ବାଣିଜ୍ୟ

୫୦୦୦ ବିଦ୍ୟାର୍ଥଙ୍କୁ ରିଲାଏନ୍ସ ଫାଉଣ୍ଡେଶନ ଶିକ୍ଷାବୃତ୍ତି

ଭୁବନେଶ୍ୱର, ୭।୯: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ମେଧାବୀ ଛାତ୍ରୀଛାତ୍ରମାନଙ୍କୁ ରିଲାଏନ୍ସ ଫାଉଣ୍ଡେଶନ ଶିକ୍ଷାବୃତ୍ତି ପ୍ରଦାନ କରାଯିବ ବୋଲି ଫାଉଣ୍ଡେଶନ ପକ୍ଷରୁ କୁହାଯାଇଛି। ବିଶେଷକରି ୨୦୨୩-୨୪ ଶିକ୍ଷାବର୍ଷରେ ପ୍ରାୟ ୫୦୦୦ ଛାତ୍ରୀଛାତ୍ରଙ୍କୁ ଉପରୋକ୍ତ ଶିକ୍ଷାବୃତ୍ତି ପ୍ରଦାନ କରାଯିବ। ଆଶାୟୀ…

ଆଜିଠାରୁ ‘ହୋମ୍‌ ଶପିଂ ସ୍ପ୍ରି’ ଉତ୍ସବ

ଭୁବନେଶ୍ୱର,୭।୯: ଦେଶର ପ୍ରମୁଖ ଇ କର୍ମସ ପ୍ଲାଟଫର୍ମ ଆମାଜନ୍‌.ଇନର ବହୁ ପ୍ରତୀକ୍ଷିତ ‘ହୋମ୍‌ ଶପିଂ ସ୍ପ୍ରି’ର ଶୁଭାରମ୍ଭ ଗୁରୁବାର ଠାରୁ ହେଉଛି। ଏହି ପରିପ୍ରେକ୍ଷୀରେ ଅନେକ ପ୍ରସିଦ୍ଧ ଓ ଲୋକପ୍ରିୟ ବ୍ରାଣ୍ଡ ଉପରେ ଆକର୍ଷଣୀୟ ଡିଲ୍‌ ଓ ଅଫର ପ୍ରଦାନ କରାଯାଉଛି।…

ଲାଭି’ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୭ା୯: ଦେଶର ଅଗ୍ରଣୀ ଫ୍ୟାଶନ ବ୍ରାଣ୍ଡ୍‌ ଲାଭି’ର ପ୍ରଥମ ତଥା ନୂତନ ଏକ୍ସକ୍ଲୁସିଭ ଆଉଟ୍‌ଲେଟ ଭୁବନେଶ୍ୱରର କଳ୍ପନା ଛକସ୍ଥିତ ଉତ୍କଳ କନିକା ଗ୍ୟାଲେରିଆ ମଲ୍‌ରେ ବୁଧବାର ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି। ବିଶେଷକରି ଏଠାରେ ସମସ୍ତ ପ୍ରକାର ଫ୍ୟାଶନ୍‌ ଆସେସୋରିଜ୍‌ ଉପଲବ୍ଧ।…

ଆଇଏଫ୍‌ଏମ୍‌ ସହ ବିଜିୟୁର ବୁଝାମଣା

ଭୁବନେଶ୍ୱର,୭।୯: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ବିର୍ଲା ଗ୍ଲୋବାଲ ୟୁନିଭର୍ସିଟି (ବିଜିୟୁ) ଭୁବନେଶ୍ୱର ଏବଂ ତାଞ୍ଜାନିଆସ୍ଥିତ ଡାର୍‌-ଏସ୍‌-ସଲାମର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଫାଇନାନ୍ସ ମ୍ୟାନେଜମେଣ୍ଟ (ଆଇଏଫ୍‌ଏମ୍‌) ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ସହ ଚୁକ୍ତିପତ୍ର ନିକଟରେ ସ୍ବାକ୍ଷରିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ବିଜିୟୁର…

ନଭେମ୍ବରରେ ୨ ଦିନିଆ ଅନ୍ତର୍ଜାତୀୟ ମିଲେଟ୍‌ ସମ୍ମିଳନୀ

ଭୁବନେଶ୍ୱର,୭ା୯(ଅନିଲ ଦାସ): ମିଲେଟ୍‌ର ବହୁଳ ବ୍ୟବହାର, ଚାଷର ପ୍ରଚାର ଓ ପ୍ରସାର ଉଦ୍ଦେଶ୍ୟରେ ଆସନ୍ତା ନଭେମ୍ବର ୯ ଓ ୧୦ ଦୁଇଦିନ ଧରି ଭୁବନେଶ୍ୱର ଜନତା ମଇଦାନରେ ଅନ୍ତର୍ଜାତୀୟ ମିଲେଟ୍‌ ସମ୍ମିଳନୀ ଅନୁଷ୍ଠିତ ହେବ। ମାଣ୍ଡିଆ ବା ମିଲେଟ୍‌ ଜାତୀୟ ଖାଦ୍ୟ…

ଭୁବନେଶରରେ ଅଲ୍ଟିଗ୍ରୀନ୍‌ର ପ୍ରଥମ ଶୋ’ରୁମ୍‌

ଭୁବନେଶ୍ୱର,୭ା୯ (ଅଭୟ ଦାଶ): ଦେଶର ଅଗ୍ରଣୀ ବାଣିଜି୍ୟକ ୩ ଚକିଆ ବୈଦ୍ୟୁତିକ ଯାନ (ଇଭି) ନିର୍ମାତା ଅଲ୍ଟିଗ୍ରୀନ୍‌ର ନୂତନ ତଥା ପ୍ରଥମ ଶୋ’ରୁମ୍‌ ଏବଂ ଏକ୍ସପେରିଏନ୍ସ ସେଣ୍ଟର ବୁଧବାର କଟକ-ପୁରୀ ବାଇପାସ୍‌ଠାରେ ଉଦ୍‌ଘାଟିତ ହୋଇଯାଇଛି। ଉଲ୍ଲେଖଯୋଗ୍ୟ, ଜ୍ୟୋତି ମୋଟର୍ସ ଆନୁକୂଲ୍ୟରେ ଅଲ୍ଟିଗ୍ରୀନ୍‌ର…

ବାଲ୍‌କ୍ରିଷ୍ଣାଙ୍କ ଦ୍ୱାରା ଅଣସଂରକ୍ଷିତ ଶିଖରର ନାମକରଣ

ଭୁବନେଶ୍ୱର,୭।୯: ପତଞ୍ଜଳି ଯୋଗପୀଠର ସାଧାରଣ ସମ୍ପାଦକ ଆଚାର୍ଯ୍ୟ ବାଲ୍‌କ୍ରିଷ୍ଣାଙ୍କ ଦ୍ୱାରା ହିମାଳୟ ପର୍ବତର ନାମହୀନ ଅଣସଂରକ୍ଷିତ ଶିଖରର ନାମକରଣ ‘କୈଳାଶ ଶିଖର ଏବଂ ନନ୍ଦୀ ଶିଖର’ ଭାବେ ନାମିତ କରାଯାଇଛି। ବିଶେଷକରି ଶ୍ରୀକାନ୍ତ ପର୍ବତ ଏବଂ ହର୍ଷିଲ୍‌ ହର୍ନ ଶିଖର-୨ ମଧ୍ୟରେ…

ଅମ୍ବାନୀଙ୍କଠାରୁ ବି ମହଙ୍ଗା ସେହ୍ବାଗଙ୍କ ସ୍କୁଲ; ଜାଣନ୍ତୁ ଏହାର ଫିସ୍‌, କ୍ରିକେଟରଙ୍କ ରୋଜଗାର…

ନୂଆଦିଲ୍ଲୀ,୬।୯: ନିଜର ବିସ୍ଫୋରକ ବ୍ୟାଟିଂକୁ ନେଇ ପରିଚିତ ବିରେନ୍ଦ୍ର ସେହ୍ବାଗଙ୍କ ‘ସେହ୍ବାଗ ଇଣ୍ଟରନ୍ୟାଶନାଲ ସ୍କୁଲ’ ବେଶ ଲୋକପ୍ରିୟ। ୨୩ ଏକର ଜମିରେ ପରିବ୍ୟାପ୍ତ ଏହି ସ୍କୁଲ ୩୦୦ ଛାତ୍ରୀଛାତ୍ରଙ୍କୁ ନେଇ ଆରମ୍ଭ ହୋଇଥିଲା। ୨୦୧୪ରେ ସେହ୍ବାଗ ସ୍କୁଲ ଖୋଲିବାକୁ ୨୦-୩୦ କୋଟି…

ଆସିଲା ୟୁପିଆଇ ଏଟିଏମ୍‌: ଏଣିକି ବିନା କାର୍ଡରେ ବି ବାହାର କରିପାରିବେ ଟଙ୍କା

ନୂଆଦିଲ୍ଲୀ,୬।୯: ନ୍ୟାଶନାଲ ପେମେଣ୍ଟସ୍‌ କର୍ପୋରେଶନ ଅଫ୍‌ ଇଣ୍ଡିଆ (ଏନ୍‌ପିସିଆଇ) ହିତାଚି ପେମେଣ୍ଟ ସର୍ଭିସେସ୍‌ ସହ ପ୍ରଥମ ହ୍ବାଇଟ୍‌ ଲେଭଲ ୟୁପିଆଇ ଏଟିଏମ୍‌ ବଜାରକୁ ଆଣିଛି। ଏହି ଏଟିଏମ୍‌ରୁ କାର୍ଡ ନ ଥାଇ ବି ଟଙ୍କା ବାହାର କରିବାର ସୁବିଧା ମିଳିବ। ଏଥିସହ…

ଦିଲ୍ଲୀରେ ୩ ଦିନ ବନ୍ଦ ରହିବ ସ୍ବିଗି-ଜୋମାଟୋ-ଆମାଜନ-ଫ୍ଲିପକାର୍ଟ ସେବା…

ନୂଆଦିଲ୍ଲୀ,୬।୯ : ଭାରତର ରାଜଧାନୀ ଦିଲ୍ଲୀରେ ଜି-୨୦ ଶିଖର ସମ୍ମିଳନୀ ହେବାକୁ ଯାଉଛି। ସମ୍ମିଳନୀ ୯ ଏବଂ ୧୦ ସେପ୍ଟେମ୍ବରରେ ରାଜଧାନୀ ନୂଆଦିଲ୍ଲୀର ପ୍ରଗତି ମଇଦାନରେ ଅନୁଷ୍ଠିତ ହେବ। ଏହି ସମ୍ମିଳନୀରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଏବଂ ବ୍ରିଟିଶ ପ୍ରଧାନମନ୍ତ୍ରୀ…

ବାଜରା ବ୍ୟବହାରକୁ ପ୍ରୋତ୍ସାହିତ କରିବା ପାଇଁ ନେପାଳ ଭାରତ ସହିତ ମିଳିତ ହେଲା, ମିଳିତ ଜାତିସଂଘ ଅଭିଯାନରେ ସାମିଲ…

କାଠମାଣ୍ଡୁ,୬।୯ : ବାଜରା ଚାଷ ଏବଂ ବ୍ୟବହାରକୁ ପ୍ରୋତ୍ସାହିତ କରିବା ପାଇଁ ନେପାଳ ଭାରତ ସହ ସହଯୋଗ କରିବାକୁ ପ୍ରସ୍ତୁତ । କୃଷି ଏବଂ ପଶୁପାଳନ ମନ୍ତ୍ରୀ ବେଦୁରାମ ଭୁଶାଲ ଏହି ସୂଚନା ଦେଇଛନ୍ତି। ଏକ କାର୍ଯ୍ୟକ୍ରମରେ ଲୋକଙ୍କୁ ସମ୍ବୋଧିତ କରି…

ଓଡ଼ିଶା ଖାଦ୍ୟ ପ୍ରକ୍ରିୟାକରଣ କନ୍‌କ୍ଲେଭ ଉଦ୍‌ଯାପିତ

ଭୁବନେଶ୍ୱର,୬।୯: କେନ୍ଦ୍ର ସରକାରଙ୍କ ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପ ମନ୍ତ୍ରଣାଳୟ ( ଏମ୍‌ଓଏଫ୍‌ପିଆଇ) ଏବଂ ପିଏଚ୍‌ଡି ଚାମ୍ବର ଅଫ୍‌ କର୍ମସ ଆଣ୍ଡ ଇଣ୍ଡଷ୍ଟ୍ରିର ମିଳିତ ସହଯୋଗରେ ଆୟୋଜିତ ଓଡ଼ିଶା ଖାଦ୍ୟ ପ୍ରକ୍ରିୟାକରଣ କନ୍‌କ୍ଲେଭ ଆଣ୍ଡ ଇଣ୍ଡଷ୍ଟ୍ରି ମିଟ୍‌ ମଙ୍ଗଳବାର ଉଦ୍‌ଯାପିତ ହୋଇଯାଇଛି। ଭୁବନେଶ୍ୱରଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?