାରମ୍ଭ ସୋମବାରଠାରୁ ସର୍ବଭାରତୀୟସ୍ତରରେ ହୋଇଯାଇଛି। ବିଶେଷ କରି ଭାରତର ପ୍ରଥମ ବ୍ୟାଙ୍କ ଭାବେ ବିଓଆଇ ଚଳିତ ମାସ ୩ ତାରିଖରେ ଭାରତ ସରକାରଙ୍କ…
‘ହୋଣ୍ଡା ଏଲିଭେଟ୍’ର ପ୍ରାକ୍-ଉନ୍ମୋଚନ ବୁକିଂ
ଭୁବନେଶ୍ୱର,୪।୭(ଅଭୟ ଦାଶ): ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ତଥା ପ୍ରିମିୟମ୍ କାର୍ ନିର୍ମାତା ହୋଣ୍ଡା କାର୍ସ ଇଣ୍ଡିଆ ଲିମିଟେଡ୍ (ଏଚ୍ସିଆଇଏଲ୍)ର ବହୁ ପ୍ରତୀକ୍ଷିତ ମଧ୍ୟମ-ଆକାରର ଏସ୍ୟୁଭି ‘ହୋଣ୍ଡା ଏଲିଭେଟ୍’ର ପ୍ରାକ୍-ଉନ୍ମୋଚନ ବୁକିଂର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଭାରତରେ ଥିବା ହୋଣ୍ଡାର…
ରିଲାଏନ୍ସ ଜିଓର ୯୯୯ ଟଙ୍କିଆ ୪ଜି ଫୋନ୍
ଭୁବନେଶ୍ୱର,୪।୭: ରିଲାଏନ୍ସ ଜିଓର ୯୯୯ ଟଙ୍କିଆ ଆକର୍ଷଣୀୟ ୪ଜି ଫୋନ୍ ‘ଜିଓ ଭାରତ ଭି୨’ କୁ ସୋମବାର ସର୍ବଭାରତୀୟ ଉନ୍ମୋଚନ କରାଯାଇଛି। ବିଶେଷ କରି ଦେଶ ଭିତରେ ଉତ୍ପାଦନ କରାଯାଉଥିବା ଏବଂ ମାତ୍ର ୭୧ ଗ୍ରାମ ଓଜନର ଜିଓ ଭାରତ ଭି୨…
ଏସବିଆଇ ପକ୍ଷରୁ ଆଇସିସିଡବ୍ଲ୍ୟୁ ସୁବିଧା
ଭୁବନେଶ୍ୱର,୪।୭: ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ (ଏସବିଆଇ)ର ୬୮ ତମ ବ୍ୟାଙ୍କ୍ ଦିବସ ନିକଟରେ ପାଳିତ ହୋଇଯାଇଛି। ଏସବିଆଇର ଡିଜିଟାଲ୍ ବ୍ୟାଙ୍କିଙ୍ଗ୍ ଆପ୍ ‘ୟୋନୋ’ରେ କେତେକ ନୂତନ ସୁବିଧାର ଶୁଭାରମ୍ଭ କରାଯାଇଥିବାବେଳେ ଇଣ୍ଟରଅପରେବଲ୍ କାର୍ଡଲେସ୍ ନଗଦ ଉଠାଣ (ଆଇସିସିଡବ୍ଲ୍ୟୁ) ସୁବିଧା ମଧ୍ୟ ଏସବିଆଇ…
ବଜାରରେ ସୋନି ବିଜେଡ୍୫୦ଏଲ୍ ସିରିଜ
ଭୁବନେଶ୍ୱର,୪।୭: ସୋନି ଇଣ୍ଡିଆର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିିତ ବ୍ରାଭିଆ ୪କେ ଏଚ୍ଡିଆର୍ ଡିସ୍ପ୍ଲେର ନୂଆ ବିଜେଡ୍୫୦ଏଲ୍ ସିରିଜିର ଶୁଭାରମ୍ଭ ସହ ବଜାର ପ୍ରବେଶ ହୋଇଯାଇଛି। ଏ ସମ୍ପର୍କରେ ସୋନି ଇଣ୍ଡିଆର ଡେପୁଟି ମ୍ୟାନେଜିଂ ଡାଇରେକ୍ଟର ନାକାସିମା ଟୋମୋହିରୋ କହିଛନ୍ତି,…
ମୋଟୋରୋଲାର ନୂତନ ଉତ୍ପାଦ ଉନ୍ମୋଚିତ
ଭୁବନେଶ୍ୱର,୪।୭: ମୋଟୋରୋଲାର ନୂତନ ଉତ୍ପାଦ ରେଜର୍ ୪୦ ଅଲଟ୍ରା ଏବଂ ରେଜର୍ ୪୦’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏ ସମ୍ପର୍କରେ ମୋଟୋରୋଲା ଏସିଆ ପ୍ୟାସିଫିକର ଏକଜିକ୍ୟୁଟିଭ ଡାଇରେକ୍ଟର ପ୍ରଶାନ୍ତ ମଣି କହିଛନ୍ତି, ପ୍ରଯୁକ୍ତି ଓ ନବସୃଜନ କ୍ଷେତ୍ରରେ ମୋଟୋରୋଲା ଅଗ୍ରଭାଗରେ ରହିଛି।…
୭୬% ୨ ହଜାର ଟଙ୍କିଆ ନୋଟ୍ ବ୍ୟାଙ୍କକୁ ଫେରିଲା
ନୂଆଦିଲ୍ଲୀ,୩ା୭: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍ବିଆଇ) ୨ ହଜାର ଟଙ୍କିଆ ନୋଟ୍ ପ୍ରତ୍ୟାହାର କରିନେବା ଲାଗି ଘୋଷଣା କରିଛି। ଏନେଇ ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ଜନସାଧାରଣଙ୍କୁ ବ୍ୟାଙ୍କ ଆକାଉଣ୍ଟରେ ଟଙ୍କା ଜମା କରିବାକୁ ସମୟ ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ଜୁନ୍ ୩୦…
ଓଡ଼ିଶାରେ ଟାଟା ଷ୍ଟିଲ୍ର ଅତ୍ୟାଧୁନିକ ସିସିସି
ଭୁବନେଶ୍ୱର,୩।୭: ଟାଟା ଷ୍ଟିଲ୍ର ଅତ୍ୟାଧୁନିକ ତଥା ସର୍ବପ୍ରଥମ ସମ୍ପୂର୍ଣ୍ଣ ସ୍ବୟଂକ୍ରୀୟ ନିର୍ମାଣ ସର୍ଭିସ୍ ସେଣ୍ଟର୍ (ସିସିସି) ଓଡ଼ିଶାର କଟକ ଜିଲା ଅନ୍ତର୍ଗତ ଟାଙ୍ଗିଠାରେ ଉଦ୍ଘାଟିତ ହୋଇଯାଇଛି। ଏହି ଅବସରରେ ଟାଟା ଷ୍ଟିଲ୍ର ଚେୟାରପର୍ସନ (ମାର୍କେଟିଂ ଏବଂ ସେଲ୍ସ ଓ ଲଙ୍ଗ ପ୍ରଡକ୍ଟସ୍…
୨୧ ମୋ ସ୍କୁଲର ବିକାଶ କରିବ ବେଦାନ୍ତ ଲାଞ୍ଜିଗଡ଼
ଭୁବନେଶ୍ୱର,୩।୭: ଦେଶର ପ୍ରମୁଖ ଶିଳ୍ପ ସଂସ୍ଥା ତଥା ଭାରତର ଅଗ୍ରଣୀ ମେଟାଲର୍ଜିକାଲ ଗ୍ରେଡ ଆଲୁମିନା ଉତ୍ପାଦନକାରୀ ବେଦାନ୍ତ ଲାଞ୍ଜିଗଡ଼ ଏବଂ କଳାହାଣ୍ଡି ଜିଲା ପ୍ରଶାସନ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ହୋଇଥିବା ଜଣାପଡିଛି। ଏପରିକି ଓଡ଼ିଶା ସରକାରଙ୍କ ଦ୍ୱାରା ପରିଚାଳିତ ମୋ…
ଜୁନ୍ରେ ହୋଣ୍ଡାର ଘରୋଇ ବିକ୍ରି ୫୦୮୦ ୟୁନିଟ୍
ଭୁବନେଶ୍ୱର,୩।୭: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ତଥା ଭାରତର ଅଗ୍ରଣୀ ପ୍ରିମିୟମ କାର ନିର୍ମାତା ହୋଣ୍ଡା କାର୍ସ ଇଣ୍ଡିଆ ଲିମିଟେଡ (ଏଚ୍ସିଆଇଏଲ୍) ପକ୍ଷରୁ ୨୦୨୩ ଜୁନ୍ର କାରବାର ସମ୍ପର୍କରେ ବିସ୍ତୃତ ଘୋଷଣା କରାଯାଇଛି। ବିଶେଷ କରି କମ୍ପାନୀ ଚଳିତ ବର୍ଷ ଜୁନ୍…
ଅମୁଲ ସହ ପିଏନ୍ବିର ସହଭାଗିତା
ଭୁବନେଶ୍ୱର,୩।୭: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନ୍ବି) ଏବଂ ଗୁଜରାଟ ସମବାୟ ଦୁଗ୍ଧ ବିତରଣ ଫେଡେରେଶନ (ଜିସିଏମଏମଏଫଏଲ) ବା ଅମୁଲ ସହ ଏକ ଦ୍ୱିପାକ୍ଷିକ ବୁଝାମଣା ହୋଇଥିବା ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ଭାରତ ସରକାରଙ୍କ ମୁଦ୍ରା ଯୋଜନାର ସମସ୍ତ ସୁବିଧା…
ସୋନିର ନୂତନ ଉତ୍ପାଦ ଉନ୍ମୋଚିତ
ଭୁବନେଶ୍ୱର,୩।୭: ସୋନି ଇଣ୍ଡିଆର ନୂତନ ଉତ୍ପାଦ ‘ଏମ୍ଡିଆର୍-ଏମ୍ଭି୧ ରେଫରେନ୍ସ ମନିଟର ହେଡ୍ଫୋନ୍’କୁ ନିକଟରେ ସର୍ବଭାରତୀୟ ଉନ୍ମୋଚନ କରାଯାଇଛି। ବିଶେଷ କରି ପ୍ରଫେସନାଲ ସାଉଣ୍ଡ୍ ଇଞ୍ଜିନିୟର ଓ ସଙ୍ଗୀତ ସ୍ରଷ୍ଟାଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି କମ୍ପାନୀ ପକ୍ଷରୁ ଏଭଳି ଏକ ଉତ୍ପାଦ ପ୍ରସ୍ତୁତ…
Archives


